Rasifala

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୨୭ ତାରିଖ – Daily Horoscope

ମେଷ ସ୍ବନକ୍ଷତ୍ରସ୍ଥ ଚନ୍ଦ୍ରଙ୍କ ପ୍ରତି ଶନିଙ୍କ ପ୍ରତ୍ୟକ୍ଷ ଦୃଷ୍ଟିଜନିତ ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡ଼ିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବା ଶୁଣିବାକୁ ପାଇବେ। ଆର୍ଥିକ ସ୍ଥିତି ଚିନ୍ତାର କାରଣ ହୋଇପାରେ । ପରିବାରରେ ଅବସ୍ଥା…

ରାଶିଫଳ: ସୋମବାର, ସେପ୍ଟେମ୍ବର ୨୬ ତାରିଖ – Daily Horoscope

ମେଷ ଆଜି ଧନ ସ୍ଥାନରେ ମଙ୍ଗଳ ଗ୍ରହ ଅବସ୍ଥାନ କରି ଅର୍ଥ ସମ୍ପର୍କିତ ସମସ୍ୟାକୁ ସୁଧାରି ନେବାରେ ଚେଷ୍ଟା କରିବେ। ଅବଶ୍ୟ ଏଥିପାଇଁ ଧାରକରଜ କରାଇଦେବାକୁ ବନ୍ଧୁଙ୍କୁ ଅନୁରୋଧ କରିପାରନ୍ତି। ଦିନ ମଧ୍ୟରେ ବିଶେଷ ଭ୍ରମଣଜନିତ ଶାରୀରିକ କ୍ଳାନ୍ତି ଓ ଅବସାଦ…

ରାଶିଫଳ: ରବିବାର, ସେପ୍ଟେମ୍ବର ୨୫ ତାରିଖ – Daily Horoscope

ମେଷ ଆଜି ସକାଳୁ ବନ୍ଧୁଙ୍କ ସାହାଯ୍ୟରୁ କାର୍ଯ୍ୟସିଦ୍ଧି ଘଟିବ। ଅଶ୍ୱିନୀ ନକ୍ଷତ୍ର ପାଇଁ ଗୃହ, ଭୂମି, ଗାଡ଼ି, ମୋଟର, ବନ୍ଧୁବାନ୍ଧବ, ସହକର୍ମୀ, ଧାରକରଜ, ଟଙ୍କା ପଇସା ପ୍ରଭୃତିକୁ କେନ୍ଦ୍ର କରି କଳହର ସମ୍ଭାବନା ମଧ୍ୟ ଦେଖାଦେଇପାରେ। ସ୍ବାସ୍ଥ୍ୟ ଓ ପିଲାମାନଙ୍କ ବିବାହ…

ରାଶିଫଳ: ଶନିବାର, ସେପ୍ଟେମ୍ବର ୨୪ ତାରିଖ – Daily Horoscope

ମେଷ ଆଜିର ପୂର୍ବାହ୍ନରେ କୌଣସି ବନ୍ଧୁ ସ୍ବତଃପ୍ରବୃତ୍ତ ଭାବରେ ସାହାଯ୍ୟ କରିବାକୁ ଆଗେଇ ଆସିବେ। କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ସହ ସହମତିରେ କାର୍ଯ୍ୟକଲେ ସଫଳତା ପାଇବେ। ପରିବାରରେ ସନ୍ତାନଙ୍କ କୃତି ଓ କୃତିତ୍ୱରେ ଖୁସି ହୋଇପାରନ୍ତି। ଅଫିସ୍‌ରେ ସ୍ଥଗିତ କାମ ପାଇଁ ଅନ୍ୟକୁ…

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୨୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ସମସ୍ୟା ସମାଧାନ ପାଇଁ ଅନୁକୂଳ ବାତାବରଣ ସୃଷ୍ଟି ହୋଇଯିବ। ସଭାସମିତିରେ ଉନ୍ନତ ମାନର ଆଲୋଚନା, ପାରିବାରିକ ସଦ୍‌ଭାବ ପାଇବେ। ମଧ୍ୟାହ୍ନରେ ବନ୍ଧୁମାନଙ୍କ ସହଯୋଗରେ ଅଟକି ରହିଯାଇଥିବା ଅଫିସ କାର୍ଯ୍ୟ ତ୍ୱରାନ୍ବିତ ହେବ। କୃତ୍ତିକା ନକ୍ଷତ୍ର ଶିଳ୍ପ, ବାଣିଜ୍ୟ ଓ…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୨୨ ତାରିଖ – Daily Horoscope

ମେଷ ଆଜି ସ୍ବଗୃହୀ ଶନି ଓ ଚନ୍ଦ୍ରଙ୍କ ପ୍ରଭାବରେ ଆପଣଙ୍କ ପାରିବାରିକ ଓ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ବିଶେଷ ଭଲ ରହିବ। ଅବୁଝା ବନ୍ଧୁମାନଙ୍କୁ ମନ ବୁଝତ୍ଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ…

