ରାଜନୀତି

ଇସ୍ତଫା ଦେଲେ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୧।୪: ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ପ୍ରବୋଧ ତିର୍କୀ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। କଂଗ୍ରେସ ତାଙ୍କୁ ପ୍ରାର୍ଥୀ କରି ଟିକେଟ କାଟିବା ଦେବା ପରେ ସେ ଅସନ୍ତୁଷ୍ଟ ଥିଲେ। ଗତ ବର୍ଷ ସେପ୍ଟେମ୍ବର ମାସରେ ପ୍ରବୋଧ କଂଗ୍ରେସରେ ସାମିଲ ହୋଇଥିଲେ।…

ନିର୍ବାଚନ ୨୦୨୪: ବିଜେଡି, ଭାଜପା ଏବଂ କଂଗ୍ରେସ ଏପର୍ଯ୍ୟନ୍ତ ଏହି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିନାହାଁନ୍ତି

ଭୁବନେଶ୍ୱର,୨୧।୪: ଓଡ଼ିଶାରେ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ ଆରମ୍ଭ ହୋଇଥଲା ବେଳେ ଏପର୍ଯ୍ୟନ୍ତ କିଛି ବିଧାନସଭା କ୍ଷେତ୍ର ପାଇଁ ବିଜେଡି, ଭାଜପା ଏବଂ କଂଗ୍ରେସ ସମେତ ତିନି ପ୍ରମୁଖ ଦଳ ଟିକେଟ ଘୋଷଣା କରିନାହାଁନ୍ତି। ରିପୋର୍ଟ ଅନୁଯାୟୀ, ଶାସକ ବିଜେଡି…

୪୦ ଷ୍ଟାର ପ୍ରଚାରକ ତାଲିକା ଘୋଷଣା କଲା ବିଜେଡି; ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କାର୍ତ୍ତିକ ପାଣ୍ଡିଆନ, ଶ୍ରୀମୟୀ ମିଶ୍ର ସାମିଲ

ଭୁବନେଶ୍ୱର,୨୦ା୪(ଅନିଲ ଦାସ)-ଆସନ୍ତା ସାଧାରଣ ନିର୍ବାଚନ ପାଇଁ ଶନିବାର ବିଜେଡି ଷ୍ଟାର ପ୍ରଚାରକ ତାଲିକା ଘୋଷଣା କରିଛି । ଏଥିରେ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ୪୦ ଜଣ ରହିଛନ୍ତି। ଦଳର ଷ୍ଟାର ପ୍ରଚାରକମାନେ ହେଲେ କାର୍ତ୍ତିକ ପାଣ୍ଡିଆନ,…

ଲବି କରୁଥିଲେ ତିନି ନେତା, ବର୍ଷାଙ୍କୁ ଟିକେଟ୍ ଦେଇ ଚମକାଇଦେଲେ ନବୀନ

ଭୁବନେଶ୍ୱର,୨୦ା୪: ଶନିବାର ବିଜୁ ଜନତା(ବିଜେଡି) ଦଳ ମୁଖିଆ ନବୀନ ପଟ୍ଟନାୟକ ଶନିବାର ନଅ ବିଧାନସଭା ଆସନ ପାଇଁ ଟିକେଟ୍ ଘୋଷଣା କରିଛନ୍ତି। ଏଥିରେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ବିଜେଡି ଯାଜପୁର ବଡ଼ଚଣାରୁ ପ୍ରାର୍ଥୀ ଘୋଷଣା କରିଛି। ଦଳର ବରିଷ୍ଠ ନେତା ତଥା…

କେନ୍ଦ୍ରାପଡ଼ାରୁ ଗଣେଶ୍ୱର, ବଡ଼ଚଣାରୁ ଲଢ଼ିବେ…

ଭୁବନେଶ୍ୱର,୨୦।୪: ଆଗାମୀ ସାଧାରଣ ନିର୍ବାଚନକୁ ନେଇ ବିଜେଡି ପକ୍ଷରୁ ଷଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ନିଜେ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛନ୍ତି। ନିକଟରେ ବିଜେଡିରେ ଯୋଗ ଦେଇଥିବା…

ବର୍ଷାଙ୍କୁ ମିଳିଲା ଟିକେଟ୍‌, ଏହି ଠୁ ଲଢିବେ…

ଭୁବନେଶ୍ୱର,୨୦।୪: ୬ଷ୍ଠ ପର୍ଯ୍ୟାୟ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି ବିଜେଡି। ନିକଟରେ ବିଜୁ ଜନତା ଦଳରେ ଯୋଗ ଦେଇଥିବା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ ଦଳ ଟିକେଟ୍‌ ଦେଇଛି। ସେହିପରି କଂଗ୍ରେସ ଛାଡି ବିଜେଡିରେ ଯୋଗ ଦେଇଥିବା ଗଣେଶ୍ୱର ବେହେରାଙ୍କୁ ଦଳ…

ରାଜନୀତିରେ ରାଜାରାଣୀ, ଜୋରଦାର ହେବ ଲଢେଇ

ଭୁବନେଶ୍ୱର,୨୦।୪: ୨୦୨୪ ନିର୍ବାଚନରେ ଓଡିଶା ଦେଖିବାକୁ ଯାଉଛି ଭିନ୍ନ ଧରଣର ଲଢେଇ। କାରଣ ଏଥର ରାଜ୍ୟ ରାଜନୀତିକୁ ଏଣ୍ଟ୍ରି ମାରିଛନ୍ତି ରାଜ ପରିବାର। ମଇଦାନରେ ଜନତା ଦେଖିବେ ରାଜପରିବାରର ରାଜାରାଣୀଙ୍କ ମହାଲଢେଇ। ପୂର୍ବରୁ ଓଡିଶାରେ ରାଜବଂଶ କ୍ଷମତାରେ ଥିବାବେଳେ ଏବେ ରାଜନୀତିରେ…

ମୁଖ୍ୟମନ୍ତ୍ରୀ ପୁନର୍ବିଚାର କରିବେ ବୋଲି ବିଶ୍ୱାସ: ସମୀର

ଗୋପ, ୧୯ା୪(ଭାରତୀ ଭୂଷଣ ଉପାଧ୍ୟାୟ): ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ବିଜେଡି ପକ୍ଷରୁ ଟିକେଟ ନ ମିଳିବା ନେଇ ଏବେ ତାଙ୍କ ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ତେଜିବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଗୋପ ବ୍ଲକ କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ…

୨୦୧୯ରେ ପୁରୀ ବିଧାନସଭାରେ କାହିଁକି ହାରିଥିଲା ବିଜେଡି, କାରଣ କହିଲେ ସଭାପତି…

ପୁରୀ,୧୯।୪: ୨୦୧୯ରେ ପୁରୀ ବିଧାନସଭା ଆସନରେ କାହିଁକି ହାରିଲା ବିଜେଡି । ଏନେଇ କାରଣ କହିଛନ୍ତି ଖୋଦ ଜିଲା ବିଜେଡି ସଭାପତି । ସଭାପତି ଦିବାକର ପାତ୍ର କହିଛନ୍ତି ଯେ, ଗତଥର ପୁରୀ ସଦରରେ ଏମପି ପ୍ରାର୍ଥୀଙ୍କୁ ୯ ହଜାର ଅଧିକ…

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା ହେଉଛି କି ବିଜେଡିର ବଡ଼ ନେତା ତଥା ଏମପି ପ୍ରସନ୍ନ ପାଟ୍ଟଶାଣୀ ଓ ଦଳ…

ସମ୍ବଲପୁରରେ ସରଗରମ ହେଉଛି ରାଜନୀତି, ଧର୍ମେନ୍ଦ୍ରଙ୍କୁ ସିଧା ଟାର୍ଗେଟ କଲେ ବବି ଦାସ

ସମ୍ବଲପୁର,୧୮।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ଏହାରି ଭିତରେ ରାଜ୍ୟର ହେଭିଓ୍ବେଟ ଲଢେଇ ହେବାକୁ ଯାଉଥିବା ସମ୍ବଊପୁରରେ ଏବେ ସାମ୍ନାସାମ୍ନି ହୋଇଛନ୍ତି ଦୁଇ ନେତା। ସୋସିଆଲ ମିଡିଆ ଏକ୍ସ ମାଧ୍ୟମରେ ପୋଷ୍ଟ କରି ଧର୍ମେନ୍ଦ୍ର…

ରାଜ୍ୟର ସବୁଠାରୁ କନିଷ୍ଠ ବିଧାୟିକ ପ୍ରାର୍ଥୀ, ଏହି ଠୁ ବିଜେଡି ଟିକେଟ୍‌ରେ ଲଢିବେ ନିର୍ବାଚନ

ସାନଖେମୁଣ୍ଡି,୧୮।୪: କାହା ଭାଗ୍ୟରେ ଗଞ୍ଜାମ ଜିଲାର ସାନଖେମୁଣ୍ଡି ଆସନ? ଚଳିତ ନିର୍ବାଚନରେ ଗଡ଼ ରକ୍ଷା କରି ପାରିବ କି କଂଗ୍ରେସ ନା ବାଜି ମାରିନେବ ବିଜେଡି। ହାତ ଗଡ଼ରେ ଶଙ୍ଖ ବାଜିବ ନା ପଦ୍ମ ଫୁଟିବ? ୩ ପ୍ରମୁଖ ଦଳର ପ୍ରାର୍ଥୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?