Rasifala

ରାଶିଫଳ: ମଙ୍ଗଳବାର , ଜୁନ୍ ୬ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ର ଓ ଆର୍ଥିକ ଦିଗଟି ଅନୁକୂଳ ରହିଲେ ମଧ୍ୟ କିଛିଟା ବ୍ୟତିକ୍ରମ ପରିଲକ୍ଷିତ ହୋଇପାରେ। ସବୁ କିଛି ଭଲ ମଧ୍ୟରେ ଅଶ୍ୱିନୀର ଖର୍ଚ୍ଚ ପରିମାଣ ବୃଦ୍ଧି, ଦୂରଯାତ୍ରା ଓ ସ୍ଥାନାନ୍ତରର ସୂଚନା ବିଦ୍ୟମାନ। ଭୁଲ୍‌ ବୁଝାମଣା କାରଣରୁ ମାନସିକ…

ରାଶିଫଳ: ସୋମବାର, ଜୁନ୍ ୫ ତାରିଖ – Daily Horoscope

ମେଷ ନବମ ଚନ୍ଦ୍ର ପ୍ରତ୍ୟୁଷ ଯାତ୍ରା ପ୍ରୀତିପ୍ରଦ ରହିବା ସାଙ୍ଗକୁ ଲକ୍ଷ୍ୟ ମଧ୍ୟ ପୂରଣ ହୋଇଯିବ। ଗତକାଲିଠାରୁ ଆପଣ ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ ପାଇଯିବେ। କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର କ୍ଷେତ୍ରରେ ସୁନାମ ଅର୍ଜନ…

ରାଶିଫଳ: ରବିବାର, ଜୁନ୍ ୪ ତାରିଖ – Daily Horoscope

ମେଷ ଅଷ୍ଟମ ଚନ୍ଦ୍ରଜନିତ ଯେଉଁ କାମ ଆଜି ଆରମ୍ଭ କରିବେ ସଫଳତା ଫାଇବା କଷ୍ଟ ହେବ। ଯାତ୍ରା, ବାଣିଜ୍ୟ, ବ୍ୟବସାୟ, ପରିବହନରେ ପ୍ରତିବନ୍ଧକ କ୍ରମଶଃ ଦୂରେଇବାରେ ଲାଗିବ। ରାଜନୀତିରେ ଲୋକ ସମର୍ଥନ ଅବ୍ୟାହତ ରହିବା ଯୋଗୁ ଆଗେଇଯିବେ। ପିଲାଙ୍କ ଉଚ୍ଚ ଶିକ୍ଷା…

ରାଶିଫଳ: ଶନିବାର, ଜୁନ୍ ୩ ତାରିଖ – Daily Horoscope

ମେଷ ବୁଧାଦିତ୍ୟ ଯୋଗଜନିତ ଆଜି ପ୍ରତ୍ୟେକ କାମକୁ ସଫଳତାର ସହ ସମ୍ପନ୍ନ କରିବେ। ବନ୍ଧୁଙ୍କ ନିମନ୍ତ୍ରଣ କ୍ରମେ ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭପୂର୍ବକ ସମ୍ମାନିତ ହେବେ। ଶିଳ୍ପ, ବ୍ୟବସାୟ, ପରିବହନ, କଳା, ସାହିତ୍ୟ, ସାମ୍ବାଦିକତା କ୍ଷେତ୍ରରେ ସଫଳ ହେବେ। ନିର୍ମାଣ, ପ୍ରକାଶନ,…

ରାଶିଫଳ: ଶୁକ୍ରବାର , ଜୁନ୍ ୨ ତାରିଖ – Daily Horoscope

ମେଷ ଆଜି ପରିସ୍ଥିତିବଶତଃ କଠୋର ବାକ୍ୟାଳାପରୁ ଦୂରେଇ ରହିବା ଭଲ। ଅନନ୍ୟୋପାୟ ହୋଇ ବିବାଦୀୟ ପରିସ୍ଥିତିର ଦୃଢ଼ ମୁକାବିଲାରେ ସମର୍ଥ ହେବେ । ପରଶ୍ରୀକାତର ବନ୍ଧୁଙ୍କ ପରୋକ୍ଷ ଶତ୍ରୁତା ପ୍ରତିପଦକ୍ଷେପରେ ବାଧା ସୃଷ୍ଟି କରିପାରେ। ନୂତନ ଗୃହୋପକରଣ କ୍ରୟ କରିପାରନ୍ତି। ବୃଷ…

ରାଶିଫଳ: ଗୁରୁବାର, ଜୁନ୍ ୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ କେନ୍ଦ୍ରସ୍ଥ ବୃହସ୍ପତି ଗଜକେଶରୀ ଯୋଗ ସୃଷ୍ଟି କରୁଥିବାରୁ ପ୍ରତ୍ୟେକ କାର୍ଯ୍ୟ ନିର୍ବିଘ୍ନରେ ସମ୍ପନ୍ନ ହେବ। ପାରିପାର୍ଶ୍ୱିକ ପରିସ୍ଥିତି ଓ ପରିବେଶ ଆପଣଙ୍କ ପାଇଁ ସୁଖଦ ଅନୁଭୂତି ଆଣିଦେବ। ଜନ ସମାଜରେ ଆଦୃତି ଲାଭ ସାଙ୍ଗକୁ ଯାନବାହନ, ପ୍ରଶାସନ,…

