ରାଜନୀତି

ରାଜ୍ୟକୁ ୧୦୦ ବର୍ଷ ଆଗକୁ ନେବାକୁ ମୁଖ୍ୟମନ୍ତ୍ରୀ କାମ କରୁଛନ୍ତି

ଭୁବନେଶ୍ୱର,୧୫ା୫(ଅନିଲଦାସ):ମୁଖ୍ୟମନ୍ତ୍ରୀ ଆପଣଙ୍କ ପାଇଁ ଦିନରାତି କାମ କରୁଛନ୍ତି। ଓଡ଼ିଶାକୁ ୧୦୦ ବର୍ଷ ଆଗକୁ ନେବା ପାଇଁ ଚିନ୍ତା କରୁଛନ୍ତି। କିନ୍ତୁ ଭାଜପା ଯାହା କରୁଛି ସେମାନେ ଓଡ଼ିଶାକୁ ୨୫ ବର୍ଷ ପଛକୁ ନେଇଯିବେ। ନିର୍ବାଚନ ଆସିଲେ ବିରୋଧୀ ଆସିବେ, ମିଠା ମିଠା…

ଆଜି ଆସୁଛନ୍ତି ରାହୁଲ, ଶାହା, ନଡ୍ଡା

ଭୁବନେଶ୍ୱର,୧୫ା୫(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନକୁ ଦୃଷ୍ଟିରେ ରଖି ଉଭୟ ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନେ ଘନଘନ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପାର ବରିଷ୍ଠ ନେତା ଅମିତ ଶାହା ବୁଧବାର ଦିନିକିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ସେହିପରି…

ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା: ଅମିତ ଶାହା କଲେ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୧୩।୫: ଦେଶରେ ନିର୍ବାଚନ ଚାଲିଥିବାବେଳେ ସ୍ବରାଷ୍ଟ ମନ୍ତ୍ରୀ ଅମିତ ଶାହା ଏକ ବଡ଼ ଭବିଷ୍ୟବାଣୀ କରିଛନ୍ତି। ଓଡିଶାରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ସହ ସରକାର ଗଠନ କରିବୁ ବୋଲି ସେ ପୂର୍ବାନୁମାନ କରିଛନ୍ତି। ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ପର୍ଯ୍ୟନ୍ତ ୨୮୩ଟି…

ଆଜି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିବ ଭାଜପା, ସୂଚନା ଦେଲେ ପ୍ରଣବ

ଭୁବନେଶ୍ୱର,୧୩ା୫: ଓଡ଼ିଶାରେ ଭାଜପାର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ବୋଲି ବିଜୁ ଜନତା ଦଳ ବାରମ୍ବାର ପ୍ରଶ୍ନ କରୁଥିଲା ବେଳେ ଏହାକୁ ନେଇ ବଡ ଖବର ସାମ୍ନାକୁ ଆସିଛି। ସୋମବାର ଓଡ଼ିଶାରେ ପ୍ରଥମ ତଥା ଦେଶରେ ଚତୁର୍ଥ ପର୍ଯ୍ୟାୟ ଭୋଟ ସୋମବାର ଅନୁଷ୍ଠିତ…

କେନ୍ଦ୍ରମନ୍ତ୍ରୀ ଥାଇ ଦେବଗଡ଼ ପାଇଁ କ’ଣ କରିଛନ୍ତି: ପ୍ରଣବ

ଦେବଗଡ଼,୧୩।୫(ଶଶାଙ୍କ ଶେଖର ଝାଙ୍କର): ନିର୍ବାଚନୀ ପ୍ରଚାର ପାଇଁ ବିଭିନ୍ନ ନିର୍ବାଚନମଣ୍ଡଳୀ ଓ ବ୍ଲକ ବୁଲି ସଭାରେ ଯୋଗଦେଉଛନ୍ତି ବିଜୁ ଜନତା ଦଳର ସାଙ୍ଗଠନିକ ସମ୍ପାଦକ ତଥା ସମ୍ବଲପୁର ଲୋକ ସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ। ଏହି ସମୟରେ ସେ କର୍ମୀମାନଙ୍କୁ…

‘ମୁଖ୍ୟମନ୍ତ୍ରୀ ଆପଣମାନଙ୍କ ପାଇଁ ୨୪ ଘଣ୍ଟା ଖଟୁଛନ୍ତି’

ଖୋର୍ଦ୍ଧା,୧୨ା୫(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧାରେ ରବିବାର ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ୍‌ ନିର୍ବାଚନୀ ପ୍ରଚାର କରିଛନ୍ତି। ସେ ସନ୍ଧ୍ୟା ୭ଟାରୁ ସାଢ଼େ ୯ଟା ପର୍ଯ୍ୟନ୍ତ ମୁକୁନ୍ଦପ୍ରସାଦଠାରୁ ନୂଆ ବସ୍‌ଷ୍ଟାଣ୍ଡ ପର୍ଯ୍ୟନ୍ତ ପ୍ରାୟ ୫କିମି ବ୍ୟାପୀ ରୋଡ୍‌ ଶୋ’ କରିଥିଲେ। ରାସ୍ତାର ଉଭୟ…

ଓଡ଼ିଶୀ ସଙ୍ଗୀତ ଓ ଓଡ଼ିଶୀ ନୃତ୍ୟ ମଧ୍ୟରେ ପାର୍ଥକ୍ୟ ଜାଣିନାହାନ୍ତି ଧର୍ମେନ୍ଦ୍ର: ଲେନିନ୍‌

ସମ୍ବଲପୁର,୧୩।୫(ବି.ଶଙ୍କର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆକ୍ଷେପର କଡ଼ା ଜବାବ ଦେବା ପରେ ଓଡ଼ିଶା ଭାଜପା ବର୍ତ୍ତମାନ ଚିନ୍ତାରେ ପଡିଛି। କାରଣ ଓଡ଼ିଶା ପ୍ରତି କେନ୍ଦ୍ର କରୁଥିବା ପ୍ରତାରଣାର କାହାଣୀ ଲୋକଙ୍କ ଆଗରେ ରଖିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

ପଞ୍ଜୁରିର ଶୁଆ ଭଳି କଥା କହୁଛନ୍ତି ମୁଖ୍ୟମନ୍ତ୍ରୀ: ଧର୍ମେନ୍ଦ୍ର

ସମ୍ବଲପୁର,୧୨ା୫(ପ୍ରମୋଦ ବହିଦାର): ପଞ୍ଜୁରିରେ ଥିବା ଶୁଆ ଭଳି ଯାହା ଶିଖାଯାଉଛି ମୁଖ୍ୟମନ୍ତ୍ରୀ ତାହା କହୁଛନ୍ତି। ଡିଏମ୍‌କେର ଭାଷା କହୁଛନ୍ତି ମୁଖ୍ୟମନ୍ତ୍ରୀ। ଓଡ଼ିଆ ଅସ୍ମିତା କଥା ସେ କେମିତି ବୁଝିବେ। ଏ ସବୁକୁ ନେଇ ପ୍ରଶ୍ନ କଲେ ତାଙ୍କୁ କଷ୍ଟ ହେବା ସ୍ବାଭାବିକ…

ଛାଡ଼ିଲେନି ଗାଡ଼ି: ଫେରିଗଲେ ପୋଲିଂ କର୍ମଚାରୀ

ଭବାନୀପାଟଣା,୧୨।୫ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅଧୀନ ଦୁନ୍ଦେଲମାଲ ପଞ୍ଚାୟତର ଦୁଣ୍ଡା ଗ୍ରାମବାସୀ ରାସ୍ତା ଓ ପାନୀୟ ଜଳ ଦାବି ନେଇ ଚଳିତ ସାଧାରଣ ନିର୍ବାଚନ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏ ନେଇ ସେମାନେ ପୂର୍ବରୁ…

ବିଜେଡିରେ ମିଶିଲେ ଅଭିନେତା ରୁଦ୍ର ପାଣିଗ୍ରାହୀ

ଭୁବନେଶ୍ୱର,୧୧।୫: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ରାଜ୍ୟର ରାଜନୀତି ସରଗରମ ରହିଛି। ଏମିତିରେ ଦଳ ଡିଆଁ, ମିଶ୍ରଣ ପର୍ବ ଜାରି ରହିଛି। ଏହି କ୍ରମରେ ବିଜେଡିରେ ସାମିଲ ହୋଇଛନ୍ତି ଅଭିନେତା ରୁଦ୍ର ପାଣିଗ୍ରାହୀ। ଶନିବାର ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ…

ଆଜି ନାମାଙ୍କନ ଭରିବେ ସିଦ୍ଧାର୍ଥ ରାଉତରାୟ: ଦେଲେ ପରିବେଶ ସୁରକ୍ଷା ବର୍ତ୍ତା

ଭୁବନେଶ୍ୱର,୧୦।୫: ନିମାପଡ଼ା କଂଗ୍ରେସ ବିଧାୟକ ପ୍ରାର୍ଥୀ ସିଦ୍ଧାର୍ଥ ରାଉତରାୟ ଶୁକ୍ରବାର ନାମାଙ୍କପତ୍ର ଦାଖଲ କରିବେ। ଏନେଇ ସିଦ୍ଧାର୍ଥ ନିଜ ସମର୍ଥକଙ୍କ ସହ ଏକ ବ୍ୟାଟେରୀ ଚାଳିତ ସାଇକେଲରେ ହରିପୁରରୁ ପୁରୀ ଅଭିମୁଖେ ଯାଉଛନ୍ତି। ଏହି ଅବସରରେ ବିଭିନ୍ନ ସଂଗଠନ ପକ୍ଷରୁ ତାଙ୍କୁ…

ଭାଜପାର କେନ୍ଦ୍ରୀୟ ହେଭିୱେଟ୍ ବନାମ ବିଜେଡିର ଦୁଇ ହେଭିୱେଟ୍, କିଏ କାହା ଉପରେ ପଡ଼ିବେ ଭାରି ?

ଭୁବନେଶ୍ୱର,୮ା୫: ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ମତଦାନକୁ ଆଉ କେଇଟା ଦିନ ବାକି ଥିବା ବେଳେ ପ୍ରଚାର ଜୋରଦାର କରିଛନ୍ତି ତିନି ପ୍ରମୁଖ ଦଳ। ଭାରତୀୟ ଜନତା ପାର୍ଟି ଏବଂ ବିଜୁ ଜନତା ଦଳ ଶିଙ୍ଘରେ ଶିଙ୍ଘ ଲଗାଇ ଲଢେଇ କରୁଥିବା ବେଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri