ଆନନ୍ଦପୁରରେ ବିଜେଡି ଆଗୁଆ
ହାଟଡିହୀ,୪ା୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ୩ୟ ରାଉଣ୍ଡ ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡିକୁ ୭୪୩୦ଖଣ୍ଡ, କଂଗ୍ରେସକୁ ୬୮୮୫ ଖଣ୍ଡ ଏବଂ ଭାଜପାକୁ ୫୩୫୩ ଖଣ୍ଡ ଭୋଟ୍ ମିଳିଛି। ଏଠାରେ ୨୯୧ଟି ଭୋଟ୍ କେନ୍ଦ୍ରରେ ଭୋଟ୍ ଗ୍ରହଣ…
ବରଗଡ଼ ବିଧାନସଭା: ୪ର୍ଥ ରାଉଣ୍ଡରେ ଭାଜପାକୁ ପଛରେ ପକାଇଲା ବିଜେଡି
ବରଗଡ଼,୪ା୬(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଭୋଟ୍ ଗଣତି ଜାରି ରହିଛି। ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଚତୁର୍ଥ ରାଉଣ୍ଡରେ ବିଜେଡି ନିକଟତମ ପ୍ରତିଦ୍ବନ୍ଦ୍ୱୀ ଭାଜପାକୁ ପଛରେ ପକାଇଛି। ଚତୁର୍ଥ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ଦେବେଶ ଆଚାର୍ଯ୍ୟଙ୍କୁ ୧୯ହଜାର ୨୨ଖଣ୍ଡ…
‘୪୦୦ ପାର୍’ ସ୍ବପ୍ନ ଧୂଳିସାତ୍: ବହୁମତଠାରୁ ବେଶୀ ଦୂରରେ ନାହିଁ ଇଣ୍ଡିଆ ମେଣ୍ଟ
ନୂଆଦିଲ୍ଲୀ,୪।୬: ଲୋକ ସଭା ନିର୍ବାଚନ ୨୦୨୪ର ୫୪୩ଟି ଆସନରେ ଭୋଟ ଗଣନା ଆଜି ସକାଳ ୮ଟାରୁ ଆରମ୍ଭ ହୋଇଛି। ଏହି ୫୪୩ଟି ଆସନରେ ଏନଡିଏ ଏବଂ ଇଣ୍ଡିଆ ଆଲାଇନ୍ସ ମଧ୍ୟରେ କଡ଼ା ପ୍ରତିଯୋଗିତା ହୋଇଛି। ନିର୍ବାଚନ ସମୟରେ ଦୁଇ ଦଳ ମଧ୍ୟରେ…
ବରଗଡ଼ ବିଧାନସଭା: ପ୍ରଥମ ରାଉଣ୍ଡରେ ଭାଜପା ଆଗୁଆ
ବରଗଡ଼,୪ା୬(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ମଙ୍ଗଳବାର ଭୋଟ୍ ଗଣତି ଚାଲିଛି। ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରଥମ ରାଉଣ୍ଡରେ ଭାଜପା ଆଗୁଆ ରହିଛି। ଭାଜପା ପ୍ରାର୍ଥୀ ଅଶ୍ବିନୀ କୁମାର ଷଡ଼ଙ୍ଗୀ ଆଗୁଆ ଅଛନ୍ତି। ଅଶ୍ବିନୀଙ୍କୁ ୫୫୧୪ ଭୋଟ୍ ମିଳିଥିବା ବେଳେ…
ବିଧାନସଭାରେ ଆଗୁଆ ଚାଲିଛି ଭାଜପା
ଭୁବନେଶ୍ୱର,୪ା୬: ରାଜ୍ୟରେ ମଙ୍ଗଳବାର ଜାରି ରହିଛି ଭୋଟ୍ ଗଣତି। ଏହି କ୍ରମରେ ଓଡ଼ିଶା ବିଧାନସଭାର ୧୪ଟି ଆସନରେ ଭାଜପା ଆଗୁଆ ଥିବା ବେଳେ ବିଜେଡି ୯ଟି ଆସନରେ ଆଗୁଆ ରହିଛି।
ବାଙ୍କୀରେ ବିଜେଡି ଆଗୁଆ
ଭୁବନେଶ୍ୱର,୪।୬: ସାଧାରଣ ନିର୍ବାଚନ ୨୦୨୪ ମତ ଗଣନା ଆରମ୍ଭ ହୋଇଛି। ପ୍ରାରମ୍ଭିକ ଟ୍ରେଣ୍ଡ ଅନୁଯାୟୀ, କଟକର ବାଙ୍କୀ ବିଧାନସଭା ଆସନରେ ବିଜେଡି ଆଗୁଆ ରହିଛି। ବାଙ୍କୀ ବିଜେଡିକୁ ୪୦୭୧, ଭାଜପା ୩୫୫୨, କଂଗ୍ରେସ ୨୯୨୭ ଭୋଟ ମିଳିଛି। ପ୍ରଥମ ରାଉଣ୍ଡରେ ବିଜେଡି…
