ମେଷ ଉନ୍ନତ ଚିନ୍ତା ଓ କାର୍ଯ୍ୟଦକ୍ଷତାକୁ ଉପରିସ୍ଥଙ୍କ ଅନୁକମ୍ପା ସହକର୍ମୀଙ୍କୁ ସୁହାଇ ନ ପାରେ। ବିଦେଶସ୍ଥ ଆତ୍ମୀୟଙ୍କ ସମସ୍ୟା ବିଷୟରେ ଦୁଶ୍ଚିନ୍ତା ପାରିବାରିକ ଅଶାନ୍ତିର କାରଣ ହେବ।…
ମେଷ ଆଜି ଦିନଟି ଗତାନୁଗତିକ ରୀତିରେ ଗଡି ଚାଲିବ। ଆର୍ଥିକ ଅଭିବୃଦ୍ଧି, ସ୍ବାସ୍ଥ୍ୟରେ ଉନ୍ନତି, ସ୍ଥଗିତ କାମରେ ଅଗ୍ରଗତି, ପାରିବାରିକ ସମସ୍ୟାର ସମାଧାନ କରି ଆଶ୍ୱସ୍ତି ଲାଭ…
ମେଷ ନୂଆ ବର୍ଷର ପହିଲି ଦିନରେ ଚନ୍ଦ୍ର କର୍ମ ସ୍ଥାନରେ ଅବସ୍ଥାନକରି ବନ୍ଧୁମିଳନରେ ଆନନ୍ଦ ପ୍ରଦାନ କରିବେ। ଉତ୍ତମ ସ୍ବାସ୍ଥ୍ୟ, ଉନ୍ନତ ଚିନ୍ତାଧାରା, ସୁନ୍ଦର ପାରିବାରିକ ସ୍ଥିତି…
ମେଷ ଆଜି ରବି ପୂର୍ବାଷାଢ଼ା ନକ୍ଷତ୍ରରେ ରହିଥିବାରୁ ବିଶିଷ୍ଟବ୍ୟକ୍ତିଙ୍କ ସହ ଆଲୋଚନା ଫଳପ୍ରଦ ହେବ। ପ୍ରତ୍ୟୁଷ ଯାତ୍ରା ସଙ୍ଗକୁ ମନେ ମନେ ଭାବୁଥିବା କାମରେ ସଫଳତା ପାଇବେ।…
ମେଷ କର୍ମଦକ୍ଷତା ହେତୁ ସାମାଜିକ ସ୍ତରରେ ସମ୍ମାନିତ ହେବେ। ଆଜି ସ୍ଥିର ନିଷ୍ପତ୍ତି ନେବାରେ ବନ୍ଧୁଙ୍କ ପୃଷ୍ଠପୋଷକତା ସହାୟକ ହେବ। ସବିଶେଷ ଆଲୋଚନାପୂର୍ବକ ପୂର୍ବ ସ୍ଥୀରିକୃତ ଯାନ,…
ମେଷ ସକାଳୁ ସକାଳୁ ପ୍ରିୟ ବ୍ୟକ୍ତିଟିର ଅନୁପସ୍ଥିତି ଆଶଙ୍କା କରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାତିତ ଭାବେ ପାଇ ଖୁସି ହୋଇଯିବେ। କର୍ମକ୍ଷେତ୍ରରେ…
ମେଷ ଆଜି ନୀଚସ୍ଥ ଚନ୍ଦ୍ର ଷଷ୍ଠାଧିପ ଯୁକ୍ତ କାରଣରୁ ପାରିବାରିକ କ୍ଷେତ୍ର ଅଶାନ୍ତ ରହିପାରେ। ସମ୍ପର୍କୀୟଙ୍କ ଦ୍ୱାରା କୌଣସି ସମସ୍ୟା ବିଷୟରେ ଚିନ୍ତିତ ରହିପାରନ୍ତି। ବନ୍ଧୁ ଦେଇଥିବା…
ମେଷ ଆଜି ମୁଖଭାବାଧିପତି ମଙ୍ଗଳ ଦୃଷ୍ଟ ଯୋଗୁ ଭାଇ, ବନ୍ଧୁ, ପଡ଼ୋଶୀଙ୍କ ସହ ଯୁକ୍ତିତର୍କରୁ ଅନର୍ଥ ଘଟିବାର ସମ୍ଭାବନା ରହିଛି। ତଥାପି ସାମ୍ବାଦିକତା, ଏଜେନ୍ଶିପ୍, ପରିବହନ, ବାଣିଜ୍ୟରେ…
ମେଷ ଦୀର୍ଘଦିନରୁ ଆଶା କରିଥିବା କାର୍ଯ୍ୟଟିରେ ସଫଳତା ପାଇବା ସକାଶେ କଷ୍ଟ କରିବାକୁ ପଡ଼ିପାରେ। ପିଲାଙ୍କ କଥା ନେଇ ମାନସିକ ସ୍ଥିତି ବିପନ୍ନ ହେବାର ସୂଚନା ରହିଛି।…
ମେଷ ହସ୍ତା ନକ୍ଷତ୍ରରେ ଚନ୍ଦ୍ର ଥିବାରୁ କୌଣସି ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। ଶେଷ ସମୟରେ କୌଣସି ସୁଯୋଗ ପାଇ ମଧ୍ୟ ହରାଇବା ସକାଶେ…