Rasifala

ରାଶିଫଳ: ବୁଧବାର, ମେ ୧୮ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ସତ କହି ବିବାଦୀୟ ହୋଇପାରନ୍ତି। ବନ୍ଧୁଙ୍କ ସାହାଯ୍ୟ ଓ ସହଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ବିତ କରିବେ। ବିଭିନ୍ନ କାର୍ଯ୍ୟ ବ୍ୟସ୍ତତା କାରଣରୁ ସ୍ବାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖା ଦେଇପାରେ। ଅଧ୍ୟାପନା, କ୍ରୀଡ଼ା, ସଙ୍ଗୀତ, ଚଳଚ୍ଚିତ୍ର, ସାହିତ୍ୟ ତଥା…

ରାଶିଫଳ: ମଙ୍ଗଳବାର, ମେ ୧୭ ତାରିଖ – Daily Horoscope

ମେଷ ଆଜି ଅଷ୍ଟମ ଚନ୍ଦ୍ର ହେତୁ ପାରିବାରିକ କ୍ଷେତ୍ରରେ ଅର୍ଥ ସମ୍ପର୍କକୁ କେନ୍ଦ୍ରକରି ବିବାଦ ବଢ଼ିପାରେ। ସବୁକଥାକୁ ଭଲରୂପେ ବିଚାରକରି ଆଗକୁ ବଢ଼ିବା ଉଚିତ। କାମ ହାସଲ ସକାଶେ ଅନ୍ୟ ଉପରେ ନିର୍ଭର କରିପାରନ୍ତି। ବ୍ୟବସାୟ, ବାଣିଜ୍ୟ, ପରିବହନ, ନିର୍ମାଣ, ପ୍ରଶାସନ…

ରାଶିଫଳ: ସୋମବାର, ମେ ୧୬ ତାରିଖ – Daily Horoscope

ମେଷ ଆଜି ପାପଯୁକ୍ତ ଚନ୍ଦ୍ର ହେତୁ କାମ ହାସଲ କରିବାରେ ଜଣେ ପୁରୁଣା ବନ୍ଧୁ ସାହାଯ୍ୟ କରିବେ କହି କରି ନ ପାରନ୍ତି। ବାଣିଜ୍ୟ ଓ ବ୍ୟବସାୟରେ ବାଧାପ୍ରାପ୍ତ ହୋଇପାରେ। ଧାର କରଜ ସୂତ୍ରରେ ଅର୍ଥ ସଂଗ୍ରହ କରିବାକୁ ବାଧ୍ୟ ହେବେ।…

ରାଶିଫଳ: ରବିବାର, ମେ ୧୫ ତାରିଖ – Daily Horoscope

ମେଷ ଆଜି ଆନୁଷଙ୍ଗିକ ସାହାଯ୍ୟ ସହଯୋଗ ଲାଭ କରି କାମଗୁଡ଼ିକୁ ସମ୍ପନ୍ନ କରିବାରେ କିଛି ଅସୁବିଧା ହେବ ନାହିଁ। ବନ୍ଧୁମାନଙ୍କ ପରାମର୍ଶାନୁସାରେ ପାରିବାରିକ ଝାମେଲା ସମାଧାନ ଆଡ଼କୁ ଗତି କରିବ। କୃଷି, ବ୍ୟବସାୟ, ବାଣିଜ୍ୟ ଓ ରାଜନୀତିରେ ଚେଷ୍ଟା ସଫଳ ହେବ।…

ରାଶିଫଳ: ଶନିବାର, ମେ ୧୪ ତାରିଖ – Daily Horoscope

ମେଷ  ଆଜି ବନ୍ଧୁଙ୍କ ସହ ଭୁଲ୍‌ ବୁଝାମଣା କାରଣରୁ ମାନସିକ ଶାନ୍ତି ହରାଇବେ। ବନ୍ଧୁଙ୍କ ପରାମର୍ଶରେ ସଫଳତା ଯୋଗୁ କେତେକାଂଶରେ ମନକୁ ବୁଝାଇବାରେ ସମର୍ଥ ହେବେ। ବାହାର ଜାଗାରେ ସତର୍କତାର ସହ କାମ କରିବା ଭଲ ହେବ, ଅନ୍ୟଥା କ୍ଷତିରେ ପଡ଼ିପାରନ୍ତି।…

ରାଶିଫଳ: ଶୁକ୍ରବାର, ମେ ୧୩ ତାରିଖ – Daily Horoscope

ମେଷ ଆଜିର ଚନ୍ଦ୍ର ଓ ରାଶ୍ୟାଧିପତି ଷଡ଼ାଷ୍ଟକ ସ୍ଥିତି ହେତୁ ମାନସିକ ସନ୍ତୁଳନ ରକ୍ଷାରେ ଅସମର୍ଥ ହେବେ। ପ୍ରତ୍ୟେକ କାମ ଟିକିଏ ବିଳମ୍ବ ଓ ଝମେଲା ଭିତରେ ହିଁ ସମ୍ପନ୍ନ ହେବ। ପରୋକ୍ଷ ଶତ୍ରୁତା କାରଣରୁ ବ୍ୟବସାୟ, ବାଣିଜ୍ୟ ଓ ପରିବହନ…