ରାଶିଫଳ: ବୁଧବାର, ମେ ୩୧ ତାରିଖ – Daily Horoscope

ମେଷ ଆଜି ବନ୍ଧୁମିଳନ ସହ କୌଣସି ଆନୁଷ୍ଠାନିକ କାମରେ ସାହାଯ୍ୟ କରି ପ୍ରଶଂସିତ ହେବେ। କିଛିଟା ଭଲ ସହ ଖର୍ଚ୍ଚଭାରର ଆଧିକ୍ୟ, ପୁରାତନ ରୋଗପୀଡ଼ା, ପୂର୍ବ ଶତ୍ରୁତାକୁ ନେଇ ଚିନ୍ତିତ ରହିପାରନ୍ତି। କୃତ୍ତିକା ନକ୍ଷତ୍ର ଠିକ୍‌ ନିଷ୍ପତ୍ତି ନେଇ ପ୍ରତିଟି ସମସ୍ୟାକୁ…

ରାଶିଫଳ: ମଙ୍ଗଳବାର, ମେ ୩୦ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ପାପଗ୍ରହ ଦୃଷ୍ଟିବର୍ଜିତ ହେତୁ ପ୍ରତ୍ୟେକ କାର୍ଯ୍ୟରେ ଶୁଭଫଳ ପାଇବେ। କିନ୍ତୁ କଥା କହିବାରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ତ ହେବାକୁ ପଡ଼ିବ। ଆଲୋଚନା କ୍ଷେତ୍ରରେ ଛୋଟ ଛୋଟ କଥାରେ ଚିହ୍ନା ପଡ଼ିଲେ ଅପଦସ୍ଥ ହେବେ। କଳା,ସାହିତ୍ୟ,ସଂସ୍କୃତି…

ରାଶିଫଳ: ସୋମବାର , ମେ ୨୯ ତାରିଖ – Daily Horoscope

ମେଷ ଆଜିର ଗ୍ରହସ୍ଥିତି ଅନୁକୂଳତା ରହିବା ବେଳେ ଅପରାହ୍ନରେ ପରିସ୍ଥିତି ବଦଳି ଯିବ। ଆଜିର ଯାତ୍ରା, ବ୍ୟବସାୟ, ଅଧ୍ୟୟନ, ଅଧ୍ୟାପନା, ଗବେଷଣା କଳା, ସାହିତ୍ୟ ଓ ରଚନାମତ୍କ କାମରେ ପ୍ରଶଂସିତ ହେବେ। ରାଜନୀତି, ସଭାସମିତି ତଥା ସାଙ୍ଗଠନିକ କାର୍ଯ୍ୟରେ ପ୍ରଶଂସିତ ହେବେ।…

ରାଶିଫଳ: ରବିବାର, ମେ ୨୮ ତାରିଖ – Daily Horoscope

ମେଷ ଆଜି ପ୍ରତି କ୍ଷେତ୍ରରେ ନିଜକୁ ଆଡ୍‌ଜଷ୍ଟ କରି ଚଳାଇ ନେବାରେ ସମର୍ଥ ହେବେ। ଯଦିଓ ବିଶେଷ କିଛି ଗୁରୁତର ସମସ୍ୟା ନାହିଁ, ତଥାପି ଅସୁସ୍ଥତା ଅନୁଭବ କରିପାରନ୍ତି। ସାମାଜିକ କ୍ଷେତ୍ରରେ ଅଟକିଥିବା କାମ ତ୍ୱରାନ୍ବିତ ହେବାରେ ବନ୍ଧୁ ସାହାଯ୍ୟ କରିବେ।…

ରାଶିଫଳ: ଶନିବାର, ମେ ୨୭ ତାରିଖ – Daily Horoscope

ମେଷ ସମାଜକଲ୍ୟାଣ କାର୍ଯ୍ୟରେ କିମ୍ବା ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନିତ ହେବେ। ଅ-ନାମାକ୍ଷର ସ୍ବେଚ୍ଛାକୃତ ଭାବରେ ଏକ ମହତ୍ତ୍ୱପୂର୍ଣ୍ଣ କାମରେ ଅର୍ଥ ବ୍ୟୟ କରିପାରନ୍ତି। ଦୂରସ୍ଥ ସନ୍ତାନଙ୍କ ପାଇଁ ମନ ଉଦ୍‌ବେଗ ରହିବା ଫଳରେ ମାନସିକ ଅସ୍ଥିରତା ଭିତରେ ଚଳିବାକୁ ବାଧ୍ୟ ହେବେ।…

ରାଶିଫଳ: ଶୁକ୍ରବାର, ମେ ୨୬ ତାରିଖ – Daily Horoscope

ମେଷ ଆଜି କଲ୍ୟାଣ ଚନ୍ଦ୍ର ହେତୁ ଯାହା କରିବେ ନିର୍ବିଘ୍ନରେ ଫଳପ୍ରଦ ହେବ। କିନ୍ତୁ ଚୁ -ନାମାକ୍ଷର ବ୍ୟକ୍ତିଙ୍କ ମାନସିକ ସ୍ଥିତି ଦୁର୍ବଳ ରହିବ। ପାରିବାରିକ ସମସ୍ୟା,ପରିବହନରେ ଝଗଡ଼ା, ଯାନବାହନରେ କ୍ଷତିର ସମ୍ଭାବନା ହେତୁ ସତର୍କତା ରକ୍ଷା କରିବା ଭଲ। କର୍ମକ୍ଷେତ୍ରସ୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?