ରାଶିଫଳ: ସୋମବାର , ନଭେମ୍ବର ୧୪ ତାରିଖ – Daily Horoscope
ମେଷ ପ୍ରିୟଜନମାନଙ୍କ ସହିତ ଆଜିର ଯାତ୍ରା ଓ ସାନ୍ଧ୍ୟ ଭ୍ରମଣରେ ଅଭିଳଷିତ ଫଳ ପାଇବେ। ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧିର ସମ୍ଭାବନା ରହିଛି। କଠୋର ପରିଶ୍ରମଜନିତ ଶାରୀରିକ ଅସୁସ୍ଥତା ଅନୁଭବ କରିପାରନ୍ତି । ଭୁଲ୍ ବୁଝାମଣା କାରଣରୁ…
ରାଶିଫଳ: ରବିବାର, ନଭେମ୍ବର ୧୩ ତାରିଖ – Daily Horoscope
ମେଷ ଆଜିର ଚନ୍ଦ୍ରମଙ୍ଗଳ ଯୋଗ ଏକାଧାରରେ ଶାରୀରିକ, ମାନସିକ ଓ ଆର୍ଥିକ ଦିଗର ପୁଷ୍ଟିସାଧନ କରିବ। ବିବାଦୀୟ ପରିସ୍ଥିତିରେ ଅବୁଝା ବନ୍ଧୁଙ୍କ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ଯାତ୍ରା, ବାଣିଜ୍ୟ, କ୍ରୟବିକ୍ରୟ କ୍ଷେତ୍ରରେ ସତର୍କତା ଅବଲମ୍ବନ…
ରାଶିଫଳ: ଶନିବାର, ନଭେମ୍ବର ୧୨ ତାରିଖ – Daily Horoscope
ମେଷ ଆଜି ବନ୍ଧୁଙ୍କ ସହ ଆନୁଷ୍ଠାନିକ କାର୍ଯ୍ୟ ପରିପ୍ରେକ୍ଷୀରେ ସୁମଧୁର ଅନୁଭୂତିକୁ ନେଇ ଦିନଟିକୁ ବିତାଇବେ। କିନ୍ତୁ କୃତ୍ତିକା ନକ୍ଷତ୍ରର ସାମୟିକ ଭାବରେ ଗୃହ, ଭୂମି, ଗାଡ଼ି, ମୋଟର ସମ୍ପର୍କୀୟ ସମସ୍ୟା ଲାଗିରହିବ। ଜଣେ ହିତୈଷୀଙ୍କ ଚେଷ୍ଟାରୁ ପାରିବାରିିକ ସମସ୍ୟାର ସମାଧାନ…
ରାଶିଫଳ: ଶୁକ୍ରବାର , ନଭେମ୍ବର ୧୧ ତାରିଖ – Daily Horoscope
ମେଷ ଆଜି କୌଣସି ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ। ଆର୍ଥିକ ସଙ୍କଟ ରହିଥିଲେ ମଧ୍ୟ ସରକାରୀ ସ୍ତରରୁ ସାହାଯ୍ୟ ନିଶ୍ଚିତ ପାଇବେ। ପୂର୍ବ ସ୍ଥିରୀକୃତ ନୂତନ ଯୋଜନା ଆରମ୍ଭ କରିବା ସକାଶେ ମନ ବଳାଇପାରନ୍ତି। ନିକଟ…
ରାଶିଫଳ: ଗୁରୁବାର, ନଭେମ୍ବର ୧୦ ତାରିଖ – Daily Horoscope
ମେଷ ଉଚ୍ଚସ୍ଥ ଚନ୍ଦ୍ରଙ୍କ ସୁପ୍ରଭାବରୁ କର୍ମକ୍ଷେତ୍ରରେ ଅଗ୍ରଗତି ବେଶ୍ ଦ୍ରୁତ ହେବ। ଭ୍ରାତୃବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇ ପାରିବାରିକ ଅଶାନ୍ତି ଦେଖାଦେଇପାରେ। ଅଫିସ୍ରେ ସ୍ଥଗିତ କାମ ପାଇଁ ଅନ୍ୟକୁ କୈଫିୟତ୍ ଦେବାକୁ ପଡ଼ିବ। ନୂତନ ଯାନବାହନ କ୍ରୟ ସକାଶେ ମନ…
ରାଶିଫଳ: ବୁଧବାର, ନଭେମ୍ବର ୯ ତାରିଖ – Daily Horoscope
ମେଷ ଧନାଧିପତିଙ୍କ ଚତୁଃଗ୍ରହ ଯୋଗ କାରଣରୁ ଅର୍ଥନୈତିକ ଅଭିବୃଦ୍ଧି ସାଙ୍ଗକୁ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ନିଜ ବ୍ୟବହାର୍ଯ୍ୟ ଜିନିଷ ପରକୁ ଦେଇ ଅପଦସ୍ଥ ହୋଇପାରନ୍ତି। ସଭାସମିତିରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଇ ପ୍ରଶଂସିତ ହେବେ। ସ୍ବାସ୍ଥ୍ୟ ସମସ୍ୟା ହେତୁ ମାନସିକ ସ୍ତରରେ…
ରାଶିଫଳ: ମଙ୍ଗଳବାର, ନଭେମ୍ବର ୮ ତାରିଖ – Daily Horoscope
ମେଷ ନିଜ ପରିସରରେ ଅନ୍ୟମାନଙ୍କ ସକାଶେ ପରାମର୍ଶ ଦାତା ହୋଇ ପ୍ରଶଂସିତ ହେବେ। ବାଣିଜ୍ୟ, ବ୍ୟବସାୟ ଓ କଳାସାହିତ୍ୟରେ ସମସ୍ୟା ସମାଧାନ ହେବ। ରାଜନୀତି , ଯାତ୍ରା ଓ କଚେରି ମାମଲାରେ ଆଶାଜନକ ଫଳ ପାଇବେ। ଅର୍ଥଲାଭ, ଶାରୀରିକ ସୁସ୍ଥତା, ବନ୍ଧୁଙ୍କ…
ରାଶିଫଳ: ସୋମବାର, ନଭେମ୍ବର ୭ ତାରିଖ – Daily Horoscope
ମେଷ ଆଜି ରାଶିରେ ଚନ୍ଦ୍ର ସହ ରାହୁଙ୍କ ଅବସ୍ଥାନ କାରଣରୁ ପାରିବାରିକ ଅଶାନ୍ତି ଦେଖାଦେଇପାରେ। ମାନସିକ ସ୍ଥିତି ଭଲ ନ ଥିବା କାରଣରୁ ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ବିବାଦର ସମ୍ମୁଖୀନ ହୋଇପାରନ୍ତି। ପୂର୍ବରାଗକୁ ସ୍ମରଣ କରି ଆତ୍ମୀୟସ୍ବଜନ ଦୂରେଇ ଯାଇପାରନ୍ତି।…
ରାଶିଫଳ: ରବିବାର, ନଭେମ୍ବର ୬ ତାରିଖ – Daily Horoscope
ମେଷ ସପ୍ତମ କେନ୍ଦ୍ରସ୍ଥ ଗ୍ରହ ପ୍ରଭାବରୁ ଆକସ୍ମିକ ଭାବରେ ଯାତ୍ରା କରିବାକୁ ବାଧ୍ୟ ହେବେ। ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍ ହୋଇଯିବ। ସହକର୍ମୀଙ୍କ ସହିତ ଅର୍ଥ ସମ୍ପର୍କକୁ କେନ୍ଦ୍ର କରି ତର୍କର ସମ୍ମୁଖୀନ ହୋଇପାରନ୍ତି। ଆପୋସ ମିଳାମିଶାରୁ ପାରିବାରିିକ ସମସ୍ୟାର…
ରାଶିଫଳ: ଶନିବାର, ନଭେମ୍ବର ୫ ତାରିଖ – Daily Horoscope
ମେଷ କର୍ମକ୍ଷେତ୍ରରେ କୌଣସି ବିଜାତୀୟ ବ୍ୟକ୍ତି ସମସ୍ୟା ସୃଷ୍ଟି କରିପାରନ୍ତି। ବିବାଦୀୟ ପରିସ୍ଥିତିରେ ଜଣେ ଗୌରବର୍ଣ୍ଣ ବ୍ୟକ୍ତି ସାହାଯ୍ୟ କରିବେ। କଳା, ସାହିତ୍ୟଚର୍ଚ୍ଚା, ସାଂସ୍କୃତିକ କାର୍ଯ୍ୟକ୍ରମରେ ସାମିଲ୍ ହୋଇପାରନ୍ତି। ପାରିବାରିିକ ପ୍ରତିରୋଧ କାମକୁ ବିଶୃଙ୍ଖଳିତ କରିପାରେ। ବୃଷ ବିଭିନ୍ନ ସମସ୍ୟାଗ୍ରସ୍ତ କାରଣରୁ…
ରାଶିଫଳ: ଶୁକ୍ରବାର, ନଭେମ୍ବର ୪ ତାରିଖ – Daily Horoscope
ମେଷ ଆଜି ରାହୁ ଓ ଚନ୍ଦ୍ର କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ସାମାନ୍ୟ ତିକ୍ତତା ସୃଷ୍ଟି ହୋଇପାରେ। ସାମାଜିକ ସ୍ତରରେ ମନଭୁଲାଣିଆ କଥା କହି ପରିସ୍ଥିତିକୁ ସମ୍ଭାଳି ନେବେ। ବ୍ୟବସାୟରେ ମାନମନାନ୍ତର ଦେଖା ଦେଇପାରେ। ସାହିତ୍ୟ, ସଙ୍ଗୀତ କ୍ଷେତ୍ରରୁ ସୁଫଳ ମିଳିବ। ପ୍ରତ୍ୟେକ…
ରାଶିଫଳ: ଗୁରୁବାର, ନଭେମ୍ବର ୩ ତାରିଖ – Daily Horoscope
ମେଷ ଅଶ୍ୱିନୀ ନକ୍ଷତ୍ରର କେତେକ ସାମାନ୍ୟ ଭୁଲ୍ରୁ କାମଗୁଡ଼ିକ ବିଶୃଙ୍ଖଳିତ ହୋଇପାରେ। ମଉଜିଆ କଥା କହି ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇବାରେ ସମର୍ଥ ହେବେ । ବାଟରେ ଯିବା ସମୟରେ ବନ୍ଧୁଙ୍କୁ ଭେଟିପାରନ୍ତି । ବିଭିନ୍ନ କ୍ଷେତ୍ରରେ ମତାନ୍ତରଜନିତ ପାରିବାରିକ ଅସହଯୋଗରୁ…
Archives


