୨୯ରେ ଖାର୍ଗେ, ୩୦ରେ ରାହୁଲ ଆସିବେ ଓଡ଼ିଶା
ଭୁବନେଶ୍ୱର,୨୬।୪: ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ଜୋରଦାର ଚାଲିଛି। କେନ୍ଦ୍ରୀୟ ନେତା ଘନ ଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଆସନ୍ତା ୨୯ରେ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ସେହିପରି ୩୦ରେ ଏମ୍ପି ରାହୁଲ ଗାନ୍ଧୀ ଓଡ଼ିଶା…
ତୃତୀୟ ପର୍ଯ୍ୟାୟ ନିର୍ବାଚନ ଶେଷ ପରେ ଚାଲିଛି ମୂଲ୍ୟାଙ୍କନ, ଏହି ଦଳ ମାରିବ ବାଜି…
ହାଟଡିହୀ,୨୬ା୫: ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନୀ ପରୀକ୍ଷା ସରିଯାଇଛି। କାହା ସପକ୍ଷରେ କେତେ ଭୋଟ୍ ଯିବ ତାକୁ ନେଇ ଏବେ ମୂଲ୍ୟାଙ୍କନ ଚାଲିଛି। ଜନାଦେଶ ଫଳାଫଳ ଜୁନ୍ ୪ରେ ସ୍ପଷ୍ଟ ହୋଇଯିବ। କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ୨୯୧ଟି ଭୋଟ୍…
ବିଜେଡି ସରକାର ଗଠନ କରିସାରିଛି, ବିରୋଧୀ ହାଓ୍ବା କରୁଛନ୍ତି: ପାଣ୍ଡିଆନ
ଭୁବନେଶ୍ୱର,୨୬ା୫: ଚଳିତ ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ବେଶ୍ ସରଗରମ ରହିଛି। ଭାଜପା ସରକାର ଗଠନ କରିବ ବୋଲି କହୁଥିବା ବେଳେ ବିଜେଡି ମଧ୍ୟ ଜୋର୍ ଦେଇ କହୁଛି ସେ ସରକାର ଗଠନ କରିବ। ଏନେଇ ୫-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ…
ନିମାପଡ଼ା ରାଜନୀତିରେ ହଟଚମଟ: ଆସନ ହାତେଇବା ପାଇଁ ୮ ନେତାଙ୍କୁ ବଡ଼ ଦାୟିତ୍ୱ ଦେଲା ବିଜେଡି
ନିମାପଡ଼ା,୨୬।୫: ନିମାପଡ଼ା ବିଧାନସଭା ନିର୍ବାଚନମଣ୍ଡଳୀ ଲାଗି ସ୍ବତନ୍ତ୍ର ରଣନୀତି ପ୍ରସ୍ତୁତ କରିଛି ବିଜେଡି। ପୂର୍ବତନ ବିଧାୟକ ସମୀର ରଞ୍ଜନ ଦାଶ ଭାଜପାକୁ ଯିବା ପରେ ଦଳ ଏବେ ଏହି ଆସନ ଲାଗି ୮ ନେତାଙ୍କୁ ଦାୟିତ୍ୱ ଦେଇଛି। ସେମାନେ ହେଉଛନ୍ତି- ସୁଭାଶିଷ…
ଯାଜପୁର ଜିଲା: ଫୋକସ୍ରେ ମହିଳା ପ୍ରାର୍ଥୀ
ଯାଜପୁର,୨୬ା୫(ହର୍ଷବର୍ଦ୍ଧନ ବେହେରା): ଯାଜପୁର ଲୋକ ସଭା ନିର୍ବାଚନମଣ୍ଡଳୀ ଏବଂ ଏହା ଅଧୀନ ୭ ବିଧାନସଭା ଆସନରେ ଆସନ୍ତା ୧ ତାରିଖରେ ଭୋଟଗ୍ରହଣ ହେବ। ପ୍ରାର୍ଥୀ ଓ କର୍ମୀମାନେ ଗାଁକୁ ଗାଁ ବୁଲୁଥିବାରୁ ଗ୍ରାମାଞ୍ଚଳରେ ନିର୍ବାଚନୀ ପରିବେଶ ସରଗରମ ହୋଇଛି। ଏଥର ବିଜେଡି…
୩ୟ ପର୍ଯ୍ୟାୟର ୬ ଲୋକ ସଭା ଆସନରେ ଜିତୁଛୁ: ଭାଜପା
ଭୁବନେଶ୍ୱର, ୨୬।୫: ରାଜ୍ୟରେ ବର୍ତମାନ ୩ୟ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଛି। ଓଡ଼ିଶାର ସାଧାରଣ ନାଗରିକ ସରକାର ପରିବର୍ତନ କରିବା ପାଇଁ ନିଷ୍ପତି ନେଇଥିବା ଜନମତରୁ ସ୍ପଷ୍ଟ ଜଣାପଡୁଛି। ଜୁନ୍ ୧୦ରେ ଭାଜପା ସରକାର ହେଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓଡ଼ିଆ ପୁଅ…
ଭୋଟଦାନରୁ ବଞ୍ଚିତ ହେଲେ ପଦ୍ମଶ୍ରୀ ଅନ୍ତର୍ଯ୍ୟାମୀ ମିଶ୍ର
ଢେଙ୍କାନାଳ,୨୬ା୫(ରତନ ନାୟାର): ଢେଙ୍କାନାଳର ବିଶିଷ୍ଟ ସାହିତି୍ୟକ, ଗବେଷକ ଓ ଭାଷାବିତ୍ ପଦ୍ମଶ୍ରୀ ପଣ୍ଡିତ ଅନ୍ତର୍ଯ୍ୟାମୀ ମିଶ୍ର ଶନିବାର ଭୋଟଦାନରୁ ବଞ୍ଚିତ ହୋଇଛନ୍ତି। ସେ ଓ ତାଙ୍କ ସ୍ତ୍ରୀ ଛାୟାରାଣୀ ମିଶ୍ର ଏବଂ ପୁତ୍ର ଅସିତ କୁମାର ମିଶ୍ର ଭୋଟ ପରିଚୟପତ୍ର ନେଇ…
ସନ୍ଧ୍ୟା ୬ଟା ସୁଦ୍ଧା ରାଜ୍ୟରେ ୫୯.୭୨ ପ୍ରତିଶତ ମତଦାନ
ଭୁବନେଶ୍ୱର,୨୫ା୫: ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହୋଇଯାଇଛି। ତେବେ ସନ୍ଧ୍ୟା ୬ଟା ସୁଦ୍ଧା ରାଜ୍ୟରେ ମୋଟ୍ ୫୯.୭୨% ମତଦାନ ହୋଇଛି। ସେହିପରି ଭୁବନେଶ୍ବରରେ ୫୩.୫୪ ପ୍ରତିଶତ ଭୋଟଗ୍ରହଣ ହୋଇଥିବା ବେଳେ କଟକରେ ୫୪.୩୬%, ଢେଙ୍କାନାଳରେ ୬୦.୮୮%, କେନ୍ଦୁଝରରେ ୬୨.୪୩%,…
ଲେଖାଶ୍ରୀଙ୍କୁ ସ୍ମୃତିଙ୍କ ଏହି ୩ ବଡ଼ ପ୍ରଶ୍ନ
ରେମୁଣା,୨୫ା୫: ବାଲେଶ୍ୱର ଜିଲା ରେମୁଣାଠାରେ ଆୟୋଜିତ ଭାଜପାର ଦଳୀୟ ସଭାରେ ବିଜେଡିର ଲୋକ ସଭା ପ୍ରାର୍ଥୀ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ୩ଟି ପ୍ରଶ୍ନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ। ସ୍ମତି ପ୍ରଶ୍ନ କରିଛନ୍ତି ଯେ, ‘୩୨ ହଜାର କୋଟିର ଚିଟ୍ଫଣ୍ଡ ଘୋଟାଲା ହେଲା,…
ଚତୁର୍ଥ ପର୍ଯ୍ୟାୟରେ ବିଜେଡି ପ୍ରାର୍ଥୀ ସୁବାସିନି ଜେନା ସବୁଠୁ ଧନୀ
ଭୁବନେଶ୍ୱର,୨୫ା୫: ବିଜୁ ଜନତା ଦଳ (ବିଜେଡି) ନେତା ସୁବାସିନି ଜେନାଙ୍କ ସମ୍ପତ୍ତି ପ୍ରାୟ ୧୩୫ କୋଟି ଟଙ୍କା ରହିଛି ଯାହା ଜୁନ ୧ ରେ ହେବାକୁ ଥିବା ଓଡ଼ିଶା ବିଧାନସଭା ପାଇଁ ଚତୁର୍ଥ ପର୍ଯ୍ୟାୟ ମତଦାନ ପାଇଁ ସମସ୍ତ ପ୍ରାର୍ଥୀଙ୍କ ମଧ୍ୟରେ…
ଇଭିଏମ୍ ଭାଙ୍ଗି ଫେରାର ହୋଇଯାଉଥିଲେ ପ୍ରଶାନ୍ତ ଜଗଦ୍ଦେବ, ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ
ଖୋର୍ଦ୍ଧା,୨୫ା୫(ପ୍ରଭାତ କୁମାର ପାଣିଗ୍ରାହୀ): ଖୋର୍ଦ୍ଧା ଭାଜପା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ପୁଣି ଦାଦାଗିରି ଦେଖିବାକୁ ମିଳିଛି। ବୋଲଗଡ଼ ବ୍ଲକର ଏକ ବୁ୍ଥ୍ରେ ପଶି ଇଭିଏମ୍ ଭଙ୍ଗାରୁଜା କରିଛନ୍ତି ପ୍ରଶାନ୍ତ। ଏମ୍ପି ପ୍ରାର୍ଥୀ ଅପରାଜିତାଙ୍କ ଗାଡ଼ିରେ ଫେରାର ହୋଇ ଯାଉଥିବା ବେଳେ…
ଇଭିଏମ୍ ଭାଙ୍ଗି ପ୍ରଶାନ୍ତ ଜଗଦ୍ଦେବ ଫେରାର
ଖୋର୍ଦ୍ଧା,୨୫ା୫(ପ୍ରଭାତ କୁମାର ପାଣିଗ୍ରାହୀ): ଖୋର୍ଦ୍ଧା ଭାଜପା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କ ପୁଣି ଦାଦାଗିରି ଦେଖିବାକୁ ମିଳିଛି। ବୋଲଗଡ ବ୍ଲକର ଏକ ବୁଥ୍ରେ ଇଭିଏମ୍ ଭଙ୍ଗାରୁଜା କରିଛନ୍ତି ପ୍ରଶାନ୍ତ। ବୋଲଗଡ଼-ବେଗୁନିଆ ନିର୍ବାଚନ ମଣ୍ଡଳୀର ରାଜସୁନାଖଳା ନିକଟ କାଉଁରିଆ ପାଟଣାର ୧୧୪ ନମ୍ବର…
Archives


