ରାଜନୀତି

‘ଧନୁ ସଂକ୍ରାନ୍ତି ପରେ ପଦ୍ମ ଫୁଟେନି’

ବରଗଡ଼,୩୦।୪(ପ୍ରେମାନନ୍ଦ ଖମାରୀ)- ସାଧାରଣ ନିର୍ବାଚନକୁ ନେଇ ଘଡ଼ିକୁ ଘୋଡ଼ା ଛୁଟୁଛି । ଏହାକୁ ନେଇ ଦଳୀୟ ନେତା, ପ୍ରାର୍ଥୀଙ୍କ ବୟାନବାଜି ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଥିବାବେଳେ ଜଣେ କଂସ କଳାକାର(ବରଗଡ଼ ଧନୁଯାତ୍ରାର ନୁହେଁ) ସୁଶିଲ ମେହେରଙ୍କ ସଂଳାପ ଚର୍ଚ୍ଚାର ବିଷୟ ପାଲଟିଛି।…

ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ

ଆନନ୍ଦପୁର,୩୦।୪: ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ମଙ୍ଗଳବାର ଇସ୍ତଫା ଦେଇଛନ୍ତି। ଏନେଇ ସେ ନିଜର ଇସ୍ତଫାପତ୍ର ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି। ତେବେ ନିକଟରେ ଦଳ ଆନନ୍ଦପୁର ଆସନ…

ବିଜେଡି ଛାଡ଼ିଲେ ସୁର ସେଠୀ

କାକଟପୁର,୩୦।୪: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ କାକଟପୁର ବିଧାୟକ ସୁରେନ୍ଦ୍ର ସେଠୀ। ଦଳ ଟିକେଟ ଦେଇ ନ ଥିବାରୁ ଅସନ୍ତୁଷ୍ଟ ଥିବା ବେଳେ ମଙ୍ଗଳବାର ସେ ଇସ୍ତଫା ଦେଇଛନ୍ତି। ତେବେ ଦଳ କାକଟପୁର ବିଧାନସଭା ଆସନରୁ ତୁଷାରକାନ୍ତି ବେହେରାଙ୍କୁ ଟିକେଟ ଦେଇଛି।…

ଅପରାଜିତାଙ୍କୁ ବିହାର ପଠାଇଦେବି: ଭାଜପା ଛାଡିବା ପରେ ବର୍ଷିଲେ କାଳୁ

ଖୋର୍ଦ୍ଧା,୩୦।୪ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ବିଧାନସଭା ଭାଜପା ଆଶାୟୀ ପ୍ରାର୍ଥୀ କାଳୁଚରଣ ଖଣ୍ଡାୟତରାୟଙ୍କ ଟିକେଟ କଟିବା ପରେ ସେ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। କାଳୁଙ୍କ ସମେତ ଶହେରୁ ଉଦ୍ଧର୍‌ବ ମଣ୍ଡଳ, ନଗର ପ୍ରଭୃତି ଆଗଧାଡିର କର୍ମୀ ମଙ୍ଗଳବାର ସମୂହ ଇସ୍ତଫା…

ନୂଆ-ଅଭିଜ୍ଞଙ୍କ ମଧ୍ୟରେ କଡ଼ା ମୁକାବିଲା

ଯାଜପୁର,୩୦ା୪(ହର୍ଷବର୍ଦ୍ଧନ ବେହେରା):ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳୀରେ ଏଯାଏ କେହି ମହିଳା ବିଧାୟିକା ହୋଇନାହାନ୍ତି। ଏପରି କି ଏହି ଆସନରେ କେବେ କେହି ମହିଳା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିଥିବା ମନେପକାଇ ପାରୁନାହାନ୍ତି ଭୋଟର। ଚଳିତ ନିର୍ବାଚନରେ ବିଜେଡିରୁ ସୁଜାତା ସାହୁ ଟିକେଟ ପାଇ ନିର୍ବାଚନ…

ମୁଖ୍ୟମନ୍ତ୍ରୀ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି: ପାଣ୍ଡିଆନ୍‌

ମାଲକାନଗିରି/କାଲିମେଳା/କୋଟପାଡ଼, ୩୦ା୪ (ଦୁର୍ଯ୍ୟୋଧନ ପାତ୍ର/ଜୀବନକୃଷ୍ଣ ଦାସ/କେ.ରାଜଶେଖର ରାଓ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯାହା କୁହନ୍ତି, ତାହା କାମରେ କରି ଦେଖାନ୍ତି ବୋଲି ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ୍‌ କହିଛନ୍ତି। ମାଲକାନଗିରି ଜିଲା କାଲିମେଳା, ମାଥିଲି ଓ କୋରାପୁଟ ଜିଲାର କୋଟପାଡ଼ରେ ସୋମବାର ପ୍ରଚାର…

ପ୍ରଚାର ପାଇଁ ଏସବୁ ନୂଆ ଟ୍ରେଣ୍ଡ୍‌ ଆପଣାଇଛନ୍ତି ନେତା

କଟକ,୩୦ା୪(ଶିଳ୍ପା ପ୍ରିୟଦର୍ଶିନୀ):ପ୍ରାର୍ଥୀମାନେ ରୋଡ୍‌ ଶୋ ଓ ସମାବେଶ ଜରିଆରେ ଭୋଟରଙ୍କ ନିକଟତର ହେବାକୁ ପ୍ରୟାସ ଚଳାଇଥିବା ଦେଖିବାକୁ ମିଳୁଛି । ହେଲେ ନିର୍ବାଚନ ପ୍ରଚାରକୁ ସହଜ କରିବା ସହ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ଏଥର ଡିଜିଟାଲ ପ୍ରଚାର ବ୍ୟବସ୍ଥା କରାଯାଇଛି।…

ଆଜି ହିଞ୍ଜିଳିରୁ ନାମାଙ୍କନ ଭରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦ା୪(ଅନିଲ ଦାସ):ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ପାରମ୍ପରିକ ଆସନ ହିଞ୍ଜିଳିରୁ ନାମାଙ୍କନ ପତ୍ର ଦାଖଲ କରିବେ। ଷଷ୍ଠଥର ପାଇଁ ସେ ଏହି ଆସନରୁ ବିଜେଡିରୁ ନିର୍ବାଚନ ଲଢ଼ିବାକୁ ଯାଉଛନ୍ତି। ନାମାଙ୍କନ ପାଇଁ ସେ ପୂର୍ବାହ୍ନ ୧୦ଟା ୨୦…

ଅପରାଜିତାଙ୍କ ବିରୋଧରେ ତେଜିଲା ବିଦ୍ରୋହର ସ୍ବର: ସ୍ବାଧୀନ ଭାବେ ଲଢିବାକୁ ଧମକ ଦେଲେ କାଳୁ

ଖୋର୍ଦ୍ଧା,୨୯।୪(ପ୍ରଭାତ ପାଣିଗ୍ରାହୀ):ଭାଜପା ଖୋର୍ଦ୍ଧାରୁ ପ୍ରଶାନ୍ତ ଜଗଦ୍ଦେବଙ୍କୁ ପ୍ରାର୍ଥୀ କରିବା ପରେ ଦଳରେ ବିଦ୍ରୋହର ସ୍ବର ଉଠିଛି। ରବିବାର ଖୋର୍ଦ୍ଧା ମଳିପଡ଼ାରେ କାଳୁଚରଣ ଖଣ୍ଡାୟତରାୟ ସ୍ବାଭିମାନ ସମାବେଶ କରି ସିଧାସଳଖ ଏମ୍‌ପି ପ୍ରାର୍ଥୀ ଅପରାଜିତା ଷଡ଼ଙ୍ଗୀ ଏବଂ ପ୍ରଶାନ୍ତଙ୍କ ବିରୋଧରେ ବର୍ଷିଛନ୍ତି। ଅପରାଜିତାଙ୍କ…

ରାହୁଲଙ୍କ ଭାଷଣକୁ ନେଇ ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ୱର, ୨୯।୪(ସୁନିତ୍‌ ମିଶ୍ର):୨୦୨୪ ନିର୍ବାଚନ ପାଇଁ ମେ’ ୧୩ରେ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ ଅନୁଷ୍ଠିତ ହେବ। ଏଥିଲାଗି ଭାଜପା ଏବଂ କଂଗ୍ରେସର କେନ୍ଦ୍ରୀୟ ନେତାମାନଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ରବିବାର କଂଗ୍ରେସ ନେତା ରାହୁଲ ଗାନ୍ଧୀ ଦିନିକିଆ…

ଏହି ୩ ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର, ୨୮।୪: କଂଗ୍ରେସ ପକ୍ଷରୁ ରହିବାର ୨ଟି ଲୋକ ସଭା ଏବଂ ୮ ବିଧାନସଭା ଆସନ ଲାଗି ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି। ୮ ବିଧାନସଭା ପ୍ରାର୍ଥୀଙ୍କ ମଧ୍ୟରୁ ୨ଟି ଆସନରେ ପ୍ରାର୍ଥୀ ବଦଳାଇଛି। ବାରିପଦା ଏବଂ ଖଣ୍ଡପଡା ଆସନରେ ଦଳ…

ବିଜେଡି ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ ମୋଦି: କହିଦେଲେ ଏମିତି କଥା

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଏବେ ଦେଶରେ ରାଜନୀତି ସରଗରମ ରହିଛି। ପୁଣି ଥରେ ଭାଜପା ସରକାର ଗଢିବା ପାଇଁ ପ୍ରୟାସ କରୁଛି। ଏସବୁ ଭିତରେ ପ୍ରଧାନମନ୍ତ୍ରୀ ମଧ୍ୟ ପ୍ରତିଦିନ ଘନଘନ ରାଲି କରୁଛନ୍ତି ଏବଂ ବିଭିନ୍ନ ଗଣମାଧ୍ୟମକୁ ସାକ୍ଷାତକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?