ରାଜନୀତି

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି ରାଜ୍ୟ ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ମୋଦିଙ୍କ ବିକାଶ ପହଞ୍ଚାଇବାକୁ ଏଠାରେ ଭାଜପା ସରକାର ହେବା…

ଓଡ଼ିଶାବାସୀଙ୍କୁ ସତର୍କ କରାଇଲେ ଜେପି ନଡ୍ଡା: କହିଲେ, ହୋଇଯାନ୍ତୁ ସଚେତନ ନଚେତ୍‌…

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରର ଆମ୍ବପୁଆଠାରେ ସାଧାରଣ ସଭାରେ ଯୋଗଦେଇ ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ ଓଡ଼ିଶାବାସୀଙ୍କୁ ସତର୍କ କରାଇ କହିଛନ୍ତି, ଏଠାରେ ବାହାର ଲୋକଙ୍କୁ ପ୍ରଶ୍ରୟ ଦିଆଯାଉଛି, ତେଣୁ ସତର୍କ ହୋଇଯାନ୍ତୁ। ଓଡ଼ିଶାରେ ଓଡ଼ିଆଙ୍କ ନେତୃତ୍ୱ ପାଇଁ କ’ଣ କେହି ନେତା…

ବିଜେଡି ସରକାର ବଦଳିବା ଦରକାର: ଆମ୍ବପୁଆରେ ଗର୍ଜିଲେ ନଡ୍ଡା

ବ୍ରହ୍ମପୁର,୨୮।୪: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ସରଗରମ ହୋଇଛି। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, କଂଗ୍ରେସ, ଭାଜପାର ଷ୍ଟାର ପ୍ରଚାରକ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି। ରବିବାର ରାଜ୍ୟରେ ଭାଜପା ହେଭିଓ୍ବେଟ ନେତା ତଥା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା…

ସରିଲା ନାମାଙ୍କନ: ବିଧାନସଭା ପାଇଁ ନୂଆପଡ଼ାରେ ୯, ଖଡ଼ିଆଳରେ ୬ ପ୍ରାର୍ଥୀ

ନୂଆପଡ଼ା,୨୬ା୪(ମକାରୁ ବେମାଲ): ନାମାଙ୍କନର ଶେଷ ଦିନରେ ନୂଆପଡ଼ା ଏବଂ ଖଡିଆଳ ନିର୍ବାଚନ ମଣ୍ଡଳୀର ୪ ବିଧାୟକ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ନୂଆପଡା ନିର୍ବାଚନ ମଣ୍ଡଳୀରୁ ସମାଜବାଦୀ ପାର୍ଟି ପ୍ରାର୍ଥୀ ଲୋଚନ ସିଂ ମାଝି, ବହୁଜନ ସମାଜ ପାର୍ଟି ପ୍ରାର୍ଥୀ…

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା ସାଙ୍ଗକୁ ଦଳୀୟ ଉତ୍ତରୀୟ ଦେଇ ଭବ୍ୟ ସ୍ବାଗତ କରିଥିଲେ। ଅନ୍ୟପକ୍ଷେ ଟିକେଟ କଟିବା ପରେ…

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ ଶ୍ରୀରାମ କହି ଭାଷଣ ଆରମ୍ଭ କରିବା ପରେ ଓଡ଼ିଶାରେ ୨୦ ଲୋକସଭା ସିଟ୍‌ ଜିତିବା…

ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର

ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ ହୋଇ ବିଧାନସଭା ଏବଂ ଲୋକ ସଭାରେ ପ୍ରତିନିଧିତ୍ବ କରିଛନ୍ତି। ଏହି ଧାରା ବର୍ତମାନ ମଧ୍ୟ…

୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ

ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ ବବିତା ମଲ୍ଲିକ ୧୫ ଦିନ ପୂର୍ବରୁ ବିଜେଡି ନେତ୍ରୀ ତଥା ବିଧାୟିକା ପ୍ରାର୍ଥୀ ପ୍ରମିଳା…

ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ

ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ ନୂଆ ହୋଇଥିବା ବର୍ଷାଙ୍କ ନିର୍ବାଚନ ଲଢ଼ିବା କଷ୍ଟକର। ସେଥିପାଇଁ ମଙ୍ଗଳବାର ବଡ଼ଚଣା ବିଜୁ ଜନତା…

ବିଜେଡିର ୩୪ ମହିଳା ପ୍ରାର୍ଥୀଙ୍କ ମଧ୍ୟରୁ ୧୨ ବିଧାୟକଙ୍କ ସ୍ତ୍ରୀ

ଭୁବନେଶ୍ୱର,୨୪ା୪(ଅନିଲ ଦାସ):ବିଜୁ ଜନତା ଦଳ ସପ୍ତମ ପର୍ଯ୍ୟାୟ ସୁଦ୍ଧା ୧୪୧ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସେମାନଙ୍କ ମଧ୍ୟରେ ୩୪ ଜଣ ମହିଳାଙ୍କୁ ଦଳ ଟିକେଟ ଦେଇଛି। ବିଧାନସଭା ଓ ପାର୍ଲାମେଣ୍ଟରେ ମହିଳାଙ୍କୁ ସଂରକ୍ଷଣ ଦେବାକୁ ବିଜେଡି ଜାତୀୟ ସ୍ତରରେ…

ଏପର୍ଯ୍ୟନ୍ତ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିପାରୁନାହାନ୍ତି ରାଜ୍ୟର ୩ ପ୍ରମୁଖ ଦଳ:ଜାଣନ୍ତୁ କାହାର କେତେ ଆସନ ବାକି ଅଛି

ଭୁବନେଶ୍ୱର,୨୪।୪(ସୁନିତ୍‌ ମିଶ୍ର):ରାଜ୍ୟରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ବୁଧବାର ପ୍ରାର୍ଥତ୍ପତ୍ର ଦାଖଲର ଶେଷ ଦିନ ରହିଛି। ହେଲେ ଏପର୍ଯ୍ୟନ୍ତ ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ସମସ୍ତ ୧୪୭ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା…

ରାସେଶ୍ୱରୀଙ୍କ ଇସ୍ତଫା ନେଇ ବିଜେଡିକୁ ଝଟକା ଚର୍ଚ୍ଚା

ସମ୍ବଲପୁର,୨୪ା୪(ପ୍ରମୋଦ ବହିଦାର):ସମ୍ବଲପୁରର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀ ମଙ୍ଗଳବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସମ୍ବଲପୁର ବିଧାନ ସଭା ଓ ଲୋକ ସଭା କ୍ଷେତ୍ରରେ ବିଗ୍‌ ଫାଇଟ ହେବାକୁ ଯାଉଥିବା ବେଳେ ତାଙ୍କ ପରି ବରିଷ୍ଠ ନେତ୍ରୀଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri