ରକ୍ଷାବନ୍ଧନ

ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭଉଣୀ-ଭାଇଙ୍କ ରକ୍ଷା ବନ୍ଧନ

ନୂଆଦିଲ୍ଲୀ,୧୧।୮: ଆସୁଛି ରାକ୍ଷୀ ପୂର୍ଣ୍ଣିମା। ଭାଇ ହାତରେ ଭଉଣୀ ବାନ୍ଧିବ ସୁରକ୍ଷାର ଡୋର। ଜୀବନ ଥିବା ପର୍ଯ୍ୟନ୍ତ ଭାଇ ଭଉଣୀକୁ ସୁରକ୍ଷା ଦେବାକୁ କଥା ଦେବ। ଏବେ ଏହି ରାକ୍ଷୀକୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।…

ମୋଦିଙ୍କ ସହ ସେନାଙ୍କ ନିକଟକୁ ହାତ ତିଆରି ରାକ୍ଷୀ ପଠାଇଲେ ଅଜିଭିକା ଏଜୁକେଶନର ମହିଳା

ଡେରାଡୁନ,୧୧।୮: ଉତ୍ତରାଖଣ୍ଡର ଡେରାଡୁନରେ ଥିବା ଅଜିଭିକା ଏଜୁକେଶନର ମହିଳାମାନେ ରାକ୍ଷୀ ପୂର୍ଣ୍ଣିମା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେତେଜଣ କ୍ୟାବିନେଟ ମନ୍ତ୍ରୀ ଓ ସୀମାରେ ଥିବା ସେନାଙ୍କ ନିକଟକୁ ହାତ ତିଆରି ରାକ୍ଷୀ ପଠାଇଛନ୍ତି। ସ୍ବାଧୀନତା ଦିବସ ଥିମ୍‌ ବା ବିଷୟବସ୍ତୁକୁ…

ମୋଦିଙ୍କୁ ଭାଇ ସମ୍ବୋଧନ କରି ରାକ୍ଷୀ ପଠାଇଲେ ମୁସଲମାନ ମହିଳା: ରାଗିଲେ ମୌଲାନା

ନୂଆଦିଲ୍ଲୀ,୧୧।୮: ତିନ୍‌ ତଲାକକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ଯେଉଁ ନିଷ୍ପତ୍ତି ନେଲେ ସେଥିରେ ଉତ୍ସାହିତ ହୋଇ ବାରଣାସୀର ମୁସଲମାନ ମହିଳାମାନେ ମୋଦିଙ୍କ ନିକଟକୁ ନିଜ ହାତ ତିଆରି ରାକ୍ଷୀ ପଠାଇଛନ୍ତି। ଏହାକୁ କେତେଜଣ ମୁସଲମାନ ମୌଲବି ପ୍ରଶଂସା କରିଥିବା…

ଟ୍ରାଇ କଲର୍‌ ରାଖୀ

ଚଳିତ ମାସ ସ୍ବାଧୀନତା ଦିବସ ଓ ପବିତ୍ର ରାଖୀ ପୂର୍ଣ୍ଣିମା ଗୋଟିଏ ଦିନରେ ହିଁ ପଡୁଛି। ତେଣୁ ଏଭଳି ଏକ ଶୁଭ ଦିନରେ ଭାଇ ହାତରେ ରାଖୀ ବାନ୍ଧି ସୁରକ୍ଷାର ପ୍ରତିଶ୍ରୁତି ନେବାକୁ ଭଉଣୀମାନଙ୍କ ପାଇଁ ଟ୍ରାଇ କଲର୍‌ ରାଖୀଠୁ ଆଉ…

ରାକ୍ଷୀ ପୂର୍ଣ୍ଣିମାରେ ମହିଳାମାନେ ମାଗଣା ବସ୍‌ ଯାତ୍ରା କରିବେ

ଲକ୍ଷ୍ନୌ,୧୦।୮: ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ରାକ୍ଷୀ ପୂର୍ଣ୍ଣିମା ଅବସରରେ ମହିଳାମାନଙ୍କୁ ବିଶେଷ ଉପହାର ଦେଇଛନ୍ତି। ଉକ୍ତଦିନ ମହିଳାମାନେ ମାଗଣାରେ ବସ୍‌ ଯାତ୍ରା କରିପାରିବେ ବୋଲି ଯୋଗୀ ଆଦିତ୍ୟନାଥ ଘୋଷଣା କରିଛନ୍ତି। ସରକାରୀ ସିଟି ବସ୍‌ ଓ ଉତ୍ତର…

ଆସୁଛି ରାଖୀ

ପାଖେଇ ଆସିଲାଣି ରାଖୀ ପୂର୍ଣ୍ଣିମା। ଯାହାକୁ ନେଇ ଭାଇ ଏବଂ ଭଉଣୀମାନଙ୍କ ମନରେ ବଢ଼ିଚାଲିଛି ଉତ୍କଣ୍ଠା। ଭାଇ ହାତରେ କିଭଳି ରାଖୀ ବାନ୍ଧିବି ଏବଂ ଭଉଣୀଙ୍କୁ କ’ଣ ସର୍‌ପ୍ରାଇଜ୍‌ ଗିଫ୍ଟ ଦେବି ତା’କୁ ନେଇ ସଭିଏ ଚଲାଇଛନ୍ତି ଜୋର୍‌ସୋର୍‌ ପ୍ଲାନିଂ… ରାଖୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?