Rasifala

ରାଶିଫଳ: ଶନିବାର , ଅଗଷ୍ଟ ୩୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଓ ବୁଧଙ୍କ ଏକତ୍ର ସ୍ଥିତି କାରଣରୁ ବିବାଦୀୟ ଚିନ୍ତା, ସମସ୍ୟାମୂଳକ କାମ ମାନସିକ ଅସ୍ଥିରତାକୁ ବୃଦ୍ଧି କରିବ। ଇଚ୍ଛା ବିରୋଧରେ କୌଣସି କାମ…

2 years ago

ରାଶିଫଳ: ଶୁକ୍ରବାର , ଅଗଷ୍ଟ ୩୦ ତାରିଖ – Daily Horoscope

ମେଷ ସକାଳୁ ପାରିବାରିକ କଥାକୁ କେନ୍ଦ୍ରକରି ମନରେ ଅସ୍ଥିରତା ସୃଷ୍ଟିହେବ। କିନ୍ତୁ ସଭାସମିତି ଓ ସଂଗଠନ, କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସିତ ହେବେ।…

2 years ago

ରାଶିଫଳ: ଗୁରୁବାର, ଅଗଷ୍ଟ ୨୯ ତାରିଖ – Daily Horoscope

ମେଷ ଆଜିର ଗ୍ରହ ସ୍ଥିତି ଅନୁଯାୟୀ ଅସଜଡ଼ା ପରିବାର ଓ କର୍ମକ୍ଷେତ୍ର ସକାଶେ ଚିନ୍ତିତ ରହିବେ। ସଭାସମିତି ଏବଂ ଆଲୋଚନା କ୍ଷେତ୍ରରେ ବିଭିନ୍ନ ସମସ୍ୟାକୁ ପ୍ରତିହତ କରିପାରିବେ।…

2 years ago

ରାଶିଫଳ: ବୁଧବାର, ଅଗଷ୍ଟ ୨୮ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର କ୍ଷେତ୍ରରେ ବୁଧଙ୍କ ସ୍ଥିତି ପ୍ରଭାବରୁ ପାରିବାରିକ କ୍ଷେତ୍ର ସମସ୍ୟାବହୁଳ ରହିବ। କର୍ମକ୍ଷେତ୍ରର ଅବ୍ୟବସ୍ଥାକୁ ନେଇ ମାନସିକ ଅସ୍ଥିରତା ପିଛା ଛାଡ଼ିବ ନାହିଁ। ଅନ୍ୟମାନେ…

2 years ago

ରାଶିଫଳ: ମଙ୍ଗଳବାର, ଅଗଷ୍ଟ ୨୭ ତାରିଖ – Daily Horoscope

ମେଷ ଅତୀତର ବିବାଦୀୟ ପରିସ୍ଥିତିକୁ ନେଇ ଟେନ୍‌ସନ ଲାଗି ରହିବ। ଟଙ୍କା ପଇସାକୁ କେନ୍ଦ୍ରକରି କିମ୍ବା ପର କଥା ଶୁଣି ଘରେ କଳହ ସୃଷ୍ଟି ହୋଇପାରେ। ଅଶ୍ୱିନୀ…

2 years ago

ରାଶିଫଳ: ସୋମବାର, ଅଗଷ୍ଟ ୨୬ ତାରିଖ – Daily Horoscope

ମେଷ ଆଜି ଆଧ୍ୟାମତ୍ିକ ଗ୍ରହ ଶନିଶ୍ଚରଙ୍କ ରାଶି ପ୍ରତି ଦୃଷ୍ଟି ହେତୁ ମନରେ ଈଶ୍ୱରୀୟ ଭାବନା ଜାଗ୍ରତ ହୋଇପାରେ। ଆମତ୍ୀୟ, ବନ୍ଧୁ ପରିଜନ, ପଡୋଶୀଙ୍କୁ ନେଇ ମିଳନପର୍ବ…

2 years ago

ରାଶିଫଳ: ରବିବାର, ଅଗଷ୍ଟ ୨୫ ତାରିଖ – Daily Horoscope

ମେଷ ଆଜି ଶ୍ରୀଚନ୍ଦ୍ର କାରଣରୁ ବୈଷୟିକ ଅଭିବୃଦ୍ଧି ଘଟିବ। ପାରିବାରିକ ଜୀବନର ଦୁଃଖ, ସୁଖକୁ ମନ ଭିତରେ ଲୁଚାଇ ଅନ୍ୟମାନଙ୍କୁ ସୁହାଇଲା ଭଳି କଥା କହିବେ। କର୍ମକ୍ଷେତ୍ର…

2 years ago

ରାଶିଫଳ: ଶନିବାର, ଅଗଷ୍ଟ ୨୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକିଥିବା କାମରେ ଅଗ୍ରଗତି ଘଟିବ। ଗୁରୁଜନଙ୍କ କଥାରେ ପ୍ରଭାବିତ ହୋଇ ନୂତନ ଯୋଜନା ସକାଶେ ମନ ବଳାଇପାରନ୍ତି। ସମ୍ପର୍କୀୟମାନେ କାଳେ…

2 years ago

ରାଶିଫଳ: ଗୁରୁବାର, ଅଗଷ୍ଟ ୨୨ ତାରିଖ – Daily Horoscope

ମେଷ କୌଣସି ବନ୍ଧୁଙ୍କ ଜରିଆରେ ସମସ୍ୟା ସମାଧାନ ସହ ଆଲୋଚନା ଫଳବତୀ ହୋଇପାରେ। କୃତ୍ତିକା ନକ୍ଷତ୍ରର ପରିବାର, ସଭାସମିତି ତଥା କର୍ମକ୍ଷେତ୍ରରେ କୌଣସି ଅସୁବିଧା ହେବନାହିଁ। ଶିଳ୍ପ,…

2 years ago

ରାଶିଫଳ: ବୁଧବାର, ଅଗଷ୍ଟ ୨୧ ତାରିଖ – Daily Horoscope

ମେଷ ଆଜିର ଲାଭଭାବସ୍ଥ ଶନି ଯୁକ୍ତ ଚନ୍ଦ୍ର ହେତୁ ବନ୍ଧୁମିଳନ, କର୍ମକ୍ଷେତ୍ରରେ କାର୍ଯ୍ୟସିଦ୍ଧି ଓ ସାମାଜିକ ସ୍ତରରେ ସମ୍ମାନଲାଭ କରାଇବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ମତାନ୍ତର କିମ୍ବା…

2 years ago