Rasifala

ରାଶିଫଳ: ଗୁରୁବାର, ନଭେମ୍ବର ୧୩ ତାରିଖ – Daily Horoscope

ମେଷ ଦ୍ୱିଜା ନକ୍ଷତ୍ରର ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିବା ସାଙ୍ଗକୁ ଲକ୍ଷ୍ୟ ହାସଲ ଦିଗରେ ଅଗ୍ରସର ହୋଇପାରନ୍ତି। ଅବୁଝା ବନ୍ଧୁଙ୍କୁ ମନ ବୁଝତ୍ଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ ସାମାନ୍ୟ ସମସ୍ୟାର ସମ୍ମୁଖୀନ…

ରାଶିଫଳ: ବୁଧବାର, ନଭେମ୍ବର ୧୨ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ କ୍ଷେତ୍ରରେ ପ୍ରତିବନ୍ଧକ ଲାଗି ରହିବ କିନ୍ତୁ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ। ଗୃହ ସମସ୍ୟା, ଭୂମି, ଗାଡ଼ି ମୋଟର ସମ୍ପର୍କିତ ପ୍ରତିବନ୍ଧକ ଲାଗି ରହିବ। ବନ୍ଧୁବାନ୍ଧବ, ସହକର୍ମୀ, ଧାରକରଜ, ଟଙ୍କା ପଇସା ପ୍ରଭୃତିକୁ କେନ୍ଦ୍ରକରି କଳହ…

ରାଶିଫଳ: ସୋମବାର, ନଭେମ୍ବର ୧୧ ତାରିଖ – Daily Horoscope

ମେଷ ଆଜି ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ସାମାଜିକ ସ୍ତରରେ ଆଦରଣୀୟ ହେବେ ଓ ଲୋକସମ୍ପର୍କ ବଢ଼ିବ। ସଭାସମିତିରେ ବନ୍ଧୁଙ୍କ ସ୍ମୃତିଚାରଣ, ଆନୁଷ୍ଠାନିକ କର୍ମାରମ୍ଭ ସକାଶେ ଉତ୍ସାହିତ ରହିବେ। ପାରିବାରିକ କ୍ଷେତ୍ର, ପରିବହନ ଏବଂ ଯୋଗାଯୋଗରୁ ବ୍ୟତିକ୍ରମର ସାମ୍ନା କରିବେ। ଅର୍ଥ ସଙ୍କଟ…

ରାଶିଫଳ: ସୋମବାର, ନଭେମ୍ବର ୧୦ ତାରିଖ – Daily Horoscope

ମେଷ ପରିସ୍ଥିତିବଶତଃ ଶାରୀରିକ ଅସୁସ୍ଥତା ମଧ୍ୟରେ କାମ କରିବାକୁ ବାଧ୍ୟ ହେବେ। ପରିବାର, ଯାନବାହନ, ପରିବହନ ଏବଂ ବାଣିଜ୍ୟ ତଥା ଶିଳ୍ପ କ୍ଷେତ୍ରରେ ଶିଥିଳତା ଦେଖାଦେବ। ବିଗତ ଦିନର ସମସ୍ୟା ସମାଧାନ ସକାଶେ ବିଭିନ୍ନ ଚିନ୍ତା ମନକୁ ଆନ୍ଦୋଳିତ କରିବ। ଖଳ…

ରାଶିଫଳ: ରବିବାର, ନଭେମ୍ବର ୯ ତାରିଖ – Daily Horoscope

ମେଷ ଆଜି ଅନୁକୂଳ ଗ୍ରହସ୍ଥିତି କାରଣରୁ ମାନସିକ ସୁସ୍ଥତା ସାଙ୍ଗକୁ ଅର୍ଥ ସମ୍ପଦ ପ୍ରାପ୍ତି ହେବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବା ସହ ସମ୍ପର୍କୀୟଙ୍କ ସହାନୁଭୂତି ଲାଭ କରିବେ। କଳ କାରଖାନା, ତୈଳ କିମ୍ବା ବିଦ୍ୟୁତ୍‍ ବ୍ୟବସାୟରୁ ଲାଭବାନ୍‍ ହେବେ। ବିବାଦୀୟ କଥାରେ…

ରାଶିଫଳ: ଶନିବାର, ନଭେମ୍ବର ୮ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ମୃଗଶିରା ନକ୍ଷତ୍ରରେ ରହି ଯାତ୍ରା, ବ୍ୟବସାୟ, ବନ୍ଧୁ ସମ୍ପର୍କ ସ୍ଥାପନ ଦିଗରେ ସହାୟକ ହେବେ। ପାରିବାରିକ ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ଅବଦାନକୁ ଅସ୍ବୀକାର କରିହେବନି। ଆନୁଷ୍ଠାନିକ କାମ ଓ କାର୍ଯ୍ୟାରମ୍ଭ ସକାଶେ ଦିନଟି ପ୍ରଶସ୍ତ ରହିବ।…

ରାଶିଫଳ: ଶୁକ୍ରବାର, ନଭେମ୍ବର ୭ ତାରିଖ – Daily Horoscope

ମେଷ ଆଜି ବିଳାସକାରକ ଶୁକ୍ର କୋଣାଧିପତି ରବିଙ୍କ ସହ ଅବସ୍ଥାନକରି ପାରିବାରିକ ଜୀବନକୁ ରସାଣିତ କରିବେ। ବସ୍ତ୍ରଭୂଷଣ ପ୍ରାପ୍ତି , ହସଖୁସିର ବାତାବରଣ ମଧ୍ୟରେ ଦିନଟି ଅତିବାହିତ ହେବ। ସ୍ୱାସ୍ଥ୍ୟରେ ଉନ୍ନତି ଦେଖାଦେବା କାରଣରୁ ଆଶ୍ୱସ୍ତି ଅନୁଭବ କରିବେ। ଶତ୍ରୁମାନେ ସୁଯୋଗ…

ରାଶିଫଳ: ବୁଧବାର, ନଭେମ୍ବର ୬ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ର କର୍ମକ୍ଷେତ୍ରରେ ପ୍ରତିବନ୍ଧକଜନିତ ବିଷୟକୁ ନେଇ ଚିନ୍ତିତ ରହିପାରନ୍ତି। ମନରେ ଅସ୍ଥିରତା ଲାଗି ରହିବାରୁ ଅନ୍ୟମାନଙ୍କ କଥା ଠିକ୍‍ ଥିଲେ ମଧ୍ୟ ଆପଣଙ୍କୁ ଭଲ ଲାଗିବ ନାହିଁ। ଭୁଲ୍‍ ବୁଝାମଣାରୁ ପାରିବାରିକ ଜୀବନରେ ଉତ୍‍ଥାନ ପତନ ଲାଗିରହିବ।…

ରାଶିଫଳ: ମଙ୍ଗଳବାର, ନଭେମ୍ବର ୪ ତାରିଖ – Daily Horoscope

ମେଷ ଆଜି ଶନି ସହ ଚନ୍ଦ୍ରଙ୍କ ସଂଯୋଗ ନିରୁତ୍ସାହିତ କରିପାରେ। ଧାର୍ମିକ କାର୍ଯ୍ୟରେ ବ୍ୟୟ ସାଙ୍ଗକୁ ଆନୁଷଙ୍ଗିକ ସହଯୋଗ ଅଭାବରୁ କୌଣସି କାମ ସମ୍ପନ୍ନ କରି ନ ପାରନ୍ତି। ଅବଶ୍ୟ କଳ କାରଖାନା, ଜଳଜାତ ଦ୍ରବ୍ୟ ତୈଳ କିମ୍ବା ବିଦ୍ୟୁତ୍‍ ବ୍ୟବସାୟରୁ…

ରାଶିଫଳ: ସୋମବାର , ନଭେମ୍ବର ୩ ତାରିଖ – Daily Horoscope

ମେଷ ପୂର୍ବରୁ ସ୍ଥିରୀକୃତ କୌଣସି କର୍ମାରମ୍ଭ ସକାଶେ ଯୋଜନା ପ୍ରସ୍ତୁତ କରିବେ। ପାରିବାରିକ ସମସ୍ୟା ସମାଧାନ ହେବା ସକାଶେ ଜଣେ ପ୍ରିୟ ବନ୍ଧୁ ମାର୍ଗଦର୍ଶକ ସାଜିପାରନ୍ତି। ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରି କାମ ଚଳାଇ ନେବା ପାଇଁ…

ରାଶିଫଳ: ରବିବାର, ନଭେମ୍ବର ୨ ତାରିଖ – Daily Horoscope

ମେଷ ଅଶ୍ୱିନୀ ନକ୍ଷତ୍ର ସକାଶେ ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ। ଯାନବାହନରେ ଅସୁବିଧାର ସମ୍ମୁଖୀନ ହେବେ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିଲେ ବି କିଛି କରିପାରିବେ ନାହିଁ। ପ୍ରଶାସନ, ଅଧ୍ୟୟନ ଓ ଅଧ୍ୟାପନା ଏବଂ ସାହିତ୍ୟ, ଗବେଷଣା, ସାମ୍ବାଦିକତା…

ରାଶିଫଳ: ଶନିବାର, ନଭେମ୍ବର ୧ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ରଙ୍କ ସହ ରାହୁଙ୍କ ସଂଯୋଗ ପ୍ରଭାବରେ ଭାଇ, ବନ୍ଧୁ, ପଡ଼ୋଶୀ କିମ୍ବା ସହକର୍ମୀଙ୍କ ସହ ମତାନ୍ତର ହୋଇପାରେ। କର୍ମକ୍ଷେତ୍ରରେ ପ୍ରତିବନ୍ଧକଜନିତ ବିଷୟକୁ ନେଇ ଚିନ୍ତିତ ରହିବେ। ମନରେ ଅସ୍ଥିରତା ଲାଗି ରହିବାରୁ ଅନ୍ୟମାନଙ୍କ କଥା ଆପଣଙ୍କୁ ଭଲ ଲାଗିବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri