ଅମିତ ଶାହାଙ୍କ ଭାଷଣକୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା, କହିଲେ ଏହି ସରକାର…
ନୂଆଦିଲ୍ଲୀ,୧୧ା୧୨: ଶିବସେନା (UBT) ଏମ୍ପି ପ୍ରିୟଙ୍କା ଚତୁର୍ବେଦୀ ପାର୍ଲାମେଣ୍ଟରେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଭାଷଣକୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି, ନିର୍ବାଚନ ସଂସ୍କାର ଆଲୋଚନାରେ କଂଗ୍ରେସ ଏବଂ ନେହେରୁ-ଗାନ୍ଧୀ ପରିବାରକୁ ପ୍ରସଙ୍ଗରୁ ଦୂରେଇ ଯାଇ ବାରମ୍ବାର ଟାଣିବା…
ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ
ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମାଙ୍କୁ ମଙ୍ଗଳବାର ମୟୂରଭଞ୍ଜ ଜିଲା ରାଇରଙ୍ଗପୁରର ପ୍ରଭାରୀ ଭାବେ ନିଯୁକ୍ତି ଦେଇଛନ୍ତି।…
ବିଜେଡିର ସବୁ ଗୁମର ଖୋଲିଦେଲେ ସନାତନ ମହାକୁଡ଼, କହିଲେ ପୂର୍ବ ସରକାର ଥିବାବେଳେ ଖଣିଖାଦାନରୁ ବହୁ…
କେନ୍ଦୁଝର,୭ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ରବିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଗସ୍ତରେ ଆସିଛନ୍ତି। ଏହି ସମୟରେ ମୁଖ୍ୟମନ୍ତ୍ରୀ ଘଟଗାଁ ପରିକ୍ରମା ପ୍ରକଳ୍ପନ୍ତର ଭିତ୍ତି ପ୍ରସ୍ତର ସ୍ଥାପନ ମଧ୍ୟ କରିଛନ୍ତି। ଏହି ଉତ୍ସବରେ ଯୋଗ ଦେଇଥିବା ଚମ୍ପୁଆ ବିଜେଡି ବିଧାୟକ ସନାତନ…
ଭୁଲିଗଲେ ଓଡ଼ିଆ ଅସ୍ମିତା, ବେଙ୍ଗଲୀ ଭାଷାରେ ଆରୋପ ପ୍ରତ୍ୟାରୋପ କଲେ ଶାସକ ବିରୋଧୀ ବିଧାୟକ
ଭୁବନେଶ୍ୱର,୨୮ା୧୧: ଓଡ଼ିଶା ବିଧାନସଭାରେ ପ୍ରଶ୍ନକାଳ ସମୟରେ ଏକ ଅଭିନବ ତଥା ରୋଚକ ଦୃଶ୍ୟ ଦେଖିବାକୁ ମିଳିଛି, ଯେତେବେଳେ ବିଧାୟକମାନେ ଓଡ଼ିଆ ଭାଷା ପରିବର୍ତ୍ତେ ବଙ୍ଗାଳି ଭାଷାରେ ଯୁକ୍ତିତର୍କରେ ମାତିଥିଲେ। ଏହି ଘଟଣାକୁ ଦେଖି ସାଧାରଣରେ ‘ଓଡ଼ିଆ ଅସ୍ମିତା’ କଥା ମନେପଡିଛି। ବିଦ୍ୟାଳୟରେ…
‘ସୁଜାତା କାର୍ତ୍ତିକେୟନ କ’ଣ ଓଡ଼ିଆ ନୁହନ୍ତି?’ – ସୁଲତା ଦେଓ
ଭୁବନେଶ୍ୱର,୨୬।୧୧: ବିଜୁ ଜନତା ଦଳ (ବିଜେଡି)ରେ ନବୀନ ପଟ୍ଟନାୟକଙ୍କ ଉତ୍ତରାଧିକାରୀ ପ୍ରସଙ୍ଗ ଏବଂ ଦେବାଶିଷ ସାମନ୍ତରାୟଙ୍କ ଇସ୍ତଫାକୁ ନେଇ ରାଜନୈତିକ ଉଷ୍ମତା ବଢ଼ିଛି। ଦଳର ବରିଷ୍ଠ ନେତାମାନେ ପରସ୍ପର ବିରୋଧରେ ବୟାନବାଜି କରିଛନ୍ତି। ରାଜ୍ୟସଭା ସାଂସଦ ସୁଲତା ଦେଓ ମୁଖ୍ୟମନ୍ତ୍ରୀ ନବୀନ…
ଦେବାଶିଷଙ୍କ ବୟାନ ଉପରେ ପ୍ରସନ୍ନ ଆଚାର୍ଯ୍ୟଙ୍କ ପ୍ରତିକ୍ରିୟା, କହିଲେ ବୁଝି ବିଚାରି…
ଭୁବନେଶ୍ୱର,୨୫ା୧୧: ବିଜେଡି ଏମ୍ପି ଦେବାଶିଷ ସାମନ୍ତରାୟଙ୍କ ଦଳ ବିରୋଧୀ ମନ୍ତବ୍ୟ ପରେ ପ୍ରସନ୍ନ ଆଚାର୍ଯ୍ୟ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସବୁ ପରିବାରରେ ଅସନ୍ତୋଷ ଥାଏ, ବୁଝି ବିଚାରି କାମ କଲେ ଭଲ। ଦଳରେ ଅନେକ ପ୍ରସଙ୍ଗକୁ ନେଇ ଭିନ୍ନ ଭିନ୍ନ…
ଭକ୍ତ ଦାସଙ୍କୁ କଡ଼ା କାଉଣ୍ଟର କଲେ ପୃଥ୍ବୀରାଜ ହରିଚନ୍ଦନ, କହିଲେ ନିଜ ପରାଜୟ ପାଇଁ…
ଭୁବନେଶ୍ୱର,୧୬ା୧୧: ନୂଆପଡ଼ା ପରାଜୟ ପରେ ଗୃହଶତ୍ରୁ ବିଭୀଷଣ କଥା ଉଠାଇଥିବାରୁ ରାଜ୍ୟ କଂଗ୍ରେସ ସଭାପତି ଭକ୍ତ ଦାସଙ୍କୁ କଡ଼ା କାଉଣ୍ଟର କରିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। କଟାକ୍ଷ କରି ସେ କହିଛନ୍ତି, ହାରିବାର ଅନେକ କାରଣ ବାହାରେ, ଜିତିବାର କାରଣ କେବଳ…
ବିଜୟ ଆଡ଼କୁ ମାଡ଼ି ଚାଲିଛନ୍ତି ଜୟ ଢୋଲକିଆ, ପରିବାରରେ ଖୁସି ମନାଇବା ସହ କହିଲେ ଏମିତି…
ନୂଆପଡ଼ା,୧୪ା୧୧(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନରେ ଭାଜପା ପ୍ରାର୍ଥୀ ଜୟ ଢୋଲକିଆଙ୍କ ବିଜୟ ଏକ ପ୍ରକାର ନିଶ୍ଚିତ ହୋଇଯାଇଛି। ଏନେଇ ପ୍ରାର୍ଥୀଙ୍କଠାରୁ କର୍ମକର୍ତ୍ତା ଏବଂ ପରିବାର ସଦସ୍ୟ ପୂରା ଖୁସିରେ ବିମୋହିତ ହୋଇପଡ଼ିଛନ୍ତି। ଜୟ ତାଙ୍କ ଦୁଇ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବହୁ ଭୋଟ୍ ବ୍ୟବଧାନରେ…
ନୂଆପଡ଼ା ଉପନିର୍ବାଚନ: ୧୦ମ ରାଉଣ୍ଡ୍ରେ ଜୟ ଢୋଲକିଆ ଆଗରେ, ବିଜେଡିକୁ ମିଳିଛି…
ନୂଆପଡ଼ା,୧୪ା୧୧(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନର ଭୋଟ୍ ଗଣତି ସକାଳ ୮ଟାରୁ ଜାରି ରହିଛି। ୧୦ମ ରାଉଣ୍ଡ ସୁଦ୍ଧା ଭାଜପା ପ୍ରାର୍ଥୀ ଜୟ ଢୋଲକିଆ ୩୩୨୩୨ ଭୋଟ୍ରେ ଆଗୁଆ ରହିଛନ୍ତି। ୧୦ମ ରାଉଣ୍ଡ ସୁଦ୍ଧା ଢୋଲକିଆଙ୍କୁ ୫୦୩୩୩ ଖଣ୍ଡ ଭୋଟ୍ ମିଳିଥିବାବେଳେ ଦ୍ୱିତୀୟ…
Nuapara By-Election: ୫ମ ରାଉଣ୍ଡ୍ରେ ବି ଜୟ ଢୋଲକିଆ ଆଗରେ, ଏତିକି ଭୋଟ୍ ପଛରେ ଅଛନ୍ତି ସ୍ନେହାଙ୍ଗିନୀ
ନୂଆପଡ଼ା,୧୪ା୧୧(ମକାରୁ ବେମାଲ): ନୂଆପଡ଼ା ଉପନିର୍ବାଚନର ଭୋଟ୍ ଗଣତି ସକାଳ ୮ଟାରୁ ଜାରି ରହିଛି। ପଞ୍ଚମ ରାଉଣ୍ଡ ସୁଦ୍ଧା ଭାଜପା ପ୍ରାର୍ଥୀ ଜୟ ଢୋଲକିଆ ୧୮ ହଜାର ୩୯୮ ଭୋଟ୍ରେ ଆଗୁଆ ରହିଛନ୍ତି। ପଞ୍ଚମ ରାଉଣ୍ଡ ସୁଦ୍ଧା ଢୋଲକିଆଙ୍କୁ ୨୫୧୯୫ ଭୋଟ୍ ମିଳିଥିବାବେଳେ…
ନୂଆପଡ଼ା ଉପନିର୍ବାଚନ: ଚାଲିଛି ଗଣତି, ଜୟ ଢୋଲକିଆ କହିଲେ ଜନତା ମୋତେ…
ନୂଆପଡ଼ା,୧୪ା୧୧: ଶୁକ୍ରବାର ନୂଆପଡ଼ା ଉପନିର୍ବାଚନର ଗଣତି ଚାଲିଛି। ୪ର୍ଥ ରାଉଣ୍ଡ ସୁଦ୍ଧା ଭାଜପା ପ୍ରାର୍ଥୀ ଜୟ ଢୋଲକିଆ ଆଗରେ ଥିବାବେଳେ କଂଗ୍ରେସ ପ୍ରାର୍ଥୀ ଘାସିରାମ ମାଝୀ ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ତେବେ ୪ ରାଉଣ୍ଡରେ ପଛରେ ପଡ଼ିଯାଇଛନ୍ତି ବିଜେଡି ପ୍ରାର୍ଥତ୍ନୀ ସ୍ନେହାଙ୍ଗିନୀ…
ଆଜି ନୂଆପଡ଼ା ଉପନିର୍ବାଚନ ଫଳାଫଳ
ନୂଆପଡ଼ା,୧୪ା୧୧(ମକାରୁ ବେମାଲ): ଶୁକ୍ରବାର ସକାଳ ଅର୍ଥାତ୍ ଆଜି ନୂଆପଡ଼ା ଉପନିର୍ବାଚନ ଫଳାଫଳ ପ୍ରକାଶ ପାଇବ। ସକାଳ ୮ଟାରେ ପ୍ରଥମେ ପୋଷ୍ଟାଲ ବାଲଟ୍ ଏବଂ ଏହାର ୩୦ମିନିଟ୍ ପରେ ଇଭିଏମ୍ ଭୋଟ ଗଣତି ଆରମ୍ଭ ହୋଇଯିବ। ନୂଆପଡ଼ା ନ୍ୟାଶନାଲ କଲେଜଠାରେ ଭୋଟ ଗଣତି…
Archives


