ରାଜନୀତି

ଭାଜପାରେ ଯୋଗଦେଇ ଭୁବନେଶ୍ବର ଫେରିବା ପରେ ବଡ଼ ଗୁମର ଖୋଲିଦେଲେ ଦେବାଶିଷ, ବିଜେଡିର ଅବସ୍ଥା….

ଭୁବନେଶ୍ବର,୨୭ା୫: ବିଜେଡି ଛାଡି ଭାଜପାରେ ଯୋଗ ଦେଇଛନ୍ତି ପୂର୍ବତନ ରାଜ୍ୟ ସଭା ଏମ୍‌ପି ଦେବାଶିଷ ସାମନ୍ତରାୟ । ସୋମବାର ଦେବାଶିଷ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଥିଲେ । ଦଳ ଭିତରେ ଅପମାନିତ ଏବଂ ଅବମାନିତ ଅନୁଭବ କରି ଦଳ ଛାଡିଛି…

ଭାଜପାରେ ଯୋଗଦେବା ପରେ ପ୍ରଥମ ପ୍ରତିକ୍ରିୟା ରଖିଲେ ଦେବାଶିଷ ,“ଗୁଣ୍ଡୁଚି ମୂଷା” ଭଳି …

ଭୁବନେଶ୍ୱର,୨୫।୫: ଭାଜପାରେ ଆନୁଷ୍ଠାନିକ ଭାବେ ଯୋଗଦାନ କରିବା ପରେ ଦେବାଶିଷ ସାମନ୍ତରାୟ ନିଜର ପ୍ରଥମ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀଙ୍କ ବ୍ୟକ୍ତିତ୍ୱ ଓ କାର୍ଯ୍ୟଶୈଳୀରେ ପ୍ରଭାବିତ ହୋଇ ସେ ଭାଜପାରେ ଯୋଗ ଦେବାକୁ ସିଦ୍ଧାନ୍ତ ନେଇଥିଲେ। ଏହା ସହ…

ଚର୍ଚ୍ଚାରେ ପଡିଲା ପୂର୍ଣ୍ଣଛେଦ, ବିଜେଡି ଛାଡ଼ିଲେ ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ

ଭୁବନେଶ୍ବର,୨୫।୫: ବିଜେଡିକୁ ପୁଣି ଏକ ଝଟକା ମିଳିଛି । ରାଜ୍ୟ ସଭା ଏମପି ଦେବାଶିଷ ସାମନ୍ତରାୟ ବିଜେଡି ଛାଡିଛନ୍ତି । ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଇସ୍ତଫା ପତ୍ର ପଠାଇଛନ୍ତି…

ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ ନେଲେ ଭାଜପା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ, କହିଲେ ମୋ’ ରାଜନୈତିକ ଜୀବନ…

ଭୁବନେଶ୍ୱର,୨୪ା୫: ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନୀଳମଣି ରାଉତରାୟଙ୍କ ଜନ୍ମଜୟନ୍ତୀରେ ଯୋଗଦେବାକୁ ଆସୁଥିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ଏହି ସମୟରେ ନବୀନଙ୍କ ପାଦ ଛୁଇଁ ଆଶୀର୍ବାଦ ନେଇଛନ୍ତି ଭାଜପା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। କହିଲେ ମୋ’ ରାଜନୈତିକ ଜୀବନ ଆରମ୍ଭ…

ଗୋଟିଏ ମଞ୍ଚରେ ଏକାଠି ହୋଇପାରୁନାହାନ୍ତି କଂଗ୍ରେସ ନେତା

ଭଞ୍ଜନଗର,୨୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀରେ କଂଗ୍ରେସର ସବୁ ନେତା ଏକାଠି ହୋଇ ପାରୁନାହାନ୍ତି ଗୋଟିଏ ମଞ୍ଚରେ। ଇତିମଧ୍ୟରେ ଭଞ୍ଜନଗର ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ଜଣାଶୁଣା ନେତା ବି ଦଣ୍ଡପାଣି ପାତ୍ରଙ୍କୁ ଗଞ୍ଜାମ ଜିଲା ପଶ୍ଚିମ ସଂଗଠନର ସଭାପତି…

ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ସୂଚନା ଦେଇ ରାଜସ୍ବ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୪ା୫: ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବର୍ଷ ପୂର୍ତ୍ତିକୁ ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଛି। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଖର୍ଚ୍ଚ କାଟ କରାଯାଉଛି, ପ୍ରଧାନମନ୍ତ୍ରୀ ଆସିଲେ ନିରାଡମ୍ବର ଉତ୍ସବ ପାଳନ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।…

ପ୍ରଧାନମନ୍ତ୍ରୀଙ୍କ କଥା ମାନିଲେ ମୁଖ୍ୟମନ୍ତ୍ରୀ, କମାଇଲେ ବ୍ୟକ୍ତିଗତ ସୁରକ୍ଷା ଗାଡ଼ି ସଂଖ୍ୟା, ରାଜ୍ୟବାସୀଙ୍କୁ ଆହ୍ବାନ ଦେଇ…

ଭୁବନେଶ୍ୱର,୧୩ା୫: ପଶ୍ଚିମ ଏସିଆ ପରିସ୍ଥିତି ଯୋଗୁ ସମଗ୍ର ବିଶ୍ୱରେ ଦେଖାଦେଇଥିବା ତୈଳ ସଂକଟ ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ବିଭିନ୍ନ ଖର୍ଚ୍ଚକାଟ, ବିଶେଷକରି ପେଟ୍ରୋଲ ବ୍ୟବହାର କମ୍‌ କରିବାକୁ ଆହ୍ବାନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀଙ୍କ ଏହି…

ନବୀନ ନିବାସ ସାମ୍ନାରୁ ହଟିବ ବ୍ୟାରିକେଡ୍‌, ହାଇକୋର୍ଟଙ୍କ ଅସନ୍ତୋଷ ପରେ…

ଭୁବନେଶ୍ୱର,୯ା୫: ରାଜଧାନୀ ଭୁବନେଶ୍ୱର ପୁରୁଣା ଏୟାରପୋର୍ଟ ରୋଡ୍‌ରେ ଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାସଭବନ ‘ନବୀନ ନିବାସ’ ସାମ୍ନାରେ କରାଯାଇଥିବା ସୁରକ୍ଷା ବ୍ୟାରିକେଡ୍‌କୁ ନେଇ ଏବେ ବଡ଼ ପ୍ରଶାସନିକ ଏବଂ ଆଇନଗତ ବିବାଦ ସୃଷ୍ଟି ହୋଇଛି। ସରକାରୀ ରାସ୍ତା ଉପରେ…

ବାଜିଲା ମୋହର: ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ

କୋଲକାତା,୮ା୫: ଶୁଭେନ୍ଦୁ ଅଧିକାରୀ ପଶ୍ଚିମବଙ୍ଗର ନୂଆ ମୁଖ୍ୟମନ୍ତ୍ରୀ। ଶୁକ୍ରବାର ବସିଥିବା ବିଧାୟକ ଦଳ ବୈଠକରେ ଶୁଭେନ୍ଦୁଙ୍କ ନାଁ ଉପରେ ମୋହର ବାଜିଛି। ରାଜ୍ୟ ସଭାପତି ସମିକ ଭଟ୍ଟାଚାର୍ଯ୍ୟ ଶୁଭେନ୍ଦୁଙ୍କ ନାଁ ଉପରେ ମୋହର ଲଗାଇଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁଭେନ୍ଦୁ…

ଭବାନୀପୁର ନା ନନ୍ଦୀଗ୍ରାମ, କେଉଁ ଆସନ ଛାଡ଼ିବେ ଶୁଭେନ୍ଦୁ ଅଧିକାରୀ, ମୁଖ୍ୟମନ୍ତ୍ରୀ ରେସ୍‌ରେ ଅଛନ୍ତି…

କୋଲକାତା,୮ା୫: ପଶ୍ଚିମବଙ୍ଗ ନିର୍ବାଚନରେ ବିପୁଳ ବିଜୟ ପରେ ଭାଜପା ପ୍ରଥମଥର ପାଇଁ ସରକାର ଗଠନ କରିବାକୁ ଯାଉଛି। ଭାଜପା ନେତା ଶୁଭେନ୍ଦୁ ଅଧିକାରୀ ଦୁଇଟି ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରି ଉଭୟରେ ବିଜୟୀ ହୋଇଛନ୍ତି। ସେ ଭବାନୀପୁରରେ ଟିଏମ୍‌ସି ମୁଖ୍ୟ ମମତା ବାନାର୍ଜୀ…

ନାରୀଙ୍କୁ ସୁରକ୍ଷା, ନାରୀଙ୍କୁ ସମ୍ମାନ ଦାବିରେ ଏକାଠି ହେଲେ ଶତାଧିକ ମହିଳା, ବିରୋଧୀଙ୍କ କୁଶପୁତ୍ତଳିକା ଦାହ କରି…

ପାଟଣା,୮ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମଣ୍ଡଳ ଭାଜପା ପକ୍ଷରୁ ଶୁକ୍ରବାର ଜନଆକ୍ରୋଶ ମହିଳା ସମାବେଶ ରାଲି ପାଟଣା ମୁଖ୍ୟାଳୟ ଆନନ୍ଦେଶର ଶିବ ମନ୍ଦିରରୁ ବାହାରି ବଜାରପରିକ୍ରମା କରି ବ୍ଲକ ପର୍ଯ୍ୟନ୍ତ ଯାଇଥିଲା। ନାରୀ ସୁରକ୍ଷା ନାରୀ ସମ୍ମାନ ଆମର ଦାବି,…

କିଏ ହେବେ ବଙ୍ଗଳାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ? ଆଜି ଅମିତ ଶାହାଙ୍କ ସହ ଭାଜପା ବିଧାୟକମାନଙ୍କ ବୈଠକ ପରେ ନିଷ୍ପତ୍ତି

କୋଲକାତା,୮ା୫: ଶୁକ୍ରବାର ସକାଳେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କୋଲକାତାରେ ପହଞ୍ଚିଛନ୍ତି । ସେ ନବନିର୍ବାଚିତ ଭାଜପା ବିଧାୟକମାନଙ୍କ ସହିତ ଏକ ବୈଠକ କରିବେ । ସୂତ୍ର ଅନୁଯାୟୀ, ଏହି ବୈଠକ ସମୟରେ ନୂତନ ମୁଖ୍ୟମନ୍ତ୍ରୀଙ୍କ ନାମ ସ୍ଥିର କରାଯିବ। ପରବର୍ତ୍ତୀ ସମୟରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?