ମେଷ ଆଜି ବନ୍ଧୁମାନଙ୍କ ଗହଣରେ ଅଧିକାଂଶ ସମୟ ଅତିବାହିତ କରିବାର ସୁଯୋଗ ପାଇବେ। ରାଶିରେ ରାହୁଙ୍କ କୁପ୍ରଭାବରୁ ବାରମ୍ବାର ଦେହ ଖରାପ ହେଉଥିବାର ଅନୁଭବ କରିପାରନ୍ତି। ଏଣେ…
ମେଷ କର୍ମାଧିପ ରାହୁ ନକ୍ଷତ୍ରସ୍ଥ ଯୋଗୁ ପ୍ରତ୍ୟେକ କାମରେ ଦ୍ୱନ୍ଦ୍ୱ ଓ ଆଶଙ୍କା ଦେଖାଦେବ। ଘର କଥା ହେଉ କିମ୍ବା କର୍ମକ୍ଷେତ୍ର କଥା, ସବୁ କାମ ଗୋଳିଆ…
ମେଷ ଆଜି କର୍ମକ୍ଷେତ୍ରରେ ସତକଥା ପ୍ରକାଶକରି ବିବାଦୀୟ ହୋଇପାରନ୍ତି। ବନ୍ଧୁଙ୍କ ନିମନ୍ତ୍ରଣ ପାଇ ପରିଜନଙ୍କ ସହ ଦୂରଯାତ୍ରା କରିବାକୁ ପଡ଼ିପାରେ। କୃତ୍ତିକା ନକ୍ଷତ୍ରର ସାମୟିକ ଶାରୀରିକ ସୁସ୍ଥତା…
ମେଷ ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତା, ପିଲାଙ୍କ ସମ୍ପର୍କରେ ଚିନ୍ତିତ ରହିବେ। ଆଜିର ପ୍ରତ୍ୟେକ କାମ ଠିକ୍ ସମୟରେ ସମ୍ପନ୍ନ ହେବା କଷ୍ଟକର ହୋଇ ପଡ଼ିବ। ଦ୍ୱିଜା…
ମେଷ କର୍ମକ୍ଷେତ୍ରର କିଛି ସମସ୍ୟା ସାଙ୍ଗକୁ ନିଜ ଲୋକ ବିରୋଧାଚରଣ କରିବେ। ମନ ବୁଝିଲା ଭଳି କଥା କହି ନିଜ ସଂସ୍ପର୍ଶରେ ଆସୁଥିବା ବ୍ୟକ୍ତିମାନଙ୍କୁ ଆପଣେଇ ନେବେ।…
ମେଷ ଆଜି ଦଶମ ଚନ୍ଦ୍ର ପ୍ରଭାବରେ ସ୍ବାସ୍ଥ୍ୟ, ଜମିଜମା, ବନ୍ଧୁ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂର ହେବ। ପରୋକ୍ଷ ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ମିଥ୍ୟା ଅଭିଯୋଗ ସକାଶେ ଅଶାନ୍ତି…
ମେଷ ଆଜି ଶୁକ୍ରଙ୍କ ପ୍ରଭାବରୁ ଆପଣ ମଧୁର ବାକ୍ୟାଳାପ ଦ୍ୱାରା ଅନ୍ୟକୁ ଆପଣାର କରିବାରେ ସମର୍ଥ ହେବେ। ବନ୍ଧୁଙ୍କ ଆସିବା ବାଟକୁ ଅପେକ୍ଷା କରି ପ୍ରତୀକ୍ଷାଜନିତ ଯନ୍ତ୍ରଣା…
ମେଷ ଶନି ସହ ବୁଧଙ୍କ ସଂଯୋଗ କାରଣରୁ ଅଟକିଥିବା କାମ ସକାଶେ ଶାନ୍ତି ବ୍ୟାହତ ହେବ। ବ୍ୟବସାୟ, ପରିବହନ, କଳା, କ୍ରୀଡ଼ା ପାଇଁ ଚାପ ବଢିପାରେ। ନିକଟ…
ମେଷ ନୀଚସ୍ଥ ଚନ୍ଦ୍ରଜନିତ ଅସୁସ୍ଥ ପାରିବେଶିକ କୁପ୍ରଭାବ, ମାନସିକ ଓ ଶାରୀରିକ ଦିଗ ପାଇଁ ଅନୁକୂଳ ନ ହୋଇପାରେ। ଶୁକ୍ରଙ୍କ ପ୍ରଭାବରେ ଆର୍ଥିକ ଅଭିବୃଦ୍ଧି, ଧର୍ମୀୟ ଭାବନା,…
ମେଷ ଅଶ୍ୱିନୀ ନକ୍ଷତ୍ରର ବନ୍ଧୁଙ୍କ ସହ ଅର୍ଥ ସମ୍ପର୍କିତ ବାଦାନୁବାଦ ହେତୁ ମନ ବିରକ୍ତିକର ଲାଗିବ। ବହୁ ଦିନରୁ ଅଟକି ରହିଥିବା ସବୁ କାମ ସୁବିଧାରେ ହୋଇଯିବ।…