Rasifala

ରାଶିଫଳ: ରବିବାର, ଏପ୍ରିଲ ୧୬ ତାରିଖ – Daily Horoscope

ମେଷ ସାହାଯ୍ୟ ସହଯୋଗ ପାଉଥିବା ଲୋକଟି ସାଧାରଣ ସ୍ୱାର୍ଥହାନି ହେତୁ କୁତ୍ସାରଟନା କରିବାକୁ ପଛାଇବ ନାହିଁ। ଅଶ୍ୱିନୀ ନକ୍ଷତ୍ରର ପରିବାରରେ ପ୍ରତିକୂଳ ପରିସ୍ଥିତିର ଚାପ ବଢ଼ିପାରେ। ପୂର୍ବ ଯୋଜନା ଅନୁଯାୟୀ କର୍ମକ୍ଷେତ୍ରସ୍ଥ ପରିସ୍ଥିତିକୁ ସାମ୍‌ନା କରିବାକୁ ଚେଷ୍ଟାକଲେ ଉପକୃତ ହେବେ। ଆଲୋଚନା…

ରାଶିଫଳ: ଶନିବାର, ଏପ୍ରିଲ ୧୫ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ମକରସ୍ଥ ଯୋଗୁ ବନ୍ଧୁଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ସାମିଲ ହୋଇପାରନ୍ତି। ରାଜନୈତିକ, ଆନୁଷ୍ଠାନିକ ତଥା ସାଂଗଠନିକ ସ୍ଥିତି ମଜଭୁତ ରହିବ। ଶୁକ୍ରଙ୍କ ପ୍ରଭାବରେ ପାରିବାରିକ ଜୀବନରେ ସ୍ଥିରତା ଅକ୍ଷୁଣ୍ଣ ରଖିବାରେ ସମର୍ଥ ହେବେ। ଧନ ସ୍ଥାନରେ ଶୁକ୍ର…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧୪ ତାରିଖ – Daily Horoscope

ମେଷ ପ୍ରତ୍ୟେକ କାମକୁ ଶୃଙ୍ଖଳିତ ଭାବରେ ସମାପନ କରିବାରେ ସଫଳ ହେବେ। ସ୍ବାସ୍ଥ୍ୟ ସମସ୍ୟା ଅପରିବର୍ତ୍ତିତ ରହିଲେ ମଧ୍ୟ ସାମୟିକ ଅସୁସ୍ଥତା ଅନୁଭବ କରିବେ। ଆଜି ଦୋକାନବାଡ଼ି, ଗାଡ଼ିମୋଟର କିଣାବିକା ପ୍ରଭୃତି ପ୍ରତ୍ୟେକ କାମରେ ଶୁଭଫଳ ମିଳିବ। ପରିସ୍ଥିତି ବଶତଃ ଭଟ୍ଟା…

ରାଶିଫଳ: ଗୁରୁବାର, ଏପ୍ରିଲ ୧୩ ତାରିଖ – Daily Horoscope

ମେଷ ପରିବାରର ଖର୍ଚ୍ଚଭାର କ୍ରମଶଃ ବୃଦ୍ଧି ପାଇବା ଯୋଗୁ ଚିନ୍ତାପ୍ରକଟ କରିପାରନ୍ତି। ନିଜର କେତେକ କୃତକର୍ମ ସକାଶେ ଅନୁତାପ କରିବାକୁ ପଡିପାରେ। ଉଚ୍ଚ କର୍ତ୍ତୃପକ୍ଷଙ୍କ ଶୁଭଦୃଷ୍ଟିରୁ ବିବାଦୀୟ ଘଟଣାର ଦିଗ ହଠାତ୍‌ ବଦଳି ଯାଇପାରେ। କଳା, ସାହିତ୍ୟ, ଚଳଚ୍ଚିତ୍ର କ୍ଷେତ୍ରରେ ସାମାନ୍ୟ…

ରାଶିଫଳ: ବୁଧବାର, ଏପ୍ରିଲ ୧୨ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ସ୍ଥଗିତ କାର୍ଯ୍ୟଗୁଡ଼ିକୁ ସମ୍ପନ୍ନ କରିବାକୁ ବାଧ୍ୟ ହେବେ। ସାମୂହିକ ଆଲୋଚନା, ସଭାସମିତି, ସତ୍‌ସଙ୍ଗ, ଆଲୋଚନା, ଭ୍ରମଣ ହେତୁକ ଖୁସୀ ରହିପାରନ୍ତି। ସାହିପଡ଼ୋଶୀ, ବନ୍ଧୁବାନ୍ଧବ, ସହକର୍ମୀଙ୍କ ସମ୍ପର୍କରେ ନୂ୍ୟନତା ପରିଲକ୍ଷିତ ହୋଇପାରେ। ପିଲାଙ୍କ ବିବାହ ନେଇ ବନ୍ଧୁଙ୍କ ସହ…

ରାଶିଫଳ: ମଙ୍ଗଳବାର , ଏପ୍ରିଲ ୧୧ ତାରିଖ – Daily Horoscope

ମେଷ ଦ୍ୱିଜା ନକ୍ଷତ୍ରର କାର୍ଯ୍ୟସିଦ୍ଧିରୁ ମନ ପ୍ରଫୁଲ୍ଲିତ ରହିବ। ନୂତନ ସ୍ଥାନ ବୁଲିଯିବାର ସୁଯୋଗ ମିଳିବ। ବନ୍ଧୁ ସହଯୋଗ ଓ ସମ୍ମାନ ପାଇ ଖୁସି ହେବେ। କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ। ଶିଳ୍ପ, ବାଣିଜ୍ୟ, ସାହିତ୍ୟ,…

ରାଶିଫଳ: ସୋମବାର, ଏପ୍ରିଲ ୧୦ ତାରିଖ – Daily Horoscope

ମେଷ ଆଜି ଆପଣଙ୍କୁ ଅର୍ଥ ସଂକଟ ମଧ୍ୟରେ ଗତି କରିବାକୁହିଁ ପଡିବ। ଦିନ ମଧ୍ୟରେ ବିଶେଷ ଭ୍ରମଣ ଜନିତ ଶାରିରୀକ କ୍ଳାନ୍ତି ଓ ଅବସାଦ ସାୟାହ୍ନେ ଅନୁଭବ କରିବେ। ବନ୍ଧୁଙ୍କ ଗହଣରେ ନୂତନ ସ୍ଥାନ ପରିଦର୍ଶନରେ ଯିବାର ସୂଚନା ରହିଛି। ବ୍ୟବସାୟିକ…

ରାଶିଫଳ: ରବିବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଯାତ୍ରା ସମୟରେ ଜଣେ ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ। ସରକାରୀ ସ୍ତରରୁ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧିର ସମ୍ଭାବନା ରହିଛି। ଭୁଲ୍‌ ବୁଝାମଣା ଯୋଗୁ କୌଣସି…

ରାଶିଫଳ: ଶନିବାର , ଏପ୍ରିଲ ୮ ତାରିଖ – Daily Horoscope

ମେଷ କୌଣସି କଥାକୁ ଠିକ୍‌ ଭାବରେ ନ ବୁଝି ଅଯଥା ବିରକ୍ତ ହୋଇପାରନ୍ତି। ପାରିବାରିକ କ୍ଷେତ୍ରରେ ସମସ୍ୟା ସମାଧାନ ପାଇଁ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। ପରିବହନରେ ଝଗଡ଼ାର ଆଶଙ୍କା କିନ୍ତୁ ବାଣିଜ୍ୟ, ବ୍ୟବସାୟରେ ସଫଳତା ହାସଲ କରିବେ। ନୂତନ…

ରାଶିଫଳ: ଶୁକ୍ରବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରର କୌଣସି କାମ ପ୍ରତି ଉତ୍ସାହ ରହିବ ନାହିଁ। ବନ୍ଧୁ ପରିଜନଙ୍କ ସହ ଆଜିର ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଫଳ ପାଇବେ। କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ। ଈର୍ଷାପରାୟଣ ବ୍ୟକ୍ତିମାନେ ପରୋକ୍ଷ…

ରାଶିଫଳ: ଗୁରୁବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ କୌଶଳ ପ୍ରୟୋଗ କରି ମନବୁଝିଲା ଭଳି କଥା କହି ବନ୍ଧୁଙ୍କୁ ଆପଣେଇ ନେବେ। କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ। ସାମାଜିକ ସ୍ତରରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିବ। କଳା, ସାହିତ୍ୟ, ଚଳଚ୍ଚିତ୍ର ତଥା…

ରାଶିଫଳ: ବୁଧବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜି ଶୁଭଚନ୍ଦ୍ର ପ୍ରଭାବରୁ ଆପଣଙ୍କର ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କାମ ହାସଲ କରିବେ। ସହକର୍ମୀଙ୍କ ଆନୁଗତ୍ୟ ଫଳରେ କର୍ମକ୍ଷେତ୍ରରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ମିଳିବ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?