ମେଷ ଆଜି ଦିନଟି ଯାତ୍ରା, ବ୍ୟବସାୟ, ପରିବହନ, ସାଂଗଠନିକ ଆଲୋଚନା ପାଇଁ ବହୁତ ଭଲ। କର୍ମକ୍ଷେତ୍ରରେ କେତେକ ବ୍ୟତିକ୍ରମ ଲାଗି ରହିବା କାରଣରୁ ଟେନ୍ସନ ପିଛା ଛାଡ଼ିବ…
ମେଷ ଆପଣଙ୍କ ଦୈହିକ ଓ ଆମତ୍ବଳଯୁକ୍ତ କାରଣରୁ ପାରିବାରିକ, ପରିବହନ, ନିର୍ମାଣକାର୍ଯ୍ୟ ଭଲରେ ଚାଲିବ। ଆନୁଷ୍ଠାନିକ ଆଲୋଚନାରେ ସଫଳତା ଲାଭ କରିବାରେ ଅସୁବିଧା ହେବନାହିଁ। ଆମତ୍ୀୟଙ୍କ ଆରୋଗ୍ୟ…
ମେଷ ମାନସିକ ଅସ୍ଥିରତା ରହିଲେ ମଧ୍ୟ ସ୍ବାସ୍ଥ୍ୟ ଓ ପାରିବାରିକ ପରିସ୍ଥିତି ପୂର୍ବପରି ରହିବ। ଆଶା କରୁଥିବା ଦିଗରୁ ଅର୍ଥଲାଭ ସାଙ୍ଗକୁ ସାମାଜିକ ସ୍ତରରେ ସମ୍ମାନ ଅବ୍ୟାହତ…
ମେଷ ଆଜି କାମ ହାସଲ ସକାଶେ ବିଜାତୀୟ ବ୍ୟକ୍ତିଙ୍କ ସହ ଯୋଗସୂତ୍ର ସ୍ଥାପନ କରିପାରନ୍ତି। ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ସଭାସମିତି କିମ୍ବା ଆନୁଷ୍ଠାନିକ କାମରେ ଯୋଗଦେବେ। ସହକର୍ମୀଙ୍କ…
ମେଷ ଆଜି ଭାଗ୍ୟସ୍ଥାନକୁ ଚନ୍ଦ୍ର ଅବଲୋକନ କରୁଥିବାରୁ କୌଣସି ନୂତନ କର୍ମାରମ୍ଭ ସକାଶେ ପରିବାର ସହ ଆଲୋଚନା କରିପାରନ୍ତି। ସରକାରୀ ସ୍ତରରୁ ଉପକୃତ ହେବା ସହ ରାଜନୀତି…
ମେଷ ଆଜି ଅଶ୍ୱିନୀ ନକ୍ଷତ୍ର ସକାଶେ ଅର୍ଥ ସମ୍ପର୍କୀୟ ଝାମେଲା ସଙ୍ଗକୁ ସ୍ବାସ୍ଥ୍ୟ ସମସ୍ୟା ଓ କଳହର ଆଶଙ୍କା ରହିଛି। ଦୂରସ୍ଥ ସନ୍ତାନଙ୍କ ପାଇଁ ମନ ଉଦବେଗ…
ମେଷ ଆଜିର ଗ୍ରହସ୍ଥିତିର ଅଦ୍ଭୁତ ଯୋଗ ପ୍ରଭାବରେ ସମ୍ମାନଜନକ ପଦମର୍ଯ୍ୟାଦାକୁ ଅକ୍ଷୁଣ୍ଣ ରଖିପାରିବେ। ଶୁକ୍ର ନକ୍ଷତ୍ରସ୍ଥ ରବି ପ୍ରତ୍ୟେକ ସମସ୍ୟାକୁ ହାଲୁକା ଭାବେ ନେବାରେ ଅନୁପ୍ରେରିତ କରିବ।…
ମେଷ ପୂର୍ବ ପରିକଳ୍ପିତ ଯୋଜନା ଆରମ୍ଭ ସକାଶେ ମନ ବଳାଇ କୃତକାର୍ଯ୍ୟ ହେବେ। ପାରିବାରିକ ଅଶାନ୍ତି ଲାଗି ରହିଥିଲେ ମଧ୍ୟ ମନକୁ ବୁଝାଇ ରହିବାକୁ ବାଧ୍ୟହେବେ। ପରିବାରରେ…
ମେଷ ଉଚ୍ଚସ୍ଥ ରବିଙ୍କ ପ୍ରଭାବରେ ସମୟାନୁବର୍ତ୍ତିତା ଏବଂ କର୍ମଦକ୍ଷତା ହେତୁ ପ୍ରତ୍ୟେକ କ୍ଷେତ୍ରରେ ପ୍ରଶଂସିତ ହେବେ। ପାରିବାରିକ ସମସ୍ୟା, ପରିବହନରେ ଝଗଡ଼ା, ଯାନ ବାହନରେ କ୍ଷତିର ଆଶଙ୍କା…
ମେଷ ରବିଙ୍କ ରାଶ୍ୟାବସ୍ଥାନ ହେତୁ ଦୂରସ୍ଥ ସନ୍ତାନଙ୍କ ପାଇଁ ମନ ଉଦବେଗ ରହିପାରେ। ମାନସିକ ଅସ୍ଥିରତାଜନିତ ଅର୍ଥ ସମ୍ପର୍କକୁ ନେଇ ଭ୍ରାତୃବିବାଦ ଦେଖାଦେବ। ମାଙ୍ଗଳିକ କାମର ତପତ୍ରତା…