Rasifala

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୧୫ ତାରିଖ – Daily Horoscope

ମେଷ ପରିବାରର ସହମତି ଓ ସହଯୋଗ ଆପଣଙ୍କ କାମ ଲାଗି ଅନୁକୂଳ ପରିବେଶ ସୃଷ୍ଟି କରିବ। ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବେ। ପାଖକୁ ଆସିପାରି ନ ଥିବା ଜିନିଷଟି ପାଇଁ ତର୍କ ଓ ବିବାଦ ବଢ଼ିପାରେ।…

ରାଶିଫଳ: ବୁଧବାର, ସେପ୍ଟେମ୍ବର ୧୪ ତାରିଖ – Daily Horoscope

ମେଷ ଆଜି ରାହୁ ଯୁକ୍ତ ଚନ୍ଦ୍ର ରାଶିରେ ରହୁଥିବାରୁ ଦୈହିକ ଓ ମାନସିକ ସୁସ୍ଥତା ବ୍ୟାହତ ହେବ। ବିବାଦୀୟ ଘଟଣା, ପ୍ରତିଯୋଗିତାମୂଳକ କାର୍ଯ୍ୟ ଓ ଆନୁଷ୍ଠାନିକ କାମରେ ସଫଳତା ମିଳିବ। ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ…

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୧୩ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ପାଇ କାମକୁ ତ୍ୱରାନ୍ବିତ କରିବେ । ଅବହେଳା କାରଣରୁ ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇପାରେ। ପ୍ରଶାସନ, ଆଇନ ଅଦାଲତ, ସଭା ସମିତି ଓ ରପ୍ତାନି ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରେ ଉପକୃତ ହେବେ। ଜନକଲ୍ୟାଣ ଦିଗରେ…

ରାଶିଫଳ: ସୋମବାର, ସେପ୍ଟେମ୍ବର ୧୨ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍‌ନା କରିବାକୁ ପଡ଼ିପାରେ । ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାର କଥା କହୁଥିବା ଶୁଣିବାକୁ ପାଇବେ। ଆର୍ଥିକ ସ୍ଥିତି ଦୁର୍ବଳ ହେତୁ ତାହାହିଁ ଚିନ୍ତାର କାରଣ ହୋଇପାରେ । ପରିବାରରେ ଅବସ୍ଥା…

ରାଶିଫଳ: ରବିବାର, ସେପ୍ଟେମ୍ବର ୧୧ ତାରିଖ – Daily Horoscope

ମେଷ ଆଜି ପାରିବାରିକ ଓ କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଭଲ ରହିବ। ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ଦ୍ୱିଜା ନକ୍ଷତ୍ରର ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ, ଆନୁଷ୍ଠାନିକ କାମ ତଥା ମାଙ୍ଗଳିକ କାର୍ଯ୍ୟରେ ବ୍ୟସ୍ତତା…

ରାଶିଫଳ: ଶନିବାର, ସେପ୍ଟେମ୍ବର ୧୦ ତାରିଖ – Daily Horoscope

ମେଷ ଆଜି ମାନସିକ ଅସ୍ଥିରତା କାରଣରୁ ଉଦ୍‌ବେଗ ଲାଗି ରହିବ । କୌଣସି ବନ୍ଧୁ ସ୍ବତଃପ୍ରବୃତ୍ତ ଭାବରେ ସାହାଯ୍ୟ କରିବାକୁ ଆଗେଇ ଆସିବାର ସମ୍ଭାବନା ରହିଛି । ଶିକ୍ଷା, ପରୀକ୍ଷାରେ ଭଲ କରିଥିବାରୁ ସନ୍ତାନଙ୍କ ଖୁସିରେ ଖୁସି ହୋଇପାରନ୍ତି। ଅଫିସ୍‌ରେ ସ୍ଥଗିତ…

ରାଶିଫଳ: ଶୁକ୍ରବାର, ସେପ୍ଟେମ୍ବର ୯ ତାରିଖ – Daily Horoscope

ମେଷ ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ଭୋଗବିଳାସ ସମ୍ପର୍କିତ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ। ବନ୍ଧୁବାନ୍ଧବ, ସହକର୍ମୀଙ୍କ ସହ ଧାର କରଜକୁ କେନ୍ଦ୍ରକରି କଳହର ସମ୍ଭାବନା ଦେଖାଦେବ। ସ୍ବାସ୍ଥ୍ୟ ଓ ପିଲାମାନଙ୍କ ବିବାହ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି।…

ରାଶିଫଳ: ଗୁରୁବାର, ସେପ୍ଟେମ୍ବର ୮ ତାରିଖ – Daily Horoscope

ମେଷ ଆଜି ଏକାଦଶସ୍ଥ ଚନ୍ଦ୍ର ହେତୁ ଯାହା ଖୋଜୁଛନ୍ତି ତାହା ପାଇବେ ଏବଂ ଅଭିଳାଷ ନିଶ୍ଚିତ ପୂରଣ ହୋଇଯିବ। ଅଫିସରେ କୌଣସି ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ। ନୂତନ ଯୋଜନା ସକାଶେ ମନ ବଳାଇବେ। ପଡ଼ୋଶୀ…

ରାଶିଫଳ: ବୁଧବାର, ସେପ୍ଟେମ୍ବର ୭ ତାରିଖ – Daily Horoscope

ମେଷ ଆଜି ପରିସ୍ଥିତିବଶତଃ କରଜ କରିବାକୁ ବନ୍ଧୁଙ୍କୁ ସାହାଯ୍ୟ କରିବା ସକାଶେ ଅନୁରୋଧ କରିପାରନ୍ତି। ବିଶେଷ ଭ୍ରମଣଜନିତ ଅବସାଦ ଦେଖାଦେଇପାରେ। ଶନିଯୁକ୍ତ ଚନ୍ଦ୍ର ହେତୁ ବନ୍ଧୁଗହଣରେ ନୂତନ ସ୍ଥାନ ପରିଦର୍ଶନରେ ଯାଇପାରନ୍ତି। ବ୍ୟବସାୟ, ପରିବହନ ବିଶେଷ ସନ୍ତୋଷଜନକ ହୋଇ ନ ପାରେ।…

ରାଶିଫଳ: ମଙ୍ଗଳବାର, ସେପ୍ଟେମ୍ବର ୬ ତାରିଖ – Daily Horoscope

ମେଷ ଆଜି ଧନୁ ରାଶିସ୍ଥ ଚନ୍ଦ୍ର ହେତୁ କର୍ମକ୍ଷେତ୍ର ସମ୍ପର୍କୀୟ କୌଣସି ସମସ୍ୟାକୁ କେନ୍ଦ୍ରକରି କଳହ ହୋଇପାରେ। ଜଣେ ହିତୈଷୀଙ୍କ ଚେଷ୍ଟାରୁ ପାରିବାରିକ ସମସ୍ୟାର ସମାଧାନ ଘଟିବ। ସ୍ବାର୍ଥହାନି ଆଶଙ୍କାରେ ନିଜ ଲୋକମାନେ କାନକୁହା କଥା ଶୁଣି ଦୂରେଇ ଯାଇପାରନ୍ତି। ଘରର…

ରାଶିଫଳ: ସୋମବାର, ସେପ୍ଟେମ୍ବର ୫ ତାରିଖ – Daily Horoscope

ମେଷ ବନ୍ଧୁଙ୍କୁ ମନ ବୁଝିଲା ଭଳି କଥା କହି ବିବାଦୀୟ ପରିସ୍ଥିତିକୁ ସୁଧାରି ନେବେ। ଆକସ୍ମିକ ଭାବରେ ବନ୍ଧୁଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡ଼ିପାରେ। ସାହିତ୍ୟ, ସାମ୍ବାଦିକତା, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। ବିନା କାରଣରେ…

ରାଶିଫଳ: ରବିବାର, ସେପ୍ଟେମ୍ବର ୪ ତାରିଖ – Daily Horoscope

ମେଷ ଆଜି ଅଷ୍ଟମ ଚନ୍ଦ୍ର ହେତୁ ଗୃହ, ଭୂମି, ଗାଡ଼ି, ମୋଟର, ବନ୍ଧୁବାନ୍ଧବ, ସହକର୍ମୀଙ୍କ ତରଫରୁ ସମସ୍ୟା ଆସିପାରେ। ସ୍ବାସ୍ଥ୍ୟ ଓ ପିଲାମାନଙ୍କ ବିବାହ ସମ୍ପର୍କୀୟ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିବେ। ଜଣେ ହିତୈଷୀଙ୍କ ଚେଷ୍ଟାରୁ ପାରିବାରିକ ସମସ୍ୟାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri