‘ମୋଦିଙ୍କ ପାଇଁ କୋଣାର୍କ ପ୍ରସିଦ୍ଧ’ ମନ୍ତବ୍ୟ ଓଡ଼ିଶାବାସୀଙ୍କୁ ବ୍ୟଥିତ କରିଛି
ଭୁବନେଶ୍ୱର, ୨୩।୫(ସୁନିତ୍ ମିଶ୍ର): ପୁରୀ ସଂସଦୀୟ କ୍ଷେତ୍ରର ଭାଜପା ପ୍ରାର୍ଥୀ ସମ୍ବିତ୍ ପାତ୍ରଙ୍କ ବୟାନ ‘ମୋଦିଙ୍କ ଭକ୍ତ ଜଗନ୍ନାଥ’ ସନାତନ ଧର୍ମର ପ୍ରତିଟି ବ୍ୟକ୍ତିଙ୍କୁ ଆଘାତ ଓ ବ୍ୟଥିତ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ବୟାନ ‘ମୋଦିଙ୍କ ପାଇଁ କୋଣାର୍କ…
‘ଭାଜପା ପ୍ରାର୍ଥୀ ନିର୍ବାଚନରେ ଛୋଟ ପିଲାଙ୍କୁ ବ୍ୟବହାର କରୁଛନ୍ତି’
ଭୁବନେଶ୍ୱର, ୨୩।୫(ସୁନିତ୍ ମିଶ୍ର): ଭୁବନେଶ୍ବର ମଧ୍ୟ ନିର୍ବାଚନମଣ୍ଡଳୀର ଭାଜପା ବିଧାୟକ ପ୍ରାର୍ଥୀ ଜଗନ୍ନାଥ ପ୍ରଧାନଙ୍କ ବିରୋଧରେ ବିଜେଡି ପକ୍ଷରୁ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନର ଅଭିଯୋଗ କରାଯାଇଛି। ଏନେଇ ବିଜେଡି ପ୍ରତିନିଧି ଦଳ ବୁଧବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ)ଙ୍କ ନିକଟରେ…
ମୁଖ୍ୟମନ୍ତ୍ରୀ କହିଲେ ଭଲକଥା, ସେମାନେ ବି ବ୍ୟବହାର କରନ୍ତୁ
ଭୁବନେଶ୍ୱର, ୨୩।୫(ସୁନିତ୍ ମିଶ୍ର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଭିଡିଓକୁ ନେଇ ବିଭିନ୍ନ ସମୟରେ ଭାଜପା ପ୍ରଶ୍ନ ଉଠାଉଛି। ଭିଡିଓରେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ର ବ୍ୟବହାର କରାଯାଉଥିବା ଭାଜପା ନେତାମାନେ କିଛିଦିନ ହେବ ଅଭିଯୋଗ ମଧ୍ୟ କରୁଛନ୍ତି। ଭାଜପାର ଏଭଳି ଅଭିଯୋଗକୁ ନବୀନ…
ଭାଜପା କ୍ଷମତାକୁ ଆସିଲେ ଚିଟ୍ଫଣ୍ଡ ଟଙ୍କା ଫେରାଯିବ
ବଇଣ୍ଡା,୨୩ା୫(ପରିକ୍ଷିତ ସାହୁ): ଓଡ଼ିଶାରେ ଭାଜପା କ୍ଷମତାକୁ ଆସିଲେ ଚିଟ୍ଫଣ୍ଡର ଶିକାର ହୋଇଥିବା ସମସ୍ତ ହିତାଧିକାରୀଙ୍କ ଟଙ୍କା ଫେରସ୍ତ କରାଯିବ ବୋଲି କେନ୍ଦ୍ରମନ୍ତ୍ରୀ ତଥା ସମ୍ବଲପୁର ସଂସଦୀୟ କ୍ଷେତ୍ରର ଭାଜପା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଅନୁଗୋଳ ଜିଲା ଆଠମଲ୍ଲିକ ବିଧାନସଭା ନିର୍ବାଚନମଣ୍ଡଳୀର…
ଅପରାଜିତା ଯାହା କରିଛନ୍ତି, ସରପଞ୍ଚ ବି ସେ କାମ କରିଦେବେ: ପାଣ୍ଡିଆନ
ଭୁବନେଶ୍ୱର,୨୨ା୫: ଚଳିତ ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ବେଶ୍ ସରଗରମ ହୋଇପଡ଼ିଛି। ବିଶେଷକରି ଦୁଇ ପ୍ରମୁଖ ଦଳ ବିଜେଡି ଏବଂ ଭାଜପାର ତୁଙ୍ଗ ନେତାମାନେ ନିର୍ବାଚନ ପ୍ରଚାରର ମଙ୍ଗ ଧରିଛନ୍ତି। ଏହି ପ୍ରଚାର ସମୟରେ ପ୍ରତ୍ୟେକ ଦଳ ପ୍ରତିପକ୍ଷ ଦଳକୁ ଆକ୍ଷେପ…
‘ମିଥ୍ୟା ପ୍ରତିଶ୍ରୁତି ଦେଇ ନିର୍ବାଚନୀ ବୈତରଣୀ ପାର୍ ହେବାକୁ ଚାହୁଁଛି ଭାଜପା’
ମୋରଡ଼ା/ରାସଗୋବିନ୍ଦପୁର,୨୨ା୫(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ରାସଗୋବିନ୍ଦପୁର ବ୍ଲକର ଅମର୍ଦ୍ଦା ପଡ଼ିଆରେ ବିଜୁ ଜନତା ଦଳ ଶକ୍ତି ପ୍ରଦର୍ଶନ କରିଛି। ଅପରାହ୍ନ ୫ଟାରେ ଅମର୍ଦ୍ଦା ପଡ଼ିଆରେ ଆୟୋଜିତ ୪୮ ନମ୍ବର ଜୋନସ୍ତରୀୟ ନିର୍ବାଚନ ସଭାରେ ୭ ହଜାରରୁ ଊର୍ଦ୍ଧ୍ୱ…
AIକୁ ନେଇ ନବୀନ କହିଲେ…
ଭୁବନେଶ୍ୱର,୨୨ା୫: ଚଳିତ ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ବେଶ୍ ସରଗରମ ହୋଇପଡ଼ିଛି। ବିଶେଷକରି ଦୁଇ ପ୍ରମୁଖ ଦଳ ବିଜେଡି ଏବଂ ଭାଜପାର ତୁଙ୍ଗ ନେତାମାନେ ନିର୍ବାଚନ ପ୍ରଚାରର ମଙ୍ଗ ଧରିଛନ୍ତି। ଏଭଳି ସ୍ଥିତିରେ ଭାଜପାର ମଙ୍ଗ କେନ୍ଦ୍ରୀୟ ନେତାମାନେ ଧରିଥିବା ବେଳେ…
ସମ୍ବଲପୁରରେ ବଡ଼ ବୟାନ ଦେଲେ ଗିରିରାଜ ସିଂ, କହିଲେ- ”ନଜରବନ୍ଦୀ ଅଛନ୍ତି ନବୀନ”
ସମ୍ବଲପୁର,୨୨ା୫: ଓଡ଼ିଶାରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ପୂର୍ବରୁ ଵାକଯୁଦ୍ଧ ତୀବ୍ର ହୋଇଛି। ବୁଧବାର କେନ୍ଦ୍ର ମନ୍ତ୍ରୀ ତଥା ବରିଷ୍ଠ ଭାଜପା ନେତା ଗିରିରାଜ ସିଂଙ୍କ ସମ୍ବଲପୁରରେ ମାରାଥନ ପ୍ରଚାର କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଛନ୍ତି। ରୋଡ୍ ଶୋ’ କରି ଓଡିଶାରେ ସରକାରରେ ପରିବର୍ତ୍ତନ…