ଓଡ଼ିଶା ବିଧାନସଭା ଫଳାଫଳ: ବିଜେଡି ଆଗୁଆ
ଭୁବନେଶ୍ୱର,୪।୬: ସାଧାରଣ ନିର୍ବାଚନ ୨୦୨୪ ମତ ଗଣନା ଆରମ୍ଭ ହୋଇଛି। ପ୍ରାରମ୍ଭିକ ଟ୍ରେଣ୍ଡ ଅନୁଯାୟୀ, ଲୋକ ସଭାରେ ଏନ୍ଡିଏ ଆଗରେ ରଚିଥିବାବେଳେ ଇଣ୍ଡିଆ ମେଣ୍ଟ ଦ୍ୱିତୀୟ ସ୍ଥାନରେ ରହିଛି। ସେହିପରି ଓଡ଼ିଶା ବିଧାନସଭାରେ ବିଜେଡି ଗୋଟିଏ ଆସନରେ ଆଗୁଆ ଥିବା ନିର୍ବାଚନ…
ପୁରୀ ଲୋକ ସଭା ଆସନରେ ଭାଜପା ପ୍ରାର୍ଥୀ ସମ୍ବିତ ପାତ୍ର ଆଗୁଆ
ପୁରୀ,୪।୬: ଆରମ୍ଭ ହୋଇଛି ଓଡ଼ିଶାରେ ମତ ଗଣନା। ସକାଳ ୮ରୁ ମତ ଗଣନା ଆରମ୍ଭ ହୋଇଥିବାବେଳେ ପୁରୀ ଲୋକ ସଭା ଆସନରେ ଭାଜପା ପ୍ରାର୍ଥୀ ସମ୍ବିତ ପାତ୍ର ଆଗୁଆ ଅଛନ୍ତି। ଲୋକ ସଭାରେ ରାଜ୍ୟରେ ଭାଜପା ୪ ଏବଂ ବିଜେଡି ୪…
ବାରାଣସୀରେ ମୋଦି ଆଗରେ
ବାରାଣସୀ,୪ା୬: ଉତ୍ତରପ୍ରଦେଶର ୮୦ଟି ଲୋକ ସଭା ଆସନରେ ଭୋଟ୍ ଗଣତି ଆରମ୍ଭ ହୋଇଛି। ସର୍ବପ୍ରଥମେ ପୋଷ୍ଟାଲ ବାଲଟ ଗଣନା ଆରମ୍ଭ ହୋଇଛି। ପ୍ରାରମ୍ଭିକ ଗଣନାରେ ଭାଜପା ଆଗୁଆ ରହିଛି। ତେବେ ପୋଷ୍ଟାଲ ବାଲଟ ପରେ ଇଭିଏମ୍ର ଭୋଟ୍ ବର୍ତ୍ତମାନଠାରୁ କିଛି ସମୟ…
ବରଗଡ଼ରେ ଭୋଟ୍ ଗଣତି ଆରମ୍ଭ: ଏତିକି ରାଉଣ୍ଡରେ ସରିବ ଗଣତି
ବରଗଡ଼,୪ା୬(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ମଙ୍ଗଳବାର ଭୋଟ୍ ଆରମ୍ଭ ହୋଇଛି। ଏହି କ୍ରମରେ ବରଗଡ଼ ଜିଲାରେ ସଂସଦୀୟ କ୍ଷେତ୍ର ଅଧୀନ ୫ ନିର୍ବାଚନ ମଣ୍ଡଳୀର ଭୋଟ୍ ଗଣତି କଡ଼ା ସୁରକ୍ଷା ବ୍ୟବସ୍ଥାରେ ଆରମ୍ଭ ହୋଇଛି। ବରଗଡ଼ ପଞ୍ଚାୟତ କଲେଜ ପରିସରରେ…
ଫଳାଫଳ ପୂର୍ବରୁ ଶଙ୍ଖ ଭବନରେ ପୂଜାର୍ଚ୍ଚନା
ଭୁବନେଶ୍ୱର,୪।୬:ଇଭିଏମରେ ସିଲ୍ ହୋଇଥିବା ପ୍ରାର୍ଥୀଙ୍କ ଭାଗ୍ୟ ଆଜି ଖୋଲିବ। କାହା ମୁଣ୍ଡରେ ହାତୀ ସୁନା କଳସ ଢାଳିବ, ତାକୁ ନେଇ ପ୍ରାର୍ଥୀଙ୍କର ହାର୍ଟବିଟ୍ ବଢ଼ି ଯାଇଛି। ବିଗତ ନିର୍ବାଚନ ଠାରୁ ଚଳିତ ନିର୍ବାଚନ ଅଧିକ ପ୍ରତିଦ୍ୱନ୍ଦ୍ୱିତା ଦେଖିବାକୁ ମିଳିଥିବାରୁ ରାଜ୍ୟ ଶାସନ…
ଆଜି ଫିଟିବ ଭାଗ୍ୟ ପେଡ଼ି
ଭୁବନେଶ୍ୱର,୪ା୬(ଅନିଲ ଦାସ):ନିର୍ବାଚନ ସରିଛି। ନେତାଠୁ ଜନତା ସଭିଏଁ ଚାହିଁ ରହିଛନ୍ତି ଫଳାଫଳକୁ। ମଙ୍ଗଳବାର ପ୍ରତୀକ୍ଷାର ଅନ୍ତ ଘଟିବ। ଇଭିଏମରେ ସିଲ୍ ହୋଇଥିବା ପ୍ରାର୍ଥୀଙ୍କ ଭାଗ୍ୟ ଖୋଲିବ। କାହା ମୁଣ୍ଡରେ ହାତୀ ସୁନା କଳସ ଢାଳିବ, ତାକୁ ନେଇ ପ୍ରାର୍ଥୀଙ୍କର ହାର୍ଟବିଟ୍ ବଢ଼ି…
Archives


