Rasifala

ରାଶିଫଳ: ରବିବାର, ଡିସେମ୍ବର ୪ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି କାରଣରୁ ଦିନଟି ପ୍ରାୟତଃ ଭଲରେ ଯିବ। ଦୂରଯାତ୍ରାରେ କେତୁ ପ୍ରଭାବରୁ ରାସ୍ତାରେ କୌଣସି ବ୍ୟକ୍ତିଙ୍କ ସହ ଅପ୍ରିୟ ସତକଥା କହି ବିରୋଧୀ ହୋଇପାରନ୍ତି । ଆଜିହିଁ ସମ୍ପନ୍ନ କରିବାକୁ ଭାବୁଥିବା କାମଟିକୁ ଶେଷ କରିପାରିବେନି। ଶିଳ୍ପ,…

ରାଶିଫଳ: ଶନିବାର, ଡିସେମ୍ବର ୩ ତାରିଖ – Daily Horoscope

ମେଷ ଆଜି ତୃତୀୟାଧିପ ନିଜ ଭାବରୁ ଷଷ୍ଠସ୍ଥ ଯୋଗୁ ଆତ୍ମୀୟଙ୍କ ଉପରେ ଭୁଲ୍‌ ବୁଝାମଣା ହେତୁ ସମସ୍ୟା ବଢ଼ିପାରେ। କର୍ମକ୍ଷେତ୍ରରେ ଅନ୍ୟର ସହଯୋଗ ନେଇ ସ୍ଥଗିତ କାମକୁ ପୂରା କରିବେ। ଶୁଣାକଥାକୁ ବିଶ୍ୱାସ କରି ଭୁଲ ମାର୍ଗ ଅନୁସରଣ କରିପାରନ୍ତି ।…

ରାଶିଫଳ: ଶୁକ୍ରବାର , ଡିସେମ୍ବର ୨ ତାରିଖ – Daily Horoscope

ମେଷ ଦୈହିକ ଦୁର୍ବଳତା ସାଙ୍ଗକୁ ଧୈର୍ଯ୍ୟହରା ଓ ନୈରାଶ୍ୟ ଆପଣଙ୍କୁ ବ୍ୟସ୍ତ ବିବ୍ରତ କରାଇବ। କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟଙ୍କୁ ଆପଣାର କରିବାରେ ସାହାଯ୍ୟ କରିବ। ପାରିବାରିକ ଜୀବନରେ ଶାନ୍ତି ଓ ସ୍ଥିରତା ଅବ୍ୟାହତ ରହିବ। କୃତ୍ତିକା ନକ୍ଷତ୍ର ସକାଶେ ଅଫିସରେ…

ରାଶିଫଳ: ଗୁରୁବାର, ଡିସେମ୍ବର ୧ ତାରିଖ – Daily Horoscope

ମେଷ ଆଜିର ଏକାଦଶ ଚନ୍ଦ୍ର ସାମଗ୍ରୀକ ଦୃଷ୍ଟିକୋଣରୁ ଭଲ ରହିଲେ ମଧ୍ୟ ପାରିବାରିକ ସ୍ଥିତିକୁ ବିଷାଦିତ ରଖିବ । ପରିବହନରେ ଝଗଡା କିନ୍ତୁ ବାଣିଜ୍ୟ, ବ୍ୟବସାୟରୁ ସନ୍ତୋଷଜନକ ସୁଫଳ ପାଇବେ । କଳା, ସାହିତ୍ୟ, ସଙ୍ଗୀତ, କ୍ରୀଡା, ତଥା ଚଳଚ୍ଚିତ୍ର ପ୍ରଭୃତି…

ରାଶିଫଳ: ବୁଧବାର, ନଭେମ୍ବର ୩୦ ତାରିଖ – Daily Horoscope

ମେଷ ଆଜି ପାରିବାରିକ କ୍ଷେତ୍ରରେ ଯୁକ୍ତିତର୍କ ମାନସିକ ଅଶାନ୍ତିକୁ ନିମନ୍ତ୍ରଣ କରିପାରେ। ସରକାରୀ ସ୍ତରରୁ ପ୍ରତୀକ୍ଷିତ ଖବରଟି ଜଣେ ସହକର୍ମୀଙ୍କ ଜରିଆରେ ପାଇପାରନ୍ତି। ସାଂସ୍କୃତିକ କିମ୍ବା କ୍ରୀଡ଼ା, ଚଳଚ୍ଚିତ୍ରରେ ସହୃଦୟ ବ୍ୟକ୍ତିଠାରୁ ଯଥେଷ୍ଟ ସହାୟତା ପାଇବେ। ଯୋଜନା ମୁତାବକ କାମ କଲେ…

ରାଶିଫଳ: ମଙ୍ଗଳବାର, ନଭେମ୍ବର ୨୯ ତାରିଖ – Daily Horoscope

ମେଷ ଆଜି ବହୁଦିନରୁ ବାରମ୍ବାର ଚେଷ୍ଟା କରୁଥିବା କାମରେ ସଫଳତା ମିଳିବ। କିନ୍ତୁ ଚନ୍ଦ୍ରଙ୍କ ସାଙ୍ଗରେ ଶନି ରହିଥିବା କାରଣରୁ ବନ୍ଧୁ ଭଲ କଥାକୁ ଭେଲ ମନେ କରିବେ। ପ୍ରତ୍ୟୁଷ ଯାତ୍ରା, ପ୍ରକାଶନ, ଆଇନ, ଅଦାଲତ ଓ କଳା ସାହିତ୍ୟ କ୍ଷେତ୍ର…

