ଛାଡ଼ିଲେନି ଗାଡ଼ି: ଫେରିଗଲେ ପୋଲିଂ କର୍ମଚାରୀ
ଭବାନୀପାଟଣା,୧୨।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅଧୀନ ଦୁନ୍ଦେଲମାଲ ପଞ୍ଚାୟତର ଦୁଣ୍ଡା ଗ୍ରାମବାସୀ ରାସ୍ତା ଓ ପାନୀୟ ଜଳ ଦାବି ନେଇ ଚଳିତ ସାଧାରଣ ନିର୍ବାଚନ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏ ନେଇ ସେମାନେ...
ବିଜେଡିରେ ମିଶିଲେ ଅଭିନେତା ରୁଦ୍ର ପାଣିଗ୍ରାହୀ
ଭୁବନେଶ୍ୱର,୧୧।୫: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ରାଜ୍ୟର ରାଜନୀତି ସରଗରମ ରହିଛି। ଏମିତିରେ ଦଳ ଡିଆଁ, ମିଶ୍ରଣ ପର୍ବ ଜାରି ରହିଛି। ଏହି କ୍ରମରେ ବିଜେଡିରେ ସାମିଲ ହୋଇଛନ୍ତି ଅଭିନେତା ରୁଦ୍ର ପାଣିଗ୍ରାହୀ। ଶନିବାର ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ...
ଆଜି ନାମାଙ୍କନ ଭରିବେ ସିଦ୍ଧାର୍ଥ ରାଉତରାୟ: ଦେଲେ ପରିବେଶ ସୁରକ୍ଷା ବର୍ତ୍ତା
ଭୁବନେଶ୍ୱର,୧୦।୫: ନିମାପଡ଼ା କଂଗ୍ରେସ ବିଧାୟକ ପ୍ରାର୍ଥୀ ସିଦ୍ଧାର୍ଥ ରାଉତରାୟ ଶୁକ୍ରବାର ନାମାଙ୍କପତ୍ର ଦାଖଲ କରିବେ। ଏନେଇ ସିଦ୍ଧାର୍ଥ ନିଜ ସମର୍ଥକଙ୍କ ସହ ଏକ ବ୍ୟାଟେରୀ ଚାଳିତ ସାଇକେଲରେ ହରିପୁରରୁ ପୁରୀ ଅଭିମୁଖେ ଯାଉଛନ୍ତି। ଏହି ଅବସରରେ ବିଭିନ୍ନ ସଂଗଠନ ପକ୍ଷରୁ...
ଭାଜପାର କେନ୍ଦ୍ରୀୟ ହେଭିୱେଟ୍ ବନାମ ବିଜେଡିର ଦୁଇ ହେଭିୱେଟ୍, କିଏ କାହା ଉପରେ ପଡ଼ିବେ ଭାରି ?
ଭୁବନେଶ୍ୱର,୮ା୫: ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନକୁ ଆଉ କେଇଟା ଦିନ ବାକି ଥିବା ବେଳେ ପ୍ରଚାର ଜୋରଦାର କରିଛନ୍ତି ତିନି ପ୍ରମୁଖ ଦଳ। ଭାରତୀୟ ଜନତା ପାର୍ଟି ଏବଂ ବିଜୁ ଜନତା ଦଳ ଶିଙ୍ଘରେ ଶିଙ୍ଘ ଲଗାଇ ଲଢେଇ କରୁଥିବା...
ରୋଚକ ମୋଡ଼ରେ ପିପିଲି ରାଜନୀତି: ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀଙ୍କ ବିରୋଧରେ ସ୍ବାଧୀନ ଭାବେ ଲଢ଼ିବେ ସ୍ତ୍ରୀ ଜାଗୃତି
ଭୁବନେଶ୍ୱର,୭।୫: ନିର୍ବାଚନ ମଇଦାନରେ ସ୍ବାମୀଙ୍କ ବିରୋଧରେ ଲଢ଼ିବେ ସ୍ତ୍ରୀ। ପିପିଲି ବିଧାନସଭା ଆସନରେ କିଛି ଏଭଳି ଘଟଣା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଗୋଟିଏ ପଟେ ସ୍ବର୍ଗତ ପ୍ରଦୀପ ମହାରଥୀଙ୍କ ପୁଅ ରୁଦ୍ର ମହାରଥୀ ବିଜେଡିରୁ ଟିକେଟ ପାଇ ନିର୍ବାଚନକୁ...
ଭାଜପା ବିରୋଧରେ ପ୍ରଚାର କରିବେ ଉଜ୍ଜଳା ଦିଦି
ଭୁବନେଶ୍ୱର,୭।୫(ଅନୁରାଧା ମହାରଣା):ରାଜ୍ୟର ଉଜ୍ଜଳା ଦିଦିମାନେ ବିଭିନ୍ନ ଦାବି ନେଇ ସୋମବାର ମାଷ୍ଟର କ୍ୟାଣ୍ଟିନ ଛକରେ ଧାରଣା ଦେଇଥିଲେ। ସେମାନଙ୍କ ଦୀର୍ଘଦିନର ଦାବିକୁ କେନ୍ଦ୍ର ସରକାର ଅଣଦେଖା କରି ଚାଲିଥିବାରୁ ବିକ୍ଷୋଭକାରୀମାନେ ଚଳିତ ନିର୍ବାଚନରେ ସମ୍ବଲପୁର ସଂସଦୀୟ କ୍ଷେତ୍ରରେ ଭାଜପା ପ୍ରାର୍ଥୀ...
ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ:୧୫ରେ ଯାଞ୍ଚ, ଜୁନ୍ ୧ରେ ଭୋଟ
ଭୁବନେଶ୍ୱର,୭।୫(ଅନିଲ ଦାସ):ରାଜ୍ୟରେ ଚତୁର୍ଥ ତଥା ଶେଷ ପର୍ଯ୍ୟାୟରେ ହେବାକୁ ଥିବା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଏବଂ ଜଗତ୍ସିଂହପୁର ଲୋକ ସଭା ଏବଂ ୪୨ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ସୋମବାର ନିର୍ବାଚନ କମିଶନଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି।...
ଭୋଟ ଦେଲେ ପ୍ରଧାନମନ୍ତ୍ରୀ ମୋଦି
ଅହମ୍ମଦାବାଦ୍,୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ମତଦାନ ସାବ୍ୟସ୍ତ କରିଛନ୍ତି। ସେ ଅହମ୍ମଦାବାଦ୍ା ନିଶାନ ହାୟର ସେକେଣ୍ଡାରୀ ସ୍କୁଲରେ ଭୋଟ ଦେଇଛନ୍ତି। ଭୋଟ ଦେବା ପରେ ପ୍ରଧାନମନ୍ତ୍ରୀ ମତଦାନ ବୁଥରୁ ଆସି ଲୋକଙ୍କୁ ଅଭିବାଦନ ଜଣାଇଛନ୍ତି।...
VIDEO: ନିଜର ଡ୍ୟାନ୍ସ ଭିଡିଓ ଶେୟାର କଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା
ନୂଆଦିଲ୍ଲୀ,୭।୫: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ପ୍ରଚାର ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଏକ୍ସ ହ୍ୟାଣ୍ଡେଲରୁ ଏକ ଭିଡିଓ ପୋଷ୍ଟ କରିଛନ୍ତି। ସେହି ଭିଡିଓରେ ପ୍ରଧାନମନ୍ତ୍ରୀ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ମାଧ୍ୟମରେ ଏକ ବିରାଟ ସମାବେଶରେ ନାଚୁଥିବା ଦେଖାଯାଇଛି।...
ଦେଶବାସୀଙ୍କୁ ଏମିତି ଅପିଲ୍ କଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୭।୫: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ପାଇଁ ମଙ୍ଗଳବାର ୧୨ଟି ରାଜ୍ୟ-କେନ୍ଦ୍ର ଅଞ୍ଚଳରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ରେକର୍ଡ ସୃଷ୍ଟି କରିବାକୁ ତୃତୀୟ ପର୍ଯ୍ୟାୟର ଭୋଟରଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଅପିଲ୍ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦି ଟୁଇଟ କରି...
ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଆରମ୍ଭ: ମୋଦି-ଶାହା ଦେବେ ଭୋଟ
ନୂଆଦିଲ୍ଲୀ,୭।୫: ୧୦ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୯୩ଟି ଲୋକ ସଭା ଆସନରେ ଆଜି ତୃତୀୟ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଯାଇଛି। ସକାଳ ୭ଟାରୁ ଭୋଟର ମତଦାନ କରିଛନ୍ତି। ଏହି ପର୍ଯ୍ୟାୟରେ ଗୁଜରାଟର ୨୬ ଆସନ, କର୍ନାଟକର ୧୪,...
ଓଡ଼ିଶାକୁ କେନ୍ଦ୍ରୀୟ ପାଣ୍ଠି ଯୋଗାଣ କମୁଛି କାହିଁକି? ମୋଦିଙ୍କ ଗସ୍ତକୁ ନେଇ କଂଗ୍ରେସର ପ୍ରଶ୍ନ
ନୂଆଦିଲ୍ଲୀ,୭ା୫:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଓଡ଼ିଶାକୁ ନିର୍ବାଚନୀ ପ୍ରଚାରରେ ଆସିଥିବାବେଳେ ତାଙ୍କ ଗସ୍ତକୁ ନେଇ କଂଗ୍ରେସ ସାଧାରଣ ସମ୍ପାଦକ ଜୟରାମ ରମେଶ କେତେକ ଗୁରୁତ୍ୱପୂର୍ଣ୍ଣ ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି, ମୋଦି ସରକାରରେ ଓଡ଼ିଶା କ୍ରମାଗତ ଭାବେ ଅବହେଳିତ ହୋଇଆସୁଛି।...
Archives