ରାଶିଫଳ: ଗୁରୁବାର, ମେ ୧୨ ତାରିଖ – Daily Horoscope

ମେଷ ଅଶ୍ୱିନୀ ମେଷ ସକାଶେ କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମନା କରିବାକୁ ପଡ଼ିପାରେ। ଦୃଢ଼ ଓ କଠୋରୋକ୍ତି ଫଳରେ ମୁହଁ ସାମନାରେ କଥା କହିବାକୁ ଅନ୍ୟମାନେ ପଛେଇ ଯିବେ। ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ।…

ରାଶିଫଳ: ବୁଧବାର, ମେ ୧୧ ତାରିଖ – Daily Horoscope

ମେଷ ଶନି ଓ ମଙ୍ଗଳଙ୍କ ପ୍ରତ୍ୟକ୍ଷଦୃଷ୍ଟିରେ ଚନ୍ଦ୍ର ଥିବାରୁ ମାନସିକ ସ୍ଥିତି ଉତ୍ତେଜନାମୂଳକ ରହିବ। ତଥାପି ଉଚ୍ଚସ୍ଥ ଶୁକ୍ରଙ୍କ ଯୋଗୁ ମନ ବୁଝିଲା ଭଳି କଥା କହି ପରିସ୍ଥିତିକୁ ସୁଧାରି ନେବେ। ଯାତ୍ରା, ବାଣିଜ୍ୟ, କ୍ରୟ ବିକ୍ରୟ କ୍ଷେତ୍ରରେ ସୁଫଳ ପାଇବେ।…

ରାଶିଫଳ: ମଙ୍ଗଳବାର, ମେ ୧୦ ତାରିଖ – Daily Horoscope

ମେଷ ଆଜିର ପୂର୍ବାହ୍ନ ଶିକ୍ଷା, ପରୀକ୍ଷା, ଆଲୋଚନା,ସଭା ସମିତି, ପ୍ରଶାସନ ଓ କର୍ମକ୍ଷେତ୍ର ପାଇଁ ପ୍ରଶସ୍ତ ରହିବ। ପରିବାର, ପରିବହନ, ଲୋକ ସମ୍ପର୍କ, ଯାନବାହନ ଦିଗରେ ଉନ୍ନତି ଘଟିବ। ନିଜ ଲୋକ ଆପଣଙ୍କ ବିରୁଦ୍ଧାଚରଣ କରିପାରନ୍ତି। ବାଣିଜ୍ୟ, ବ୍ୟବସାୟ, ନିର୍ମାଣ, ଆନୁଷ୍ଠାନିକ…

ରାଶିଫଳ: ସୋମବାର, ମେ ୯ ତାରିଖ – Daily Horoscope

ମେଷ ଆଜି ଦ୍ୱିଜା ନକ୍ଷତ୍ର ଭାଇ, ବନ୍ଧୁ କିମ୍ବା ଆତ୍ମୀୟଙ୍କ ସାହାଯ୍ୟରୁ ଅର୍ଥ ପାଇବେ। କର୍ମକ୍ଷେତ୍ରରେ ସ୍ଥଗିତ କାମକୁ ପୂରା ଦମରେ କରିବା ପାଇଁ ନିଷ୍ପତ୍ତି ନେଇପାରନ୍ତି। ଆଜି ବିବାଦୀୟ ଘଟଣାରେ କୈାଣସି ନିର୍ଦ୍ଦିଷ୍ଟ ପକ୍ଷକୁ ସମର୍ଥନ କରିବା ଠିକ୍‌ ହେବ…

ରାଶିଫଳ: ରବିବାର, ମେ ୮ ତାରିଖ – Daily Horoscope

ମେଷ ଆଜି ବିଶିଷ୍ଟ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ, ଧର୍ମକାର୍ଯ୍ୟ, ଆନୁଷ୍ଠାନିକ କ୍ଷେତ୍ରରେ ସାମିଲ ହୋଇପାରନ୍ତି। ଆଜିର ଯାତ୍ରା, ବାଣିଜ୍ୟ, ମାଙ୍ଗଳିକ କାମ ଫଳପ୍ରଦ ରହିବ। କିନ୍ତୁ ବ୍ୟବହାରରେ ଶାଳୀନତା ରକ୍ଷା ନ କଲେ ଓଲଟା ଫଳ ପାଇବେ। ଅବଶ୍ୟ ପାରିବାରିକ, ପରିବହନ,…

ରାଶିଫଳ: ଶନିବାର, ମେ ୭ ତାରିଖ – Daily Horoscope

ମେଷ ଆଜି ଚନ୍ଦ୍ର ସ୍ବଗୃହରେ ଅବସ୍ଥାନ କରୁଥିବାରୁ ପାରିବାରିକ ଓ କର୍ମକ୍ଷେତ୍ର ସମସ୍ୟା ମୁକ୍ତ ରହିବ। ଯାତ୍ରା, ବ୍ୟବସାୟ, ବାଣିଜ୍ୟ, ପରିବହନ, ସଂଗଠନ, ରାଜନୀତି ପାଇଁ ବହୁତ ଭଲ। ଖର୍ଚ୍ଚ ରୋକିବା ପାଇଁ ଚେଷ୍ଟିତ ହେବେ, କିନ୍ତୁ ପାରିବେ ନାହିଁ ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri