ମୋହନ ମାଝୀଙ୍କ ଶପଥ ଗ୍ରହଣ LIVE
ଭୁବନେଶ୍ୱର,୧୨।୬: ଆଉ କିଛି ସମୟର ଅପେକ୍ଷା। ଓଡ଼ିଶା ପାଇବାକୁ ଯାଉଛି ନୂଆ ମୁଖ୍ୟମନ୍ତ୍ରୀ। ଭାରତୀୟ ଜନତା ପାର୍ଟିର ପ୍ରଥମ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି।
ମୋଦିଙ୍କ ପାଦ ନଛୁଇଁ ଏହି ଷ୍ଟାରଙ୍କ ପାଦ ଛୁଇଁଲେ ଉପ-ମୁଖ୍ୟମନ୍ତ୍ରୀ
ନୂଆଦିଲ୍ଲୀ, ୧୨।୬: ଟିଡିପି ନେତା ଏନ ଚନ୍ଦ୍ରବାବୁ ନାଇଡୁ ବୁଧବାର ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଚନ୍ଦ୍ରବାବୁଙ୍କ ସହ ତାଙ୍କ କ୍ୟାବିନେଟର ଅନେକ ସଦସ୍ୟ ମଧ୍ୟ ମନ୍ତ୍ରୀ ଭାବରେ ଶପଥ ନେଇଛନ୍ତି। ଏହି ଶପଥ ଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ…
ସାକ୍ଷାତ ପରେ ମାଝୀଙ୍କ ନେତୃତ୍ୱକୁ ନେଇ ଏଭଳି କହିଲେ ନବୀନ
ଭୁବନେଶ୍ୱର,୧୨।୬: ରାଜ୍ୟରେ ପ୍ରଥମ ଥର ପାଇଁ ସରକାର ଗଠନ କରିବାକୁ ଯାଉଛି ଭାଜପା। ବୁଧବାର ଦଳର ବିଧାୟକ ଦଳ ନେତା ମୋହନ ଚରଣ ମାଝୀ ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ। ଏହାପୂର୍ବରୁ ସେ ନବୀନ ନିବାସ ଯାଇ ପୂର୍ବତନ ମୁଖ୍ୟମନ୍ତ୍ରୀ…
ଆସିଲା ଭାଜପା ସରକାର: ଏଣିକି ମହିଳାଙ୍କୁ ମିଳିବ ୫୦,୦୦୦ ଟଙ୍କା
ଭୁବନେଶ୍ୱର,୧୨।୬: ୨୦୨୪ ସାଧାରଣ ନିର୍ବାଚନରେ ଭାଜପାର ବିପୁଳ ସଫଳତା ପରେ ଦଳ ସରକାର ଗଢ଼ିବାକୁ ଯାଉଛି। ଆଜି ନୂଆ ସରକାର ଦାୟିତ୍ୱ ଗ୍ରହଣ କରିବେ। ଏବେ ଲୋକଙ୍କ ମନରେ ପ୍ରଶ୍ନ ଉଠିଛି, ରାଜ୍ୟରେ ଭାଜପା ନୂଆ ସରକାର ଗଢୁଛି, ନିର୍ବାଚନ ଇସ୍ତାହାରରେ…
ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ମାଝୀଙ୍କ ସମ୍ପତ୍ତି କେତେ? କରିଛନ୍ତି ୯୫ ଲକ୍ଷର ଋଣ, ରହିଛି…
ଭୁବନେଶ୍ୱର,୧୨।୬: ଓଡ଼ିଶାକୁ ମିଳିଛି ନୂଆ ମୁଖ୍ୟମନ୍ତ୍ରୀ। ଦୀର୍ଘ ୨୫ ବର୍ଷ ଧରି ରାଜ୍ୟରେ ବିଜେଡି ସରକାର ଚାଲୁଥିବା ବେଳେ ୨୦୨୪ରେ ବହୁମତ ହାସଲ କରି କ୍ଷମତା ହାତେଇଛି ଭାଜପା। ମଙ୍ଗଳବାର ଅନୁଷ୍ଠିତ ବିଧାୟକ ଦଳ ବୈଠକ ପରେ ଦଳ ପକ୍ଷରୁ ମୋହନ…
ମୋହନ ସରକାରରେ କିଏ ହେବେ ମନ୍ତ୍ରୀ; କାହାକୁ ମିଳିବ ସୁଯୋଗ? ରେସ୍ରେ ଅଛନ୍ତି ଏସବୁ ହେଭିଓ୍ବେଟ୍..
ଭୁବନେଶ୍ୱର,୧୨।୬: ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ବୁଧବାର ମୋହନ ମାଝୀ ଶପଥ ନେବେ। ଏହାକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ଥିବା ବେଳେ ମୋହନଙ୍କ ସମ୍ଭାବ୍ୟ ମନ୍ତ୍ରିମଣ୍ଡଳରେ କାହାକୁ ମିଳିବ ସୁଯୋଗ ସେନେଇ ଚର୍ଚ୍ଚା ଜୋର ଧରିଛି। ଆଶାୟୀ ବିଧାୟକମାନେ ଫୋନ…
୨୪ରୁ ଆରମ୍ଭ ହେବ ସଂସଦର ପ୍ରଥମ ଅଧିବେଶନ
ନୂଆଦିଲ୍ଲୀ, ୧୨।୬: ଦେଶରେ ଶାନ୍ତିପୂର୍ଣ୍ଣ ଭାବେ ଲୋକ ସଭା ନିର୍ବାଚନ ସରିଛି । ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶପଥ ନେଇସାରିଛନ୍ତି । ୧୮ତମ ଲୋକ ସଭାର ପ୍ରଥମ ଅଧିବେଶନ ଜୁନ୍ ୨୪ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି…
ସ୍ତ୍ରୀଙ୍କୁ ଉପମୁଖ୍ୟମନ୍ତ୍ରୀ ପଦ ମିଳିବା ପରେ କାନ୍ଦିଲେ ସ୍ବାମୀ, କହିଦେଲେ ମନର କଥା
ଭୁବନେଶ୍ୱର,୧୨।୬: ନିମାପଡ଼ା ମାଟିର ବୋହୂ ତଥା ନିମାପଡ଼ା ନିର୍ବାଚନମଣ୍ଡଳୀର ପ୍ରଥମ ମହିଳା ବିଧାୟିକା ପ୍ରଭାତୀ ପରିଡ଼ା ରାଜ୍ୟର ନୂତନ ଭାଜପା ସରକାରରେ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି। ଏଥିସହ ସେ ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ହେବାର ସୌଭାଗ୍ୟ ଅର୍ଜନ କରିବେ।…
ସାମ୍ନାକୁ ଆସିଲା ମନ୍ତ୍ରୀଙ୍କ ଲିଷ୍ଟ, ଏହି ବିଧାୟକମାନେ ଆଜି ନେବେ ଶପଥ
ନୂଆଦିଲ୍ଲୀ, ୧୨।୬: ଓଡ଼ିଶା ସମେତ ଆଜି ଅନ୍ଧ୍ର ପ୍ରଦେଶରେ ସରକାର ଗଠନ ହେବ । ଶପଥ ଗ୍ରହଣ କରିବେ ଦୁଇ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ। ଟିଡିପି ମୁଖ୍ୟ ଏନ୍ ଚନ୍ଦ୍ରବାବୁ ନାଇଡ଼ୁ ବୁଧବାର ଚତୁର୍ଥଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇ…
କେତେ ପାଠ ପଢିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ: ଜାଣନ୍ତୁ ଶିକ୍ଷାଗତ ଯୋଗ୍ୟତା ବିଷୟରେ….
ବଲାଙ୍ଗୀର,୧୨।୬: ବଲାଙ୍ଗୀର ଜିଲାର ପାଟଣାଗଡ଼ ବିଧାନସଭା ଆସନରୁ ବିଜୟୀ ହୋଇଥିବା ବରିଷ୍ଠ ଭାଜପା ନେତା କନକ ବର୍ଦ୍ଧନ ସିଂଦେଓଙ୍କୁ ଓଡ଼ିଶା ଉପମୁଖ୍ୟମନ୍ତ୍ରୀ ଭାବେ ନିଯୁକ୍ତ କରାଯାଇଛି। ବରିଷ୍ଠ ଭାଜପା ନେତା କନକ ବର୍ଦ୍ଧନ ୨୦୨୪ ନିର୍ବାଚନରେ ପାଟଣାଗଡ଼ ଆସନରୁ ଷଷ୍ଠ ଥର…
ଜେଜେ ଥିଲେ ମୁଖ୍ୟମନ୍ତ୍ରୀ, ନାତି ହେଲେ ଉପମୁଖ୍ୟମନ୍ତ୍ରୀ: ପଶ୍ଚିମ ଓଡ଼ିଶାରେ ଖୁସିର ଲହରି
ବଲାଙ୍ଗୀର,୧୨।୬: ୨୦୨୪ ସାଧାରଣ ନିର୍ବାଚନରେ ଭାଜପାର ବିପୁଳ ସଫଳତା ପରେ ଦଳ ସରକାର ଗଢ଼ିବାକୁ ଯାଉଛି। ବୁଧବାର ନୂଆ ସରକାର ଦାୟିତ୍ୱ ଗ୍ରହଣ କରିବ। ଏଥିସକାଶେ ମଙ୍ଗଳବାର ଭୁବନେଶ୍ୱରଠାରେ ଭାଜପା ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବଲାଙ୍ଗୀର…
ପଛ ଧାଡିରେ ବସିଥିଲେ ମୋହନ, ମୁଖ୍ୟମନ୍ତ୍ରୀ ଭାବେ ନାଁ ପ୍ରସ୍ତାବ ହେବାରୁ ଆଶ୍ଚର୍ଯ୍ୟ ହୋଇ କରିଥିଲେ ଏମିତି କାମ
ଭୁବନେଶ୍ୱର,୧୨।୬: ଓଡ଼ିଶାର ୧୪୭ ବିଧାନସଭା ଆସନ ମଧ୍ୟରୁ ୭୮ଟିରେ ବିଜୟୀ ହୋଇ ଭାଜପା ପ୍ରଥମ ଥର ପାଇଁ ସରକାର ଗଠନ କରିବାକୁ ସମର୍ଥ ହୋଇଥିବାବେଳେ କିଏ ମୁଖ୍ୟମନ୍ତ୍ରୀ ହେବେ ସେନେଇ ଲାଗି ରହିଥିବା କଳ୍ପନାଜଳ୍ପନାର ମଙ୍ଗଳବାର ସନ୍ଧ୍ୟାରେ ଅବସାନ ଘଟିଛି। ଭାଜପାର…

