ରକ୍ଷାବନ୍ଧନ

ରାଷ୍ଟ୍ରପତିଙ୍କ ବିଷୟରେ ଏମିତି କହିଲେ ତାଙ୍କ ଶିକ୍ଷକ,ଥରକେ ସେ ଚଟ୍‌କି…

ମୟୂରଭଞ୍ଜ,୬ା୧୨: ୫ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶୁକ୍ରବାର ନିଜ ଜନ୍ମମାଟି ରାଇରଙ୍ଗପୁରରେ ପହଞ୍ଚିଛନ୍ତି। ରାଷ୍ଟ୍ରପତିଙ୍କୁ ସ୍ବାଗତ କରିବା ପାଇଁ ନିଜ ଜନ୍ମମାଟିର ଲୋକଙ୍କ ମଧ୍ୟରେ ଅନେକ ଉତ୍ସାହ ପରିଲକ୍ଷିତ ହୋଇଛି। ଏପରିକି ସେମାନେ ନିଜ ଗାଁର…

ମୁଖ୍ୟମନ୍ତ୍ରୀଙ୍କ ହାତରେ ରାଖୀ ବାନ୍ଧିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୮: ଭାଇ-ଭଉଣୀର ସମ୍ପର୍କକୁ ଅଧିକ ମଜଭୁତ କରିଥାଏ ରାଖୀ। ଆଜିର ଦିନରେ ଭଉଣୀ, ଭାଇ ହାତରେ ରାଖୀ ବାନ୍ଧି ଭାଇର ଉଜ୍ଜ୍ୱଳ ଭବିଷ୍ୟତ କାମନା କରିଥାଏ। ଆଉ ବଦଳରେ ଭାଇ, ତା’ ଭଉଣୀକୁ ରକ୍ଷା କରିବାର ସଂକଳ୍ପ ବି ନେଇଥାଏ। ଏହି…

ରକ୍ଷାବନ୍ଧନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୮: ଆଜି ହେଉଛି ପବିତ୍ର ରକ୍ଷାବନ୍ଧନ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡିଆରେ ରାଖୀ ପୂର୍ଣ୍ଣିମା ଓ ଶ୍ରୀ ବଳଭଦ୍ରଙ୍କ ଜନ୍ମ ଦିନରେ ଅନେକ ଅନେକ ଶୁଭେଚ୍ଛା। ରକ୍ଷା ସୂତ୍ର…

ରାଖୀରେ ମହିଳାଙ୍କ ସୁରକ୍ଷା ପାଇଁ ସମସ୍ତେ ସଂକଳ୍ପ ନିଅନ୍ତୁ: ରାଷ୍ଟ୍ରପତି

ନୂଆଦିଲ୍ଲୀ୧୯ା୮: ଆଜି ହେଉଛି ପବିତ୍ର ରକ୍ଷାବନ୍ଧନ। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି,‘ଭଉଣୀ-ଭାଇଙ୍କ ମଧ୍ୟରେ ପ୍ରେମ ଓ ବିଶ୍ବାସର ପର୍ବ ହେଉଛି ରକ୍ଷାବନ୍ଧନ। ଏହି ପର୍ବ ସମସ୍ତ ଭଉଣୀ ଏବଂ ଝିଅଙ୍କ ପ୍ରତି ସମ୍ମାନର…

ରକ୍ଷାବନ୍ଧନ ପାଇଁ ନବୀନ ନିବାସ ନ ଆସିବାକୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୮(ବ୍ୟୁରୋ): ଆସନ୍ତାକାଲି ଅର୍ଥାତ୍‌ ଗୁରୁବାର ରାଖୀ ପୂର୍ଣ୍ଣିମା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଅଭିନନ୍ଦନ ଜଣାଇବା ସହ ରକ୍ଷା ବନ୍ଧନରେ କେହି ନବୀନ ନିବାସକୁ ନ ଆସିବା ପାଇଁ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି।   ରାକ୍ଷୀ ପୂର୍ଣ୍ଣିମା ପାଇଁ…

ରାଖୀରେ ପରିବେଶ ସୁରକ୍ଷା

ଭୁବନେଶ୍ୱର,୮।୮(ବ୍ୟୁରୋ): ବର୍ତ୍ତମାନ ସମୟରେ ଜଳବାୟୁ ପରିବର୍ତ୍ତନ ଏକ ବଡ଼ ସମସ୍ୟା। ଗଛ ସଂଖ୍ୟା ମଧ୍ୟ କମିବାରେ ଲାଗିଛି। ଚାରାରୋପଣକୁ ପ୍ରାଧାନ୍ୟ ଦିଆଯାଉଥିବାବେଳେ ରାଖୀ ସହ ପରିବେଶ କିଭଳି ସନ୍ତୁଳନ ରହିବ, ତାକୁ ନେଇ ବକୁଳ ଫାଉଣ୍ଡେଶନ ପକ୍ଷରୁ ଗ୍ରୀନରାଖୀ କ୍ୟାମ୍ପେନ୍‌ ଆରମ୍ଭ…

ଏମିତି ଗାଁ, ଯେଉଁଠି ରାଖୀ ବାନ୍ଧିବା ଅଶୁଭ

ଲକ୍ଷ୍ନୌ: ରକ୍ଷାବନ୍ଧନ ପର୍ବକୁ ନେଇ ସାରା ଦେଶରେ ଉତ୍ସାହ ଭରି ରହିଥିବା ବେଳେ ଏମିତି ଏକ ଗାଁ ରହିଛି ଯେଉଁଠି ଏହି ପର୍ବ ପାଳନକୁ ଅଶୁଭ ବୋଲି ଧରାଯାଏ। ଏଭଳି ଏକ ଗାଁ ହେଉଛି ଉତ୍ତରପ୍ରଦେଶର ଗୋଣ୍ଡା ଜିଲାର ଜଗତପୁରବା। ଏହି…

ସବାଇଘାସର ରାଖୀ

ଭୁବନେଶ୍ୱର,୧।୮(ବ୍ୟୁରୋ): ଆଉ ଗୋଟିଏ ଦିନ ପରେ ଭଉଣୀ-ଭାଇ ବନ୍ଧନର ପବିତ୍ର ପର୍ବ ‘ରାଖୀ ପୂର୍ଣ୍ଣିମା’। ଏଥିପାଇଁ ରାଖୀ ବଜାରରେ ଭିଡ଼ ଲାଗିବା କଥା। କିନ୍ତୁ କରୋନା ମହାମାରୀ ଯୋଗୁ ଏଥର ରାଖୀ ଦୋକାନ ଖୋଲିପାରିନାହିଁ। ତେଣୁ ପ୍ରତିବର୍ଷ ବଜାରକୁ ଆସୁଥିବା ଚାଇନା…

ଆଜି ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ: ମନୋବଳ ଆଗରେ ହାର ମାନିଛି ଅକ୍ଷମତା

ଭୁବନେଶ୍ୱର,୩ା୧୨(ବ୍ୟୁରୋ): ୩୧ ବର୍ଷୀୟ ମିଥିଲେଶ୍‌ ପଟ୍ଟନାୟକ। ଓଡ଼ିଶୀ ନୃତ୍ୟ ଜଗତର ଜଣେ ପରିଚିତ ଚେହେରା। ଅନ୍ୟମାନଙ୍କ ଭଳି ଶାରୀରିକ ଓ ମାନସିକଭାବେ ସେ ସାଧାରଣ ନୁହନ୍ତି। ହେଲେ ତାଙ୍କ ପ୍ରତିଭା ଓ ଦୃଢ଼ ମାନସିକତା ଆଜି ତାଙ୍କୁ ଜଣେ ଆଦର୍ଶଭାବେ ଗଢ଼ିତୋଳିଛି।…

ସିନେମାରେ ରାଖୀ

ଦେବ ଆନନ୍ଦଙ୍କ ଅଭିନୀତ ‘ହରେ ରାମା ହରେ କ୍ରିଷ୍ଣା’ ସେ ସମୟରେ ହିଟ୍‌ ସାବ୍ୟସ୍ତ ହୋଇଥିଲା। ଭାଇ-ଭଉଣୀ ସମ୍ପର୍କକୁ ବେଶ୍‌ ସୁନ୍ଦର ଭାବରେ ଉପସ୍ଥାପନା କରିଥିଲେ ନିର୍ଦ୍ଦେଶକ ଦେବ ଆନନ୍ଦ। ସେଥିରେ ରାଖୀକୁ ନେଇ ଏକ ହୃଦୟସ୍ପର୍ଶୀ ଗୀତ ଦୃଶ୍ୟାୟିତ ହୋଇଥିଲା।…

ଭିନ୍ନ ଢଙ୍ଗରେ ଛାତ୍ରୀ ପାଳିଲେ ରକ୍ଷା ବନ୍ଧନ: ଜରିମୁକ୍ତ ରାଖୀ ପ୍ରସ୍ତୁତ କରି ଭାଇଙ୍କ ହାତରେ ବାନ୍ଧିଲେ

ପଦ୍ମଗିର/ମାଲକାନଗିରି,୧୪ା୮ (ଡି.ଏନ୍‌.ଏ.): ସାଧାରଣତଃ ରାଖୀ ପୂର୍ଣ୍ଣିମା ଆସିଲେ ଭଉଣୀମାନେ ଭାଇଙ୍କ ହାତରେ ରାଖୀବାନ୍ଧି ଆଶୀର୍ବାଦ ନେବା ସହ ଭାଇମାନଙ୍କ ମଙ୍ଗଳ କାମନା କରିଥାନ୍ତି। ଭାଇମାନେ ମଧ୍ୟ ଭଉଣୀ ପାଇଁ ରକ୍ଷା କବଚ ପାଲଟିଥାନ୍ତି। ଏହି ଦିନଟିକୁ ଭଉଣୀମାନେ ଅପେକ୍ଷା କରି ରହିଥାନ୍ତି।…

ଜମ୍ମୁ-କଶ୍ମୀର, ଲଦାଖର ବିଭିନ୍ନ କଲେଜକୁ ପଠାଗଲା ରାଖୀ

ହିଞ୍ଜିଳିକାଟୁ,୧୪।୮(ଡି.ଏନ୍‌.ଏ.): ଜମ୍ମୁ କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ବିଭିନ୍ନସ୍ତରରେ ଭିନ୍ନଭିନ୍ନ ଆଲୋଚନା କରାଯାଉଛି। ତେବେ ସେଠାକାର କଲେଜ ଛାତ୍ରୀଛାତ୍ରଙ୍କୁ ସ୍ନେହ ଶ୍ରଦ୍ଧା ଜ୍ଞାପନ ପାଇଁ ହିଞ୍ଜିଳିକାଟୁ କଲେଜ ଛାତ୍ରୀଛାତ୍ରଙ୍କ ପକ୍ଷରୁ ଅଭିନବ ପ୍ରୟାସ କରାଯାଇଛି। ଜମ୍ମୁ- କଶ୍ମୀର ଓ ଲଦାଖର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?