ମେଷ କର୍ମସ୍ଥାନରେ ଉଚ୍ଚସ୍ଥ ମଙ୍ଗଳ ରାଜଯୋଗ ମଧ୍ୟସ୍ଥ ଯୋଗୁ ଆପଣଙ୍କୁ ମର୍ଯ୍ୟାଦାଜନକ ସ୍ଥିତିରେ ଆସୀନ କରାଇପାରେ। ହସଖୁସିରେ ପାରିବାରିକ ଜୀବନ କଟାଇବେ। ଅର୍ଥନୈତିକ ଅଭିବୃଦ୍ଧି , କଥନଶୈଳୀର…
ମେଷ ଆଜି ଶନିଙ୍କ ସହିତ ଚନ୍ଦ୍ରଙ୍କ ସଂଯୋଗ ଯୋଗୁ ବନ୍ଧୁ ପରିଜନ ସ୍ନେହ, ଶ୍ରଦ୍ଧା ଆଦର ପାଇ ଦୁଃଖ ଭୁଲିଯିବେ। କର୍ମକ୍ଷେତ୍ରରେ ଭାବପ୍ରବଣତାରୁ କାମଗୁଡ଼ିକ ବିଶୃଙ୍ଖଳିତ ହେବ।…
ମେଷ ଆଜି ବୁଝାମଣା ଅଭାବରୁ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ଦ୍ୱିଜା ନକ୍ଷତ୍ର ସାମାଜିକ ସ୍ତରରେ ମନଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି…
ମେଷ ଆଜି ରାହୁ ନକ୍ଷତ୍ରସ୍ଥ ଚନ୍ଦ୍ରଙ୍କ ପ୍ରଭାବରେ ବନ୍ଧୁଙ୍କ ନିକଟରେ ମନକଥା କହିପାରିବେ ନାହିଁ। ସାମାନ୍ୟ ଭୁଲ୍ରୁ ଆଜିର କାମଗୁଡ଼ିକ ବିଶୃଙ୍ଖଳିତ ହୋଇଯିବ। ଆର୍ଥିକ ସ୍ବଚ୍ଛଳତା ରହିଥିଲେ…
ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସି ପ୍ରତିଷ୍ଠା ଲାଭ କରିବେ। ଶନି କ୍ଷେତ୍ରସ୍ଥ ରବି ହେତୁ ଭଲ କଥା କହିଲେ ମଧ୍ୟ ତାହାକୁ ଅନ୍ୟମାନେ ଭିନ୍ନାର୍ଥରେ…
ମେଷ ଆଜି ଅନୁକୂଳ ଗ୍ରହ ପ୍ରଭାବରୁ ସ୍ଥଗିତ କାର୍ଯ୍ୟାରମ୍ଭ, ଆର୍ଥିକ ଉନ୍ନତି, ସାମାଜିକ ସ୍ତରରେ ସମ୍ମାନିତ ହେବେ। ଯାନବାହନ, ପାରିବାରିକ ସମ୍ପର୍କ, ହୋଟେଲ ଶିଳ୍ପ ଏବଂ ଛୋଟ…
ମେଷ ଆଜି କର୍ମସ୍ଥାନରେ ପଞ୍ଚଗ୍ରହକୂଟ ସଂଘଟିତ ହେଉଥିବାରୁ କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ଭୁଲ୍ ବୁଝାମଣାରୁ ଲୋକସମ୍ପର୍କ କ୍ଷୁଣ୍ଣ ହେବ। ଦ୍ୱିଜା ନକ୍ଷତ୍ର ଏହାର…
ମେଷ ଆଜି କର୍ମକ୍ଷେତ୍ରରେ ଚତୁଃଗ୍ରହ ଯୋଗଜନିତ ଉଚ୍ଚ ସମ୍ମାନ ସହ ପାରିବାରିକ ସୁଖସ୍ବାଚ୍ଛନ୍ଦ୍ୟ ପ୍ରାପ୍ତ ହେବ। ମୁଣ୍ଡ ଉପରେ ବୋଝ ଭଳି ରହିଥିବା ସମସ୍ୟା ସମାଧାନ ହୋଇଯିବାରୁ…
ମେଷ ଗଜକେଶରୀ ଯୋଗ ପ୍ରଭାବରେ ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକିଥିବା କାମରେ ଅଗ୍ରଗତି ଘଟିବ। ଆର୍ଥିକ ସଙ୍କଟ ଲାଗିରହିଥିବାରୁ ନୂତନ ଯୋଜନା ସ୍ଥଗିତ ରହିଯାଇପାରେ। ବନ୍ଧୁଙ୍କ ହସ୍ତକ୍ଷେପ…
ମେଷ କର୍ମକ୍ଷେତ୍ରରେ ସାହାଯ୍ୟ, ସହଯୋଗ ପାଇ ଅଟକିଥିବା କାମକୁ ସମ୍ପୂର୍ଣ୍ଣ କରିବା ନିଷ୍ପତ୍ତି ନେବେ। ଶାରୀରିକ ସ୍ବାସ୍ଥ୍ୟ ସମସ୍ୟା ସୁଧୁରି ଯାଇଥିଲେ ମଧ୍ୟ ମାନସିକ ଅସ୍ଥିରତା ଲାଗିରହିବ।…