Rasifala

ରାଶିଫଳ: ସୋମବାର, ଫେବୃଆରୀ ୧୦ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ପୂର୍ବ ଆଲୋଚନା କ୍ରମେ ବନ୍ଧୁଙ୍କ ସହ ଯାତ୍ରା କରି ଖୁସି ମନେଇବେ। ପାରସ୍ପରିକ ଆଲୋଚନା କ୍ରମରେ ଘରର କେତେକ କାମକୁ କରିବା…

10 months ago

ରାଶିଫଳ: ରବିବାର, ଫେବୃଆରୀ ୯ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ବନ୍ଧୁଙ୍କ ଦ୍ୱାରା ବହୁ ଚର୍ଚ୍ଚିତ ହେବେ। ମାନସିକ ଅସ୍ଥିରତା ଲାଗି ରହିଲେ ମଧ୍ୟ ଶାରୀରିକ ସ୍ବାସ୍ଥ୍ୟ ଭଲ ରହିବ ଏବଂ କୌଣସି କାମ…

10 months ago

ରାଶିଫଳ: ଶନିବାର, ଫେବୃଆରୀ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ବିବାଦୀୟ ମନ୍ତବ୍ୟ ଦେଇ ସମାଲୋଚିତ ହୋଇପାରନ୍ତି। ଯାତ୍ରା, କାର୍ଯ୍ୟସାଧନ ସାଙ୍ଗକୁ ପାରିବାରିକ ସମସ୍ୟାକୁ ସୁଧାରି ନେବାର ପ୍ରଯନତ୍ କରିବେ। ଆବଶ୍ୟକତା ପୂରଣ ସକାଶେ…

10 months ago

ରାଶିଫଳ: ଶୁକ୍ରବାର, ଫେବୃଆରୀ ୭ ତାରିଖ – Daily Horoscope

ମେଷ ଆଜି ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ଯାହା ଭାବୁଥିଲେ ତାହା ସୁବିଧାରେ ହୋଇଯିବ। ଯାତ୍ରା, ଆଲୋଚନା ତଥା ବ୍ୟବସାୟ, ପରିବହନ ବାଧାପ୍ରାପ୍ତ ହୋଇପାରେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ…

10 months ago

ରାଶିଫଳ: ଗୁରୁବାର, ଫେବୃଆରୀ ୬ ତାରିଖ – Daily Horoscope

ମେଷ ଆଜି ବନ୍ଧୁ ସମ୍ପର୍କ ମଧ୍ୟରେ ବୈବାହିକ ସମ୍ବନ୍ଧ କିମ୍ବା ବ୍ୟବସାୟିକ ଅଂଶୀଦାର ସମ୍ପର୍କିତ ଆଲୋଚନା କରିପାରନ୍ତି। ପୈତୃକ ସମ୍ପତ୍ତିକୁ କେନ୍ଦ୍ରକରି ଟଣାଓଟରା ଲାଗିପାରେ। ଅସୁସ୍ଥତାବଶତଃ କେତେକ…

10 months ago

ରାଶିଫଳ: ବୁଧବାର, ଫେବୃଆରୀ ୫ ତାରିଖ – Daily Horoscope

ମେଷ ଆଜି ଦିନଟିରେ ଅର୍ଥଲାଭ ସହ କିଛି ପୁରୁଣା କଥା ଓ ନୂଆ କାମକୁ ନେଇ ବ୍ୟସ୍ତ ରହିବେ। ପ୍ରତ୍ୟେକ ସ୍ତରରେ ଆମତ୍ୀୟଙ୍କ ପ୍ରତି ସହାନୁଭୂତି ପ୍ରଦର୍ଶନ…

10 months ago

ରାଶିଫଳ: ମଙ୍ଗଳବାର, ଫେବୃଆରୀ ୪ ତାରିଖ – Daily Horoscope

ମେଷ ଆଜି ପଡ଼ୋଶୀଙ୍କ ଦ୍ୱାରା ସୃଷ୍ଟି ହୋଇଥିବା ସମସ୍ୟା ହିଁ ଚିନ୍ତାର କାରଣ ହୋଇପାରେ। ସମସ୍ୟାକୁ ସୁଧାରି ନେବା ସକାଶେ ପ୍ରଯନତ୍କଲେ ସଫଳତା ମିଳିବ। କର୍ମକ୍ଷେତ୍ରର ଅସଜଡ଼ା…

10 months ago

ରାଶିଫଳ: ସୋମବାର, ଫେବୃଆରୀ ୩ ତାରିଖ – Daily Horoscope

ମେଷ ଆଜି ସାମାନ୍ୟ ଅସ୍ଥିରତା ମଧ୍ୟରେ କାର୍ଯ୍ୟସାଧନ କରିବାରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ପାଇ କାମ ତ୍ୱରାନ୍ବିତ କରିବା ନିଷ୍ପତ୍ତି ନେଇପାରନ୍ତି।…

10 months ago

ରାଶିଫଳ: ରବିବାର, ଫେବୃଆରୀ ୨ ତାରିଖ – Daily Horoscope

ମେଷ ଆଜିର ଯାତ୍ରା, ଅର୍ଥ କାରବାର, ଚାକିରି କ୍ଷେତ୍ରର ସମସ୍ୟା ଓ ବିବାଦୀୟ ପରିସ୍ଥିତି ଚିନ୍ତା ବଢ଼ାଇବ। ଭୁଲ୍‌ ବୁଝାମଣା କାରଣରୁ ବନ୍ଧୁ ସମ୍ପର୍କ ଫିକା ପଡ଼ିଯିବାର…

10 months ago

ରାଶିଫଳ: ଶନିବାର, ଫେବୃଆରୀ ୧ ତାରିଖ – Daily Horoscope

ମେଷ ଆଜି କେନ୍ଦ୍ର ସ୍ଥାନରେ ରବିଙ୍କ ସ୍ଥିତି କର୍ମକ୍ଷେତ୍ରକୁ ନିରାପଦ କରିବା ସହ ପାରିବାରିକ ଶାନ୍ତି ପ୍ରଦାନ କରିବ। ଦ୍ୱାଦଶସ୍ଥ ଶୁକ୍ର କୌଶଳ ପ୍ରୟୋଗ ମାଧ୍ୟମରେ ଅର୍ଥାଗମନର…

10 months ago