ରାଶିଫଳ: ବୁଧବାର, ସେପ୍ଟେମ୍ବର ୨୧ ତାରିଖ – Daily Horoscope

ମେଷ ଆଜିର ଚତୁର୍ଥ ଚନ୍ଦ୍ର ପାରିବାରିକ ଜୀବନକୁ ମଧୁମୟ କରିବ। ଶନିଙ୍କ ଦୃଷ୍ଟିରେ ଥିବାରୁ କର୍ମକ୍ଷେତ୍ରରେ କିଛିଟା ବ୍ୟତିକ୍ରମ ନେଇ ଆଲୋଚନା କରିପାରନ୍ତି। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର ସମାଲୋଚନା କରୁଥିବା ଶୁଣିବାକୁ ପାଇବେ। ଆର୍ଥିକ ସ୍ଥିତି…

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୨୦ ତାରିଖ – Daily Horoscope

ମେଷ ଆଜି ବୁଧାଦିତ୍ୟ ଯୋଗ ପ୍ରଭାବରୁ ଅଟକି ରହିଥିବା କାମ ପୂରା ଦମ୍‌ରେ କରିବାପାଇଁ ନିଷ୍ପତ୍ତି ନେଇପାରନ୍ତି। ପରିଜନ ସହ ବିଳାସ ଓ ପ୍ରାଚୁର୍ଯ୍ୟ ମଧ୍ୟରେ ସମୟ ଅତିବାହିତ ହେବ। ସାମାଜିକ ସ୍ତରରେ ବିବାଦୀୟ ଘଟଣାରେ ପାଟି ଖୋଲିବା ଠିକ୍‌ ହେବ…

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୯ ତାରିଖ – Daily Horoscope

ମେଷ ବହୁ ଦିନରୁ ଥିବା ପାରିବାରିକ ସମସ୍ୟା ସମାଧାନ ହେବାରେ ବନ୍ଧୁ ମାର୍ଗଦର୍ଶକ ସାଜିବେ । ନିର୍ମାଣାଧୀନ କାମର ଶେଷ ପର୍ଯ୍ୟାୟରେ ଥିବା ପ୍ରତିବନ୍ଧକ ଦୂର ହେବ। କାଳେ କିଛି ଦେବାକୁ ପଡ଼ିବ, ଏହି ଭାବନାରେ ସମ୍ପର୍କୀୟ ପାଖ ମାଡ଼ିବେ ନାହିଁ।…

ରାଶିଫଳ: ରବିବାର, ସେପ୍ଟେମ୍ବର ୧୮ ତାରିଖ – Daily Horoscope

ମେଷ ଶୁଭେଚ୍ଛୁଙ୍କ ପରାମର୍ଶରେ ନୂଆ କାମ ସକାଶେ ମନ ବଳାଇବେ। ଅଶ୍ୱିନୀ ନକ୍ଷତ୍ରର ଦୈହିକ ଦୁର୍ବଳତା ସାଙ୍ଗକୁ ନୈରାଶ୍ୟ ବ୍ୟସ୍ତ ଓ ବିବ୍ରତ କରାଇପାରେ। ସଠିକ୍‌ ବୁଝାମଣା ମାଧ୍ୟମରେ ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଟଙ୍କା ଭିନ୍ନ…

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୭ ତାରିଖ – Daily Horoscope

ମେଷ ସ୍ବଗୃହୀ ବୁଧ ଓ ବୃହସ୍ପତିଙ୍କ ପାରଷ୍ପରିକ ସମଦୃଷ୍ଟି କର୍ମାରମ୍ଭ ସକାଶେ ଅନୁକୂଳ ବାତାବରଣ ସୃଷ୍ଟି କରିବ। ସଭାସମିତି, ଧର୍ମକାର୍ଯ୍ୟ, ବନ୍ଧୁମିଳନ ପାଇଁ ଶୁଭ ହେବ। ମତାନ୍ତର କିମ୍ବା ମନାନ୍ତରଜନିତ ମାନସିକ ଅଶାନ୍ତିର ଆଶଙ୍କା ମଧ୍ୟ ରହିଛି। ତଥାପି ଆପଣ ପ୍ରତ୍ୟେକ…

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୧୬ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ମଙ୍ଗଳ ସଂଯୋଗରୁ ଆର୍ଥିକ ଅଭିବୃଦ୍ଧି ସହ ପାରିବାରିକ ଜୀବନ ପ୍ରୀତିପ୍ରଦ ରହିବ। ପିଲାଙ୍କ ସ୍ବାସ୍ଥ୍ୟ ସମସ୍ୟା ନେଇ ମାନସିକ ସ୍ଥିତି ବିପନ୍ନ ହୋଇପାରେ। ଘରଭଡ଼ାକୁ କେନ୍ଦ୍ରକରି ସାମାନ୍ୟ ଝଗଡ଼ା ସୃଷ୍ଟି ହେବାର ଆଶଙ୍କା ରହିଛି । କଳକାରଖାନାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri