ବଡ଼ ହୃଦୟ ଦେଖାଇଲେ ନବୀନ ପଟ୍ଟନାୟକ: ଆମ୍ବୁଲାନ୍ସ ଦେଖି…
ଭୁବନେଶ୍ୱର,୧୬ା୫(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ଏକ ବିଶାଳ ରୋଡ୍ ଶୋ’ କରି ଶକ୍ତି ପ୍ରଦର୍ଶନ କରିଛନ୍ତି। ବିଭିନ୍ନ ସ୍ଥାନରେ ଉପସ୍ଥିତ ଜନତା ମୁଖ୍ୟମନ୍ତ୍ରୀଙ୍କୁ ଦେଖିବାକୁ ଉତ୍କଣ୍ଠାର ସହ ଅପେକ୍ଷା କରିଥିଲେ। ଭୁବନେଶ୍ବର ମଧ୍ୟ ନିର୍ବାଚନମଣ୍ଡଳୀରେ ରୋଡ୍ ଶୋ’ ପାଇଁ ଗୁରୁବାର…
ବିଜେଡିରେ ମିଶିଲେ ରମାରଞ୍ଜନ ବଳିଆରସିଂହ, ଭାଜପାରୁ ଦେଇଥିଲେ ଇସ୍ତଫା
ଭୁବନେଶ୍ୱର,୧୬।୫: ଭାଜପାରୁ ଇସ୍ତଫା ଦେବା ପରେ ବିଜେଡିରେ ସାମିଲ ହୋଇଛନ୍ତି ପୁରୀ ଜିଲା ସତ୍ୟବାଦୀ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରମାରଞ୍ଜନ ବଳିଆରସିଂହ। ଶଙ୍ଖ ଭବନରେ ଗୁରୁବାର ଆୟୋଜିତ ମିଶ୍ରଣପର୍ବରେ ସେ ବିଜେଡିରେ ମିଶିଛନ୍ତି। ପ୍ରକାଶ ଯେ, ଆଜି ସେ ଭାଜପାର ପ୍ରାଥମିକ…
ରୋଡ ଶୋ’ବେଳେ ସାଂଘାତିକ କଥା କହିଦେଲେ ନଡ୍ଡା, ନବୀନବାବୁ…
ଭୁବନେଶ୍ୱର,୧୬।୫: ଭାଜପାର କେନ୍ଦ୍ରୀୟ ନେତୃତ୍ୱଙ୍କ ନଜରରେ ଓଡ଼ିଶା। ରାଜ୍ୟକୁ ଦଖଲ କରିବା ପାଇଁ ବାରବାର ଓଡିଶା ଗସ୍ତ କରୁଛନ୍ତି ଦଳର ଶୀର୍ଷ ନେତା। ବିଜେଡି ନେତାଙ୍କୁ ଘେରାବନ୍ଦୀ କରି ଜୋରଦାର ପ୍ରଚାରରେ ଲାଗିପଡିଛନ୍ତି ଭାଜପା ନେତା। ଏହି କ୍ରମରେ ବୁଧବାର ଗୃହମନ୍ତ୍ରୀ…
ରାଜଧାନୀରେ ନଡ୍ଡାଙ୍କ ମେଗା ରୋଡ ଶୋ’: ହଜାର ହଜାର କର୍ମୀଙ୍କ ଭିଡ଼
ଭୁବନେଶ୍ୱର,୧୬।୫: ନିର୍ବାଚନକୁ ଦୃଷ୍ଟିରେ ରଖି କେନ୍ଦ୍ରୀୟ ନେତାମାନେ ଓଡ଼ିଶାରେ ଡେରା ପକାଇଛନ୍ତି। ଏହି କ୍ରମରେ ଗୁରୁବାର ଭାଜପାର ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଭୁବନେଶ୍ୱରଠାରେ ଅନୁଷ୍ଠିତ ଏକ ରୋଡ ଶୋ’ କାର୍ଯ୍ୟକ୍ରମରେ ଯୋଗଦେବା ଦେଇଛନ୍ତି। ଏମ୍ପି ପ୍ରାର୍ଥୀ ଅପରାଜିତ ଷଡଙ୍ଗୀ ଓ…
ଭାଜପା ନେଲାବେଳେ ଚତୁର୍ଭୁଜ, ଦେଲାବେଳେ ଖାଲି ହାତ: ପାଣ୍ଡିଆନ
ଭୁବନେଶ୍ୱର,୧୬ା୫(ଅନିଲ ଦାସ): କେନ୍ଦ୍ର ସରକାର ଓଡ଼ିଶାରୁ ଯେଉଁ ପରିମାଣର ଅର୍ଥ ବିଭିନ୍ନ କର ଆକାରରେ ନେଉଛି ସେହି ଅନୁଯାୟୀ ଓଡ଼ିଶାକୁ କିଛି ଦେଉନାହିଁ। ‘ଭାଜପା ନେଲାବେଳେ ଚତୁର୍ଭୁଜ, ଦେଲାବେଳେ ଖାଲି ହାତ’। ସମ୍ବଲପୁର ଲୋକ ସଭା କ୍ଷେତ୍ରର ଦେବଗଡ଼, ଛେଣ୍ଡିପଦା ଓ…
ଆଜି ରାଜଧାନୀରେ ନଡ୍ଡା, ଫୁଲବାଣୀରେ ଖାର୍ଗେଙ୍କ ରୋଡ୍ ଶୋ
ଭୁବନେଶ୍ୱର,୧୬।୫(ସୁନିତ୍ ମିଶ୍ର):୨୦୨୪ ନିର୍ବାଚନରେ ଭାଜପା ପ୍ରଚାରକୁ ଶାଣିତ କରିବା ପାଇଁ କେନ୍ଦ୍ରୀୟ ନେତାମାନେ ଘନ ଘନ ଓଡ଼ିଶା ଗସ୍ତ କରୁଛନ୍ତି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡା ବୁଧବାର ସା ସମୟରେ ଭୁବନେଶ୍ୱରଠାରେ ପହଞ୍ଚିଛନ୍ତି। ଏହାପରେ ସେ ସ୍ଥାନୀୟ ଏକ ଘରୋଇ ହୋଟେଲରେ…
ମାଗଣା ବିଜୁଳି ଗ୍ୟାରେଣ୍ଟିିର କରେଣ୍ଟ ଭାଜପାକୁ ଜୋରରେ ଲାଗିଛି: ବିଜେଡି
ଭୁବନେଶ୍ୱର,୧୬ା୫(ଅନିଲ ଦାସ): ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପରେ ଓଡିଶା ଭାଜପା ଭଲ ଭାବେ ଜାଣିସାରିଲାଣି ଯେ ସେମାନେ ଶୋଚନୀୟ ପରାଜୟକୁ ସାମ୍ନା କରୁଛନ୍ତି, ଆଉ ବିଜେଡି ୯୦% ଆସନରେ ବାଜିମାତ୍ କରିବାକୁ ଯାଉଛି। ଏହା ସେମାନଙ୍କ ମନୋବଳକୁ ଭାଙ୍ଗି ଦେଇଛି। ଏଥିପାଇଁ…
ସରକାର ଗଢ଼ିବାର ୬ଘଣ୍ଟାରେ ଶ୍ରୀମନ୍ଦିର ୪ ଦ୍ୱାର ଖୋଲିବୁ
କଟକ,୧୬ା୫(ଶିଳ୍ପା ପ୍ରିୟଦର୍ଶିନୀ)ଓଡ଼ିଶାରେ ଏଥର ଭାଜପା ନିଶ୍ଚିତ ସରକାର ଗଠନ କରିବ ବୋଲି ଭାଜପାର ବରିଷ୍ଠ ନେତା ତଥା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କହିଛନ୍ତି। ବୁଧବାର କଟକରେ ରୋଡ୍ ଶୋ’ କରିବା ଅବସରରେ ଶାହା କହିଛନ୍ତି, ଭାଜପା ମୁଖ୍ୟମନ୍ତ୍ରୀ ଶପଥ ନେବାର ୬ଘଣ୍ଟା…
ଭାଜପାର ଅଚ୍ଛେଦିନ୍ କୁଆଡ଼େ ଗଲା: ନବୀନ
ଭୁବନେଶ୍ୱର,୧୬ା୫ (ଅନିଲ ଦାସ)ଭାଜପା କେବଳ କୁମ୍ଭୀର କାନ୍ଦଣା କାନ୍ଦୁଛି, ଅଚ୍ଛେଦିନ କୁଆଡ଼େ ଗଲା। ଉତ୍ତର ଦେଉନାହାନ୍ତି କାହିଁକି ବୋଲି ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଭାଜପା ନେତାମାନଙ୍କୁ ପ୍ରଶ୍ନ କରିଛନ୍ତି। ମୁଖ୍ୟମନ୍ତ୍ରୀ ବୁଧବାର ସମ୍ବଲପୁର ଲୋକ ସଭା କ୍ଷେତ୍ରର…
”ଓଡ଼ିଶାରେ ବହୁଛି ଭାଜପା ହାୱା, ଫୋକସରେ ବିଧାନସଭା ନିର୍ବାଚନ”: ଅମିତ ଶାହା
ଭୁବନେଶ୍ୱର,୧୫ା୫: ବୁଧବାର ଭାଜପା ବରିଷ୍ଠ ନେତା ତଥା ସ୍ଵରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ରାଜ୍ୟରେ ଏକକାଳୀନ ଲୋକ ସଭା ଏବଂ ବିଧାନସଭା ନିର୍ବାଚନ ପାଇଁ କଟକରେ ରୋଡ୍ ସୋ କରିଛନ୍ତି। ଏହି ରୋଡ୍ ସୋ ସମାଜ କାର୍ଯ୍ୟାଳୟ ନିକଟରୁ ଆରମ୍ଭ ହୋଇ ସନ୍ଧ୍ୟାରେ…
ଭାଜପା ପ୍ରାର୍ଥୀଙ୍କଠାରୁ ୫ ଲକ୍ଷ ଦାବିକଲେ ୨ ଯୁବକ
ଖୋର୍ଦ୍ଧା,୧୫ା୫(ପ୍ରଭାତ ପାଣିଗ୍ରାହୀ):ପୁରୀ ସଂସଦୀୟ କ୍ଷେତ୍ର ଅନ୍ତର୍ଗତ ଚିଲିକା ନିର୍ବାଚନମଣ୍ଡଳୀରେ ମଙ୍ଗଳବାର ଭାଜପା ପ୍ରାର୍ଥୀଙ୍କ ବାଇକ୍ ଶୋଭାଯାତ୍ରା ଚାଲିଥିବା ବେଳେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବ୍ରଜରାଜପୁର ଗ୍ରାମଠାରେ ଦୁଇଜଣ ଯୁବକ ହଠାତ୍ ପ୍ରଚାର ଗାଡ଼ିକୁ ଅଟକାଇବା ସହ ଲୋକ ସଭା ପ୍ରାର୍ଥୀ…
୧୫ ଲକ୍ଷ ଭଳି ମହିଳାଙ୍କ ନିକଟକୁ ୫୦ ହଜାର ଟଙ୍କାର ଭାଉଚର ଆସିବ
ଅନୁଗୋଳ,୧୫।୫(ଅମିତ କୁମାର ସାମଲ):ଅନୁଗୋଳ ଗସ୍ତରେ ଆସିଥିବା ୫-ଟି ଅଧ୍ୟକ୍ଷ ତଥା ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ମଙ୍ଗଳବାର ଶୈଳଶ୍ରୀକ୍ଷେତ୍ରରେ ଜଗନ୍ନାଥ ଓ ଏହାପରେ ମା’ ବୁଢ଼ୀ ଠାକୁରାଣୀଙ୍କୁ ଦର୍ଶନ କରିଥିଲେ। ପରେ ସ୍ଥାନୀୟ ସଭାଘର ଠାରେ ଆୟୋଜିତ ଅଭିଯୋଗ ଗ୍ରହଣ…
Archives


