ବିଧାନସଭାରେ ବଡ଼ଭାଇ କେ.ଭି ସିଂଙ୍କୁଏହି ପ୍ରଶ୍ନ କଲେ ସାନଭାଇ କଳିକେଶ, ଉତ୍ତରରେ ବଡ଼ ଭାଇ କହିଲେ…
ଭୁବନେଶ୍ୱର,୨୮ା୮: ବିଧାନସଭାରେ ଆଜିର ପ୍ରଶ୍ନ ଉତ୍ତର ବେଶ୍ ଆଖିଦୃଶିଆ ତଥା ହାସ୍ୟରୋଳ ବି ଥିଲା। ବଡ଼ ଭାଇ ତଥା ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କୁ ସାନ ଭାଇ କଳିକେଶ ଠିଆ ହୋଇ କିଛି ପ୍ରଶ୍ନ ପଚାରିଥିଲେ। ଏହାର ଉତ୍ତର ରଖିଥିଲେ କେ.ଭି। କଳିକେଶ…
ବିଜେଡିରୁ ଇସ୍ତଫା ଦେଲେ କର୍ପୋରେଟର
ଭୁବନେଶ୍ୱର,୧୬ା୮: ଭୁବନେଶ୍ୱରର ୩୭ନଂ ଓ୍ବାର୍ଡର କର୍ପୋରେଟର ବିଜେଡି ଛାଡ଼ିଛନ୍ତି। କର୍ପୋରେଟର ବନ୍ଦିତା ପାଲ୍ ଏବଂ ତାଙ୍କ ସ୍ବାମୀ ଶୁକ୍ରବାର ବିଜେଡିରୁ ଇସ୍ତଫା ଦେଇଛନ୍ତି। ସ୍ବାଧୀନ ଭାବରେ ଜିତିବା ପରେ ବନ୍ଦିତା ବିଜେଡିରେ ସାମିଲ ହୋଇଥିଲେ। ରାଜନୈତିକ କାରଣ ଦର୍ଶାଇ ସେ ବିଜେଡିରୁ…
ରାଜ୍ୟ ସଭାକୁ କିଏ ଯିବେ? ଏହି ନେତାଙ୍କ ନାଁକୁ ନେଇ ଚାଲିଛି ଜୋର୍ଦାର ଚର୍ଚ୍ଚା
ଭୁବନେଶ୍ୱର,୭ା୮: ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ଓଡ଼ିଶା ସମେତ ୯ଟି ରାଜ୍ୟରେ ରାଜ୍ୟ ସଭା ଉପନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ସଭା ଏମ୍ପି ପଦରୁ ମମତା ମହାନ୍ତ ଇସ୍ତଫା ଦେବା ପରେ ତାଙ୍କ ସ୍ଥାନରେ …
ଆଗକୁ ବିଜେଡିରେ ବିସ୍ଫୋରଣ ହେବ: କାହିଁକି ଏମିତି କହିଲେ ବିଧାୟକ ସରୋଜ ପାଢ଼ୀ
ଭୁବନେଶ୍ୱର,୩ା୮: ବିଜେଡିରୁ ରାଜ୍ୟ ସଭା ସଦସ୍ୟ ମମତା ମହାନ୍ତ ଇସ୍ତଫା ଦେଇଥିବା ବେଳେ ଭାଜପାରେ ସାମିଲ ହୋଇଛନ୍ତି। ତେବେ ଏହାକୁ ନେଇ ରାଜନୀତି ପାଣିପାଗ ବେଶ୍ ସରଗରମ ହୋଇଉଠିଛି। ଉଭୟ ଦଳ ନେତା ପରସ୍ପରକୁ ଆକ୍ଷେପ ପ୍ରତି ଆକ୍ଷେପ କରୁଛନ୍ତି। ଏଥିରେ…
ସାମ୍ନାକୁ ଆସିଲା ସତ, କିଏ ହେବେ ନୀତୀଶଙ୍କ ଉତ୍ତରାଧିକାରୀ କହୁକହୁ କହିଦେଲେ ଏହି ନେତା
ପାଟ୍ନା,୨ା୮: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ତାଙ୍କ ଉତ୍ତରାଧିକାରୀ ଚୟନ କରିଛନ୍ତି। ଏହାକୁ ନେଇ ରାଜନୈତିକ ମହଲରେ ବେଶ୍ ଚର୍ଚ୍ଚା ହେଉଛି। ଇତିମଧ୍ୟରେ ଜଣେ ଆଇଏଏସ୍ ଅଧିକାରୀଙ୍କ ନାମ ମଧ୍ୟ ଚର୍ଚ୍ଚାକୁ ଆସିଛି। ସେ ଚାକିରି ଛାଡ଼ି ଜୁଲାଇରେ ନୀତୀଶ କୁମାରଙ୍କ…
‘ଆମ ଦେଶକୁ ବୁଢ଼ା ରାଜନେତା କରୁଛନ୍ତି ଶାସନ’
ନୂଆଦିଲ୍ଲୀ,୧ା୮: ଆମ ଆଦ୍ମୀ ପାର୍ଟି(ଏଏପି)ର ରାଜ୍ୟ ସଭା ଏମ୍ପି ରାଘବ ଚଢ଼ା ଗୁରୁବାର ରାଜ୍ୟ ସଭାରେ ଏକ ବଡ଼ ଦାବି କରିଛନ୍ତି। ସେ କହିଛନ୍ତି, ମୁଁ ଯେଉଁ ପ୍ରସଙ୍ଗ ଉପରେ କହିବାକୁ ଚାହୁଁଛି ତାହା ମୋ’ ହୃଦୟର କଥା। ରାଜନୀତିରେ ଯୁବକମାନଙ୍କ…
ରାଜ୍ୟ ସଭାରେ ଏହି ବଡ଼ ଦାବି କଲେ ରାଘବ ଚଢ଼ା, କହିଲେ ନିର୍ବାଚନ ଲଢ଼ିବାର ବୟସକୁ…
ନୂଆଦିଲ୍ଲୀ,୧ା୮: ଆମ ଆଦ୍ମୀ ପାର୍ଟି(ଏଏପି)ର ରାଜ୍ୟ ସଭା ଏମ୍ପି ରାଘବ ଚଢ଼ା ଗୁରୁବାର ରାଜ୍ୟ ସଭାରେ ଏକ ବଡ଼ ଦାବି କରିଛନ୍ତି। ସେ କହିଛନ୍ତି, ମୁଁ ଯେଉଁ ପ୍ରସଙ୍ଗ ଉପରେ କହିବାକୁ ଚାହୁଁଛି ତାହା ମୋ’ ହୃଦୟର କଥା। ରାଜନୀତିରେ ଯୁବକମାନଙ୍କ…
ଓଡ଼ିଶାରେ ଆରମ୍ଭ ହେଲା କି ଖେଳ! ରାଜ୍ୟ ସଭାରେ ନମ୍ବର ଗେମ୍ ସ୍ଥିର କରିବ ଭାଜପା
ନୂଆଦିଲ୍ଲୀ/ଭୁବନେଶ୍ୱର,୩୧ା୭: ନିକଟରେ ଅନୁଷ୍ଠିତ ଲୋକ ସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟିର(ଭାଜପା) ଆସନରେ ହ୍ରାସ ଘଟିଥାଇପାରେ, କିନ୍ତୁ ଦଳ ନିଶ୍ଚିତ ଭାବରେ ଓଡ଼ିଶାରେ ଏକ ନୂତନ ଦୁର୍ଗ ପାଇଛି। ଭାଜପା କେବଳ ଲୋକ ସଭା ଆସନ ଦୃଷ୍ଟିରୁ ଓଡ଼ିଶାକୁ ପରାସ୍ତ କରିନାହିଁ,…
