ମେଷ ଆଜି ଦିନଟିରେ ଅର୍ଥଲାଭ ସହ କିଛି ପୁରୁଣା କଥା ଓ ନୂଆ କାମକୁ ନେଇ ବ୍ୟସ୍ତ ରହିବେ। ପ୍ରତ୍ୟେକ ସ୍ତରରେ ଆମତ୍ୀୟଙ୍କ ପ୍ରତି ସହାନୁଭୂତି ପ୍ରଦର୍ଶନ…
ମେଷ ଆଜି ପଡ଼ୋଶୀଙ୍କ ଦ୍ୱାରା ସୃଷ୍ଟି ହୋଇଥିବା ସମସ୍ୟା ହିଁ ଚିନ୍ତାର କାରଣ ହୋଇପାରେ। ସମସ୍ୟାକୁ ସୁଧାରି ନେବା ସକାଶେ ପ୍ରଯନତ୍କଲେ ସଫଳତା ମିଳିବ। କର୍ମକ୍ଷେତ୍ରର ଅସଜଡ଼ା…
ମେଷ ଆଜି ସାମାନ୍ୟ ଅସ୍ଥିରତା ମଧ୍ୟରେ କାର୍ଯ୍ୟସାଧନ କରିବାରେ ସଫଳ ହେବେ। ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ପାଇ କାମ ତ୍ୱରାନ୍ବିତ କରିବା ନିଷ୍ପତ୍ତି ନେଇପାରନ୍ତି।…
ମେଷ ଆଜିର ଯାତ୍ରା, ଅର୍ଥ କାରବାର, ଚାକିରି କ୍ଷେତ୍ରର ସମସ୍ୟା ଓ ବିବାଦୀୟ ପରିସ୍ଥିତି ଚିନ୍ତା ବଢ଼ାଇବ। ଭୁଲ୍ ବୁଝାମଣା କାରଣରୁ ବନ୍ଧୁ ସମ୍ପର୍କ ଫିକା ପଡ଼ିଯିବାର…
ମେଷ ଆଜି କେନ୍ଦ୍ର ସ୍ଥାନରେ ରବିଙ୍କ ସ୍ଥିତି କର୍ମକ୍ଷେତ୍ରକୁ ନିରାପଦ କରିବା ସହ ପାରିବାରିକ ଶାନ୍ତି ପ୍ରଦାନ କରିବ। ଦ୍ୱାଦଶସ୍ଥ ଶୁକ୍ର କୌଶଳ ପ୍ରୟୋଗ ମାଧ୍ୟମରେ ଅର୍ଥାଗମନର…
ମେଷ ଆଜି ଏକାଦଶରେ ଶନି ସହ ଚନ୍ଦ୍ର ସଂଯୋଗ ଆପଣଙ୍କ ପାଇଁ ଶୁଭଫଳ ପ୍ରଦାନ କରିବେ। ନିକଟ ସମ୍ପର୍କୀୟମାନଙ୍କ ସାଦର ସମ୍ବର୍ଦ୍ଧନାରୁ ଖୁସି ରହିବେ। ଶିଳ୍ପ, ନିର୍ମାଣ,…
ମେଷ ବାହାର ଦୁନିଆରେ ଯେତେ ସମ୍ମାନ ଓ ପ୍ରଶଂସା ପାଇଲେ ମଧ୍ୟ ନିଜ ଲୋକଙ୍କ ଅସହିଷ୍ଣୁ ମନୋଭାବରୁ ଦୁଃଖତ୍ତ ରହିବେ। ବନ୍ଧୁଙ୍କ ସହାୟତାରେ ଅର୍ଥ ପାଇବା ସହ…
ମେଷ ଆଜି କର୍ମାଧିପ ଏକାଦଶସ୍ଥ ଯୋଗୁ ଶିଳ୍ପ, ନୂତନ ପ୍ରକଳ୍ପ କାର୍ଯ୍ୟ, ପରିବହନ, ବାଣିଜ୍ୟ ଓ ବ୍ୟବସାୟ ଭଲରେ ଚାଲିବ। କ୍ରୀଡ଼ା, ଚଳଚ୍ଚିତ୍ର, ସଙ୍ଗୀତ ତଥା ପ୍ରତିଯୋଗିତା…
ମେଷ ଆଜି ଚନ୍ଦ୍ର ନୀଚ ରାଶିରେ ଥିବାରୁ ଦୈହିକ ଓ ମାନସିକ ସ୍ଥିତି ଭଲ ରହିବ ନାହିଁ। ପାରିବାରିକ କ୍ଷେତ୍ରରେ ଅତ୍ୟଧିକ ଖର୍ଚ୍ଚ ଟେନ୍ସନର କାରଣ ହେବ।…
ମେଷ ଆଜି ଚନ୍ଦ୍ର ନୀଚ ରାଶିରେ ଥିବାରୁ ଦୈହିକ ଓ ମାନସିକ ସ୍ଥିତି ଭଲ ରହିବ ନାହିଁ। ପାରିବାରିକ କ୍ଷେତ୍ରରେ ଅତ୍ୟଧିକ ଖର୍ଚ୍ଚ ଟେନ୍ସନର କାରଣ ହେବ।…