ରାଜନୀତି

ଲୋକଙ୍କ ଅଭିଯୋଗ ଶୁଣିଲେ ପଞ୍ଚାୟତିରାଜ ମନ୍ତ୍ରୀ

ଛେଣ୍ଡିପଦା,୨୩।୬, (ଅଜିତ ଧଳ): ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ମନ୍ତ୍ରୀ ରବିନାରାୟଣ ନାୟକ ଶନିବାର ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀର ଦୁର୍ଗାପୁର ଓ ଛେଣ୍ଡିପଦାଠାରେ ଜନସାଧାରଣଙ୍କ ଅଭିଯୋଗ ଶୁଣାଣି କରିଥିଲେ। ଏହି ଅବସରରେ ଛେଣ୍ଡିପଦା ବିଧାୟକ ଅଗସ୍ତି ବେହେରା ମନ୍ତ୍ରୀଙ୍କୁ ସ୍ବାଗତ…

ୟୁପିକୁ ହାଲୁକା ଭାବେ ନେବା ମହଙ୍ଗା ପଡ଼ିଲା

ନୂଆଦିଲ୍ଲୀ,୨୩ା୬(ପି.ଟି.): ଲୋକ ସଭା ନିର୍ବାଚନ ଫଳାଫଳକୁ ନେଇ ଏକ୍‌ଜିଟ୍‌ ପୋଲ୍‌ର ପୂର୍ବାନୁମାନ ଭୁଲ୍‌ ହେବା ଘଟଣାରେ ଆକ୍ସିସ୍‌ ମାଇଁ ଇଣ୍ଡିଆକୁ ଦୋଷ ଦିଆଯାଉଥିବାବେଳେ ଏହାର ମୁଖ୍ୟ ଶେଷରେ ଭୁଲ୍‌ ସ୍ବୀକାର କରିଛନ୍ତି। ଉତ୍ତରପ୍ରଦେଶର ଶେଷ ତିନି ପର୍ଯ୍ୟାୟ ନିର୍ବାଚନକୁ ହାଲୁକା ଭାବେ…

ବନ୍ଦ କାରଖାନା ଖୋଲାଯାଉ

ଭୁବନେଶ୍ୱର,୨୩ା୬, (ଅନିଲ ଦାସ): ସ୍ବାଧୀନତା ପରେ ପ୍ରଥମ ଥର ପାଇଁ ଓଡ଼ିଶାରେ ଭାଜପା ସରକାର ଗଠନ ହୋଇଛି । ହେଲେ ସରକାର ଶ୍ରମିକମାନଙ୍କ ପ୍ରତି କୌଣସି ସକାରାତ୍ମକ ମନୋଭାବ ପୋଷଣ କରିନାହାନ୍ତି। ରାଜ୍ୟରେ ଅନେକ ଶହ ଛୋଟ ବଡ କାରଖାନା ବନ୍ଦହୋଇ…

ବାଚସ୍ପତିଙ୍କୁ ଶୁଭେଚ୍ଛା ଜଣାଇ ଏମିତି କିଛି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦ା୬: ବିଧାନସଭାର ନୂତନ ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ଶୁଭେଚ୍ଛା ବାର୍ତ୍ତାରେ ଲେଖିଛନ୍ତି, ଆପଣ ଚଳିତ ସପ୍ତଦଶ ବିଧାନସଭାର ବାଚସ୍ପତି ଭାବେ ସର୍ବସମ୍ମତି କ୍ରମେ ମନୋନୀତ ହୋଇଥିବାରୁ…

ସୁରମା ପାଢ଼ୀ ହେଲେ ବାଚସ୍ପତି

ଭୁବନେଶ୍ୱର,୨୦ା୬: ରଣପୁର ବିଧାୟିକା ସୁରମା ପାଢ଼ୀ ଗୁରୁବାର ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ମାଝି ପ୍ରସ୍ତାବ ଦେଇଥିଲେ। ଏହି ପ୍ରସ୍ତାବକୁ ସମର୍ଥନ ଜଣାଇଥିଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ। ସର୍ବସମ୍ମତି କ୍ରମେ ସୁରମା ନିର୍ଦ୍ୱନ୍ଦ୍ୱରେ ବାଚସ୍ପତି ନିର୍ବାଚିତ…

ଆରମ୍ଭ ହେଲା ବିଜେଡି ବିଧାୟକ ଦଳ ବୈଠକ, ହୋଇପାରେ ବଡ଼ ଘୋଷଣା

ଭୁବନେଶ୍ୱର,୧୯ା୬: ବୁଧବାର ଅପରାହ୍ନରେ ଶଙ୍ଖ ଭବନରେ ବିଜେଡି ବିଧାୟକ ଦଳ ବୈଠକ ବସିଛି। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ଏହି ବୈଠକରେ କିଏ ବିରୋଧୀ ଦଳ ନୋତା ହେବେ ସେନେଇ ବଡ଼ ନିଷ୍ପତ୍ତି ଆସିବ। ଏହି ଘୋଷଣା ଉପରେ…

କିଏ ହେବେ ବାଚସ୍ପତି ? ଆରମ୍ଭ ହେଲା ବୈଠକ

ଭୁବନେଶ଼୍ବର, ୧୯।୬: ବିଧାନସଭାରେ ଆରମ୍ଭ ହୋଇଛି ଶାସକ ଦଳ ଭାଜପାର ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଅଧ୍ୟକ୍ଷତାରେ ଚାଲିଥିବା ଏହି ବୈଠକରେ ନବନିର୍ବାଚିତ ବିଧାୟକମାନେ ଉପସ୍ଥିତ ରହିଛନ୍ତି । ଏହି ବୈଠକରେ କିଏ ହେବେ ବିଧାନସଭାର ବଚସ୍ପତି ସେ ନେଇ…

ଭାଜପା ଏମ୍‌ପିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ଅଧଘଣ୍ଚା ଧରି ଚାଲିଲା ଆଲୋଚନା

କୋଲକାତା, ୧୮।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ଭାରତୀୟ ଜନତା ଦଳର ଏମ୍‌ପି ଅନନ୍ତ ମହାରାଜ ଓରଫ୍‌ ନାଗେନ୍‌ ରାୟଙ୍କୁ ତାଙ୍କ କୁଚବିହାର ସ୍ଥିତ ଘରେ ଭେଟିଛନ୍ତି । ନାଗେନ୍‌ ମମତାଙ୍କୁ ପାରମ୍ପରିକ ପୋଷାକ ଏବଂ ପାନପତ୍ର ଦେଇ ସ଼୍ବାଗତ…

ଇଣ୍ଡିମେଣ୍ଟର ବଡ଼ ବଡ଼ ନେତାଙ୍କୁ ଚିଠି ଲେଖିଲେ ଶ଼୍ବାତୀ

ନୂଆଦିଲ୍ଲୀ, ୧୮।୬: ଦିଲ୍ଲୀ ମହିଳା ଆୟୋଗର ପୂର୍ବତନ ଅଧ୍ୟକ୍ଷା ତଥା ରାଜ୍ୟସଭା ଏମ୍‌ପି ଶ଼୍ବାତୀ ମାଲୱଲ ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ଆବାସରେ ହୋଇଥିବା ଘଟଣା ପରେ ପୁଣି ସେ ମିଡିଆ ସାମ୍ନାକୁ ଆସିଛନ୍ତି ।…

ଶଙ୍ଖ ଭବନରେ ବସିବ ବୈଠକ, ଚୟନ ହେବେ ବିଧାୟକ ଦଳ ନେତା

ଭୁବନେଶ଼୍ବର, ୧୭।୬: ଆସନ୍ତା ୧୯ ତାରିଖ ଦିନ ବିଜୁ ଜନତା ଦଳର ବିଧାୟକମାନଙ୍କୁ ନେଇ ବୈଠକ ବସିବ । ବିଜେଡି କାର୍ଯ୍ୟାଳୟ ଶଙ୍ଖ ଭବନରେ ଏହି ବୈଠକ ବସିବା ନେଇ ଜଣାପଡ଼ିଥିବା ବେଳେ ଏଥିରେ ସର୍ବସମ୍ମତି କ୍ରମେ ବିଧାୟକ ଦଳର ନେତା…

ସରକାର ଯିବା ପରେ ଏବେବି କ୍ଷମତାପୂର୍ଣ୍ଣ BJD, ଭାଜପାକୁ…

ନୂଆଦିଲ୍ଲୀ, ୧୭।୬: ଲୋକସଭା ନିର୍ବାଚନରେ ଭାରତୀୟ ଜନତା ପାର୍ଟି ଏନ୍‌ଡିଏ ସମର୍ଥନରେ ସରକାର ଗଠନ କରିଛି । ଏହାଛଡ଼ା ଦଳ ଓଡ଼ିଶା ବିଧାନସଭା ନିର୍ବାଚନରେ ବିଜେଡିକୁ ପରାସ୍ତ କରି ପ୍ରଥମ ଥର ପାଇଁ ସରକାର ଗଢ଼ିଛି । ଅନ୍ୟପଟେ ୱାଇଏସ୍‌ଆର କଂଗ୍ରେସକୁ…

ସିଆଇଡି ଆଗରେ ହାଜର ହେବେ ପୂର୍ବତନ ମୁଖ୍ୟମନ୍ତ୍ରୀ, ନାବାଳିକାଙ୍କୁ…

ନୂଆଦିଲ୍ଲୀ, ୧୭।୬: କର୍ଣ୍ଣାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ବିଏସ୍‌ ୟେଦୁରପ୍ପା ଆଜି ଜାତୀୟ ତଦନ୍ତକାରୀ ବିଭାଗ (ସିଆଇଡି) ନିକଟରେ ହାଜର ହେବା ନେଇ ଜଣାପଡ଼ିଛି । ୟେଦୁରପ୍ପାଙ୍କ ଉପରେ ଜଣେ ନାବାଳିକାଙ୍କୁ ଯୌନ ଉତ୍ପୀଡ଼ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?