Rasifala

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୨୮ ତାରିଖ – Daily Horoscope

ମେଷ ଆଜି ବିଭିନ୍ନ ସମସ୍ୟାକୁ କେନ୍ଦ୍ରକରି ମାନସିକ ଦ୍ୱନ୍ଦ୍ୱ ସୃଷ୍ଟିହେବ। ଆଜି ପ୍ରତ୍ୟେକ କାମ ବାଧ୍ୟବାଧକତାରେ କରି ସମସ୍ୟାରେ ପଡ଼ିପାରନ୍ତି। ଘର କଥା ହେଉ କିମ୍ବା କର୍ମକ୍ଷେତ୍ର…

3 months ago

ରାଶିଫଳ: ସୋମବାର, ଅକ୍ଟୋବର ୨୭ ତାରିଖ – Daily Horoscope

ମେଷ ରାଶି ପ୍ରତି ମଙ୍ଗଳଙ୍କ ପୂର୍ଣ୍ଣ ଦୃଷ୍ଟି କାରଣରୁ ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବ। ବହୁ ପୂର୍ବରୁ ଚେଷ୍ଟା କରୁଥିବା କାମରେ ସଫଳତା ପାଇପାରନ୍ତି। ଅଶ୍ୱିନୀ ନକ୍ଷତ୍ର…

3 months ago

ରାଶିଫଳ: ରବିବାର, ଅକ୍ଟୋବର ୨୬ ତାରିଖ – Daily Horoscope

ମେଷ ଚନ୍ଦ୍ର ସହ ବୁଧଙ୍କ ସଂଯୋଗରୁ ପାରିବାରିକ ଦୁଶ୍ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ବହୁତ ଦିନରୁ ଲାଗି ହରିଥିବା ରୁଗ୍‌ଣ ସ୍ବାସ୍ଥ୍ୟରେ ଉନ୍ନତି ଆଶା ରହିଛି। ପଡ଼ୋଶୀଙ୍କ…

3 months ago

ରାଶିଫଳ: ଶନିବାର, ଅକ୍ଟୋବର ୨୫ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ନୀଚ ରାଶିରେ ଥିବା କାରଣରୁ ମାନସିକ ସ୍ଥିତି ବିଶେଷ ଭଲ ରହି ନ ପାରେ। ଭୁଲ୍‍ ବୁଝାମଣା ହେତୁ ପରିବାରରେ କଳହର ଆଶଙ୍କା…

3 months ago

ରାଶିଫଳ: ଶୁକ୍ରବାର, ଅକ୍ଟୋବର ୨୪ ତାରିଖ – Daily Horoscope

ମେଷ ଆଜି କାର୍ଯ୍ୟସିଦ୍ଧି ସହ ହସଖୁସିରେ ସମୟ ଅତିବାହିତ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ। ଯାତ୍ରା ସମୟରେ ବାହାର ଲୋକଙ୍କ କଥା ଶୁଣି ବ୍ୟସ୍ତ ହୁଅନ୍ତୁ…

3 months ago

ରାଶିଫଳ: ଗୁରୁବାର, ଅକ୍ଟୋବର ୨୩ ତାରିଖ – Daily Horoscope

ମେଷ ଆଜିର ରବି ଓ ଚନ୍ଦ୍ରଙ୍କ ସ୍ଥିତି ପାରିବାରିକ ଖର୍ଚ୍ଚକୁ ବୃଦ୍ଧି କରିବା ସହ ସନ୍ତାନଙ୍କ ସମସ୍ୟା ବିଷୟରେ ଚିନ୍ତିତ କରାଇବ। ଚେଷ୍ଟା କରୁଥିବା ଦିଗରୁ ଅର୍ଥଲାଭ…

3 months ago

ରାଶିଫଳ: ବୁଧବାର, ଅକ୍ଟୋବର ୨୨ ତାରିଖ – Daily Horoscope

ମେଷ ଆଜିର ଚତୁଃଗ୍ରହ ଯୋଗ ପାରିବାରିକ ଜୀବନକୁ ସରସ, ସୁନ୍ଦର କରିବା ସହ ନୂତନ ସମ୍ପର୍କ ସୃଷ୍ଟିକରିବ। ଅବୁଝା ବନ୍ଧୁଙ୍କୁ ବୁଝାଇବାରେ ସମର୍ଥ ହେବେ। ମନ ଚାହୁଁଥିବା…

3 months ago

ରାଶିଫଳ: ମଙ୍ଗଳବାର, ଅକ୍ଟୋବର ୨୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ସହ ଶୁକ୍ରଙ୍କ ମିଳନ ହେତୁ ଅର୍ଥନୈତିକ ଉକତ୍ର୍ଷତା ମୁହଁରେ ହସ ଫୁଟାଇବ। ପୁତ୍ରକନ୍ୟାଙ୍କ ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହେବେ। ଆମତ୍ୀୟ…

3 months ago

ରାଶିଫଳ: ସୋମବାର, ଅକ୍ଟୋବର ୨୦ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ଅଫିସ କାମରେ କେତେକ ଦିଗରୁ ଚାପର ସମ୍ମୁଖୀନ ହେବାର ସୂଚନା ରହିଛି। କୌଣସି ଆତ୍ମୀୟ ବ୍ୟକ୍ତିଠାରୁ…

3 months ago

ରାଶିଫଳ: ରବିବାର, ଅକ୍ଟୋବର ୧୯ ତାରିଖ – Daily Horoscope

ମେଷ ଭୁଲ୍‌ ବୁଝାମଣା କାରଣରୁ ପାରିବାରିକ ଦୁଶ୍ଚିନ୍ତା ମନକୁ ଆନ୍ଦୋଳିତ କରିପାରେ । ବହୁତ ଦିନରୁ ଲାଗି ରହିଥିବା ରୁଗ୍‌ଣ ସ୍ବାସ୍ଥ୍ୟରେ ଉନ୍ନତି ଘଟିବ। ପାଖ ପଡ଼ୋଶୀଙ୍କ…

3 months ago