ଘୋଷଣା ହେଲା ରାୟଗଡ଼ା ଜିଲା କଂଗ୍ରେସ କମିଟି: ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ସହ ଏଥିରେ ସାମିଲ ଅଛନ୍ତି…
ରାୟଗଡ଼ା,୨୯ା୧(ଆଶିଷ ରଞ୍ଜନ ପଣ୍ଡା): ଜିଲା କଂଗ୍ରେସ ସଭାପତି ତଥା ରାୟଗଡ଼ା ବିଧାୟକ ଆପଲସ୍ବାମୀ କାଡ୍ରାକାଙ୍କ ସଭାପତିତ୍ୱରେ ଗଠନ ହୋଇଛି ନୂତନ ଜିଲା କଂଗ୍ରେସ କମିଟି। ଜିଲା ସଭାପତି ଆପଲସ୍ବାମୀ ବିଭିନ୍ନ ପଦପଦବୀ ପାଇଁ ନାମ ଚୟନ କରି ଏକ ତାଲିକା ପ୍ରଦେଶ…
ନବୀନଙ୍କୁ ନେଇ ସ୍ପଷ୍ଟୀକରଣ ରଖିଲେ ଦିବ୍ୟଶଙ୍କର ମିଶ୍ର, କହିଲେ ଭାଜପା ଆସିବା ପରେ ଓଡ଼ିଶାବାସୀ…
ଭବାନୀପାଟଣା,୨୯ା୧(ଉତ୍ତମ କୁମାର ଦାଶ): ପୂର୍ବତନ ଏମ୍ପି ତଥା ବଲାଙ୍ଗୀର ବିଧାୟକ କଳିକେଶ ସିଂହଦେଓଙ୍କ ସମ୍ପର୍କରେ ଦେଇଥିବା ମତାମତ ସମ୍ପର୍କରେ ଗୁରୁବାର ଭବାନୀପାଟଣା ମିଡ୍ ଟାଉନଠାରେ ଅନୁଷ୍ଠିତ ଏକ ଖବରଦାତା ସମ୍ମିଳନୀରେ ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର ସ୍ପଷ୍ଟୀକରଣ ଦେଇଛନ୍ତି। ସେ…
ନବୀନଙ୍କୁ ଭେଟିବେ ପିସିସି ସଭାପତି ଭକ୍ତ ଦାସ, କହୁକହୁ କହିଦେଲେ ଏହି ବଡ଼ କଥା…
ଭୁବନେଶ୍ୱର,୨୮ା୧: ରାଜ୍ୟ ସଭା ନିର୍ବାଚନ ନେଇ ନବୀନଙ୍କ କୋର୍ଟକୁ ବଲ୍ ଫିଙ୍ଗିଛନ୍ତି ପିସିସି ସଭାପତି ଭକ୍ତ ଦାସ। ସେ କହିଛନ୍ତି, ମିଶିକି ଆଲୋଚନା କରିବା ପାଇଁ ମୁଁ ସମୟ ମାଗଛି। ଫେବୃଆରୀ ପ୍ରଥମ ସପ୍ତାହରେ ଆଲୋଚନା ହେବ। ସେ କହୁକହୁ ଏକ…
Ajit Pawar Last Photo: ଅଜିତ ପାଓ୍ବାରଙ୍କ ସେହି ଶେଷ ଫଟୋ, ଫଡନବିସ୍ଙ୍କ ସହ କ୍ୟାବିନେଟ୍ ବୈଠକରେ ହୋଇଥିଲା ଏହି…
ମୁମ୍ବାଇ,୨୮ା୧: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଅଜିତ ପାଓ୍ବାରଙ୍କର ବୁଧବାର ସକାଳେ ବାରାମତିରେ ଏକ ବିମାନ ଦୁର୍ଘଟଣାରେ ଦେହାନ୍ତ ହୋଇଛି। ଅଜିତ ନିର୍ବାଚନ ପ୍ରଚାର ପାଇଁ ବାରାମତି ଯାଉଥିଲେ। ତାଙ୍କର ପରଲୋକ କେବଳ ଏନ୍ସିପି ପାଇଁ ନୁହେଁ ବରଂ ମହାରାଷ୍ଟ୍ର ପାଇଁ ମଧ୍ୟ ଏକ…
ବିଜେଡିକୁ କଡ଼ା କାଉଣ୍ଟର କଲେ ଜୟନାରାୟଣ ମିଶ୍ର, ‘ବଞ୍ଚିଥାନ୍ତୁ..ସାଲାଇନ ଦରକାର ହେଲେ ଦେବୁ’
ଭୁବନେଶ୍ବର, ୨୫ା୧: ଗତ କିଛିଦିନ ହେବ ବିଜେଡିରୁ ଅନେକ ନେତା ନିଲମ୍ବନକୁ ନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି । ଏହାକୁ ନେଇ ଆଜି ବିଜେଡିକୁ କଡ଼ା ଟାର୍ଗେଟ କରିଛନ୍ତି ବିଧାୟକ ଜୟନାରାୟଣ ମିଶ୍ର । ଭଗବାନ ବିଜେଡିକୁ ଦୀର୍ଘାୟୁ କରନ୍ତୁ କହି…
‘ନିର୍ବାଚନରେ ଅଧିକରୁ ଅଧିକ ମତଦାତା ଭୋଟ୍ ଦେଲେ ପୂରଣ ହେବ ସରକାରଙ୍କ ଲକ୍ଷ୍ୟ’
