Rasifala

ରାଶିଫଳ: ରବିବାର, ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଅଶ୍ୱିନୀ ନକ୍ଷତ୍ରର ଦୈହିକ ଦୁର୍ବଳତା ସାଙ୍ଗକୁ ନୈରାଶ୍ୟ ବ୍ୟସ୍ତ ଓ ବିବ୍ରତ କରାଇପାରେ। ସଠିକ୍‌ ବୁଝାମଣା ମାଧ୍ୟମରେ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଟଙ୍କା ଭିନ୍ନ…

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ସ୍ବଗୃହୀ ବୁଧ ଓ ବୃହସ୍ପତିଙ୍କ ପାରଷ୍ପରିକ ସମଦୃଷ୍ଟି କର୍ମାରମ୍ଭ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଶୁଭ ହେବ। ମତାନ୍ତର କିମ୍ବା ମନାନ୍ତରଜନିତ ମାନସିକ ଅଶାନ୍ତିର ଆଶଙ୍କା ମଧ୍ୟ ରହିଛି। ତଥାପି ଆପଣ ପ୍ରତ୍ୟେକ…

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୧୬ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ମଙ୍ଗଳ ସଂଯୋଗରୁ ଆର୍ଥିକ ଅଭିବୃଦ୍ଧି ସହ ପାରିବାରିକ ଜୀବନ ପ୍ରୀତିପ୍ରଦ ରହିବ। ପିଲାଙ୍କ ସ୍ବାସ୍ଥ୍ୟ ସମସ୍ୟା ନେଇ ମାନସିକ ସ୍ଥିତି ବିପନ୍ନ ହୋଇପାରେ। ଘରଭଡ଼ାକୁ କେନ୍ଦ୍ରକରି ସାମାନ୍ୟ ଝଗଡ଼ା ସୃଷ୍ଟି ହେବାର ଆଶଙ୍କା ରହିଛି । କଳକାରଖାନାରେ…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୫ ତାରିଖ – Daily Horoscope

ମେଷ ପରିବାରର ସହମତି ଓ ସହଯୋଗ ଆପଣଙ୍କ କାମ ଲାଗି ଅନୁକୂଳ ପରିବେଶ ସୃଷ୍ଟି କରିବ। ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବେ। ପାଖକୁ ଆସିପାରି ନ ଥିବା ଜିନିଷଟି ପାଇଁ ତର୍କ ଓ ବିବାଦ ବଢ଼ିପାରେ।…

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜି ରାହୁ ଯୁକ୍ତ ଚନ୍ଦ୍ର ରାଶିରେ ରହୁଥିବାରୁ ଦୈହିକ ଓ ମାନସିକ ସୁସ୍ଥତା ବ୍ୟାହତ ହେବ। ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟ ଓ ଆନୁଷ୍ଠାନିକ କାମରେ ସଫଳତା ମିଳିବ। ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ…

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବେ । ଅବହେଳା କାରଣରୁ ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇପାରେ। ପ୍ରଶାସନ, ଆଇନ ଅଦାଲତ, ସଭା ସମିତି ଓ ରପ୍ତାନି ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଉପକୃତ ହେବେ। ଜନକଲ୍ୟାଣ ଦିଗରେ…

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡ଼ିପାରେ । ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାର କଥା କହୁଥିବା ଶୁଣିବାକୁ ପାଇବେ। ଆର୍ଥିକ ସ୍ଥିତି ଦୁର୍ବଳ ହେତୁ ତାହାହିଁ ଚିନ୍ତାର କାରଣ ହୋଇପାରେ । ପରିବାରରେ ଅବସ୍ଥା…

ରାଶିଫଳ: ରବିବାର, ସେପ୍ଟେମ୍ବର ୧୧ ତାରିଖ – Daily Horoscope

ମେଷ ଆଜି ପାରିବାରିକ ଓ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବ। ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ଦ୍ୱିଜା ନକ୍ଷତ୍ରର ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ, ଆନୁଷ୍ଠାନିକ କାମ ତଥା ମାଙ୍ଗଳିକ କାର୍ଯ୍ୟରେ ବ୍ୟସ୍ତତା…

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୦ ତାରିଖ – Daily Horoscope

ମେଷ ଆଜି ମାନସିକ ଅସ୍ଥିରତା କାରଣରୁ ଉଦ୍‌ବେଗ ଲାଗି ରହିବ । କୌଣସି ବନ୍ଧୁ ସ୍ବତଃପ୍ରବୃତ୍ତ ଭାବରେ ସାହାଯ୍ୟ କରିବାକୁ ଆଗେଇ ଆସିବାର ସମ୍ଭାବନା ରହିଛି । ଶିକ୍ଷା, ପରୀକ୍ଷାରେ ଭଲ କରିଥିବାରୁ ସନ୍ତାନଙ୍କ ଖୁସିରେ ଖୁସି ହୋଇପାରନ୍ତି। ଅଫିସ୍‌ରେ ସ୍ଥଗିତ…

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୯ ତାରିଖ – Daily Horoscope

ମେଷ ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ଭୋଗବିଳାସ ସମ୍ପର୍କିତ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ। ବନ୍ଧୁବାନ୍ଧବ, ସହକର୍ମୀଙ୍କ ସହ ଧାର କରଜକୁ କେନ୍ଦ୍ରକରି କଳହର ସମ୍ଭାବନା ଦେଖାଦେବ। ସ୍ବାସ୍ଥ୍ୟ ଓ ପିଲାମାନଙ୍କ ବିବାହ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୮ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ଚନ୍ଦ୍ର ହେତୁ ଯାହା ଖୋଜୁଛନ୍ତି ତାହା ପାଇବେ ଏବଂ ଅଭିଳାଷ ନିଶ୍ଚିତ ପୂରଣ ହୋଇଯିବ। ଅଫିସରେ କୌଣସି ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ। ନୂତନ ଯୋଜନା ସକାଶେ ମନ ବଳାଇବେ। ପଡ଼ୋଶୀ…

ରାଶିଫଳ: ବୁଧବାର, ସେପ୍ଟେମ୍ବର ୭ ତାରିଖ – Daily Horoscope

ମେଷ ଆଜି ପରିସ୍ଥିତିବଶତଃ କରଜ କରିବାକୁ ବନ୍ଧୁଙ୍କୁ ସାହାଯ୍ୟ କରିବା ସକାଶେ ଅନୁରୋଧ କରିପାରନ୍ତି। ବିଶେଷ ଭ୍ରମଣଜନିତ ଅବସାଦ ଦେଖାଦେଇପାରେ। ଶନିଯୁକ୍ତ ଚନ୍ଦ୍ର ହେତୁ ବନ୍ଧୁଗହଣରେ ନୂତନ ସ୍ଥାନ ପରିଦର୍ଶନରେ ଯାଇପାରନ୍ତି। ବ୍ୟବସାୟ, ପରିବହନ ବିଶେଷ ସନ୍ତୋଷଜନକ ହୋଇ ନ ପାରେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri