ଓଡ଼ିଶା ରାଜନୀତିରେ ରାଜପରିବାର: ଜାଣନ୍ତୁ କେଉଁ ଆସନରୁ ଲଢ଼ୁଛନ୍ତି କେଉଁ ରାଜପରିବାର
ଭୁବନେଶ୍ୱର,୨୨ା୪: ଭାରତ ସ୍ୱାଧୀନ ହେବା ପରେ ଦେଶରେ ରାଜତନ୍ତ୍ର ଶେଷ ହୋଇଥିଲା। ଏହାପରେ ରାଜା ପରିବାର ସଦସ୍ୟମାନେ ଗଣତାନ୍ତ୍ରିକ ପ୍ରକ୍ରିୟାରେ ମଧ୍ୟ ଲୋକଙ୍କ ଦ୍ୱାରା ନିର୍ବାଚିତ ହୋଇ ବିଧାନସଭା ଏବଂ ଲୋକ ସଭାରେ ପ୍ରତିନିଧିତ୍ବ କରିଛନ୍ତି। ଏହି ଧାରା ବର୍ତମାନ ମଧ୍ୟ…
୧୫ ଦିନରେ ଦଳବଦଳ: ଭାଜପାରେ ମିଶିଥିବା କର୍ମୀ ବିଜେଡିକୁ ଫେରିଲେ
ବିଞ୍ଝାରପୁର,୨୪ା୪(ରାମକୃଷ୍ଣ ଦାସ):ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବିଞ୍ଝାରପୁରରେ ଏଥର ୩ ପ୍ରମୁଖ ରାଜନୈତିକ ଦଳ ନିଜର ରଣନୀତି ସୁଦୃଢ଼ କରୁଛନ୍ତି। ବିଞ୍ଝାରପୁର ନିର୍ବାଚନମଣ୍ଡଳୀ ଭାଜପା ପ୍ରାର୍ଥୀ ବବିତା ମଲ୍ଲିକ ୧୫ ଦିନ ପୂର୍ବରୁ ବିଜେଡି ନେତ୍ରୀ ତଥା ବିଧାୟିକା ପ୍ରାର୍ଥୀ ପ୍ରମିଳା…
ବର୍ଷାଙ୍କୁ ଜିତାଇବାକୁ ପ୍ରଣବଙ୍କ ନିବେଦନ
ଚଣ୍ଡିଖୋଲ/ବଡ଼ଚଣା,୨୪ା୪(ପ୍ରଦୀପ୍ତ କୁମାର ପୃଷ୍ଟି/ଦିଲୀପ କୁମାର ମହାନ୍ତି):ଯାଜପୁର ଜିଲା ବଡ଼ଚଣା ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ପ୍ରାର୍ଥୀ କରିଛି। ରାଜନୀତି କ୍ଷେତ୍ରରେ ସମ୍ପୂର୍ଣ୍ଣ ନୂଆ ହୋଇଥିବା ବର୍ଷାଙ୍କ ନିର୍ବାଚନ ଲଢ଼ିବା କଷ୍ଟକର। ସେଥିପାଇଁ ମଙ୍ଗଳବାର ବଡ଼ଚଣା ବିଜୁ ଜନତା…
ବିଜେଡିର ୩୪ ମହିଳା ପ୍ରାର୍ଥୀଙ୍କ ମଧ୍ୟରୁ ୧୨ ବିଧାୟକଙ୍କ ସ୍ତ୍ରୀ
ଭୁବନେଶ୍ୱର,୨୪ା୪(ଅନିଲ ଦାସ):ବିଜୁ ଜନତା ଦଳ ସପ୍ତମ ପର୍ଯ୍ୟାୟ ସୁଦ୍ଧା ୧୪୧ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସେମାନଙ୍କ ମଧ୍ୟରେ ୩୪ ଜଣ ମହିଳାଙ୍କୁ ଦଳ ଟିକେଟ ଦେଇଛି। ବିଧାନସଭା ଓ ପାର୍ଲାମେଣ୍ଟରେ ମହିଳାଙ୍କୁ ସଂରକ୍ଷଣ ଦେବାକୁ ବିଜେଡି ଜାତୀୟ ସ୍ତରରେ…
ଏପର୍ଯ୍ୟନ୍ତ ସମସ୍ତ ଆସନରେ ପ୍ରାର୍ଥୀ ଘୋଷଣା କରିପାରୁନାହାନ୍ତି ରାଜ୍ୟର ୩ ପ୍ରମୁଖ ଦଳ:ଜାଣନ୍ତୁ କାହାର କେତେ ଆସନ ବାକି ଅଛି
ଭୁବନେଶ୍ୱର,୨୪।୪(ସୁନିତ୍ ମିଶ୍ର):ରାଜ୍ୟରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଲାଗି ବୁଧବାର ପ୍ରାର୍ଥତ୍ପତ୍ର ଦାଖଲର ଶେଷ ଦିନ ରହିଛି। ହେଲେ ଏପର୍ଯ୍ୟନ୍ତ ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ସମସ୍ତ ୧୪୭ ବିଧାନସଭା ଆସନରେ ପ୍ରାର୍ଥୀ ଘୋଷଣା…
ରାସେଶ୍ୱରୀଙ୍କ ଇସ୍ତଫା ନେଇ ବିଜେଡିକୁ ଝଟକା ଚର୍ଚ୍ଚା
ସମ୍ବଲପୁର,୨୪ା୪(ପ୍ରମୋଦ ବହିଦାର):ସମ୍ବଲପୁରର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀ ମଙ୍ଗଳବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସମ୍ବଲପୁର ବିଧାନ ସଭା ଓ ଲୋକ ସଭା କ୍ଷେତ୍ରରେ ବିଗ୍ ଫାଇଟ ହେବାକୁ ଯାଉଥିବା ବେଳେ ତାଙ୍କ ପରି ବରିଷ୍ଠ ନେତ୍ରୀଙ୍କ…
ଭାଜପା ଟି-ଶାର୍ଟରେ ନାହିଁ ମନମୋହନଙ୍କ ଫଟୋ
କାଏମା,୨୪ା୪(ଶିବପ୍ରସାଦ ମହାନ୍ତି):ଯାଜପୁର ଜିଲାର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ମଙ୍ଗଳବାର ଆହୂତ ଏକ ବାଇକ୍ ଶୋଭାଯାତ୍ରାରେ କର୍ମୀମାନେ ପିନ୍ଧିଥିବା ଟି-ସାର୍ଟରେ ଭାଜପା ଉଚ୍ଚ ନେତୃବର୍ଗଙ୍କୁ ଉପେକ୍ଷା କରାଯାଇଥିବା ଚର୍ଚ୍ଚା ହେଉଛି। ଉକ୍ତ ଟି-ଶାର୍ଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଧର୍ମେନ୍ଦ୍ର ପ୍ରଧାନଙ୍କ ଫଟୋ…
ରଘୁନନ୍ଦନଙ୍କୁ ଭେଟି ଆଶୀର୍ବାଦ ନେଲେ ସାରଦା
ଜଗତ୍ସିଂହପୁର, ୨୩ା୪ (ପ୍ରମୋଦ କୁମାର ନାୟକ):ଜଗତ୍ସିଂହପୁର ଜିଲାର ବାଲିକୁଦା-ଏରସମା ବିଧାନସଭା ଆସନ ନିମନ୍ତେ ଯୁବନେତା ସାରଦା ପ୍ରସନ୍ନ ଜେନାଙ୍କ ଉପରେ ବିଜେଡି ଆସ୍ଥା ପ୍ରକଟ କରି ପ୍ରାର୍ଥୀ ଘୋଷଣା କରିଛି। ଫଳରେ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସ ନିରାଶ…
ନିର୍ବାଚନରୁ ଓହରିଲେ ବିରଞ୍ଚତ୍
ଭୁବନେଶ୍ୱର, ୨୩।୪ (ବନ୍ଦନା ସେଠୀ):ନିର୍ବାଚନ ମଇଦାନରୁ ଓହରିଲେ ବିଜୁ ଜନତା ଦଳର କାର୍ଯ୍ୟକାରୀ ସଭାପତି ବିରଞ୍ଚତ୍ ମହାସୁପକାର ଓରଫ ଲିଟୁ। ଏବେ ସେ ଦଳ ପାଇଁ ପ୍ରଚାର କରିବା ସହ ଦଳୀୟ ପ୍ରାର୍ଥିଙ୍କ ବିଜୟ ପାଇଁ କାର୍ଯ୍ୟ କରିବେ। ଚଳିତ ନିର୍ବାଚନରେ…
ଏପ୍ରିଲ ୩୦ରେ ନାମାଙ୍କନ ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କରିବେ ମାରାଥନ ରାଲି
ଭୁବନେଶ୍ୱର, ୨୨।୪: ମୁଖ୍ୟମନ୍ତ୍ରୀ ତଥା ବିଜେଡି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ୩୦ ଏପ୍ରିଲରେ ତାଙ୍କ ନାମାଙ୍କନପତ୍ର ଦାଖଲ କରିବେ ବୋଲି ଜଣାପଡିଛି। ହିଞ୍ଜିଳି ବିଧାନସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ସେହି ଦିନ ସେ ପ୍ରଥମେ ତାରା ତାରିଣୀ…
ବିଜେଡି, କଂଗ୍ରେସର ଅଭିଜ୍ଞ, ଭାଜପାର ନୂଆ ପ୍ରାର୍ଥୀ
ନୟାଗଡ,୨୨।୪(ଲୋକନାଥ ମିଶ୍ର):ନୟାଗଡ଼ ଜିଲାର ଦଶପଲ୍ଲା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ଓ କଂଗ୍ରେସର ଦୁଇ ଅଭିଜ୍ଞ ପ୍ରାର୍ଥୀ ନିର୍ବାଚନ ମଇଦାନକୁ ଓହ୍ଲାଇଥିବାବେଳେ ଭାଜପାର ନୂଆମୁହଁ ସହ ଲଢ଼େଇ ହେଉଛି। ବିଜେଡିରୁ ରମେଶ ଚନ୍ଦ୍ର ବେହେରା, କଂଗ୍ରେସରୁ ନକୁଳ ନାଏକ ଏବଂ ଭାଜପାରୁ ରାଘବ…
ବିଧାୟକଙ୍କ ଫେସ୍ବୁକ୍ ପୋଷ୍ଟ ନେଇ ଜୋର୍ଦାର ଚର୍ଚ୍ଚା
ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍ବୁକ୍ ପୋଷ୍ଟକୁ ନେଇ ଜୋର୍ଦାର ଚର୍ଚ୍ଚା ଚାଲିଛି। ସଦର ବ୍ଲକ ଅଉଖମାଠାରେ ଶନିବାର ରାତିରେ ଅନୁଷ୍ଠିତ ଏକ କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗଦେଇ କେତେଜଣ…

