ମେଷ ଆଜି ନିଜର ସମ୍ପର୍କୀୟମାନଙ୍କ ଦ୍ୱାରା କୌଣସି ସମସ୍ୟା ବିଷୟରେ ଚିନ୍ତିତ ରହିପାରନ୍ତି। ବନ୍ଧୁ ଦେଇଥିବା ପ୍ରତିଶ୍ରୁତି ଉପରେ ପୂର୍ଣ୍ଣ ଭରସା କରି ମନସ୍ତାପ କରିବାକୁ ପଡ଼ିପାରେ।…
ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ଆପଣଙ୍କୁ ସାମଗ୍ରିକ ସୁଖ, ସୁବିଧା ସାଙ୍ଗକୁ ଅର୍ଥ ଓ ସମ୍ମାନ ମିଳିବ। ସଭାସମିତିରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ହେବ…
ମେଷ ଆଜିର ସ୍ବଗୃହୀ ଚତୁର୍ଥ ଚନ୍ଦ୍ର ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ ଅନୁକୂଳ ବାତାବରଣ ସୃଷ୍ଟିହେବ। ବକ୍ରୀଶୁକ୍ରଙ୍କ ଯୋଗୁ ପରିବହନ, ବ୍ୟବସାୟ,ବାଣିଜ୍ୟରେ କିଛି ପ୍ରତିବନ୍ଧକର ସମ୍ମୁଖୀନ ହେବାକୁ ପଡ଼ିବ।…
ମେଷ ଆଶା କରିଥିବା କାର୍ଯ୍ୟ ପାଇଁ ବହୁ ଶ୍ରମ ସ୍ବୀକାର କରିବାକୁ ହେବ। ଆନୁଷଙ୍ଗିକ ସୁବିଧା ସୁଯୋଗ ପାଇ ସାଙ୍ଗଠନିକ କାର୍ଯ୍ୟ ତ୍ୱରାନ୍ବିତ କରିପାରିବେ। ପାରିବାରିକ ସମସ୍ୟା…
ମେଷ ଆଜି ବନ୍ଧୁଙ୍କ ସହ କୌଣସି ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ।…
ମେଷ ଆଜି ମାନସିକ ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତି ପ୍ରାୟତଃ ଭଲ ରହିବ। ଆଲୋଚନାରେ, ଜମିଜମା କାରବାରରେ, ହୋଟେଲଶିଳ୍ପ,ରେଷ୍ଟୁରାଣ୍ଟ ଆଦି ବ୍ୟବସାୟରେ ଶୁଭଫଳ ପାଇବେ। ଅଫିସରେ ପଦମର୍ଯ୍ୟାଦା…
ମେଷ ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟିକିଏ ଟଣାଓଟରା ଭିତିରେ ପାଇବେ। କଥା ଦେଇଥିବା ବନ୍ଧୁ ପରକ୍ଷଣରେ ଓଲଟା କଥା କହିପାରନ୍ତି। କର୍ମକ୍ଷେତ୍ରରେ ଯେତେ…
ମେଷ ଆଜି ଆପଣ ଘର ଅପେକ୍ଷା ବାହାର ଲୋକଙ୍କ ସକାଶେ ବିଶେଷ ସମୟ ନେବେ। କାଯର୍ୟଗୁଡିକ ତ୍ୱରାନ୍ବିତ ହେବା ବଦଳରେ ହଠାତ୍ ଅଟକି ରହିଯାଇପାରେ। ଶିଳ୍ପ,ବାଣିଜ୍ୟ ଓ…
ମେଷ ଗତକାଲିର ଟେନସନ୍ ଆଜି ବନ୍ଧୁମିଳନର କିିଛି ମାତ୍ରାରେ କମିଯିବ। ଜମିଜମା କ୍ରୟ ବିକ୍ରୟ କ୍ଷେତ୍ରରେ ପରିବାରରୁ ପୂର୍ଣ୍ଣ ସମର୍ଥନ ପାଇବେ ନାହିଁ। ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ…
ମେଷ ବିଭିନ୍ନ କ୍ଷେତ୍ରରେ ସମସ୍ୟା ଆସିଲେ ମଧ୍ୟ ଆପଣ କୌଶଳରେ କାର୍ଯ୍ୟ ସାଧନ କରିପାରିବେ। ପରିବାର ସକାଶେ ଅଳ୍ପ ଖର୍ଚ୍ଚରେ ଆବଶ୍ୟକତା ଚଳାଇ ନେବାକୁ ଚିନ୍ତା କରିବେ।…