ରାଜନୀତି

ରାଜନୀତି ପାଇଁ ଖୋଲା ହୃଦୟ ଲୋଡ଼ା, ସଂକୀର୍ଣ୍ଣତାରୁ ଊର୍ଦ୍ଧ୍ୱକୁ ଯାଇ…

ଭୁବନେଶ୍ୱର,୪ା୧୦: ରାଜଭବନ ଝାଡ଼ଖଣ୍ଡ ଓ୍ବାର୍‌ରୁମ୍‌ ସାଜିଥିବା ବିରୋଧୀଙ୍କ ଅଭିଯୋଗ ପ୍ରସଙ୍ଗ ନେଇ ଶୁକ୍ରବାର ପୁଣି ଏକ ବଡ଼ ବୟାନ ଦେଇଛନ୍ତି ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। ସେ ପ୍ରତିକ୍ରିୟା ଦେଇ କହିଛନ୍ତି, ରାଜନୀତି ପାଇଁ ଖୋଲା ହୃଦୟ ଲୋଡ଼ା, ସଂକୀର୍ଣ୍ଣତାରୁ…

ବବିଙ୍କ ରଣହୁଙ୍କାର ପରେ ମୁହଁ ଖୋଲିଲେ ସୁଜାତା, କହିଲେ ମୋର ଇସ୍ତଫା…

ଭୁବନେଶ୍ୱର,୩ା୧୦: ବୁଧବାର ବିଜେଡି ନେତା ତଥା ଯାଜପୁରର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ରଣହୁଙ୍କାର ପରେ ଗୁରୁବାର ସୁଜାତା ସାହୁ ଏକ ବଡ଼ ବୟାନ ଦେଇଛନ୍ତି। ତାଙ୍କ ବୟାନ ଶୁଣି ରାଜ୍ୟ ରାଜନୀତି ଆହୁରି ସରଗରମ ହୋଇଉଠିଛି। ସୁଜାତା କହିଛନ୍ତି,…

ଭାଜପା ବିଧାୟକଙ୍କ ବଡ଼ ବୟାନ, କହିଲେ ବିଜେଡିକୁ ଆଉ…

ଭୁବନେଶ୍ୱର,୩ା୧୦: ବିଜେଡିକୁ ନେଇ ଭାଜପା ବିଧାୟକ ସନାତନ ବିଜୁଳ ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବିଜେଡି ଶେଷ ହେବାକୁ ଯାଉଛି, ଆଉ ବିକଳ୍ପ ନାହିଁ। ବିଜେଡିକୁ ଆଉ ଭାଙ୍ଗିବାକୁ ପଡ଼ିବନି, ଆପେ ଆପେ ଏହି ଦଳ ଭାଙ୍ଗିଯିବ। ଦେଶରେ…

ମନମୋହନଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ ବଦ୍ରି ପାତ୍ର, କହିଲେ…

ଭୁବନେଶ୍ୱର,୩ା୧୦: ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ବିଜେଡିକୁ ବୁଧବାର ଟାର୍ଗେଟ୍‌ କରିଥିବାବେଳେ ବଦ୍ରି ଆଜି ତାଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ବଦ୍ରି କହିଛନ୍ତି, ଯଦି ତାକତ ଅଛି ବିଜେଡି ଖାଲି କରିକି ଦେଖାଅ। ଖାଲି ବୟାନବାଜିରେ ଲାଭ ନାହିଁ, କାହା…

ବିଜେଡି ଛାଡ଼ିଲେ ଡ.ଭବାନୀ ଶଙ୍କର ନିଆଲ

ଭବାନୀପାଟଣା,୨ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରର ବରିଷ୍ଠ ବିଜେଡି ନେତା ତଥା ଅନ୍ତର୍ଜାତୀୟ କବି ଡ. ଭବାନୀ ଶଙ୍କର ନିଆଲ ବୁଧବାର ବିଜେଡି ଛାଡିଛନ୍ତି। ଏ ନେଇ ତାଙ୍କ ଇସ୍ତଫାପତ୍ରକୁ ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କୁ ପ୍ରେରଣ କରିଛନ୍ତି…

ଭାଜପାରେ ମିଶିବାକୁ ବହୁ ବିଜେଡି ନେତାଙ୍କ ଆବେଦନ ଆସୁଛି, ତାଙ୍କ ଦଳ ଶୂନ୍ୟ ହୋଇଯିବ’-ମନମୋହନ

ଭୁବନେଶ୍ୱର,୨।୧୦: ରାଜ୍ୟରେ ଭାଜପା ସରକାର ଆସିବା ପରେ ତଥା ନିର୍ବାଚନ ସମୟରେ ଅନେକ ବିଜେଡି ନେତା ଆସି ଭାଜପାରେ ଯୋଗ ଦେଇଛନ୍ତି। ଏହି ଧାରା ଆଗକୁ ଜାରି ରହିବ ବୋଲି କହିଛନ୍ତି ରାଜ୍ୟ ଭାଜପା ମୁଖ୍ୟ ମନମୋହନ ସାମଲ। ସେ କହିଛନ୍ତି…

ବବିଙ୍କ ଉପରେ ଆଉ ପାଉନି କି ନବୀନଙ୍କ ଭରସା, କମିଟି ତାଲିକାରୁ ହଟିଲା ନାଁ

ଭୁବନେଶ୍ୱର,୨୮ା୯: ବିଜେଡିର ପରାଜୟ ପରେ ଦଳର ପୁରୁଖା ନେତାମାନେ ଏହାର କାରଣ ଖୋଜି ଚାଲିଛନ୍ତି। ଅନ୍ୟପକ୍ଷରେ ଦଳର ମୁଖିଆ ମଧ୍ୟ ସମସ୍ତଙ୍କୁ ଏହାର ହିସାବ ମାଗୁଛନ୍ତି। ଦଳ ପରାଜୟ ବରଣ ପରେ ନବୀନ ଏବେ ଆକ୍ଟିଭ୍‌ ହୋଇଯାଇଛନ୍ତି। ଦଳୀୟ ନେତାମାନଙ୍କୁ ଡାକି…

ବିଜେଡି ହାରିବାର ଏହି ବଡ଼ କାରଣ କହିଲେ ପୂର୍ବତନ ବିଧାୟକ, ଭାଜପା ତୁଳନାରେ ବିଜେଡିର…

ଭୁବନେଶ୍ୱର,୨୭ା୯: ନିର୍ବାଚନ ଫଳାଫଳ ଆସିବାର ଇତିମଧ୍ୟରେ ୩ ମାସ ବିତିଗଲାଣି। ୨୪ ବର୍ଷର ବିଜେଡି ଗାଦିକୁ ହଟାଇ ଭାଜପା ପ୍ରଥମଥର ପାଇଁ ରାଜ୍ୟରେ ସରକାର ଗଢିଛି। ଏବେ ବି ବିଜେଡି ପରାଜୟର କାରଣ ଖୋଜୁଛି। ବିଜେଡି ପରାଜୟ ବରଣ କରିବା ପରେ…

ସହିବା ସୀମା ଟପିଗଲାଣି, ଏଥର ସାରା ଓଡ଼ିଶା ଜଳିବ

ପାରାଦୀପ,୧୬।୯(ଶରତ ରାଉତ): ଗତ ସାଧାରଣ ନିର୍ବାଚନ ପୂର୍ବରୁ ପାରାଦୀପ ବିଜେଡି ମଧ୍ୟରେ ଚାଲିଥିବା ଶୀତଳ ବିବାଦ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ପୂର୍ବତନ ବିଧାୟକ ସମ୍ବିତ ରାଉତରାୟ ଓ ବର୍ତ୍ତମାନ ପାରାଦୀପ ନଗର ସଭାପତି ତଥା ପୌରାଧ୍ୟକ୍ଷ ବସନ୍ତ ବିଶ୍ୱାଳଙ୍କ…

‘ସୁବିଧାବାଦୀ ନେତାମାନେ ବିଜେଡି ଛାଡୁଛନ୍ତି, ଏହା ଆମକୁ ଅଧିକ ଶକ୍ତିଶାଳୀ କରିବ’: ନବୀନ

ଭୁବନେଶ୍ୱର,୧୧।୯: ବୁଧବାର ଅନୁଷ୍ଠିତ ବିଜୁ ଜନତା ଯୁବ ଦଳର ବୈଠକରେ ଦଳ ଛାଡୁଥିବା ନେତାମାନଙ୍କୁ କଟାକ୍ଷ କରିଛନ୍ତି ପାର୍ଟି ସୁପ୍ରିମୋ ନବୀନ ପଟ୍ଟନାୟକ। ନିକଟରେ ଦଳର ଦୁଇ ରାଜ୍ୟ ସଭା ଏମପି ମମତା ମହାନ୍ତ ଏବଂ ସୁଜିତ କୁମାର ଦଳ ଛାଡିବା…

ହରିୟାଣା ବିଧାନସଭା ନିର୍ବାଚନ ନେଇ ପ୍ରକାଶ ପାଇଲା ଭାଜପାର ପ୍ରଥମ ପ୍ରାର୍ଥୀ ତାଲିକା, ମୁଖ୍ୟମନ୍ତ୍ରୀଙ୍କ ଆସନ ପରିବର୍ତ୍ତନ

ଚଣ୍ଡୀଗଡ଼,୪ା୯: ହରିୟାଣା ବିଧାନସଭା ନିର୍ବାଚନ ପାଇଁ ବୁଧବାର ଭାଜପା ତା’ର ପ୍ରଥମ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ପ୍ରଥମ ତାଲିକାରେ ୬୭ ଜଣ ପ୍ରାର୍ଥୀଙ୍କ ନାମ ରହିଛି। ମୁଖ୍ୟମନ୍ତ୍ରୀ ନାଏବ ସିଂ ସନିଙ୍କ ଆସନ ପରିବର୍ତ୍ତନ କରାଯାଇଛି। ସେ ଲାଡଓ୍ବା ଆସନରୁ…

ନବୀନଙ୍କୁ କାଉଣ୍ଟର କଲେ ଭାଜପାର ଏହି ନେତ୍ରୀ, କହିଲେ ବିଜେଡି…

ଭୁବନେଶ୍ୱର,୪ା୯: ବିଜେଡି ସୁପ୍ରିମୋ ବୁଧବାର ଭାଜପାକୁ କଡ଼ା ଟାର୍ଗେଟ୍‌ କରିଥିବା ବେଳେ ଭାଜପା ମଧ୍ୟ ଏହାର ପାଲଟା ଜବାବ ଦେଇଛି। ଭାଜପାର ମୁଖପାତ୍ର ଉର୍ମିଳା ମହାପାତ୍ର ନବୀନଙ୍କୁ କଡ଼ା କାଉଣ୍ଟର କରିଛନ୍ତି। ସେ କହିଛନ୍ତି, ବିଜେଡି ମହିଳାଙ୍କ ପାଇଁ କୁମ୍ଭୀର କାନ୍ଦଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?