ମେଷ ଆଜିର ଗ୍ରହ ସ୍ଥିତି ଅନୁଯାୟୀ ଅସଜଡ଼ା ପରିବାର ଓ କର୍ମକ୍ଷେତ୍ର ସକାଶେ ଚିନ୍ତିତ ରହିବେ। ସଭାସମିତି ଏବଂ ଆଲୋଚନା କ୍ଷେତ୍ରରେ ବିଭିନ୍ନ ସମସ୍ୟାକୁ ପ୍ରତିହତ କରିପାରିବେ।…
ମେଷ ଆଜି ଚନ୍ଦ୍ର କ୍ଷେତ୍ରରେ ବୁଧଙ୍କ ସ୍ଥିତି ପ୍ରଭାବରୁ ପାରିବାରିକ କ୍ଷେତ୍ର ସମସ୍ୟାବହୁଳ ରହିବ। କର୍ମକ୍ଷେତ୍ରର ଅବ୍ୟବସ୍ଥାକୁ ନେଇ ମାନସିକ ଅସ୍ଥିରତା ପିଛା ଛାଡ଼ିବ ନାହିଁ। ଅନ୍ୟମାନେ…
ମେଷ ଅତୀତର ବିବାଦୀୟ ପରିସ୍ଥିତିକୁ ନେଇ ଟେନ୍ସନ ଲାଗି ରହିବ। ଟଙ୍କା ପଇସାକୁ କେନ୍ଦ୍ରକରି କିମ୍ବା ପର କଥା ଶୁଣି ଘରେ କଳହ ସୃଷ୍ଟି ହୋଇପାରେ। ଅଶ୍ୱିନୀ…
ମେଷ ଆଜି ଆଧ୍ୟାମତ୍ିକ ଗ୍ରହ ଶନିଶ୍ଚରଙ୍କ ରାଶି ପ୍ରତି ଦୃଷ୍ଟି ହେତୁ ମନରେ ଈଶ୍ୱରୀୟ ଭାବନା ଜାଗ୍ରତ ହୋଇପାରେ। ଆମତ୍ୀୟ, ବନ୍ଧୁ ପରିଜନ, ପଡୋଶୀଙ୍କୁ ନେଇ ମିଳନପର୍ବ…
ମେଷ ଆଜି ଶ୍ରୀଚନ୍ଦ୍ର କାରଣରୁ ବୈଷୟିକ ଅଭିବୃଦ୍ଧି ଘଟିବ। ପାରିବାରିକ ଜୀବନର ଦୁଃଖ, ସୁଖକୁ ମନ ଭିତରେ ଲୁଚାଇ ଅନ୍ୟମାନଙ୍କୁ ସୁହାଇଲା ଭଳି କଥା କହିବେ। କର୍ମକ୍ଷେତ୍ର…
ମେଷ କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକିଥିବା କାମରେ ଅଗ୍ରଗତି ଘଟିବ। ଗୁରୁଜନଙ୍କ କଥାରେ ପ୍ରଭାବିତ ହୋଇ ନୂତନ ଯୋଜନା ସକାଶେ ମନ ବଳାଇପାରନ୍ତି। ସମ୍ପର୍କୀୟମାନେ କାଳେ…
ମେଷ କୌଣସି ବନ୍ଧୁଙ୍କ ଜରିଆରେ ସମସ୍ୟା ସମାଧାନ ସହ ଆଲୋଚନା ଫଳବତୀ ହୋଇପାରେ। କୃତ୍ତିକା ନକ୍ଷତ୍ରର ପରିବାର, ସଭାସମିତି ତଥା କର୍ମକ୍ଷେତ୍ରରେ କୌଣସି ଅସୁବିଧା ହେବନାହିଁ। ଶିଳ୍ପ,…
ମେଷ ଆଜିର ଲାଭଭାବସ୍ଥ ଶନି ଯୁକ୍ତ ଚନ୍ଦ୍ର ହେତୁ ବନ୍ଧୁମିଳନ, କର୍ମକ୍ଷେତ୍ରରେ କାର୍ଯ୍ୟସିଦ୍ଧି ଓ ସାମାଜିକ ସ୍ତରରେ ସମ୍ମାନଲାଭ କରାଇବ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ମତାନ୍ତର କିମ୍ବା…
ମେଷ ଆଜି ଲାଭଭାବରେ ଶନିଙ୍କ ସହ ଚନ୍ଦ୍ରଙ୍କ ସ୍ଥିତି ହେତୁ ଯେଉଁ କାମରେ ହାତଦେବେ ସଫଳତା ପାଇବେ। ପ୍ରଶାସନିକ ସ୍ତରରେ ବିବାଦୀୟ ମନ୍ତବ୍ୟକୁ କେନ୍ଦ୍ରକରି ସମସ୍ୟା ଆଶଙ୍କା…
ମେଷ ଆଜି କର୍ମଭାବରେ ଚନ୍ଦ୍ର ରହିଥିବାରୁ ଯାହା ଚାହୁଁଛନ୍ତି, ତାହା ପାରିବାରେ ଅସୁବିଧା ହେବନାହିଁ। ଅଫିସି ସମସ୍ୟା ସୁଧୁରି ଯିବ। ବାଣିଜ୍ୟ, ପରିବହନ, ଆନୁଷ୍ଠାନିକ କାମ ସାଙ୍ଗକୁ…