ଭଞ୍ଜନଗର,୨୫ା୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ପ୍ରଶାସନ ପକ୍ଷରୁ ରବିବାର ଜାତୀୟ ମତଦାତା ଦିବସ ପାଳିତ ହୋଇଯାଇଛି। ଏନେଇ ସ୍ଥାନୀୟ ଉପଜିଲାପାଳ କାର୍ଯ୍ୟାଳୟରୁ ଏକ ବିରାଟ ଶୋଭାଯାତ୍ରା ବାହାରିଥିଲା। ଉପଜିଲାପାଳ ଉମା ଶଙ୍କର ବେହେରା ଏଥିରେ ମୁଖ୍ୟ ଅତିଥି ଭାବେ…
ନବୀନଙ୍କୁ ନେଇ ଏମିତି କହିଲେ ଅରବିନ୍ଦ, ମୋ’ ନାଁରେ ଯାହା କହିଛନ୍ତି…
ଭୁବନେଶ୍ୱର,୨୪ା୧: ପାଟକୁରା ଡେରାବିଶ ବ୍ଲକରେ ଶନିବାର ଶକ୍ତି ପ୍ରଦର୍ଶନ କରିଛନ୍ତି ନିକଟରେ ବିଜେଡିରୁ ବିଦା ହୋଇଥିବା ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର। ଏକ ମୋଟରସାଇକେଲ ଶୋଭାଯାତ୍ରାରେ ସମର୍ଥକଙ୍କ ସହ ଯାଇ ଅରବିନ୍ଦ ଚାନ୍ଦୋଳ ବଜାର, କାକଟିଆ ଛକ ଦେଇ ଗଣେଶ୍ୱରପୁରରେ…
ଆଞ୍ଚଳିକ ଦଳ ପାଇଁ ନିଶା କାହିଁକି
ଭୁବନେଶ୍ୱର, ୨୩।୧(ସୁନିତ୍ ମିଶ୍ର): ଓଡ଼ିଶାରେ ଏକ ନୂଆ ଆଞ୍ଚଳିକ ଦଳ ଗଠନ ପାଇଁ ରାଜ୍ୟରୁ କେତେଜଣ ନେତା ଭିତିରିଆ ଉଦ୍ୟମ କରୁଥିବା ଚର୍ଚ୍ଚା ହେଉଛି । ବର୍ତ୍ତମାନର ରାଜନୈତିକ ସ୍ଥିତିକୁ ଲକ୍ଷ୍ୟକରି ଓଡ଼ିଶାରେ ଆଉ ଗୋଟେ ଦଳ ହୋଇପାରିବ ବୋଲି ଅନେକେ…
ଅଭିଯୋଗକୁ ଖୋଲା ଚ୍ୟାଲେଞ୍ଜ୍ କଲେ ଅରବିନ୍ଦ ମହାପାତ୍ର, ନବୀନ ବାବୁ….
ଭୁବନେଶ୍ୱର,୨୨ା୧: ବୁଧବାର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପରୋକ୍ଷରେ ଟାର୍ଗେଟ କରିବା ପରେ ଗୁରୁବାର ଖୋଲା ଚ୍ୟାଲେଞ୍ଜ କଲେ ଅରବିନ୍ଦ ମହାପାତ୍ର । ଭିନ୍ନ ଭିନ୍ନ ଆରୋପକୁ ନେଇ ଖୋଲା ଚ୍ୟାଲେଞ୍ଜ କଲେ । ନବୀନ ପଟ୍ଟନାୟକ ଅରବିନ୍ଦଙ୍କ ନାଁ ନାନେଇ…
ନବୀନ ନିବାସରେ ସନ୍ଧ୍ୟାରେ ବଡ଼ ବୈଠକ, ନବୀନ ପଟ୍ଟନାୟକ…
ଭୁବନେଶ୍ୱର,୨୨।୧: ଆଜି ସନ୍ଧ୍ୟାରେ ବିଜେଡି ରାଜନୈତିକ ବ୍ୟାପାର କମିଟି ବୈଠକ ବସିବ । ନବୀନ ପଟ୍ଟନାୟକଙ୍କ ଅଧକ୍ଷତାରେ ନବୀନ ନିବାସରେ ବୈଠକ ବସିବାକୁ ଥିବା ବେଳେ ସନ୍ଧ୍ୟା ୫ଟାରେ କମିଟି ସଦସ୍ୟଙ୍କ ସହ ଆଲୋଚନା କରିବେ । ତେବେ ବୈଠକରେ କଣ…
ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ
ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ନିଜ ବାସଭବନରେ ଦଳର ୧୦ ଜଣ ବିଧାୟକଙ୍କ ସହ ଏକ…
ପ୍ରମିଳାଙ୍କ ଘରେ ବୈଠକ ପରେ ପ୍ରୀତିରଞ୍ଜନ ଘଡ଼ାଇଙ୍କ ବିସ୍ଫୋରଣ, କହିଲେ ନିଜକୁ ବାଘ…
ଭୁବନେଶ୍ବର, ୨୦|୧ : ପ୍ରମିଳା ମଲ୍ଲିକଙ୍କ ଘରେ ପୁଣିଥରେ ଯାଜପୁର ବିଜେଡି ନେତାଙ୍କ ମେଳି ଦେଖିବାକୁ ମିଳିଛି । ପ୍ରଣବ ପ୍ରକାଶ ଦାସ, ପ୍ରଣବ ବଳବନ୍ତରାୟ, ପ୍ରୀତିରଞ୍ଜନ ଘଡ଼ାଇ, ବିଧାୟକ ବିଶ୍ୱ ରଞ୍ଜନ ମଲ୍ଲିକ ଏବଂ ସୂଜାତା ସାହୁ ଏହି ବୈଠକରେ…