ରାଶିଫଳ: ସୋମବାର, ନଭେମ୍ବର ୨୮ ତାରିଖ – Daily Horoscope

ମେଷ ଦୈହିକ ଦୁର୍ବଳତା ଅପସରିଯିବ ଏବଂ ଧୈର୍ଯ୍ୟ, ପ୍ରଚେଷ୍ଟା ଦିଗରେ ଉତ୍ସାହିତ ହେବେ। କର୍ମକ୍ଷେତ୍ରରେ କୌଶଳପୂର୍ଣ୍ଣ ବ୍ୟବହାର ଅନ୍ୟକୁ ଆପଣାର କରିବାରେ ସାହାଯ୍ୟ କରିବ। ସନ୍ତାନଙ୍କ ଅଶାନ୍ତ ମନଦେଖି ନିଜେ ଚିନ୍ତିତ ହୋଇପାରନ୍ତି। ଏକ ନିର୍ଦ୍ଦିିଷ୍ଟ ଦିଗରେ ଖର୍ଚ୍ଚ କରିବାକୁ ରଖିଥିବା…

ରାଶିଫଳ: ରବିବାର, ନଭେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଦୈହିକ ସ୍ବାସ୍ଥ୍ୟ ଓ ପିଲାମାନଙ୍କ ସମସ୍ୟା ସମ୍ପର୍କୀୟ ଚିନ୍ତା ନେଇ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି । ଦ୍ୱିଜା ନକ୍ଷତ୍ରର ଜଣେ ହିତୈଷୀଙ୍କ ଚେଷ୍ଟାରୁ ସମସ୍ୟା ସମାଧାନ ହେବ । ସ୍ବାର୍ଥହାନି ଆଶଙ୍କାରେ ସହକର୍ମୀ ଅସହଯୋଗ କରିବେ ।…

ରାଶିଫଳ: ଶନିବାର, ନଭେମ୍ବର ୨୬ ତାରିଖ – Daily Horoscope

ମେଷ ଆଜିର ନବମଚନ୍ଦ୍ର ଧାର୍ମିକ ବାତାବରଣ ମଧ୍ୟରେ ବନ୍ଧୁଙ୍କ ସହ ବିତାଇପାରନ୍ତି । ଅଟକିଥିବା ନିର୍ମାଣାଧୀନ କାମରେ ପ୍ରତିବନ୍ଧକ ଦୂରୀଭୂତ ହୋଇଯିବ। ପରିଜନଙ୍କ ସହିତ ଆଜିର ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଫଳ ପାଇବେ । ସାମୟିକ ଶାରୀରିକ ଅସୁସ୍ଥତା ଆନୁଷ୍ଠାନିକ କାମ…

ରାଶିଫଳ: ଶୁକ୍ରବାର, ନଭେମ୍ବର ୨୫ ତାରିଖ – Daily Horoscope

ମେଷ ବଳବାନ୍‌ କର୍ମାଧିପଙ୍କ ଶୁଭତ୍ୱରୁ ଆନୁଷ୍ଠାନିକ କାମରେ ଯୋଗ ଦେଇପାରନ୍ତି। କିନ୍ତୁ ଦୃଷ୍ଟିର ବିଷମତା ପରିବାରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବୃଦ୍ଧିପାଇବ । ଅବଶ୍ୟ, ସଭାସମିତି, ମାଲିମକଦ୍ଦମା କଥା କିମ୍ବା ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ। ବନ୍ଧୁମିଳନର ଶେଷ ପର୍ଯ୍ୟାୟରେ…

ରାଶିଫଳ: ଗୁରୁବାର, ନଭେମ୍ବର ୨୪ ତାରିଖ – Daily Horoscope

ମେଷ ଅତୀତ କଥାକୁ ମନରେ ସ୍ଥାନ ଦେଇ ବିଫଳତାର କାରଣ ଖୋଜିବୁଲିବେ। ଏକାଧିକ ଗ୍ରହ ଧନସ୍ଥାନକୁ ଦେଖୁଥିବାରୁ ଆର୍ଥିକ ସ୍ଥିତି ସୁଦୃଢ଼ ରହିବ। କର୍ମକ୍ଷେତ୍ରରେ ସାଧାରଣ ବ୍ୟତିକ୍ରମ ସୃଷ୍ଟି ହେବାର ସମ୍ଭାବନା ରହିଛି। ଘରକଥା ଆଲୋଚନା କରି ବନ୍ଧୁଙ୍କ ମନରେ ବିଶ୍ୱାସ…

ରାଶିଫଳ: ବୁଧବାର, ନଭେମ୍ବର ୨୩ ତାରିଖ – Daily Horoscope

ମେଷ ଉପରିସ୍ଥଙ୍କ ଆଦେଶପ୍ରାପ୍ତ ହୋଇ କୌଣସି କାମ ବାଧ୍ୟ ବାଧକତାରେ କରିବାକୁ ପଡ଼ିବ। ଆଲୋଚନା ଓ ସମାଲୋଚନା ଭିତରେ ପରିବାରରେ ଶାନ୍ତି ଫେରି ଆସିବ। ନିଜର ଜଣାଶୁଣା ଲୋକମାନେ ଅସୁବିଧାରେ ପକାଇ ପାରନ୍ତି। ଅଶ୍ୱିନୀ ନକ୍ଷତ୍ର ଜାତବ୍ୟକ୍ତିମାନେ ଧର୍ମକାର୍ଯ୍ୟରେ ବ୍ୟୟବରାଦ କରିପାରନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?