KIIT Controversy: ଅଚ୍ୟୁତ ସାମନ୍ତଙ୍କୁ ଟାର୍ଗେଟ୍ କଲେ ବିଧାୟକ ବାବୁ ସିଂ
ଭୁବନେଶ୍ୱର,୨୧ା୨: କିଟ୍ ପ୍ରସଙ୍ଗରେ ବିଧାନସଭାର ମୁଲତବୀ ଆଲୋଚନା ବେଳେ ବାବୁ ସିଂ ଏକ ବଡ଼ ବିବୃତ୍ତି ଦେଇଛନ୍ତି। କିଟ୍ କେଳେଙ୍କାରୀ ଅଭିଯୋଗରେ ଅଚ୍ୟୁତ ସାମନ୍ତଙ୍କୁ ଟାର୍ଗେଟ କରି ମନ୍ତ୍ରୀ କହିଛନ୍ତି, ୧୯୯୧ରେ ମହର୍ଷିରେ ପଢ଼ାଇବା ବେଳେ ୮୦୦ ଟଙ୍କା ଦରମା ପାଉଥିଲେ।…
ସଭାପତିଙ୍କ ନାଁ ଘୋଷଣା କଲା ଭାଜପା, ଏଣିକି ଓଡ଼ିଶାରେ ମୂଳଦୁଆ ମଜଭୁତ କରିବ ଦଳ
ଭୁବନେଶ୍ୱର, ୧୬।୨: ରାଜ୍ୟ ସଭାପତି ନିଯୁକ୍ତ ହେବ ପୂର୍ବରୁ ଭାରତୀୟ ଜନତା ପାର୍ଟି(ଭାଜପା) ରବିବାର ୧୩ ଜିଲା ସଭାପତିଙ୍କ ନାଁ ଘୋଷଣା କରିଛି। ପୂର୍ବରୁ ୧୬ରୁ ଅଧିକ ଜିଲାର ସଭାପତିଙ୍କ ନାଁ ଘୋଷଣା ହୋଇଥିଲା ବେଳେ ରବିବାର ୧୩ ଜିଲା ସଭାପତିଙ୍କ…
କ୍ଷମତାକୁ ଫେରିଲେ ବି ମୁଖ୍ୟମନ୍ତ୍ରୀ ହେବିନି, କାହିଁକି ଏମିତି କହିଲେ ଭକ୍ତ ଦାସ
ଭୁବନେଶ୍ୱର,୧୨ା୨: ନୂଆ ପିସିସି ସଭାପତି ଭକ୍ତ ଚରଣ ଦାସ ବୁଧବାର ଏକ ବଡ଼ ବୟାନ ଦେଇଛନ୍ତି। ଯେଉଁମାନେ କଂଗ୍ରେସକୁ ଫେରିବେ ଗ୍ରହଣ କରିବୁ। ବିନା ସର୍ତ୍ତରେ ସେମାନଙ୍କୁ ଗ୍ରହଣ କରାଯିବ। ଆସନ୍ତା ୧୮ରେ ଭୁବନେଶ୍ବର ଫେରିବି ବୋଲି ଭକ୍ତ କହିଛନ୍ତି। ସେ…
ଝାରସୁଗୁଡ଼ା ଭାଜପା ଜିଲା ସଭାପତି ପଦ ପାଇଁ ଦୌଡ଼: ଧର୍ମେନ୍ଦ୍ର ନା ସୁରେଶ କାହା ଶିବିରକୁ ଯିବ
ଝାରସୁଗୁଡା,୧୦।୨(ଆଶିଷ ରଞ୍ଜନ ଦାଶ): ନିକଟରେ ଭାରତୀୟ ଜନତା ପାର୍ଟି(ଭାଜପା) ରାଜ୍ୟର ୨୩ଟି ସାଙ୍ଗଠନିକ ଜିଲା ପାଇଁ ସଭାପତି ପଦ ଘୋଷଣା କରିସାରିଛି। ଅଘୋଷିତ ମଧ୍ୟରେ ପଶ୍ଚିମ ଓଡ଼ିଶାର ଅନ୍ୟତମ ରାଜନୈତିକ ସମ୍ବେଦନଶୀଳ ଜିଲା ଝାରସୁଗୁଡ଼ାର ଭାଜପା ସଭାପତି ପଦ ରହିଛି। ଜାଣିବାକୁ…
ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଆତିଶୀ
ନୂଆଦିଲ୍ଲୀ,୯ା୨: ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆମ ଆଦମୀ ପାର୍ଟିର ପରାଜୟ ପରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ରବିବାର ଇସ୍ତଫା ଦେଇଛନ୍ତି ଆତିଶୀ ମାର୍ଲେନା। ରାଜଭବନରେ ପହଞ୍ଚି ବିଧିବଦ୍ଧ ଭାବେ ସେ ଇସ୍ତଫା ଦେଇଛନ୍ତି। ସେ ଉପରାଜ୍ୟପାଳଙ୍କୁ ଭେଟି ତାଙ୍କର ଇସ୍ତଫା ପତ୍ର…
ଯାଜପୁର ପାଇଁ ଅଲୋଡ଼ା ହେଲେ ବବି, ନବୀନ ଦେଲେ ବଡ଼ ଝଟ୍କା
ଭୁବନେଶ୍ୱର,୨ା୨: ବିଜେଡି ନେତା ବବି ଦାସ ଏବେ ଯାଜପୁର ପାଇଁ ଅଲୋଡ଼ା ହୋଇଯାଇଛନ୍ତି। ଯିଏ ଦିନେ ଦଳର ଟିକ୍ନିକ୍ କଥା ବୁଝୁଥିଲେ ତାଙ୍କ ଇଙ୍ଗିତରେ କୁଆଡ଼େ ଦଳ ଉଠ୍ବସ୍ ହେଉଥିଲା ଆଜି ତାଙ୍କୁ କୌଣସି ଦାୟିତ୍ୱ ଦେଇନାହାନ୍ତି ଦଳର ସୁପ୍ରିମୋ ନବୀନ…
ରଘୁବର ଯଦି ଲୋକଙ୍କ ରାଜ୍ୟପାଳ ଥିଲେ ତଡ଼ିଲ କାହିଁକି?
ନୟାଗଡ଼,୧୩।୧(ଲୋକନାଥ ମିଶ୍ର): ଓଡ଼ିଶାର ପୂର୍ବତନ ରାଜ୍ୟପାଳ ରଘୁବର ଦାସ ଝାଡ଼ଖଣ୍ଡରେ ଭାଜପାରେ ସାମିଲ ହେବା ପରେ ନୟାଗଡ଼ ବିଧାୟକ ଅରୁଣ ସାହୁ ତାଙ୍କୁ ଟାର୍ଗେଟ କରିଛନ୍ତି। ରବିବାର ନୟାଗଡ଼ରେ ଏକ ଖବରଦାତା ସମ୍ମିଳନୀରେ ଅରୁଣ ଭାଜପାକୁ ବିଭିନ୍ନ ପ୍ରଶ୍ନ କରିବା ସହିତ…
ମହିଳା କାର୍ଡ ଖେଳିପାରେ ଭାଜପା
ଯାଜପୁର,୧୩ା୧(ହର୍ଷବର୍ଦ୍ଧନ ବେହେରା): ରାଜ୍ୟରେ ଗତ ସାଧାରଣ ନିର୍ବାଚନରେ ଭାଜପା ବିଜୟୀ ହେବା ପଛରେ ଦଳର ସାଙ୍ଗଠନିକ ବଳ ଅପେକ୍ଷା ବିଜେଡି ନେତାଙ୍କ ଅହଙ୍କାର ଓ ବିଭିନ୍ନ ଯୋଜନାରେ ବ୍ୟାପକ ଅନିୟମିତତା ବଡ଼ କାରଣ ବୋଲି ଚର୍ଚ୍ଚା ହେଉଛି। ତେଣୁ ଉଭୟ ଦଳ…
ଏବେ ଶଙ୍ଖଭବନ ପାଲଟିଛି ହୋଟେଲ, ୮୦ ଟଙ୍କାରେ ମିଳୁଛି ମିଲ୍, ଗ୍ରାହକ କହୁଛନ୍ତି ଭିତିରି କଥା…
