Rasifala

ରାଶିଫଳ: ଗୁରୁବାର, ଡିସେମ୍ବର ୨୯ ତାରିଖ – Daily Horoscope

ମେଷ ଅତି ପ୍ରିୟ ବ୍ୟକ୍ତିଟିର ନିକଟ ଭବିଷ୍ୟତରେ ଅନୁପସ୍ଥିତିିର କଳ୍ପନାକରି ମନ ବ୍ୟାକୁଳ ହୋଇପାରେ। ବନ୍ଧୁଙ୍କଠାରୁ ଅର୍ଥ ସାହାଯ୍ୟ ଅଯାଚିତ ଭାବେ ପାଇବେ। ଉପରିସ୍ଥଙ୍କ ନିର୍ଦ୍ଦେଶରେ କର୍ମକ୍ଷେତ୍ରରେ ବହୁତ ଦାୟିତ୍ୱ ହାତକୁ ନେବାକୁ ପଡ଼ିବ। ଅବଶ୍ୟ ମନେ ମନେ ଚିନ୍ତା କରିଥିବା…

ରାଶିଫଳ: ବୁଧବାର, ଡିସେମ୍ବର ୨୮ ତାରିଖ – Daily Horoscope

ମେଷ ଆଜି ନିଜର ସମ୍ପର୍କୀୟମାନଙ୍କ ଦ୍ୱାରା କୌଣସି ସମସ୍ୟା ବିଷୟରେ ଚିନ୍ତିତ ରହିପାରନ୍ତି। ଦ୍ୱିଜା ନକ୍ଷତ୍ର ବ୍ୟକ୍ତିବିଶେଷଙ୍କର ପରିବହନରେ ସମସ୍ୟା ଦୂର ହେବ। ବନ୍ଧୁ ଦେଇଥିବା ପ୍ରତିଶ୍ରୁତି ଉପରେ ପୂର୍ଣ୍ଣ ଭରସା କରି ମନସ୍ତାପ କରିବାକୁ ପଡ଼ିପାରେ। ଶାରୀରିକ ଓ ମାନସିକ…

ରାଶିଫଳ: ସୋମବାର, ଡିସେମ୍ବର ୨୬ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ପ୍ରତିବନ୍ଧକ ହେତୁ ବିଭିନ୍ନ ପ୍ରକାର ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିବ । ଅନ୍ୟମାନଙ୍କ କଥାଗୁଡ଼ିକ ଠିକ୍‌ ଥିଲେ ମଧ୍ୟ ଆପଣଙ୍କୁ ଭଲ ଲାଗିବ ନାହିଁ। ସଭାସମିତି ଓ ସଙ୍ଗଠନ କ୍ଷେତ୍ରରୁ ପ୍ରଶଂସିତ ହୋଇପାରନ୍ତି। ଅଶ୍ୱିନୀ ନକ୍ଷତ୍ରର ପାରିବାରିକ ଜୀବନରେ…

ରାଶିଫଳ: ରବିବାର, ଡିସେମ୍ବର ୨୫ ତାରିଖ – Daily Horoscope

ମେଷ ଆନୁଷଙ୍ଗିକ ସୁବିଧା ସୁଯୋଗ ପାଇ ସାଙ୍ଗଠନିକ କାର୍ଯ୍ୟକୁ ତ୍ୱରାନ୍ବିତ କରିପାରିବେ। ପିଲାଙ୍କ ସ୍ବାସ୍ଥ୍ୟ ସମସ୍ୟା ସକାଶେ ମାନସିକ ସ୍ଥିତି ବିପନ୍ନ ହୋଇପାରେ। ଅସାବଧାନତା କାରଣରୁ ଅର୍ଥହାନିର ସମ୍ଭାବନା ରହିଛି। ଦିନଟିରେ କିଛି ସମୟ ଟେନ୍‌ସନ ଲାଗି ରହିଲେ ମଧ୍ୟ ପରକ୍ଷଣରେ…

ରାଶିଫଳ: ଶନିବାର, ଡିସେମ୍ବର ୨୪ ତାରିଖ – Daily Horoscope

ମେଷ ବନ୍ଧୁମାନଙ୍କ ସହ କୌଣସି ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି। କୌଣସି ସୁଯୋଗ ପାଇ ମଧ୍ୟ ହରାଇବା ସକାଶେ ବ୍ୟଥିତ ହେବାକୁ ପଡ଼ିପାରେ। ଶିଳ୍ପ, ବାଣିଜ୍ୟ ବ୍ୟବସାୟ ଓ ପରିବହନରେ ସଫଳତା ହାସଲ କରିବେ। ପରଶ୍ରୀକାତର ବନ୍ଧୁଙ୍କ ଦ୍ୱାରା…

ରାଶିଫଳ: ଶୁକ୍ରବାର, ଡିସେମ୍ବର ୨୩ ତାରିଖ – Daily Horoscope

ମେଷ ଆଜି ଶାରୀରିକ ସ୍ଵାସ୍ଥ୍ୟ ଓ ପାରିବାରିକ ସ୍ଥିତି ବହୁତ ଭଲ ରହିବ। ଯାନବାହନ ଚଳାଚଳ, ଆଲୋଚନା କ୍ଷେତ୍ର ତଥା ହୋଟେଲ ବ୍ୟବସାୟରେ ଉନ୍ନତମାନର ଫଳ ପାଇବେ। ଆଇନ ଅଦାଲତ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ସମ୍ପର୍କୀୟଙ୍କ ସହ ସୁସମ୍ପର୍କ…

ରାଶିଫଳ: ଗୁରୁବାର, ଡିସେମ୍ବର ୨୨ ତାରିଖ – Daily Horoscope

ମେଷ ଶାରୀରିକ ସମସ୍ୟା ଯୋଗୁ ଦିନଚର୍ଯ୍ୟା ଭଲ ନ ହୋଇପାରେ। ଗତକାଲି ଯେଉଁଥିପାଇଁ ଚିନ୍ତା କରୁଥିଲେ ଆଜି ତାହା ଟଣାଓଟରା ଭିତିରେ ପାଇବେ। ଯେତେ ଭଲ କାମ କଲେ ମଧ୍ୟ ପ୍ରଶଂସା ବଦଳରେ ଅଭିଯୋଗ ମିଳିବ। ପଡ଼ୋଶୀଙ୍କ ସାହାଯ୍ୟରେ ଭାଙ୍ଗି ପଡିଥିବା…

ରାଶିଫଳ: ବୁଧବାର, ଡିସେମ୍ବର ୨୧ ତାରିଖ – Daily Horoscope

ମେଷ ଆଜି ସକାଳୁ କୌଣସି ଶୁଭ ଖବର ପାଇ ଖୁସି ହେବେ। ଘର କାମ ଅପେକ୍ଷା ବାହାର ଲୋକଙ୍କ ସକାଶେ ସମୟ ନେବେ। କାଯର୍‌ୟଗୁଡ଼ିକ ତ୍ୱରାନ୍ବିତ ହେବା ବଦଳରେ ଆକସ୍ମିକ ସମସ୍ୟା ହେତୁ ହଠାତ୍‌ ଅଟକି ରହିଯିବା ଆଶଙ୍କା ରହିଛି ।…

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୨୦ ତାରିଖ – Daily Horoscope

ମେଷ ଗତକାଲିର ଟେନ୍‌ସନ ଆଜି କିିଛି ମାତ୍ରାରେ କମିଯିବ ଏବଂ ବନ୍ଧୁମିଳନରୁ ଉସତ୍ାହିତ ହେବେ। ଜମିଜମା କ୍ରୟ ବିକ୍ରୟ କ୍ଷେତ୍ରରେ ପରିବାରରୁ ପୂର୍ଣ୍ଣ ସମର୍ଥନ ପାଇବେ ନାହିଁ। ଆଧ୍ୟାମତ୍ିକ ଭାବଧାରାରେ ଉଦ୍‌ବୁଦ୍ଧ ହେବେ ଓ ଏକ ପ୍ରକାର ମନୋବଳ ବୃଦ୍ଧି ପାଇବ।…

ରାଶିଫଳ: ସୋମବାର, ଡିସେମ୍ବର ୧୯ ତାରିଖ – Daily Horoscope

ମେଷ ପରିସ୍ଥିତିକୁ ଲାଘବ କରିବା ଉଦ୍ଦେଶ୍ୟରେ ଅଳ୍ପ ଖର୍ଚ୍ଚରେ ଆବଶ୍ୟକତା ଚଳାଇ ନେବାକୁ ଚିନ୍ତା କରିପାରନ୍ତି। ସହକର୍ମୀଙ୍କୁ ସୁପରାମର୍ଶ ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ। ପାରିବାରିକ ଅସହଯୋଗରୁ ଶେଷ ପର୍ଯ୍ୟାୟରେ କାମଗୁଡିକ ଅଧାରେ ଅଟକିଯିବ। ଉପରିସ୍ଥଙ୍କ ଚାପ ଦୃଷ୍ଟିରୁ ମାନସିକ ସ୍ତରରେ…

ରାଶିଫଳ: ରବିବାର, ଡିସେମ୍ବର ୧୮ ତାରିଖ – Daily Horoscope

ମେଷ ଆଜି ପ୍ରତ୍ୟେକ ସ୍ତରରେ ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମ ତ୍ୱରାନ୍ୱିତ କରିବେ। କୃତ୍ତିକା ନକ୍ଷତ୍ର ଉପସ୍ଥିତ ବୁଦ୍ଧି ଖଟାଇ ବିବାଦୀୟ ପରିସ୍ଥିତିକୁ ସମ୍ଭାଳି ନେବେ। କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି।…

ରାଶିଫଳ: ଶନିବାର, ଡିସେମ୍ବର ୧୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର କେନ୍ଦ୍ରସ୍ଥ ବୃହସ୍ପତିଙ୍କ ଗଜକେଶରୀ ଯୋଗ ପ୍ରଭାବରୁ ପ୍ରତ୍ୟେକ କ୍ଷେତ୍ରରେ କାର୍ଯ୍ୟସିଦ୍ଧି ସହ ସମ୍ମାନିତ ହେବେ। ବହୁତ ଦିନରୁ ଭଲ ସମ୍ପର୍କ ଥିବା ବନ୍ଧୁଙ୍କ ସାନ୍ନିଧ୍ୟରୁ ଉପକୃତ ହୋଇପାରନ୍ତି। ନୂଆ ଯୋଜନାଟିଏ କରିବା ସକାଶେ ମନ ବଳାଇବେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?