ଶଙ୍ଖଭବନରେ ବିଧାୟକ ଦଳ ବୈଠକ ପରେ ବଡ଼ ନିଷ୍ପତ୍ତି ନେବ ବିଜେଡି, ନିଲମ୍ବିତ ହୋଇଥିବା ବିଧାୟକଙ୍କୁ…
ଭୁବନେଶ୍ୱର,୨୭ା୪: ଶଙ୍ଖଭବନରେ ବିଧାୟକ ଦଳ ବୈଠକ ପରେ ବଡ଼ ନିଷ୍ପତ୍ତି ନେବ ବିଜେଡି। ରାଜ୍ୟ ସଭା ନିର୍ବାଚନରେ କ୍ରସ୍ ଭୋଟିଂ ପାଇଁ ୬ ବିଧାୟକଙ୍କୁ ନିଲମ୍ବନ କରିଥିଲା ବିଜେଡି। ତେବେ ଏହି ନିଲମ୍ବିତ ବିଧାୟକଙ୍କ ସଭ୍ୟ ପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ…
ପଶ୍ଚିମବଙ୍ଗରେ ପ୍ରଚାର କରିବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ, ରୋଡ୍ ଶୋ’ କରି ଭାଜପା ପ୍ରାର୍ଥୀଙ୍କ…
ଭୁବନେଶ୍ୱର,୨୭ା୪: ପଶ୍ଚିମବଙ୍ଗରେ ମାରାଥନ ପ୍ରଚାର କରିବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରୋଡ୍ ଶୋ’ ସାଙ୍ଗକୁ ପରିବର୍ତ୍ତନ ସମାବେଶରେ ଯୋଗଦେବେ। ଏଥିସହିତ ବଗଡ଼ାରେ ରୋଡ୍ ଶୋ’ କରି ଭାଜପା ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିବେ ମୁଖ୍ୟମନ୍ତ୍ରୀ। ରାଜାରହାଟ ସମାବେଶରେ ଯୋଗ…
ରାଜନୀତିରେ ବାଦବିବାଦ, ବ୍ୟକ୍ତିଗତ କାର୍ଯ୍ୟରେ ବିଜେଡି-ଭାଜପା ଏକାଠି ହୋଇ…
ଗଞ୍ଜାମ,୨୩ା୪(ବିଦ୍ୟାଧର): ଗଞ୍ଜାମ ଏନ୍ଏସି ବିଜେଡି ନଗର ସଭାପତି ତଥା ଯୁବ ସ୍ବେଚ୍ଛାସେବୀ ସୁଧୀର କୁମାର ପାଢ଼ୀଙ୍କ ପିତା ତଥା ଧର୍ମପରାୟଣ ବ୍ୟକ୍ତି କାଶୀନାଥ ପାଢ଼ୀଙ୍କ ବିୟୋଗ ଘଟିଥିଲା। ବୁଧବାର ସ୍ବର୍ଗତ ପାଢ଼ୀଙ୍କର ଦ୍ୱାଦଶ ଦିବସରେ ସାନ ବଜାରସ୍ଥିତ ନିଜ ବାସଭବନ ଠାରେ…
ମହିଳା ପ୍ରାର୍ଥୀ ଦେବାରେ ପଛରେ ଭାଜପା, କଂଗ୍ରେସ
ଭୁବନେଶ୍ୱର,୨୦ା୪(ଜିତେନ୍ଦ୍ର କୁମାର ନାୟକ): ଦେଶବ୍ୟାପୀ ଏବେ ଲୋକ ସଭା ଆସନ ବୃଦ୍ଧି ଓ ମହିଳା ସଂରକ୍ଷଣ ଆଇନ ସମ୍ପର୍କରେ ଆଲୋଚନା ତେଜିଛି। ଏପରି ପ୍ରଚ୍ଛଦପଟରେ ୨୦୨୩ରେ ମହିଳା ସଂରକ୍ଷଣ ଆଇନ ସଂସଦରେ ଗୃହୀତ ହୋଇସାରିଥିଲା। ତଥାପି ଦେଶର ଅଧିକାଂଶ ରାଜନୈତିକ ଦଳରୁ…
ଶ୍ରାଦ୍ଧବାର୍ଷିକୀରେ ବିଜୁବାବୁଙ୍କୁ ଅବମାନନା: ଅଭାବ ପଡ଼ିଲା ଫୁଲମାଳ ସହ…
ହାଟଡିହୀ/ଆନନ୍ଦପୁର,୧୭ା୪(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ବିଜେଡି ତରଫରୁ ଆନନ୍ଦପୁର କଲ୍ୟାଣ ମଣ୍ଡପଠାରେ ପ୍ରବାଦପୁରୁଷ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକୀ ଶୁକ୍ରବାର ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏକ ସଭାର ଆୟୋଜନ କରାଯାଇଥିଲା।…
ବିଜୁବାବୁଙ୍କୁ ନେଇ ଏମିତି ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, କହିଲେ ଆମେ ତାଙ୍କର…
ଭୁବନେଶ୍ୱର,୧୭ା୪: ଆଜି ଅର୍ଥାତ୍ ଶୁକ୍ରବାର ବିଜୁବାବୁଙ୍କ ଶ୍ରାଦ୍ଧ ବାର୍ଷିକୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମହାନ ଜନନାୟକ ବିଜୁବାବୁଙ୍କୁ ମନେ ପକାଇ ଏକ ବଡ଼ କଥା କହିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଜୁବାବୁ ଏହି ଓଡ଼ିଶାକୁ ସମୃଦ୍ଧ କରିବାକୁ ସ୍ବପ୍ନ…
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ, ସ୍ବତନ୍ତ୍ର ଅଧିବେଶନ ଡାକିବାକୁ କଲେ ଦାବି
ଭୁବନେଶ୍ବର,୧୫।୪: ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଡିଲିମିଟେସନ ପ୍ରସଙ୍ଗ ଉଠାଇ ବିଧାନସଭା ସ୍ବତନ୍ତ୍ର ଅଧିବେଶନ ଡାକିବାକୁ ଚିଠିରେ ଉଲ୍ଲେଖ କରିଛନ୍ତି । ୪୮ ଘଣ୍ଟା ଭିତରେ ସ୍ବତନ୍ତ୍ର ଅଧିବେଶନ ପାଇଁ ପ୍ରସ୍ତାବ…
ବଡ଼ ବୟାନ ଦେଲେ ଭକ୍ତ ଦାସ; ପଞ୍ଚାୟତ ନିର୍ବାଚନରେ ଏକାଠି ଲଢ଼ିପାରନ୍ତି ବିଜେଡି-କଂଗ୍ରେସ, ମେଣ୍ଟ…
ଖୋର୍ଦ୍ଧା,୧୪।୪(ପ୍ରଭାତ ପାଣିଗ୍ରାହୀ): ପଞ୍ଚାୟତ ନିର୍ବାଚନରେ ଏକାଠି ଲଢ଼ିପାରନ୍ତି ବିଜେଡି-କଂଗ୍ରେସ। ଜିଲା ପରିଷଦ ସିଟ୍ ପାଇଁ ହୋଇପାରେ ବୁଝାମଣା। ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ବୟାନ ପରେ ବଢ଼ିଛି ଚର୍ଚ୍ଚା। ରାଜ୍ୟ ସଭା ନିର୍ବାଚନଠାରୁ ରାଜ୍ୟରେ ବିଜେଡି-କଂଗ୍ରେସ ମେଣ୍ଟ ଚର୍ଚ୍ଚା ଲାଗିରହିଥିବାବେଳେ…
କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା
ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା ଦେଇଛନ୍ତି। ଗରଦପୁର ବ୍ଲକର ବିଜେଡି ପଞ୍ଚାୟତ ସଭାପତି ଓ ବିଭିନ୍ନ ପଞ୍ଚାୟତର ସରପଞ୍ଚ,…
ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର
ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ ସ୍ଥାନୀୟ ରାଜନୀତିରେ ହଲଚଲ ସୃଷ୍ଟି ହୋଇଛି। ତେବେ ଆଗାମୀ ଦିନରେ ସେ କେଉଁ…
ରାଜ୍ୟ ସଭା ଏମପି ହେଲେ ନୀତୀଶ କୁମାର, ସଂସଦରେ ନେଲେ ଶପଥ
ନୂଆଦିଲ୍ଲୀ,୧୦।୪: ଆଜି ବିହାରର ରାଜନୀତିରେ ଏକ ବଡ଼ ଏବଂ ଐତିହାସିକ ପରିବର୍ତ୍ତନ ଘଟିଛି । ଦୀର୍ଘ ସମୟ ଧରି ରାଜ୍ୟର ନେତୃତ୍ୱ ଦେଇଥିବା ନୀତୀଶ କୁମାର ଆଜି ରାଜ୍ୟ ସଭା ସଦସ୍ୟ ଭାବରେ ଶପଥ ଗ୍ରହଣ କରିଛନ୍ତି । ଶପଥ ଗ୍ରହଣ…
ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା, ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ନେଇ…
ଭୁବନେଶ୍ୱର,୧୦ା୪: ରାଜ୍ୟରେ ପୁଣି ଜୋର୍ ଧରିଛି ମେଟ୍ରୋ ପ୍ରକଳ୍ପ ରାଜନୀତି। ମେଟ୍ରୋ ପ୍ରକଳ୍ପକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ଏମ୍ପି ଅପରାଜିତା ଷଡ଼ଙ୍ଗୀ। ପ୍ରକଳ୍ପ ବନ୍ଦ ନିଷ୍ପତ୍ତି ଉପରେ ପୁନଃବିଚାର କରିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଅପରାଜିତା ଏହି ଚିଠି ଲେଖିଛନ୍ତି। ଜନସଂଖ୍ୟା ବୃଦ୍ଧିକୁ…

