Rasifala

ରାଶିଫଳ: ଶନିବାର, ଏପ୍ରିଲ ୯ ତାରିଖ – Daily Horoscope

ମେଷ ଆଜିର ଯାତ୍ରା ଓ ସାନ୍ଧ୍ୟ ଭ୍ରମଣରେ ଜଣେ ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିବେ । ସରକାରୀ ସ୍ତରରୁ ବହୁ ପ୍ରତୀକ୍ଷିତ ଖବରଟି ଆଜି ଅପରାହ୍ନେ ପାଇପାରନ୍ତି। ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ବିବାଦ ବୃଦ୍ଧିର ସମ୍ଭାବନା ରହିଛି।...

ରାଶିଫଳ: ଶୁକ୍ରବାର , ଏପ୍ରିଲ ୮ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ କୌଣସି କଥାକୁ ଠିକ୍‌ ଭାବରେ ନ ବୁଝି ବିରକ୍ତି ପ୍ରକାଶ କରିପାରନ୍ତି। ପାରିବାରିକ ସମସ୍ୟା ସମାଧାନ କରିବା ପାଇଁ ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟର ପ୍ରତିଶ୍ରୁତି ଦେବେ। କ୍ରୀଡ଼ା, ଚଳଚ୍ଚିତ୍ର, ନିର୍ମାଣ, ପରିବହନ, ବ୍ୟବସାୟରେ ସଫଳତା...

ରାଶିଫଳ: ଗୁରୁବାର, ଏପ୍ରିଲ ୭ ତାରିଖ – Daily Horoscope

ମେଷ ବିଭିନ୍ନ ବିବାଦୀୟ କଥାକୁ କେନ୍ଦ୍ରକରି ମନଟା ଭଲ ନ ଲାଗିବାରୁ କୌଣସି କାମ ପ୍ରତି ଉତ୍ସାହ ରହିବ ନାହିଁ। ଦ୍ୱିଜା ନକ୍ଷତ୍ର ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ । କର୍ମକ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି...

ରାଶିଫଳ: ବୁଧବାର, ଏପ୍ରିଲ ୬ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ କର୍ମଚାରୀଙ୍କ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ। ଏହାସଙ୍ଗକୁ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃଷ୍ଟି କରିବାର ଆଶଙ୍କା ରହିଛି । ଶିଳ୍ପ, ବାଣିଜ୍ୟ, ପରିବହନ ଓ ବ୍ୟବସାୟ ଏବଂ ଯୋଗାଯୋଗ କ୍ଷେତ୍ରରେ ମଧ୍ୟ ଶିଥିଳତା ଦେଖାଦେବ।...

ରାଶିଫଳ: ମଙ୍ଗଳବାର, ଏପ୍ରିଲ ୫ ତାରିଖ – Daily Horoscope

ମେଷ ଆଜିର ଗୁରୁତ୍ୱପୂର୍ଣ୍ଣ କାମଗୁଡ଼ିକ ଅତି ନିକଟରେ ରହୁଥିବା ବନ୍ଧୁଟି ଦ୍ୱାରା କରାଇନେବେ। କୃତ୍ତିକା ନକ୍ଷତ୍ର ସକାଶେ କର୍ମକ୍ଷେତ୍ରରେ ସ୍ବାଧୀନ ଭାବରେ କାର୍ଯ୍ୟ କରିବାରେ ସୁଯୋଗ ମିଳିବ। ସ୍ବାସ୍ଥ୍ୟ ଓ ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖାଦେବ। ସରକାରୀ ସ୍ତରରୁ...

ରାଶିଫଳ: ସୋମବାର, ଏପ୍ରିଲ ୪ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବାକୁ ନିଷ୍ପତ୍ତି ନେବେ । ବିଶେଷ ବୁଲାବୁଲି କାରଣରୁ ସ୍ବାସ୍ଥ୍ୟରେ ବ୍ୟତିକ୍ରମ ଦେଖାଦେଇପାରେ। ଆର୍ଥିକ ସ୍ବଚ୍ଛଳତା ଫେରିପାଇବେ ସତ ମାତ୍ର ଆଶା କରିଥିବା ଦିଗରୁ ଅର୍ଥ ପ୍ରାପ୍ତି...

ରାଶିଫଳ: ରବିବାର, ଏପ୍ରିଲ ୩ ତାରିଖ – Daily Horoscope

ମେଷ ବିଭିନ୍ନ ସମସ୍ୟା ହେତୁ ଆଜି ମନ ଅନୁଯାୟୀ କାମ ସମ୍ପନ୍ନ କରିବା କଷ୍ଟକର ହୋଇ ପଡ଼ିବ। ଆର୍ଥିକ କ୍ଷେତ୍ରରେ ଆଜି ପାଇବେ ଯେମିତି ଓ ଯେତିକି, ଖର୍ଚ୍ଚ ମଧ୍ୟ କରିବେ ସେମିତି। ସତର୍କତା ଅଭାବରୁ ସାଧାରଣ ଘଟଣା ବିବାଦୀୟ...

ରାଶିଫଳ: ଶନିବାର, ଏପ୍ରିଲ ୨ ତାରିଖ – Daily Horoscope

ମେଷ ଆଜି ହସଖୁସି ଓ ଆନନ୍ଦ ମଧ୍ୟରେ ଦିନଟିକୁ ଅତିବାହିତ କରିବେ। ଆଗାମୀ ମାଙ୍ଗଳିକ କାମ ପାଇଁ ଉତ୍ସାହ ସାଙ୍ଗକୁ ପାରିବାରିକ ଜୀବନ ସୁନ୍ଦର ଓ ସୁମଧୁର ହୋଇ ଉଠିବ। ଆତ୍ମୀୟଙ୍କୁ ଅତି ନିକଟରେ ପାଇ ନିଜକୁ କିଛି ସମୟ...

ରାଶିଫଳ: ଶୁକ୍ରବାର, ଏପ୍ରିଲ ୧ ତାରିଖ – Daily Horoscope

ମେଷ ସ୍ବାସ୍ଥ୍ୟ ଭଲ ରହିବ ଏବଂ ସାହସର ସହ ପ୍ରତ୍ୟେକ କାମକୁ ସମ୍ପନ୍ନ କରିପାରିବେ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। ଅଫିସରେ ଜଣେ ବନ୍ଧୁଙ୍କ ଉପସ୍ଥିତକୁ କେନ୍ଦ୍ର କରି ଝଗଡା ଲାଗିପାରେ। ଏକ ନିର୍ଦ୍ଦିିଷ୍ଟ ଦିଗରେ...

ରାଶିଫଳ: ଗୁରୁବାର , ମାର୍ଚ୍ଚ ୩୧ ତାରିଖ – Daily Horoscope

ମେଷ କାମ ହାସଲ ପରିପ୍ରେକ୍ଷୀରେ ବନ୍ଧୁଙ୍କ ସଦ୍‌ଭାବ, ସହକର୍ମୀମାନଙ୍କ ସହଯୋଗ ପାଇବେ । ପରିବାର ସହ ଦର୍ଶନୀୟ ସ୍ଥାନ ଭ୍ରମଣ ହେତୁକ କ୍ଳାନ୍ତି ଓ ଅବସାଦ ଦେଖାଦେଇପାରେ। ପରିବାର ପାଇଁ ପରିସ୍ଥିତି ବଶତଃ ଧାର କରଜ କରି କାମ ଚଳାଇ...

ରାଶିଫଳ: ବୁଧବାର, ମାର୍ଚ୍ଚ ୩୦ ତାରିଖ – Daily Horoscope

ମେଷ ଆଜି ସାମାନ୍ୟ କଥାକୁ କେନ୍ଦ୍ରକରି ପାରିବାରିକ କ୍ଷେତ୍ରରେ ସମସ୍ୟାଜନିତ ଟେନ୍ସନ ଲାଗିରହିବ। କର୍ମକ୍ଷେତ୍ରରେ ମଧ୍ୟ କାମ କରିବାକୁ ଆଦୌ ଇଚ୍ଛା ହେବନାହିଁ। ବ୍ୟବସାୟ କ୍ଷେତ୍ରରେ କେତେକ ସୁବିଧା ସୁଯୋଗ ପାଇବେ । ନିର୍ମାଣ କାମ ଆଗକୁ ବଢ଼ାଇବା ପାଇଁ...

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ସମସ୍ୟା ମଧ୍ୟରେ ଚଳିବା କାରଣରୁ ମାନସିକ ଦ୍ୱନ୍ଦ୍ୱ ମଧ୍ୟରେ ଗତି କରିବାକୁ ପଡ଼ିବ। ପ୍ରତିବନ୍ଧକ ଲାଗିରହିବା ହେତୁ ବିଳମ୍ବରେ ସମସ୍ୟା ଭିତରେ କାର୍ଯ୍ୟ ସମ୍ପନ୍ନ ହେବ। ଆଲୋଚନା ଓ ସମାଲୋଚନା ଭିତରେ ସମାଧାନ ପୂର୍ବକ ପରିବାରରେ ଶାନ୍ତି ଫେରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri