Rasifala

ରାଶିଫଳ: ଗୁରୁବାର, ଜୁନ୍ ୪ ତାରିଖ – Daily Horoscope

ମେଷ ଆଜି ଯେଉଁ କାମ ଆରମ୍ଭ କରିବେ ସଫଳତା ପାଇବା କଷ୍ଟକର ହେବ। ଅବଶ୍ୟ ଯାତ୍ରା, ବାଣିଜ୍ୟ, ପରିବହନ କ୍ଷେତ୍ରରେ ପ୍ରତିବନ୍ଧକ କ୍ରମଶଃ ଦୂରେଇବାରେ ଲାଗିବ। ରାଜନୀତିରେ ଲୋକ ସମର୍ଥନ ଅବ୍ୟାହତ ରହିବା ଯୋଗୁ ବିଶେଷ ସମସ୍ୟା ଉପୁଜି ନ ପାରେ।…

ରାଶିଫଳ: ବୁଧବାର, ଜୁନ୍ ୩ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ କାମକୁ ସଫଳତାର ସହ ସମ୍ପନ୍ନ କରିବେ। ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ସହଯୋଗ, ସୁଖ ସମ୍ମାନ ପାଇ ଖୁସି ହେବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ, କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ଲାଭବାନ ହେବେ। ଋଣ ପରିଶୋଧ,ସନ୍ତାନଙ୍କ…

ରାଶିଫଳ: ମଙ୍ଗଳବାର, ଜୁନ୍ ୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟମାନଙ୍କୁ ଆପଣାର କରିବାରେ ସାହାଯ୍ୟ କରିବ। ପାରସ୍ପରିକ ଉତ୍ତମ ବୁଝାମଣା ହେତୁ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ପରିବାରରେ ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିପାରେ। ଶିକ୍ଷା ଓ ପରୀକ୍ଷାରେ…

ରାଶିଫଳ: ସୋମବାର, ଜୁନ୍ ୧ ତାରିଖ – Daily Horoscope

ମେଷ ଆଜିର ଅଷ୍ଟମ ଚନ୍ଦ୍ରଙ୍କ ମଙ୍ଗଳଦୃଷ୍ଟ ଯୋଗୁ ପାରିପାର୍ଶ୍ୱିକ ପରିସ୍ଥିତି ଓ ପରିବେଶ ଚିନ୍ତାଜନକ ରହିବ। ଦ୍ୱିଜା ନକ୍ଷତ୍ର ଜନ ସମାଜରେ ଆଦୃତି ଲାଭ ସାଙ୍ଗକୁ ଯାନବାହନ, ପ୍ରଶାସନ, ଜ୍ଞାନାର୍ଜନ ସକାଶେ ଚେଷ୍ଟିତ ହେବେ। ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ପ୍ରତିବନ୍ଧକ ଦୂରହେବ।…

ରାଶିଫଳ: ରବିବାର, ମେ ୩୧ ତାରିଖ – Daily Horoscope

ମେଷ ଆଜି ଅଷ୍ଟମ ଚନ୍ଦ୍ରଜନିତ ଖର୍ଚ୍ଚଭାରର ଆଧିକ୍ୟ, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ ରହିବେ। ସମ୍ପର୍କୀୟମାନେ ନିଆଁରେ ଘିଅ ଢାଳିଲା ପରି କଥା କହି ମାନସିକ ଆଘାତ ଦେଇପାରନ୍ତି। ଯାତ୍ରା, ପରିବହନ, ବ୍ୟବସାୟିକ ସ୍ଥିତି, କର୍ମକ୍ଷେତ୍ର ହାଲୁକା ରହିବ।…

ରାଶିଫଳ: ଶନିବାର, ମେ ୩୦ ତାରିଖ – Daily Horoscope

ମେଷ ପରିସ୍ଥିତିର ବିଷମତା କାରଣରୁ ପ୍ରତ୍ୟେକ କାର୍ଯ୍ୟରେ ବିବାଦୀୟ ସ୍ଥିତି ଉପତ୍ନ ହେବ। ଆବଶ୍ୟକତା ପୂରଣ ପାଇଁ କରଜ କରି କାମ ଚଳାଇ ନେବା ସକାଶେ ଚେଷ୍ଟା କରିପାରନ୍ତି। ପରିବହନ, ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ସୁଫଳ ପ୍ରାପ୍ତି ହେବାର ଆଶା ରହିଛି।…

