ମେଷ ଆଜି ଆତ୍ମୀୟଙ୍କ ସହ ପୂର୍ବ ବିବାଦ, ପକ୍ଷପାତ ବିଚାର, ବିବାଦୀୟ କଥାକୁ କେନ୍ଦ୍ରକରି ଅଶାନ୍ତ ରହିପାରନ୍ତି। ସ୍ବାସ୍ଥ୍ୟ ଠିକ୍ ରହିବ, ବକେୟା ଅର୍ଥ ପାଇବାରେ ଅସୁବିଧା…
ମେଷ ଆଜିର ସପ୍ତମ କେନ୍ଦ୍ରସ୍ଥ ଚନ୍ଦ୍ର ଅର୍ଥନୈତିକ ଅଭିବୃଦ୍ଧି ସାଙ୍ଗକୁ ବ୍ୟବସାୟରେ ସୁଫଳ ପ୍ରଦାନ କରିବ। ସ୍ବାସ୍ଥ୍ୟ ଓ ପାରିବାରିକ ଦିଗଟି ଭଲ ରହିବ ଏବଂ ବିଳାସବ୍ୟସନ…
ମେଷ ଆଜି ଅଶ୍ୱିନୀ ନକ୍ଷତ୍ର ସକାଶେ ଅନ୍ୟମନସ୍କତା ଯୋଗୁ କେତେକ ବ୍ୟତିକ୍ରମ ଆଶଙ୍କା ରହିଛି। ଅସମ୍ପୂର୍ଣ୍ଣ କାର୍ଯ୍ୟ କିଛି ଅଂଶରେ ବଢ଼ିଚାଲିବ। ପାରିବାରିକ କ୍ଷେତ୍ରରେ ଆର୍ଥିକ ଅଭାବକୁ…
ମେଷ କର୍ମକ୍ଷେତ୍ରରେ ସ୍ଥଗିତ କାମର ପୁନରୁଦ୍ଧାର ପାଇଁ ଉଚ୍ଚ ପଦାଧିକାରୀ ସହଯୋଗର ପ୍ରତିଶ୍ରୁତି ଦେଇପାରନ୍ତି। ଶିଳ୍ପ, ବ୍ୟବସାୟ ଓ ପରିବହନରେ ଶିଥିଳତା ଦେଖାଦେବାରୁ ମନ ଭଲ ରହି…
ମେଷ ଆଜି ଦୁଃସ୍ଥାନସ୍ଥ କେତୁ ଯୁକ୍ତ ଶୁକ୍ର ବିଶେଷ ଭ୍ରମଣ ଓ ଖର୍ଚ୍ଚାନ୍ତ ହେତୁ ଅଶାନ୍ତ ରହିବେ। ପାରିବାରିକ ସମସ୍ୟା, ଯାନବାହନରେ କ୍ଷତିର ସମ୍ମୁଖୀନ ହୋଇପାରନ୍ତି। ଅବଶ୍ୟ…
ମେଷ ଆଜି କଲ୍ୟାଣଚନ୍ଦ୍ର ପ୍ରଭାବରୁ ସୁସ୍ଥ ମାନସିକତା ସହ ପାରିବାରିକ ଜୀବନ ପ୍ରୀତିପ୍ରଦ ରହିବ। ଦୂରସ୍ଥ ସନ୍ତାନଙ୍କ ପାଇଁ ମନ ଉଦ୍ବେଗ ରହିବ। ପ୍ରଶାସନ କିମ୍ବା ରାଜନୈତିକସ୍ତରରେ…
ମେଷ କର୍ମକ୍ଷେତ୍ରରେ ପୂର୍ବ ଶତ୍ରୁତାଜନିତ କୌଣସି ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ସ୍ବାସ୍ଥ୍ୟ ଭଲ ରହିବ କିନ୍ତୁ ସାମାଜିକସ୍ତରରେ ନିଜକୁ ଠିକ୍ ଭାବେ ଚଳାଇନେଇ ପାରିବେନାହିଁ। ଶନିଦୃଷ୍ଟ ଚନ୍ଦ୍ର…
ମେଷ ଆଜି ସବୁ ଭଲ ହେଲେ ମଧ୍ୟ ସ୍ପଷ୍ଟବାଦିତା ଯୋଗୁ ଅନ୍ୟମାନଙ୍କ ଚକ୍ଷୁଶୂଳ ହେବେ। ବାଣିଜ୍ୟ, ଯୋଗାଯୋଗ, ବନ୍ଧୁଙ୍କୁ ପ୍ରତୀକ୍ଷା ଏବଂ କାର୍ଯ୍ୟାରମ୍ଭ କ୍ଷେତ୍ରରେ ବ୍ୟତିକ୍ରମର ଆଶଙ୍କା…
ମେଷ ଆଜି ଦ୍ୱିଜା ନକ୍ଷତ୍ର ସାହାଯ୍ୟ, ସହଯୋଗ ଲାଭକରି ହାତକୁ ନେଇଥିବା କାମ ସମ୍ପନ୍ନ କରିପାରିବେ। ବନ୍ଧୁଙ୍କ ପରାମର୍ଶରେ ପରିବାରର ସହମତି ନେଇ କୌଣସି ଦୀର୍ଘମିଆଦୀ ଯୋଜନା…
ମେଷ ଆଜି ଅନୁକୂଳ ଗ୍ରହସ୍ଥିତି ସହିତ ସ୍ବଗୃହୀଚନ୍ଦ୍ର ପ୍ରଭାବରୁ ଆନୁଷ୍ଠାନିକ କାର୍ଯ୍ୟ, କର୍ମାରମ୍ଭ, ବନ୍ଧୁମିଳନର ସୁଯୋଗ ମିଳିବ। କୌଣସି ଭଲ କାମରେ ନିଜକୁ ନିୟୋଜିତ କରି ବିଶିଷ୍ଟ…