ରାଜନୀତି

ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ମାଝୀଙ୍କ ସମ୍ପତ୍ତି କେତେ? କରିଛନ୍ତି ୯୫ ଲକ୍ଷର ଋଣ, ରହିଛି…

ଭୁବନେଶ୍ୱର,୧୨।୬: ଓଡ଼ିଶାକୁ ମିଳିଛି ନୂଆ ମୁଖ୍ୟମନ୍ତ୍ରୀ। ଦୀର୍ଘ ୨୫ ବର୍ଷ ଧରି ରାଜ୍ୟରେ ବିଜେଡି ସରକାର ଚାଲୁଥିବା ବେଳେ ୨୦୨୪ରେ ବହୁମତ ହାସଲ କରି କ୍ଷମତା ହାତେଇଛି ଭାଜପା। ମଙ୍ଗଳବାର ଅନୁଷ୍ଠିତ ବିଧାୟକ ଦଳ ବୈଠକ ପରେ ଦଳ ପକ୍ଷରୁ ମୋହନ…

ମୋହନ ସରକାରରେ କିଏ ହେବେ ମନ୍ତ୍ରୀ; କାହାକୁ ମିଳିବ ସୁଯୋଗ? ରେସ୍‌ରେ ଅଛନ୍ତି ଏସବୁ ହେଭିଓ୍ବେଟ୍‌..

ଭୁବନେଶ୍ୱର,୧୨।୬: ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ବୁଧବାର ମୋହନ ମାଝୀ ଶପଥ ନେବେ। ଏହାକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ଥିବା ବେଳେ ମୋହନଙ୍କ ସମ୍ଭାବ୍ୟ ମନ୍ତ୍ରିମଣ୍ଡଳରେ କାହାକୁ ମିଳିବ ସୁଯୋଗ ସେନେଇ ଚର୍ଚ୍ଚା ଜୋର ଧରିଛି। ଆଶାୟୀ ବିଧାୟକମାନେ ଫୋନ…

୨୪ରୁ ଆରମ୍ଭ ହେବ ସଂସଦର ପ୍ରଥମ ଅଧିବେଶନ

ନୂଆଦିଲ୍ଲୀ, ୧୨।୬: ଦେଶରେ ଶାନ୍ତିପୂର୍ଣ୍ଣ ଭାବେ ଲୋକ ସଭା ନିର୍ବାଚନ ସରିଛି । ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶପଥ ନେଇସାରିଛନ୍ତି । ୧୮ତମ ଲୋକ ସଭାର ପ୍ରଥମ ଅଧିବେଶନ ଜୁନ୍‌ ୨୪ ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି…

ସ୍ତ୍ରୀଙ୍କୁ ଉପମୁଖ୍ୟମନ୍ତ୍ରୀ ପଦ ମିଳିବା ପରେ କାନ୍ଦିଲେ ସ୍ବାମୀ, କହିଦେଲେ ମନର କଥା

ଭୁବନେଶ୍ୱର,୧୨।୬: ନିମାପଡ଼ା ମାଟିର ବୋହୂ ତଥା ନିମାପଡ଼ା ନିର୍ବାଚନମଣ୍ଡଳୀର ପ୍ରଥମ ମହିଳା ବିଧାୟିକା ପ୍ରଭାତୀ ପରିଡ଼ା ରାଜ୍ୟର ନୂତନ ଭାଜପା ସରକାରରେ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି। ଏଥିସହ ସେ ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ହେବାର ସୌଭାଗ୍ୟ ଅର୍ଜନ କରିବେ।…

ସାମ୍ନାକୁ ଆସିଲା ମନ୍ତ୍ରୀଙ୍କ ଲିଷ୍ଟ, ଏହି ବିଧାୟକମାନେ ଆଜି ନେବେ ଶପଥ

ନୂଆଦିଲ୍ଲୀ, ୧୨।୬: ଓଡ଼ିଶା ସମେତ ଆଜି ଅନ୍ଧ୍ର ପ୍ରଦେଶରେ ସରକାର ଗଠନ ହେବ । ଶପଥ ଗ୍ରହଣ କରିବେ ଦୁଇ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ। ଟିଡିପି ମୁଖ୍ୟ ଏନ୍‌ ଚନ୍ଦ୍ରବାବୁ ନାଇଡ଼ୁ ବୁଧବାର ଚତୁର୍ଥଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇ…

କେତେ ପାଠ ପଢିଛନ୍ତି ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ: ଜାଣନ୍ତୁ ଶିକ୍ଷାଗତ ଯୋଗ୍ୟତା ବିଷୟରେ….

ବଲାଙ୍ଗୀର,୧୨।୬: ବଲାଙ୍ଗୀର ଜିଲାର ପାଟଣାଗଡ଼ ବିଧାନସଭା ଆସନରୁ ବିଜୟୀ ହୋଇଥିବା ବରିଷ୍ଠ ଭାଜପା ନେତା କନକ ବର୍ଦ୍ଧନ ସିଂଦେଓଙ୍କୁ ଓଡ଼ିଶା ଉପମୁଖ୍ୟମନ୍ତ୍ରୀ ଭାବେ ନିଯୁକ୍ତ କରାଯାଇଛି। ବରିଷ୍ଠ ଭାଜପା ନେତା କନକ ବର୍ଦ୍ଧନ ୨୦୨୪ ନିର୍ବାଚନରେ ପାଟଣାଗଡ଼ ଆସନରୁ ଷଷ୍ଠ ଥର…

ଜେଜେ ଥିଲେ ମୁଖ୍ୟମନ୍ତ୍ରୀ, ନାତି ହେଲେ ଉପମୁଖ୍ୟମନ୍ତ୍ରୀ: ପଶ୍ଚିମ ଓଡ଼ିଶାରେ ଖୁସିର ଲହରି

ବଲାଙ୍ଗୀର,୧୨।୬: ୨୦୨୪ ସାଧାରଣ ନିର୍ବାଚନରେ ଭାଜପାର ବିପୁଳ ସଫଳତା ପରେ ଦଳ ସରକାର ଗଢ଼ିବାକୁ ଯାଉଛି। ବୁଧବାର ନୂଆ ସରକାର ଦାୟିତ୍ୱ ଗ୍ରହଣ କରିବ। ଏଥିସକାଶେ ମଙ୍ଗଳବାର ଭୁବନେଶ୍ୱରଠାରେ ଭାଜପା ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବଲାଙ୍ଗୀର…

ପଛ ଧାଡିରେ ବସିଥିଲେ ମୋହନ, ମୁଖ୍ୟମନ୍ତ୍ରୀ ଭାବେ ନାଁ ପ୍ରସ୍ତାବ ହେବାରୁ ଆଶ୍ଚର୍ଯ୍ୟ ହୋଇ କରିଥିଲେ ଏମିତି କାମ

ଭୁବନେଶ୍ୱର,୧୨।୬: ଓଡ଼ିଶାର ୧୪୭ ବିଧାନସଭା ଆସନ ମଧ୍ୟରୁ ୭୮ଟିରେ ବିଜୟୀ ହୋଇ ଭାଜପା ପ୍ରଥମ ଥର ପାଇଁ ସରକାର ଗଠନ କରିବାକୁ ସମର୍ଥ ହୋଇଥିବାବେଳେ କିଏ ମୁଖ୍ୟମନ୍ତ୍ରୀ ହେବେ ସେନେଇ ଲାଗି ରହିଥିବା କଳ୍ପନାଜଳ୍ପନାର ମଙ୍ଗଳବାର ସନ୍ଧ୍ୟାରେ ଅବସାନ ଘଟିଛି। ଭାଜପାର…

ଖଣି ଦୁର୍ନୀତି କଥା ଉଠାଇ ବୋମାମାଡ଼ର ଶିକାର ହୋଇଥିଲେ ମୋହନ

ଭୁବନେଶ୍ୱର/କେନ୍ଦୁଝର,୧୨ା୬ (ସୁନିତ୍‌ ମିଶ୍ର/ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲାର ଟାଣୁଆ ନେତା ତଥା ବିଧାୟକ ମୋହନ ଚରଣ ମାଝୀ ଓଡ଼ିଶାର ୧୫ତମ ମୁଖ୍ୟମନ୍ତ୍ରୀ ଭାବେ ବୁଧବାର ଶପଥ ନେବାକୁ ଯାଉଛନ୍ତି। ଏ ସମ୍ପର୍କରେ ଭାଜପା ବିଧାୟକ ଦଳ ବୈଠକ ପରେ ଘୋଷଣା ହେବା…

ଓଡ଼ିଶାର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ହେବେ ପ୍ରଭାତୀ ପରିଡ଼ା, ଜାଣନ୍ତୁ ତାଙ୍କର ଶିକ୍ଷାଗତ ଯୋଗ୍ୟତା, ରାଜନୈତିକ ଯାତ୍ରା…

ନିମାପଡ଼ା,୧୧।୬ (ବିଚିତ୍ରାନନ୍ଦ ସାହୁ): ନିମାପଡ଼ା ମାଟିର ବୋହୂ ତଥା ନିମାପଡ଼ା ନିର୍ବାଚନମଣ୍ଡଳୀର ପ୍ରଥମ ମହିଳା ବିଧାୟିକା ପ୍ରଭାତୀ ପରିଡ଼ା ରାଜ୍ୟର ନୂତନ ଭାଜପା ସରକାରରେ ଉପମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି। ଏଥିସହ ସେ ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ହେବାର ସୌଭାଗ୍ୟ…

ମୋହନ ମାଝୀଙ୍କ ପତ୍ନୀ କହିଲେ- ସେ ମନ୍ତ୍ରୀ ହେବେ ବୋଲି ଭାବିଥିଲି, କିନ୍ତୁ…

ଭୁବନେଶ୍ୱର,୧୧।୬: ଶିଶୁ ମନ୍ଦିରରେ ଗୁରୁଜୀ, ପରେ ଓ୍ବାର୍ଡମେମ୍ବର, ସରପଞ୍ଚ ହୋଇଥିଲେ। ଧିରେ ଧିରେ ରାଜନୀତିରେ ଗୋଟିଏ ପରେ ଗୋଟିଏ ପାହାଚ ଚଢ଼ି ୨୦୦୦ରେ ବିଧାୟକ ହୋଇଥିଲେ ଓଡ଼ିଶାର ଭାବି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏନେଇ ମଙ୍ଗଳବାର ଘୋଷଣା ହେବା ପରେ…

ଓଡ଼ିଶାର ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଶିକ୍ଷାଗତ ଯୋଗ୍ୟତା କ’ଣ?ଜାଣନ୍ତୁ…

ଭୁବନେଶ୍ୱର,୧୧।୬:ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହେବେ ମୋହନ ଚରଣ ମାଝୀ। ଏନେଇ ମଙ୍ଗଳବାର ବିଧାୟକ ଦଳ ବୈଠକରେ ନିଷ୍ପତ୍ତି ନିଆଯିବା ପରେ ଖବରଦାତା ସମ୍ମିଳନୀରେ ଘୋଷଣା କରାଯାଇଛି। ଏହାପରଠାରୁ ମୋହନ ମାଝୀଙ୍କ ବିଷୟରେ ଜାଣିବା ଲାଗି ଲୋକଙ୍କ ମନରେ ଉତ୍କଣ୍ଠା ବଢ଼ିଛି। ୪ଥର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?