ଓଡ଼ିଶାରେ ସରକାର ବଦଳିବାର ସମୟ ଆସିଛି: ଅରୁଣ ଗୋଭିଲ
ଚମ୍ପୁଆ,୨୨ା୫: ରାମାୟଣ ଧାରାବାହିକରେ ରାମ ଚରିତ୍ରରେ ଅଭିନୟ କରି ସାରା ଦେଶରେ ପରିଚିତି ପାଇଥିବା ଅରୁଣ ଗୋଭିଲ ବୁଧବାର ଓଡ଼ିଶା ଆସିଛନ୍ତି। ଅରୁଣ ଓଡ଼ିଶା ଆସି ଆଜି ଭାଜପା ପାଇଁ ମାରାଥନ ପ୍ରଚାର କରିଛନ୍ତି। କେନ୍ଦୁଝର ଜିଲାର ଚମ୍ପୁଆ ଓ ତେଲକୋଇରେ…
ପୁଣି ଓଡ଼ିଶା ଆସିବେ ମୋଦି; ଯାଜପୁର, ଭଦ୍ରକ ଉପରେ ଅମିତ ଶାହାଙ୍କ ନଜର
ଭୁବନେଶ୍ୱର,୨୨ା୫: ପୁଣି ପ୍ରଚାର ପାଇଁ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭାଜପା ଓଡ଼ିଶା ପ୍ରଭାରୀ ବିଜୟପାଲସିଂ ତୋମାର ଏହି ସୂଚନା ଦେଇଛନ୍ତି। ଆସନ୍ତା ୨୯ ତାରିଖରେ ପ୍ରଧାନମନ୍ତ୍ରୀ ତାଙ୍କର ଏହି ଗସ୍ତରେ କେନ୍ଦ୍ରାପଡ଼ା ଓ ବାଲେଶ୍ୱରରେ ଦଳୀୟ ପ୍ରାର୍ଥୀଙ୍କ…
ଯୋଡ଼ିଶଙ୍ଖ ଚିହ୍ନରେ ଭୋଟ୍ ଦେବାକୁ ଭୋଟରଙ୍କୁ ନିବେଦନ କଲେ ପ୍ରାର୍ଥୀ
ହାଟଡିହୀ,୨୨ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରରେ ବିଜେଡି ପକ୍ଷରୁ ବୁଧବାର ୩୬ନଂ ଜୋନ୍ ଅଧୀନ ୯ଟି ପଞ୍ଚାୟତରେ ଜୋନ୍ସ୍ତରୀୟ ଶେଷ ନିର୍ବାଚନୀ ପ୍ରଚାର ହୋଇଛି। କର୍ମୀ ଏବଂ ସମର୍ଥକମାନେ ଭାତକରୁଆ ମହାଦେବ ମନ୍ଦିରଠାରେ ଏକତ୍ରିତ ହୋଇଥିଲେ। ବିଜେଡି ବିଧାୟକ…
ଭାଜପାର ଆହ୍ବାନ: AI ମାଧ୍ୟମରେ ଶର୍ଟ ଭିଡିଓ ନ ଛାଡ଼ି ନବୀନ ଆଲୋଚନା ଲାଗି ମଞ୍ଚକୁ ଆସନ୍ତୁ…
ଭୁବନେଶ୍ୱର,୨୨।୫: ଚଳିତ ନିର୍ବାଚନକୁ ନେଇ ରାଜ୍ୟରେ ରାଜନୀତି ସରଗରମ ରହିଛି। ଦୁଇ ପ୍ରମୁଖ ଦଳ ଭାଜପା ଏବଂ ବିଜେଡିର ତୁଙ୍ଗ ନେତାମାନେ ନିର୍ବାଚନ ପ୍ରଚାରରେ ଲାଗିଛନ୍ତି। ଏଭଳି ସ୍ଥିତିରେ ଭାଜପାର ମଙ୍ଗ କେନ୍ଦ୍ରୀୟ ନେତାମାନେ ଧରିଥିବା ବେଳେ ବିଜେଡି ସୁପ୍ରିମୋ ଏବଂ…

