ରାଜନୀତି

ବିଧାୟକମାନେ କେତେ ଦରମା ପାଆନ୍ତି ଜାଣନ୍ତୁ…

ଭୁବନେଶ଼୍ବର, ୧୦ା୬: ଓଡ଼ିଶା ବିଧାନସଭା ଏବଂ ଲୋକ ସଭା ନିର୍ବାଚନ ଫଳାଫଳ ନିକଟରେ ପ୍ରକାଶ ପାଇଛି। ବହୁମତ ହାସଲ କରି ଭାଜପା ଓଡ଼ିଶାରେ ସରକାର ଗଢ଼ିବାକୁ ଯାଉଛି। ଏହାରି ମଧ୍ୟରେ କିଛି ପୁରୁଣା ନେତା ନିର୍ବାଚନ ଜିତିଥିବା ବେଳେ ଆଉ କିଛି…

ନୂଆ ମୁଖ୍ୟମନ୍ତ୍ରୀ କେତେବେଳେ ନେବେ ଶପଥ: ହେଲା ସମୟ ନିର୍ଘଣ୍ଟ

ଭୁବନେଶ୍ବର,୧୦।୬: ଓଡ଼ିଶାରେ ଭାଜପାର ପ୍ରଥମ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ସସ୍‌ପେନ୍ସ ଲାଗିରହିଛି। ଭୁବନେଶ୍ୱରରୁ ନୂଆଦିଲ୍ଲୀ ପର୍ଯ୍ୟନ୍ତ ବୈଠକ ପରେ ବୈଠକ ଚାଲିଥିଲେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କ ନାଁ ଚୂଡାନ୍ତ ହୋଇପାରୁନାହିଁ। ଏସବୁ ଭିତରେ ନୂଆ ମୁଖ୍ୟମନ୍ତ୍ରୀ ଆସନ୍ତା ବୁଧବାର ଅପରାହ୍ନ ୪.୪୫ରେ…

ଗିରିଶ ମୁର୍ମୁ ହେବେ କି ଓଡ଼ିଶାର ମୁଖ୍ୟମନ୍ତ୍ରୀ: ଖୋଲାଖୋଲି ଏମିତି କହିଦେଲେ ତୋମାର

ଭୁବନେଶ୍ବର,୧୦।୬:ଓଡ଼ିଶାର ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ସସପେନ୍ସ ଲାଗିରହିଛି। ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ ଏବେ ଓଡ଼ିଶା ମୁଖ୍ୟମନ୍ତ୍ରୀ ବିଷୟରେ ଆଲୋଚନା ଶେଷ ହେବ ବୋଲି କୁହାଯାଉଛି। ଏସବୁ ଭିତରେ ମୁଖ୍ୟମନ୍ତ୍ରୀ…

ଚର୍ଚ୍ଚାରେ ଆଦିବାସୀ ମହିଳା ସାବିତ୍ରୀ ଠାକୁର, ହେଲେ ଦେଶର ମନ୍ତ୍ରୀ, ଜାଣନ୍ତୁ କିଏ ?

ନୂଆଦିଲ୍ଲୀ,୧୦ା୬: ଦୁଇଥରର ଲୋକସଭା ଏମ୍‌ପି ତଥା ୪୬ ବର୍ଷିୟ ସାବିତ୍ରୀ ଠାକୁର ନୂଆକରି ମନ୍ତ୍ରୀ ହୋଇଛନ୍ତି । ମୋଦି ସରକାରଙ୍କ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଭାବେ ରବିବାର ପଦ ଏବଂ ଗୋପନୀୟତାର ଶପଥ ପାଠ କରିଛନ୍ତି । ଅନୁସୂଚିତ ଜନଜାତି ସଂରକ୍ଷଣ…

କିଏ ହେବେ ଭାଜପାର ହାଇକମାଣ୍ଡ ? ରେସ୍‌ରେ ଅଛନ୍ତି…

ନୂଆଦିଲ୍ଲୀ, ୧୦ା୬: ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ତାଙ୍କ ସହିତ ସମ୍ପର୍ଣ୍ଣ ମନ୍ତ୍ରୀ ମଣ୍ଡଳ ମଧ୍ୟ ଶପଥ ନେଇଛନ୍ତି। ଏପରିସ୍ଥଳେ ଭାଜପାର ଆଗାମୀ ଅଧ୍ୟକ୍ଷ ବା ହାଇକମାଣ୍ଡ କିଏ ହେବେ ସେ ନେଇ ପ୍ରଶ୍ନ…

ପ୍ରଶାନ୍ତ କିଶୋରଙ୍କ ଏହି ୪ ଭବିଷ୍ୟବାଣୀ ମିଛ ଥିଲା, କହିଲେ ମୁଁ…

ନୂଆଦିଲ୍ଲୀ,୧୦ା୬: ଭାଜପା ନେତୃତ୍ୱରେ ଏନ୍‌ଡିଏ କ୍ରମାଗତ ତୃତୀୟ ଥର ପାଇଁ ସରକାର ଗଠନ କରିଛି। ତେବେ ଏଥର ଅଧିକାଂଶ ଏକ୍‌ଜିଟ ପୋଲ୍‌ ଭୁଲ୍‌ ପ୍ରମାଣିତ ହୋଇଛି। ଏହି ଏକଜିଟ୍‌ ପୋଲରେ ଭାଜପା ୩୫୦ରୁ ୪୦୦ସିଟ୍‌ ଜିତିବ ବୋଲି ଆଶା କରାଯାଉଥିଲା। ତେବେ…

ଘୋଷଣାକୁ ଅପେକ୍ଷା କରନ୍ତୁ: ସୁରେଶ ପୂଜାରୀ

ଭୁବନେଶ୍ୱର,୧୦ା୬: ଦିଲ୍ଲୀରୁ ଫେରିବା ପରେ ବିଧାୟକ ସୁରେଶ ପୂଜାରୀ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇଛନ୍ତି। ଓଡ଼ିଶାର ମୁଖ୍ୟମନ୍ତ୍ରୀ କିଏ ହେବ ଖବରଦାତାଙ୍କ ପ୍ରଶ୍ନରେ ସୁରେଶ ପୂଜାରୀ କହିଛନ୍ତି, ଘୋଷଣାକୁ ଅପେକ୍ଷା କରନ୍ତୁ। ଖୁବ୍‌ଶୀଘ୍ର ଦଳୀୟ ନିଷ୍ପତ୍ତି ନିଆଯିବ। ଏହି ସସ୍‌ପେନ୍ସ ସରୁ ନ…

କିଏ ହେବେ ରାଜ୍ୟର ପ୍ରଥମ ଭାଜପା ମୁଖ୍ୟମନ୍ତ୍ରୀ: ତର୍ଜମା କରିବେ ଏହି ୨ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ବର,୯।୬:ଓଡ଼ିଶାର ଆଗାମୀ ମୁଖ୍ୟମନ୍ତ୍ରୀ କିଏ ହେବେ ସେନେଇ ସସପେନ୍ସ ଲାଗିରହିଛି। ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବା ପରେ ଏବେ ଓଡ଼ିଶା ମୁଖ୍ୟମନ୍ତ୍ରୀ ବିଷୟରେ ଆଲୋଚନା ଶେଷ ହେବ ବୋଲି କୁହାଯାଉଛି। ଏସବୁ ଭିତରେ କେନ୍ଦ୍ର…

‘ବିଜେଡିର ୨୫ ବିଧାୟକ ଯୋଗାଯୋଗରେ ଅଛନ୍ତି’

ଖୋର୍ଦ୍ଧା/କଟକ,୯ା୬(ପ୍ରଭାତ ପାଣିଗ୍ରାହୀ/ଶିଳ୍ପା ପ୍ରିୟଦର୍ଶିନୀ):ଇଭିଏମ୍‌ ଭଙ୍ଗାରୁଜା ମାମଲାରେ ଅନ୍ତରୀଣ ଜାମିନ ପାଇବା ପରେ ଖୋର୍ଦ୍ଧାର ନବନିର୍ବାଚିତ ଭାଜପା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ରବିବାର ଜେଲରୁ ମୁକୁଳିଛନ୍ତି। ଏହାପରେ ତାଙ୍କୁ ବହୁ ନେତା ଓ କର୍ମୀ ଫୁଲମାଳ ପିନ୍ଧାଇ ଶୁଭେଚ୍ଛା ଜଣାଇଥିଲେ। ପ୍ରଶାନ୍ତ ଘୋଡ଼ାଗାଡ଼ିରେ…

ମୋଦିଙ୍କ କ୍ୟାବିନେଟ୍‌ରେ ସ୍ଥାନ ପାଇଲେ ଓଡ଼ିଶାର ୩ ଏମ୍‌ପି: ଜାଣନ୍ତୁ କିଏ କିଏ…

ନୂଆଦିଲ୍ଲୀ,୯।୬: ଦେଶର ପ୍ରଧାନମନ୍ତ୍ରୀ ଭାବରେ ପୁଣି ଥରେ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦି। ରାଷ୍ଟ୍ରପତି ଭବନରେ ଭବ୍ୟ ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ…

ଆଗକୁ୍‌ କ’ଣ କରିବେ ପାଣ୍ଡିଆନ୍‌ ? ଖୋଲାଖୋଲି କହିଦେଲେ ନିଜ ମନର କଥା

ଭୁବନେଶ୍ୱର,୯।୬: ବିଜେଡିର ଶୋଚନୀୟ ପରାଜୟ ପରେ ଆଜି ଏକ ଭିଡିଓ ଜାରି କରି ରାଜନୀତିରୁ ଅବସର ଘୋଷଣା କରିଛନ୍ତି କାତ୍ତିକ। ରାଜନୀତି ଛାଡି ସହ ଦଳୀୟ କର୍ମୀଙ୍କ ନିକଟରେ କ୍ଷମା ପ୍ରାର୍ଥନା କରିଛନ୍ତି। ଏହାସହ ନିର୍ବାଚନ ପୂର୍ବରୁ କହିଥିବା କଥା ଶେଷରେ…

କ’ଣ ପାଇଁ ରାଜନୀତି ଛାଡିଲେ ପାଣ୍ଡିଆନ୍‌: ନିଜେ କଲେ ଖୁଲାସା

ଭୁବନେଶ୍ୱର,୯।୬: ଗତ ନିର୍ବାଚନରେ ବିଜେଡିର ମଙ୍ଗ ଧରିଥିବା କାତ୍ତିକ ପାଣ୍ଡିଆନ ଶେଷରେ ରାଜନୀତିରୁ ଅବସର ନେଇଛନ୍ତି। ଏକ ଭିଡିଓ ବାର୍ତ୍ତାରେ ସେ ରାଜନୀତି ଛାଡୁଥିବା କଥା କହିଛନ୍ତି। ପରେ ଏକ ସାକ୍ଷାତକାରରେ ସେ ରାଜନୀତି ଛାଡିବାର ପ୍ରକୃତ କାରଣ ବିଷୟରେ ଉଲ୍ଲେଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?