Rasifala

ରାଶିଫଳ:ରବିବାର, ଜାନୁୟାରୀ ୨୨ ତାରିଖ – Daily Horoscope

ମେଷ କର୍ମ ସ୍ଥାନରେ ତିନୋଟି ଗ୍ରହ ହେତୁ ସାମାନ୍ୟ ଭୁଲ୍‌ରୁ କାମ ବିଶୃଙ୍ଖଳିତ ହୋଇଯାଇପାରେ। ଆର୍ଥିକ ସ୍ବଚ୍ଛଳତା ରହିଥିଲେ ମଧ୍ୟ ପରକଥା ଶୁଣି ମାନସିକ ଶାନ୍ତି ବ୍ୟାହତ ହୋଇପାରେ। କେତେକଙ୍କ କ୍ଷେତ୍ରରେ ମାନସିକ ଚାପ ଓ ପାରିବାରିକ ଅସହଯୋଗରୁ ଚିନ୍ତିତ ରହିବାକୁ…

ରାଶିଫଳ:ଶନିବାର, ଜାନୁୟାରୀ ୨୧ ତାରିଖ – Daily Horoscope

ମେଷ ବିଶିଷ୍ଟ ବ୍ୟକ୍ତିମାନଙ୍କ ସଂସ୍ପର୍ଶରେ ଆସିବେ ଓ ସମ୍ମାନ, ପ୍ରତିଷ୍ଠା ମଧ୍ୟ ଲାଭ କରିବେ। ଭଲ କଥା କହିଲେ ମଧ୍ୟ ତାହାକୁ ଅନ୍ୟମାନେ ଭିନ୍ନାର୍ଥରେ ଗ୍ରହଣ କରିପାରନ୍ତି। ଆର୍ଥିକ ସ୍ବଚ୍ଛଳତା ଫେରି ପାଇବେ। ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ।…

ରାଶିଫଳ: ଶୁକ୍ରବାର, ଜାନୁୟାରୀ ୨୦ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ କାର୍ଯ୍ୟରେ ସଫଳତା ହାସଲ ହେତୁ ଖୁସି ରହିବେ। ଯାନବାହନ, ପାରିବାରିକ ସମ୍ପର୍କ, ହୋଟେଲ ଶିଳ୍ପ, ଛୋଟ ଦୋକାନ କାରବାରରୁ ଭଲ ଫଳ ମିଳି ନ ପାରେ। ଆନୁଷ୍ଠାନିକ କାମରେ ଦୃଢ଼ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ। ଅଫିସ୍‌ରେ…

ରାଶିଫଳ: ଗୁରୁବାର, ଜାନୁୟାରୀ ୧୯ ତାରିଖ – Daily Horoscope

ମେଷ ଆଜି ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ। ଅର୍ଥ ସମ୍ବନ୍ଧୀୟ କୌଣସି କଥା ବନ୍ଧୁଙ୍କ ନିକଟରୁ ଶୁଣି ଉଲ୍ଲସିତ ହେବେ। ଅନ୍ୟର କଥାରେ ପ୍ରଭାବିତ ହୋଇ କିମ୍ବା ସତର୍କତାର ସହ କାମ ନ କଲେ ଫସିଯାଇପାରନ୍ତି। ପାରିବାରିକ,…

ରାଶିଫଳ: ବୁଧବାର , ଜାନୁୟାରୀ ୧୮ ତାରିଖ – Daily Horoscope

ମେଷ ଆପଣଙ୍କ ଉପରେ ବୋଝଭଳି ରହିଥିବା ସମସ୍ୟା ଆଜି ହଠାତ୍‌ ସମାଧାନ ହୋଇଯିବା ହେତୁ ନିଜକୁ ହାଲୁକା ମନେକରିବେ। କର୍ମକ୍ଷେତ୍ରରେ ବାକ୍‌ ଅସଂଯମତା ଯୋଗୁ ସୁସମ୍ପର୍କ ବ୍ୟାହତ ହୋଇପାରେ। ଆର୍ଥିକ, ସାମାଜିକ ଓ ବୈଷୟିକ କ୍ଷେତ୍ରରେ ଉପକୃତ ହେବେ। ଦ୍ୱିଜା ସାଧାରଣ…

ରାଶିଫଳ: ମଙ୍ଗଳବାର, ଜାନୁୟାରୀ ୧୭ ତାରିଖ – Daily Horoscope

ମେଷ କୌଣସି ପଦସ୍ଥ ବ୍ୟକ୍ତିଙ୍କ ସହଯୋଗରୁ ଅଟକି ରହିଥିବା କାମରେ ଅଗ୍ରଗତି ଘଟିବ। ଆର୍ଥିକ ସଙ୍କଟ ଥିଲେ ମଧ୍ୟ ନୂତନ ଯୋଜନା ସକାଶେ ମନ ବଳାଇବେ। ସ୍ଥିର ମନ ନେଇ କାମକଲେ ସମସ୍ୟା ସମାଧାନ ସମ୍ଭାବନା ରହିଛି। ପାରିବାରିକ ଅଶାନ୍ତି ଲାଗି…

ରାଶିଫଳ: ସୋମବାର, ଜାନୁୟାରୀ ୧୬ ତାରିଖ – Daily Horoscope

ମେଷ ଶାରୀରିକ ସ୍ବାସ୍ଥ୍ୟ ସମସ୍ୟା କ୍ରମଶଃ ସୁଧୁରିଯିବାରୁ ଆଶ୍ୱସ୍ତି ଲାଭ କରିବେ। ନିର୍ମାଣ, ଜମିଜମା, କଳକାରଖାନା, ଜଳ, ତୈଳ କିମ୍ବା ବିଦ୍ୟୁତ୍‌ ବ୍ୟବସାୟରୁ ଲାଭବାନ ହେବେ। ରାଜନୀତିରେ କୂଟନୀତି ପ୍ରୟୋଗ କରି କାର୍ଯ୍ୟ ସାଧନ କରିବେ। ଫେରିବା ବାଟରେ ବନ୍ଧୁଠାରୁ ଅର୍ଥ…

ରାଶିଫଳ: ରବିବାର, ଜାନୁୟାରୀ ୧୫ ତାରିଖ – Daily Horoscope

ମେଷ ଆଜି ଗଜକେଶରୀ ଯୋଗ ପ୍ରଭାବରୁ ଅନୁକୂଳ ପରିବେଶ କାମ ହାସଲ କରିବାରେ ସାହାଯ୍ୟ କରିବ। କେତେକ କ୍ଷେତ୍ରରେ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍‌ କାମ କରି ଅନୁତପ୍ତ ହେବେ। ସହକର୍ମୀଙ୍କ ଜରିଆରେ କୌଣସି ଶୁଭଖବର ମନକୁ ଆହ୍ଲାଦିତ କରିବ। ପ୍ରତୀକ୍ଷିତ…

ରାଶିଫଳ: ଶନିବାର, ଜାନୁୟାରୀ ୧୪ ତାରିଖ – Daily Horoscope

ମେଷ ପ୍ରିୟଜନଙ୍କ ସହ ଧାର୍ମିକ କ୍ଷେତ୍ରକୁ ଯାତ୍ରା ପ୍ରୀତିପ୍ରଦ ରହିବ। ଭଲ ସମ୍ପର୍କ ଥିବା ବନ୍ଧୁଙ୍କୁ ନୂଆ ପରିବେଶରେ ଦେଖି ଖୁସି ହୋଇଯିବେ। ଶିଳ୍ପ, ବାଣିଜ୍ୟ କ୍ଷେତ୍ରରେ ଅଥବା କୌଣସି ନୂଆ ଯୋଜନା ସକାଶେ ମନ ବଳାଇବେ। ଆଲୋଚନା ପରିସର କିମ୍ବା…

ରାଶିଫଳ: ଶୁକ୍ରବାର , ଜାନୁୟାରୀ ୧୩ ତାରିଖ – Daily Horoscope

ମେଷ ଆଜିର ଶୁଭଚନ୍ଦ୍ର ପ୍ରଭାବରେ ଯାତ୍ରା ସଫଳ ହେବ ଏବଂ ମୂଲ୍ୟବାନ୍‌ ଜିନିଷ କ୍ରୟ କରିବାକୁ ଚାହିଁବେ। ପାରିବାରିକ କ୍ଷେତ୍ରରେ ବନ୍ଧୁମାନଙ୍କ ସହଯୋଗ କାମକୁ ତ୍ୱରାନ୍ବିତ କରିବ। କଠିନଶ୍ରମ ଓ ଭ୍ରମଣଜନିତ ସ୍ବାସ୍ଥ୍ୟରେ ବ୍ୟତିକ୍ରମ ଦେଖା ଦେଇପାରେ। ସଙ୍ଗୀତ, ଚଳଚ୍ଚିତ୍ର, ପ୍ରଶାସନ,…

ରାଶିଫଳ: ବୁଧବାର, ଜାନୁୟାରୀ ୧୨ ତାରିଖ – Daily Horoscope

ମେଷ ଆଜି ଯାତ୍ରା କରିବେ କିନ୍ତୁ ସାଧାରଣ କଥାରେ ବନ୍ଧୁ ସମ୍ପର୍କ ଫିକା ପଡ଼ିଯାଇପାରେ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ସମ୍ପୂର୍ଣ୍ଣ ଉନ୍ନତି ଦେଖାଦେବ। ଶତ୍ରୁମାନେ ସୁଯୋଗ ଅପେକ୍ଷାରେ ରହିବେ, ତଥାପି ସେମିତି କିଛି ଅସୁବିଧା ହେବନି। ପ୍ରଶାସନ, ପ୍ରକାଶନ, ଅଧ୍ୟୟନ…

ରାଶିଫଳ: ବୁଧବାର, ଜାନୁୟାରୀ ୧୧ ତାରିଖ – Daily Horoscope

ମେଷ ଦୀର୍ଘଦିନର ସମସ୍ୟା ସମାଧାନ ସକାଶେ ବନ୍ଧୁଙ୍କ ଦିଗ୍‌ଦର୍ଶନ କାମ ଦେବ। କୃତ୍ତିକା ନକ୍ଷତ୍ର ସକାଶେ ସମ୍ପର୍କୀୟମାନେ ପାଖ ମାଡ଼ି ନ ପାରନ୍ତି। ଧାରକରଜ କରି କାମ ଚଳାଇ ନେବା ସକାଶେ ଚେଷ୍ଟା କରି ପାରନ୍ତି। ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?