Rasifala

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୨୯ ତାରିଖ – Daily Horoscope

ମେଷ ସମସ୍ୟା ମଧ୍ୟରେ ଚଳିବା କାରଣରୁ ମାନସିକ ଦ୍ୱନ୍ଦ୍ୱ ମଧ୍ୟରେ ଗତି କରିବାକୁ ପଡ଼ିବ। ପ୍ରତିବନ୍ଧକ ଲାଗିରହିବା ହେତୁ ବିଳମ୍ବରେ ସମସ୍ୟା ଭିତରେ କାର୍ଯ୍ୟ ସମ୍ପନ୍ନ ହେବ। ଆଲୋଚନା ଓ ସମାଲୋଚନା ଭିତରେ ସମାଧାନ ପୂର୍ବକ ପରିବାରରେ ଶାନ୍ତି ଫେରି...

ରାଶିଫଳ: ସୋମବାର, ମାର୍ଚ୍ଚ ୨୮ ତାରିଖ – Daily Horoscope

ମେଷ ଆଜି ଆକସ୍ମିକ ଭାବେ କୌଣସି ସମସ୍ୟା ଭିତରେ ଛନ୍ଦି ହୋଇଯିବାକୁ ପଡ଼ିପାରେ। କାଳେ କିଛି ଦେବାକୁ ପଡ଼ିବ, ଏହି ଆଶଙ୍କାରେ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ। ପରିବହନ, ବ୍ୟବସାୟ, ଶିଳ୍ପ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ।...

ରାଶିଫଳ: ରବିବାର, ମାର୍ଚ୍ଚ ୨୭ ତାରିଖ – Daily Horoscope

ମେଷ ଆଜିର କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମନା କରିବାକୁ ପଡ଼ିପାରେ । ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାର କଥା କହୁଥିବାର ଶୁଣିବାକୁ ପାଇବେ। ଆର୍ଥିକ ସ୍ଥିତି ଦୁର୍ବଳ ହେତୁ ତାହାହିଁ ଚିନ୍ତାର କାରଣ ହୋଇପାରେ ।...

ରାଶିଫଳ: ଶନିବାର, ମାର୍ଚ୍ଚ ୨୬ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ବହୁତ ଭଲ ରହିବ। ଆକସ୍ମିକ ଭାବରେ କୌଣସି ଭଲ ସମ୍ପର୍କ ଥିବା ବ୍ୟକ୍ତିଙ୍କ ଅନୁରୋଧବଶତଃ ଦୂରଯାତ୍ରା କରିବାକୁ ପଡ଼ିପାରେ। ସାହିତ୍ୟ, କଳା, ସଙ୍ଗୀତ, ଚଳଚ୍ଚିତ୍ର ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ। କିନ୍ତୁ...

ରାଶିଫଳ: ଶୁକ୍ରବାର, ମାର୍ଚ୍ଚ ୨୫ ତାରିଖ – Daily Horoscope

ମେଷ ବନ୍ଧୁଙ୍କ ମନରେ ବିଶ୍ୱାସ ଜନ୍ମାଇ କାମ ହାସଲ କରିବାରେ ସମର୍ଥ ହେବେ। ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପାଖପଡ଼ୋଶୀ କେହି ପ୍ରତିବାଦର ସ୍ବର ଉଠାଇ ପାରନ୍ତି। ସକାଳୁ ସକାଳୁ ପାରିବାରିକ ଅସହଯୋଗରୁ ଚିନ୍ତିତ ହେବେ। ବୃଷ...

ରାଶିଫଳ: ଗୁରୁବାର, ମାର୍ଚ୍ଚ ୨୪ ତାରିଖ – Daily Horoscope

ମେଷ ଆଜି ଆପଣ ହସିଲେ କଥା କହିବେ ଓ ପାରିବାରିକ ସ୍ଥିତି ଭଲ ରହିବ । ମିତ୍ରମାନେ ପ୍ରଶଂସା ଗାଇ କାମ ହାସଲର ଅପଚେଷ୍ଟା କରିପାରନ୍ତି। ଏକ ନିର୍ଦ୍ଦିଷ୍ଟ କାମ ସକାଶେ ରଖିଥିବା ଧନ ଭିନ୍ନ ବାଟରେ ଖର୍ଚ୍ଚ ହୋଇଯିବ।...

ରାଶିଫଳ: ବୁଧବାର, ମାର୍ଚ୍ଚ ୨୩ ତାରିଖ – Daily Horoscope

ମେଷ ଆଜି କଳାନୁରାଗୀ, ସଂଗୀତ ପ୍ରିୟତା, ଚଳଚ୍ଚିତ୍ରପ୍ରେମୀ ଭାବରେ ସମୟ ଅତିବାହିତ କରିବେ। ବାରମ୍ବାର ଦେହ ଖରାପ ହେଉଥିବାର ଅନୁଭବ କରିପାରନ୍ତି । ଏଣେ କାମଗୁଡ଼ିକ ଯଥା ସମୟରେ ହେଉ ନ ଥିବାରୁ ମନ ବିରକ୍ତ ରହିବ। ଆବଶ୍ୟକତା ପୂରଣ...

ରାଶିଫଳ: ମଙ୍ଗଳବାର, ମାର୍ଚ୍ଚ ୨୨ ତାରିଖ – Daily Horoscope

ମେଷ ଆଜି ଆପଣଙ୍କର ପ୍ରତ୍ୟେକ କାମରେ କିଛିଟା ଦ୍ୱନ୍ଦ୍ୱ ଓ ଆଶା ଆଶଙ୍କା ମଧ୍ୟରେ ମନ ହଲ୍‌ଚଲ୍‌ ହୋଇପାରେ। ସେହି କାମଟି ବାଧ୍ୟହୋଇ କରିବେ, କିନ୍ତୁ ବିଳମ୍ବରେ ଓ ସମସ୍ୟା ମଧ୍ୟରେ ହିଁ ସମ୍ପନ୍ନ ହେବ । ଘର କଥା...

ରାଶିଫଳ: ସୋମବାର, ମାର୍ଚ୍ଚ ୨୧ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରରେ ନିଚ୍ଛକ ସତ୍ୟକଥା କହି ପରିସ୍ଥିତିକୁ ସୁଧାରି ନେବେ। ବନ୍ଧୁଙ୍କ ପରାମର୍ଶ ଏବଂ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ। ନିମନ୍ତ୍ରଣ ପାଇ ହଠାତ୍‌ ଦୂରଯାତ୍ରା କରିବାକୁ ପଡ଼ିପାରେ। ଅର୍ଥ ଲାଭ ସହିତ ଶାରୀରିକ ସୁସ୍ଥତା...

ରାଶିଫଳ: ରବିବାର, ମାର୍ଚ୍ଚ ୨୦ ତାରିଖ – Daily Horoscope

ମେଷ ଆପଣ ଧୈର୍ଯ୍ୟହରା ନ ହୋଇ ପରିସ୍ଥିତିର ମୁକାବିଲା କରିପାରିଲେ ନିଶ୍ଚିତ ଉପକୃତ ହେବେ। ଅଭାବ ପୂରଣ ଦିଗରେ ହଠାତ୍‌ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ । ପୂର୍ବରୁ ସ୍ଥିରୀକୃୃତ ଯୋଜନା ଠିକ୍‌ ଭାବରେ କାର୍ଯ୍ୟକାରୀ ହେବ।...

ରାଶିଫଳ: ଶନିବାର, ମାର୍ଚ୍ଚ ୧୯ ତାରିଖ – Daily Horoscope

ମେଷ ଦ୍ୱିଜା ନକ୍ଷତ୍ର ସକାଶେ ଆଜି କର୍ମକ୍ଷେତ୍ରରେ ଆଶା ପୂରଣ ପାଇଁ ଅନୁକୂଳ ପରିବେଶ ସୃଷ୍ଟି ହେବ। ପାରିବାରିକ ଜୀବନରେ ଟେନ୍‌ସନ୍‌ ଟିକିଏ ମାତ୍ରାରେ କମିଯିବ। ପ୍ରତ୍ୟେକ କାମରେ ସହଯୋଗ ଭିତ୍ତିରେ କାମ କଲେ ଉପକାର ପାଇବେ। ଶିଳ୍ପ,ରପ୍ତାନି ବାଣିଜ୍ୟରେ...

ରାଶିଫଳ: ଶୁକ୍ରବାର , ମାର୍ଚ୍ଚ ୧୮ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ କୌଣସି ବ୍ୟକ୍ତିଙ୍କ ସହାୟତାରୁ ଉପକୃତ ହେବେ। ପାରିବାରିକ କ୍ଷେତ୍ରରେ ମନ କଥା କାହାକୁ କହିପାରୁ ନ ଥିବେ କିମ୍ବା ସମାଧାନର ରାସ୍ତା ଖୋଜି ପାଉ ନ ଥିବେ। କର୍ମକ୍ଷେତ୍ରରେ ମନ୍ଥର ଗତି ସହ ଅଫିସରେ ଫାଇଲ୍‌ ଚାପର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri