ଫୋକସରେ ଆଗାମୀ ପଞ୍ଚାୟତ ନିର୍ବାଚନ: ଏବେଠୁ ନିଜ ନିଜ ଦଳ ଛାଡ଼ି ଭାଜପାମୁହାଁ ନେତା-କର୍ମୀ
ଛତ୍ରପୁର,୭ା୫(ଦିଲ୍ଲୀପ ସାମଲ): ଦିନକୁ ଦିନ ଛତ୍ରପୁର ନିର୍ବାଚନ ମଣ୍ଡଳୀରେ ଭାରତୀୟ ଜନତା ପାର୍ଟି ଶକ୍ତିଶାଳୀ ହେବାରେ ଲାଗିଛି। ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ ଜନମଙ୍ଗଳ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ବହୁ ଜନପ୍ରତିନିଧି ଅନ୍ୟ ଦଳ ଛାଡ଼ି ଭାଜପା ଦଳରେ ମିଶିବାରେ ଲାଗିପଡ଼ିଛନ୍ତି।…
ସ୍ବତନ୍ତ୍ର ଅଧିବେଶନରେ ବର୍ଷିଲେ ମୁଖ୍ୟମନ୍ତ୍ରୀ: ରାଷ୍ଟ୍ରପତି-କେନ୍ଦ୍ର ଅର୍ଥମନ୍ତ୍ରୀ-ଉପମୁଖ୍ୟମନ୍ତ୍ରୀଙ୍କ ଉଦାହରଣ ଦେଇ କହିଲେ…
ଭୁବନେଶ୍ୱର,୩୦ା୪: ବିଧାନସଭା ସ୍ବତନ୍ତ୍ର ଅଧିବେଶନରେ ପ୍ରବଳ ବର୍ଷିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ମହିଳାଙ୍କୁ ଉଚିତ୍ ନ୍ୟାୟ ଦେବାରେ ଅବହେଳା କରାଯାଇଛି। ଆଲୋଚନାକୁ ଆଗେଇ ଆସିବା ବଦଳରେ ନକାରାତ୍ମକ ମନ୍ତବ୍ୟ ଦେଉଛନ୍ତି। କଂଗ୍ରେସ ନିଜ ସରକାର ସମୟରେ ମହିଳା…
Matrize Exit Poll: ୧୫ ବର୍ଷ ପରେ ବଙ୍ଗରେ ବଦଳିବକି ସତ୍ତା? ସାମ୍ନାକୁ ଆସିଲା ଏକଜିଟ୍ ପୋଲ
କୋଲକାତା,୨୯।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ ମତଦାନ ଶେଷ ହୋଇଛି । ଆନୁଷ୍ଠାନିକ ଫଳାଫଳ ଘୋଷଣା ପୂର୍ବରୁ ଏକଜିଟ୍ ପୋଲ ଆକଳନ ସାମ୍ନାକୁ ଆସିଛି । ମାଟ୍ରିଜ୍ ଏକଜିଟ୍ ପୋଲ ଅନୁଯାୟୀ, ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ୧୫ବର୍ଷର ଶାସନ ଶେଷ ହେବାକୁ…
କଂଗ୍ରେସ ଛାଡ଼ିଲେ ପ୍ରଶାନ୍ତ ଶତପଥୀ, ପିସିସି ସଭାପତିଙ୍କ ବିରୋଧରେ…
ଭୁବନେଶ୍ୱର,୨୭ା୪: କଂଗ୍ରେସ ଛାଡ଼ିଛନ୍ତି ପ୍ରଶାନ୍ତ ଶତପଥୀ। ସେ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ପ୍ରଶାନ୍ତ ତାଙ୍କର ଇସ୍ତଫାପତ୍ର କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ନିକଟକୁ ପଠାଇ ଦେଇଛନ୍ତି। ଇସ୍ତଫା ଦେବା ସହ ପିସିସି ସଭାପତି ଭକ୍ତ ଦାସଙ୍କ ବିରୋଧରେ…
ଶଙ୍ଖଭବନରେ ବିଧାୟକ ଦଳ ବୈଠକ ପରେ ବଡ଼ ନିଷ୍ପତ୍ତି ନେବ ବିଜେଡି, ନିଲମ୍ବିତ ହୋଇଥିବା ବିଧାୟକଙ୍କୁ…
ଭୁବନେଶ୍ୱର,୨୭ା୪: ଶଙ୍ଖଭବନରେ ବିଧାୟକ ଦଳ ବୈଠକ ପରେ ବଡ଼ ନିଷ୍ପତ୍ତି ନେବ ବିଜେଡି। ରାଜ୍ୟ ସଭା ନିର୍ବାଚନରେ କ୍ରସ୍ ଭୋଟିଂ ପାଇଁ ୬ ବିଧାୟକଙ୍କୁ ନିଲମ୍ବନ କରିଥିଲା ବିଜେଡି। ତେବେ ଏହି ନିଲମ୍ବିତ ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ…
ପଶ୍ଚିମବଙ୍ଗରେ ପ୍ରଚାର କରିବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ, ରୋଡ୍ ଶୋ’ କରି ଭାଜପା ପ୍ରାର୍ଥୀଙ୍କ…
ଭୁବନେଶ୍ୱର,୨୭ା୪: ପଶ୍ଚିମବଙ୍ଗରେ ମାରାଥନ ପ୍ରଚାର କରିବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରୋଡ୍ ଶୋ’ ସାଙ୍ଗକୁ ପରିବର୍ତ୍ତନ ସମାବେଶରେ ଯୋଗଦେବେ। ଏଥିସହିତ ବଗଡ଼ାରେ ରୋଡ୍ ଶୋ’ କରି ଭାଜପା ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିବେ ମୁଖ୍ୟମନ୍ତ୍ରୀ। ରାଜାରହାଟ ସମାବେଶରେ ଯୋଗ…
ରାଜନୀତିରେ ବାଦବିବାଦ, ବ୍ୟକ୍ତିଗତ କାର୍ଯ୍ୟରେ ବିଜେଡି-ଭାଜପା ଏକାଠି ହୋଇ…
ଗଞ୍ଜାମ,୨୩ା୪(ବିଦ୍ୟାଧର): ଗଞ୍ଜାମ ଏନ୍ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ପିତା ତଥା ଧର୍ମପରାୟଣ ବ୍ୟକ୍ତି କାଶୀନାଥ ପାଢ଼ୀଙ୍କ ବିୟୋଗ ଘଟିଥିଲା। ବୁଧବାର ସ୍ବର୍ଗତ ପାଢ଼ୀଙ୍କର ଦ୍ୱାଦଶ ଦିବସରେ ସାନ ବଜାରସ୍ଥିତ ନିଜ ବାସଭବନ ଠାରେ…
ମହିଳା ପ୍ରାର୍ଥୀ ଦେବାରେ ପଛରେ ଭାଜପା, କଂଗ୍ରେସ
ଭୁବନେଶ୍ୱର,୨୦ା୪(ଜିତେନ୍ଦ୍ର କୁମାର ନାୟକ): ଦେଶବ୍ୟାପୀ ଏବେ ଲୋକ ସଭା ଆସନ ବୃଦ୍ଧି ଓ ମହିଳା ସଂରକ୍ଷଣ ଆଇନ ସମ୍ପର୍କରେ ଆଲୋଚନା ତେଜିଛି। ଏପରି ପ୍ରଚ୍ଛଦପଟରେ ୨୦୨୩ରେ ମହିଳା ସଂରକ୍ଷଣ ଆଇନ ସଂସଦରେ ଗୃହୀତ ହୋଇସାରିଥିଲା। ତଥାପି ଦେଶର ଅଧିକାଂଶ ରାଜନୈତିକ ଦଳରୁ…
ଶ୍ରାଦ୍ଧବାର୍ଷିକୀରେ ବିଜୁବାବୁଙ୍କୁ ଅବମାନନା: ଅଭାବ ପଡ଼ିଲା ଫୁଲମାଳ ସହ…
ହାଟଡିହୀ/ଆନନ୍ଦପୁର,୧୭ା୪(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ତରଫରୁ ଆନନ୍ଦପୁର କଲ୍ୟାଣ ମଣ୍ଡପଠାରେ ପ୍ରବାଦପୁରୁଷ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକୀ ଶୁକ୍ରବାର ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏକ ସଭାର ଆୟୋଜନ କରାଯାଇଥିଲା।…
ବିଜୁବାବୁଙ୍କୁ ନେଇ ଏମିତି ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, କହିଲେ ଆମେ ତାଙ୍କର…
ଭୁବନେଶ୍ୱର,୧୭ା୪: ଆଜି ଅର୍ଥାତ୍ ଶୁକ୍ରବାର ବିଜୁବାବୁଙ୍କ ଶ୍ରାଦ୍ଧ ବାର୍ଷିକୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହାନ ଜନନାୟକ ବିଜୁବାବୁଙ୍କୁ ମନେ ପକାଇ ଏକ ବଡ଼ କଥା କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଜୁବାବୁ ଏହି ଓଡ଼ିଶାକୁ ସମୃଦ୍ଧ କରିବାକୁ ସ୍ବପ୍ନ…
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ସ୍ବତନ୍ତ୍ର ଅଧିବେଶନ ଡାକିବାକୁ କଲେ ଦାବି
ଭୁବନେଶ୍ବର,୧୫।୪: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଡିଲିମିଟେସନ ପ୍ରସଙ୍ଗ ଉଠାଇ ବିଧାନସଭା ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ଚିଠିରେ ଉଲ୍ଲେଖ କରିଛନ୍ତି । ୪୮ ଘଣ୍ଟା ଭିତରେ ସ୍ବତନ୍ତ୍ର ଅଧିବେଶନ ପାଇଁ ପ୍ରସ୍ତାବ…
ବଡ଼ ବୟାନ ଦେଲେ ଭକ୍ତ ଦାସ; ପଞ୍ଚାୟତ ନିର୍ବାଚନରେ ଏକାଠି ଲଢ଼ିପାରନ୍ତି ବିଜେଡି-କଂଗ୍ରେସ, ମେଣ୍ଟ…
ଖୋର୍ଦ୍ଧା,୧୪।୪(ପ୍ରଭାତ ପାଣିଗ୍ରାହୀ): ପଞ୍ଚାୟତ ନିର୍ବାଚନରେ ଏକାଠି ଲଢ଼ିପାରନ୍ତି ବିଜେଡି-କଂଗ୍ରେସ। ଜିଲା ପରିଷଦ ସିଟ୍ ପାଇଁ ହୋଇପାରେ ବୁଝାମଣା। ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ବୟାନ ପରେ ବଢ଼ିଛି ଚର୍ଚ୍ଚା। ରାଜ୍ୟ ସଭା ନିର୍ବାଚନଠାରୁ ରାଜ୍ୟରେ ବିଜେଡି-କଂଗ୍ରେସ ମେଣ୍ଟ ଚର୍ଚ୍ଚା ଲାଗିରହିଥିବାବେଳେ…

