Rasifala

ରାଶିଫଳ: ଶୁକ୍ରବାର , ଡିସେମ୍ବର ୧୬ ତାରିଖ – Daily Horoscope

ମେଷ ଆଜି ଶନି ଓ ଚନ୍ଦ୍ରଙ୍କ ଷଡ଼ାଷ୍ଟକ ସ୍ଥିତି କାରଣରୁ ଅ-ନାମାକ୍ଷର ବ୍ୟକ୍ତିମାନେ ଅଳସୁଆ ହୋଇପାରନ୍ତି। କିନ୍ତୁ ପ୍ରତିଯୋଗିତାରେ ସଫଳତା ଯୋଗୁ ମନକୁ ବୁଝାଇବାରେ ସମର୍ଥ ହେବେ। ଅବଶ୍ୟ ପ୍ରତ୍ୟେକ କ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ପରିସ୍ଥିତିକୁ ସୁଧାରି ନେବେ। ଆଜି…

ରାଶିଫଳ: ଗୁରୁବାର, ଡିସେମ୍ବର ୧୫ ତାରିଖ – Daily Horoscope

ମେଷ ପ୍ରତ୍ୟେକ କ୍ଷେତ୍ରରେ ଭୁଲ୍‌ ବୁଝାମଣା ସମସ୍ୟାର ମୁଖ୍ୟ କାରଣ ହେବ। ଉଦ୍ଦେଶ୍ୟମୂଳକ ଭାବେ ନିକଟ ସମ୍ପର୍କୀୟମାନେ ଭଲକୁ ଭେଲରେ ପରିବେଷଣ କରିବେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନ ବାଧାପ୍ରାପ୍ତ ହୋଇପାରେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ। ଲେଖାପଢ଼ାରୁ…

ରାଶିଫଳ: ବୁଧବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଓ ବୃହସ୍ପତିଙ୍କ ଷଡ଼ାଷ୍ଟକ ସ୍ଥିତି କାରଣରୁ ଆପଣଙ୍କ କାମରେ ପରିବାରର ସହମତି ମିଳିବ ନାହିଁ। କର୍ମକ୍ଷେତ୍ରରେ କେତେକ ଅପ୍ରୀତିକର ପରିସ୍ଥିତିର ସାମ୍ନା କରିବାକୁ ପଡ଼ିପାରେ। ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ ପ୍ରକାରର କଥା କହୁଥିବାର ଶୁଣିବାକୁ…

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଆଜି କର୍ମକ୍ଷେତ୍ରର ପାରିପାର୍ଶ୍ୱିକ ପରିସ୍ଥିତି ଅନେକାଂଶରେ ଅନୁକୂଳତା ପ୍ରାପ୍ତ ହେବ। ତଥାପି ସାମୟିକ ଦ୍ୱନ୍ଦ୍ୱ ଓ ତର୍କବିତର୍କ କ୍ଷେତ୍ରରେ ସମୟ ଅତିବାହିତ ହୋଇପାରେ। ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ କେତେକାଂଶରେ ଅନୁକୂଳ ଫଳ ପାଇବେ। ବନ୍ଧୁଙ୍କ ଅନୁରୋଧବଶତଃ ଦୂରଯାତ୍ରା…

ରାଶିଫଳ: ସୋମବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ଆଜି କୃତ୍ତିକା ନକ୍ଷତ୍ରର କାର୍ଯ୍ୟଟି ଯଥାବିଧି ନିର୍ଦ୍ଦିଷ୍ଟ ସମୟରେ ସମ୍ପନ୍ନ ହେବାରେ ବ୍ୟତିକ୍ରମ ରହିବ ନାହିଁ। ବନ୍ଧୁଙ୍କ ସହ ମଧୁର ସ୍ମୃତିର ସୁମଧୁର ଅନୁଭୂତି ନେଇ ଦିନଟି ବିତାଇବେ। ଗୃହ, ଭୂମି, ଗାଡ଼ିମୋଟର ଓ ସହକର୍ମୀଙ୍କ ସାହାଯ୍ୟ ପ୍ରଭୃତି ପାଇବାରେ…

ରାଶିଫଳ: ରବିବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ ଆଜି ରାହୁ ପ୍ରଭାବରୁ ସମସ୍ୟା ବିଜଡ଼ିତ ମନ ହେତୁ ଟେନ୍‌ସନ ପିଛା ଛାଡ଼ିବ ନାହିଁ। ଟଙ୍କା ପଇସାକୁ କେନ୍ଦ୍ର କରି କିମ୍ବା ପର କଥା ଶୁଣି ଘରେ କଳହ କରିପାରନ୍ତି। ପ୍ରତ୍ୟେକ କ୍ଷେତ୍ରରେ ଅନ୍ୟମନସ୍କ ଯୋଗୁ କେତେକ ବ୍ୟତିକ୍ରମ ସୃଷ୍ଟିର…

ରାଶିଫଳ: ଶନିବାର , ଡିସେମ୍ବର ୧୦ ତାରିଖ – Daily Horoscope

ମେଷ ଆଜି କର୍ମାଧିପତିଙ୍କ ପ୍ରଭାବରୁ ସ୍ଥଗିତ କାମ ପୂରା ଦମ୍‌ରେ କରିବା ପାଇଁ ନିଷ୍ପତ୍ତି ନେବେ। ନୀଚାଭିମୁଖୀ ମଙ୍ଗଳଜନିତ ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବ କିନ୍ତୁ ସମ୍ପୂର୍ଣ୍ଣ ନୁହେଁ । ଜଳ, ତୈଳ, ବିଦ୍ୟୁତ୍‌, ଲୁହା, ଖାଡି, ସିମେଣ୍ଟ ବ୍ୟବସାୟରୁ ଲାଭବାନ ହେବେ।…

ରାଶିଫଳ: ଶୁକ୍ରବାର , ଡିସେମ୍ବର ୯ ତାରିଖ – Daily Horoscope

ମେଷ ନିଜ ପରିସରର ବିଚାର ଆଲୋଚନାରେ ଭାଗନେଇ ଠିକ୍‌ ପରାମର୍ଶ ପ୍ରଦାନ କରି ପ୍ରଶଂସାର ପାତ୍ର ହେବେ। ସକରାରୀ ସ୍ତରରେ ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ ବାଧ୍ୟ ହେବେ। ଅନ୍ୟଦ୍ୱାରା ପ୍ରେରିତ ହୋଇ ଦୂରସ୍ଥାନକୁ ଯାତ୍ରା କରିବାକୁ…

ରାଶିଫଳ: ଗୁରୁବାର, ଡିସେମ୍ବର ୮ ତାରିଖ – Daily Horoscope

ମେଷ ଆଜି ଅର୍ଥପ୍ରାପ୍ତି କିମ୍ବା କାର୍ଯ୍ୟହାସଲ କରିବା ସକାଶେ କଠୋର ପଦକ୍ଷେପ ନେବାକୁ ପଡ଼ିପାରେ। କୃତ୍ତିକା ନକ୍ଷତ୍ର ସକାଶେ ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି। ଦୂରଯାତ୍ରା ପାଇଁ ପ୍ରସ୍ତୁତିରେ ସମସ୍ୟା ଓ ପ୍ରତିବନ୍ଧକ ଦେଖା ଦେଇପାରେ। ପ୍ରିୟଜନଙ୍କ ସହିତ ଦୂର…

ରାଶିଫଳ: ବୁଧବାର, ଡିସେମ୍ବର ୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ଯୁକ୍ତ ମଙ୍ଗଳ ଦ୍ୱିତୀୟସ୍ଥ ଯୋଗୁ ଅର୍ଥସଂକଟ ଦୂରେଇଯିବ। କର୍ମକ୍ଷେତ୍ରରେ ବିଶେଷ କିଛି ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ। ଯେତେ ସୁବିଧାଜନକ ଭାବରେ କରିବାକୁ ଚାହିଁଲେ ମଧ୍ୟ ସମସ୍ତ କାମ ଝିନ୍‌ଝଟ୍‌…

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୬ ତାରିଖ – Daily Horoscope

ମେଷ ଆଜି ରାହୁ ଓ ଚନ୍ଦ୍ରଙ୍କ ସଂଯୋଗରେ ସାହାଯ୍ୟ ମାଗୁଥିବା ଲୋକଟିର ଇଚ୍ଛା ପୂରଣ କରି ଆମତ୍ସନ୍ତୋଷ ଲାଭ କରିବେ। ସାହିତ୍ୟ, ସାମ୍ବାଦିକତା, ସଙ୍ଗଠନ ଓ ରାଜନୀତିରେ ସଫଳତା ହାସଲ କରିବେ। ସନ୍ତାନଙ୍କ ବୈବାହିକ କର୍ମ ପରିପ୍ରେକ୍ଷୀରେ ନୂତନ ବନ୍ଧୁ ପ୍ରସ୍ତାବ…

ରାଶିଫଳ: ସୋମବାର, ଡିସେମ୍ବର ୫ ତାରିଖ – Daily Horoscope

ମେଷ ଆଜି ରାହୁଯୁକ୍ତ ଚନ୍ଦ୍ର ଯୋଗୁ ମାନସିକ ସ୍ଥିତି ଭଲ ରହି ନ ପାରେ। ସାଧାରଣ କଥାକୁ କେନ୍ଦ୍ରକରି ପରିବାରରେ ଝଗଡ଼ାର ଆଶଙ୍କା ରହିଛି। ଯାତ୍ରା ସମୟରେ ଯାନ୍ତ୍ରିକ ତ୍ରୁଟିଜନିତ ସମସ୍ୟା କିମ୍ବା କଳହର ସମ୍ମୁଖୀନ ହେବାକୁ ପଡ଼ିପାରେ। କେବଳ କର୍ମକ୍ଷେତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?