ରାଶିଫଳ: ଶୁକ୍ରବାର, ମେ ୨୯ ତାରିଖ – Daily Horoscope

ମେଷ ଶାରୀରିକ ସୁସ୍ଥତା ଅକ୍ଷୁଣ୍ଣ ରହିବ। କର୍ମକ୍ଷେତ୍ରରେ ଅଭିଳଷିତ କାର୍ଯ୍ୟ ସମ୍ପାଦନ କରିବେ। ଆଜିର ଯାତ୍ରା, ବ୍ୟବସାୟ, ଗବେଷଣା, ସାହିତ୍ୟ ଓ ରଚନାତ୍ମକ କାମରେ ପ୍ରଶଂସିତ ହେବେ। ପାରିବାରିକ ସ୍ତରରେ ପିଲାଙ୍କ କଥାକୁ ନେଇ ମାନସିକ ସ୍ଥିତି ବିପନ୍ନ ହେବ। ନୂତନ…

ରାଶିଫଳ: ଗୁରୁବାର, ମେ ୨୮ ତାରିଖ – Daily Horoscope

ମେଷ ଆଜି ଖର୍ଚ୍ଚଭାରର ଆଧିକ୍ୟ, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ ରହିପାରନ୍ତି। ସମ୍ପର୍କୀୟ ନିଆଁରେ ଘିଅ ଢାଳିଲାପରି କଟୁକଥା କହି ମାନସିକ ଆଘାତ ଦେଇପାରନ୍ତି। ଅବଶ୍ୟ ଆପଣ ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନେଇ ପ୍ରତିଟି ସମସ୍ୟାକୁ ସୁଧାରି…

ରାଶିଫଳ: ବୁଧବାର, ମେ ୨୭ ତାରିଖ – Daily Horoscope

ମେଷ ଆଜି ସ୍ବନକ୍ଷତ୍ରସ୍ଥ ଚନ୍ଦ୍ର ଯୋଗୁ ସମାଜ କଲ୍ୟାଣ କାର୍ଯ୍ୟରେ, ଆନୁଷ୍ଠାନିକ କ୍ଷେତ୍ରରେ, ସଭାସମିତିରେ ସମ୍ମାନିତ ହେବେ। ଧାର୍ମିକ ମନୋଭାବ ନେଇ ସ୍ବେଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ କାମରେ ଅର୍ଥ ବ୍ୟୟ କରିପାରନ୍ତି। ଦୂରସ୍ଥ ସନ୍ତାନଙ୍କ ପାଇଁ ମନ ଉଦ୍‌ବେଗ ରହିବା…

ରାଶିଫଳ: ମଙ୍ଗଳବାର, ମେ ୨୬ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ହେତୁ ଯାହା କରିବେ ତାହା ନିର୍ବିଘ୍ନରେ ଫଳପ୍ରଦ ହେବ। ପାରିବାରିକ ଶାନ୍ତି, ସାମାଜିକ ସମ୍ମାନ ଏବଂ ଆନୁଷ୍ଠାନିକ କାମରେ ପ୍ରଶଂସିତ ହେବେ। ଲେଖାପଢ଼ା, ସାହିତ୍ୟ, ବ୍ୟବସାୟିକ ସ୍ଥିତି ଭଲ ରହିବ। କେତୁଙ୍କ କୁପ୍ରଭାବରୁ ବନ୍ଧୁଙ୍କ କାର୍ଯ୍ୟକଳାପରେ…

ରାଶିଫଳ: ସୋମବାର, ମେ ୨୫ ତାରିଖ – Daily Horoscope

ମେଷ ଆଜି ସହକର୍ମୀଙ୍କ ସହଭାଗିତାରୁ ସମସ୍ତ କାର୍ଯ୍ୟରେ ସିଦ୍ଧିଲାଭ ଘଟିବ। ରବି ବୁଧ ମୁଖଭାବରେ ଅବସ୍ଥାନ କରି ଅପ୍ରିୟ ସତ୍ୟଭାଷଣରୁ ପ୍ରତ୍ୟେକ ସ୍ତରରେ ସମସ୍ୟା ସୃଷ୍ଟି କରିବେ। ସାମାଜିକ ସ୍ତରରେ ଦକ୍ଷତାର ମୂଲ୍ୟାୟନ ହେବା ସାଙ୍ଗକୁ ପୁରସ୍କୃତ ହୋଇପାରନ୍ତି। ପରିବାରରେ ସାମୟିକ…

ରାଶିଫଳ: ରବିବାର, ମେ ୨୪ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ କେତୁଙ୍କ ସଂଯୋଗରୁ ବିଭିନ୍ନ କାରଣରୁ ମନ ଭଲ ରହିନପାରେ। ବନ୍ଧୁବାନ୍ଧବ, ସହକର୍ମୀ, କରଜ, ଟଙ୍କା ପଇସାକୁ କେନ୍ଦ୍ରକରି କଳହ ଲାଗିପାରେ। ଦୈହିକ ସ୍ବାସ୍ଥ୍ୟ ଓ ପିଲାଙ୍କ ବିବାହ ସମ୍ପର୍କୀୟ ଆଲୋଚନା କରିପାରନ୍ତି। ହିତୈଷୀଙ୍କ ଚେଷ୍ଟାରୁ ପାରିବାରିିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?