ରାଜ୍ୟସଭାରୁ ଇସ୍ତଫା ଦେଲେ ମମତା ମହନ୍ତ; ବିଜେଡିକୁ ବଡ଼ ଝଟକା
ଭୁବନେଶ୍ୱର,୩୧।୭: ବିଜୁ ଜନତା ଦଳର ଏମପି ମମତା ମହନ୍ତ ରାଜ୍ୟ ସଭାରୁ ଇସ୍ତଫା ଦେଇଛନ୍ତି। ଏନେଇ ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ ଧନକର ଗୃହରେ ଏହି ସୂଚନା ଦେଇଛନ୍ତି। ମମତା ୨୦୨୦ରେ ରାଜ୍ୟ ସଭାକୁ ବିଜେଡି ଟିକେଟ୍ରେ ନିର୍ବାଚିତ ହୋଇଥିଲେ। କୁଡ଼ୁମୀ…
କଟକ ମେୟରଙ୍କୁ ଓସିଏ ସମ୍ପାଦକଙ୍କ ଟାର୍ଗେଟ୍
କଟକ,୨୯।୭(ଶିଳ୍ପା ପ୍ରିୟଦର୍ଶିନୀ): ବାରବାଟୀ ଷ୍ଟାଡିୟମ ନବୀକରଣ କାର୍ଯ୍ୟ ନେଇ ଲାଗି ରହିଥିବା ବିବାଦ ବଢ଼ିବାରେ ଲାଗିଛି। ଏହି ପ୍ରସଙ୍ଗରେ କଟକ ମେୟର ସୁବାସ ସିଂଙ୍କୁ ଟାର୍ଗେଟ କରିଛନ୍ତି ଓସିଏ ସମ୍ପାଦକ ସଞ୍ଜୟ ବେହେରା। ସୁବାସ ଦ୍ୱନ୍ଦ୍ୱରେ ରହି ଗଣମାଧ୍ୟମ ସମ୍ମୁଖରେ ବିଭ୍ରାନ୍ତିକର…
ଥିଲେ ୩ ବାପି, ଆସିଲେନି ବସନ୍ତ
ପାରାଦୀପ,୨୯।୭(ଶରତ ରାଉତ): ୨୦୨୪ ନିର୍ବାଚନର ମାସେ ୨୪ ଦିନ ପରେ ରବିବାର ପାରାଦୀପ ବିଜେଡିର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ପାରାଦୀପ ନୂଆବଜାର ବିଜୁ ପଟ୍ଟନାୟକ ମେମୋରିଆଲ ଟ୍ରଷ୍ଟ ପାଖରେ ଆୟୋଜିତ ଏହି ବୈଠକରେ ପ୍ରମୁଖ ୩ ବାପି ନେତୃତ୍ୱ ନେଇଥିଲେ।…
ମୁକେଶ ଅମ୍ବାନୀଙ୍କ ସହ ଏହି ମହିଳାଙ୍କ ସେଲ୍ଫି ଭାଇରାଲ, ଜାଣନ୍ତୁ ଫଟୋକୁ ନେଇ କାହିଁକି ପାକିସ୍ତାନରେ ହେଉଛି ଚର୍ଚ୍ଚା
ମୁମ୍ବାଇ: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ଚେୟାରମ୍ୟାନ ମୁକେଶ ଅମ୍ବାନୀ ଏବଂ ତାଙ୍କ ପରିବାର ସହ ଏକ ଫଟୋ ଭାଇରାଲ ହେବାରେ ଲାଗିଛି। ତାଙ୍କ ସହ ଫଟୋରେ ଦେଖାଯାଇଥିବା ମହିଳାଙ୍କ ପାକିସ୍ତାନ ସହ ସମ୍ପର୍କ ରହିଛି, ଏହି କାରଣରୁ ପାକିସ୍ତାନରେ ଏହି ଫଟୋ ଉପରେ…
Archives