ଭୁବନେଶ୍ୱର,୧୩ା୧: ବିଜେଡି ପାର୍ଟି ଅଫିସ ଏବେ ଲୋକଙ୍କ ପାଇଁ ହୋଟେଲ ସାଜିଛି। ଏଠାରେ ଖାଲି ଯେ, ଦଳୀୟ କର୍ମୀ ଖାଇଥାନ୍ତି ତା’ ନୁହେଁ, ଏଠାରେ ସାଧାରଣ ଲୋକ ବି ଖାଉଛନ୍ତି ମିଲ୍। ମିଲ୍ ମାଗଣା ନୁହେଁ, ମିଲ୍ର ଦାମ୍ ରହିଛି ମାତ୍ର…
ଏଡିଆର୍ ରିପୋର୍ଟ: ୨୦୨୨-୨୩ ବର୍ଷରେ ବିଜେଡିକୁ ମିଳିନି ଗୋଟିଏ ଟଙ୍କା ଚାନ୍ଦା
ନୂଆଦିଲ୍ଲୀ,୧୦।୧: ଆଞ୍ଚଳିକ ରାଜନୈତିକ ଦଳଗୁଡ଼ିକ ୨୦୨୨-୨୩ ଆର୍ଥତ୍କ ବର୍ଷରେ ୨୧୬ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଚାନ୍ଦା ପାଇଥିବା ଘୋଷଣା କରିଛନ୍ତି। ଚାନ୍ଦାରୁ ଜେଏମ୍ଏମ୍, ଜେଜେପି, ଟିଡିପି ଏବଂ ଟିଏମ୍ସିର ଆୟ ସର୍ବାଧିକ ବଢ଼ିଥିବା ଆସୋସିଏଶନ ଫର୍ ଡେମୋକ୍ରାଟିକ୍ ରିଫମର୍ସ (ଏଡିଆର୍) ବିଶ୍ଳେଷଣରୁ…
ମୂଷା ବଂଶକୁ ସମ୍ପୂର୍ଣ୍ଣ ନିପାତ କରି ହେବନି, କିଛି ମୂଷା ଅନ୍ୟ କିଆରିକୁ ପଳେଇଲେଣି, କାହିଁକି ଏମିତି କହିଲେ ସମ୍ବିତ…
ଭୁବନେଶ୍ୱର,୫ା୧: ପାରାଦୀପର ପୂର୍ବତନ ବିଧାୟକ ତଥା ବିଜେଡି ନେତା ସମ୍ବିତ ରାଉତରାୟ ବିଜେଡିରେ ମୂଷା ଉପାଖ୍ୟାନକୁ ନେଇ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ବିଜେଡିର କିଛି ମୂଷା ଅନ୍ୟ କିଆରିକୁ ପଳାଇଲେଣି। ସମ୍ପୂର୍ଣ୍ଣ ମୂଷା ବଂଶକୁ ନିପାତ କରି ହେବନି, ଏହାର…
ଆମ କାର୍ଯ୍ୟଶୈଳୀ ବିରୋଧୀଙ୍କୁ ତୃଣମୂଳ ସ୍ତରକୁ ଯିବାକୁ ବାଧ୍ୟ କରିଛି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨।୧: ସ୍ୱାଧୀନତା ସଂଗ୍ରାମୀ ମହୋତ୍ସବ ମଞ୍ଚରୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ”ଦିନେ ଯେଉଁମାନେ ସାଧାରଣ ଲୋକଙ୍କୁ ଦେଖା କରୁ ନ ଥିଲେ ଆଜି ଆଇଭୋରୁ ଟାୱାରରୁ ବାହାରି ଗାଁ ଦାଣ୍ଡ ଧୂଳି…

